ଭୋଟର କ୍ରମାଗତ ଭିନ୍ନ ଦଳର ନୂଆ ନେତୃତ୍ୱ ବାଛୁଛନ୍ତି
ପଟ୍ଟାମୁଣ୍ଡାଇ, ୯ା୨ (କଳ୍ପତରୁ ନାୟକ): ପାଖେଇ ଆସୁଛି ସାଧାରଣ ନିର୍ବାଚନ। ଏହାକୁ ଦୃଷ୍ଟିରେ ରଖି କେନ୍ଦ୍ରାପଡ଼ା ଜିଲା ରାଜନଗର ନିର୍ବାଚନମଣ୍ଡଳୀର ନେତାମାନେ ତତ୍ପର ହୋଇଉଠିଲେଣି। ଏଭଳିସ୍ଥଳେ ପାନଦୋକନଠାରୁ ଆରମ୍ଭ କରି ବାଟଘାଟରେ କିଏ କେଉଁ ଦଳରୁ ପ୍ରାର୍ଥୀ ହେବ ସେ ନେଇ…
ବ୍ରାହ୍ମଣୀ ନଦୀରୁ ଜଳ ନମୁନା ସଂଗ୍ରହ
ଯାଜପୁର,୯ା୨(ହର୍ଷବର୍ଦ୍ଧନ ବେହେରା): ଯାଜପୁର ଜିଲା ବ୍ରାହ୍ମଣୀ ଏବଂ ଏହାର ଶାଖା ଖରସ୍ରୋତା ନଦୀତଟବର୍ତ୍ତୀ ଅଞ୍ଚଳର ୯ଟି ସ୍ଥାନରୁ ଗୁରୁବାର ସେଣ୍ଟ୍ରାଲ ପଲ୍ୟୁଶନ କଣ୍ଟ୍ରୋଲ ବୋର୍ଡ(ସିପିସିବି) ପକ୍ଷରୁ ନଦୀଜଳ ନମୁନା ସଂଗ୍ରହ କରାଯାଇଛି। କବାଟବନ୍ଧ, ମାର୍ଥାପୁର, ଦେଉଳକଣା, କୁସୁମପୁର, ଯୋକଡିଆ ଆଦି ସ୍ଥାନରୁ…
ମଦ୍ରାସା ଭଙ୍ଗାକୁ ନେଇ ଜଳୁଛି ହଲଦ୍ୱାନି: ୬ ମୃତ, ୧୦୦ ଆହତ, ଇଣ୍ଟରନେଟ୍ ସେବା ବନ୍ଦ
ହଲଦ୍ୱାନି,୯।୨:ଉତ୍ତରାଖଣ୍ଡର ହଲଦ୍ୱାନିରେ ପ୍ରଶାସନ ପକ୍ଷରୁ ଗୁରୁବାର ଏକ ବେଆଇନ ମଦ୍ରାସାକୁ ଭାଙ୍ଗିଦିଆଯିବାରୁ ବ୍ୟାପକ ହିଂସାକାଣ୍ଡ ଘଟିଛି। ଉତ୍ତ୍ୟକ୍ତ ଲୋକେ ପୋଲିସ ଉପରକୁ ଟେକାମାଡ଼ କରିବା ସହ ବହୁ ଗାଡ଼ି ପୋଡ଼ିଦେଇଛନ୍ତି। ଏହି ଆକ୍ରମଣରେ ୬ ଜଣ ଆକ୍ରମଣକାରୀଙ୍କ ମୃତ୍ୟୁ ହୋଇଛି। ୧୦୦ରୁ…
ନୀଳପଥର ଲୁଟ୍ ରୋକାଯାଉନି
କାଳିଆପାଣି,୯ା୨(ଅସିତ ମହାନ୍ତ): ଯାଜପୁର ଜିଲା ଦୈତାରୀ ସଂରକ୍ଷିତ ଟିକରପଡ଼ା ଜଙ୍ଗଲରୁ ନୀଳପଥର ଲୁଟ୍ ଚାଲିଛି। ହେଲେ ଏହାକୁ ରୋକାଯାଉନାହିଁ। ଏହା ଉପରେ ବାହାର ରାଜ୍ୟ ମାଫିଆଙ୍କ ଲୋଲୁପ ଦୃଷ୍ଟି ପଡ଼ିଛି। ମାତ୍ର ଏକଥା ବନ ବିଭାଗ ଅଧିକାରୀ ଜାଣି ଅଜଣା ପରି…
ମଶା ଉପଦ୍ରବରେ ସହରବାସୀ ନୟାନ୍ତ
ଯାଜପୁର,୯ା୨(ହର୍ଷବର୍ଦ୍ଧନ ବେହେରା): ଘରୋଇକରଣ ହେଲେ ପରିମଳ ବ୍ୟବସ୍ଥା ସୁଧୁରିବ ବୋଲି ବ୍ୟାସନଗର ପୌରାଞ୍ଚଳବାସୀ ବହୁତ ଆଶା ରଖିଥିଲେ। ହେଲେ ଗତ କିଛି ବର୍ଷ ହେଲା ସବ୍ୟସାଚୀ ମହାକୁଡ ନାମକ ଏକ ଘରୋଇ ସଂସ୍ଥାକୁ ସଫେଇ ଦାୟିତ୍ୱ ଦେବା ପରେ ବ୍ୟାସନଗର ପୌର…
ଦୋରା, ଦୁରୁଆ ସମ୍ପ୍ରଦାୟ ପାଇବେ ଆଦିବାସୀ ମାନ୍ୟତା: ଏସ୍ସି, ଏସ୍ଟି ସଂଶୋଧନ ବିଲ୍କୁ ସଂସଦର ମଞ୍ଜୁରୀ
ନୂଆଦିଲ୍ଲୀ (ପି.ଟି.)/ଜୟପୁର (ପବନ ପାଣିଗ୍ରାହୀ), ୯ା୨: ଦୀର୍ଘ ଦିନର ଦାବି ପରେ ଦୋରା ଓ ଦୁରୁଆ ସମ୍ପ୍ରଦାୟକୁ ଆଦିବାସୀ ମାନ୍ୟତା ମିଳିଛି। ଏହି ସମ୍ପ୍ରଦାୟର ଲୋକେ ଆନ୍ଦୋଳନ ଓ ବିକ୍ଷୋଭ ସହ ନିର୍ବାଚନ ମଧ୍ୟ ବର୍ଜନ କରିଥିଲେ। ୨୦୧୯ ପରଠୁ ଅନେକ…
ପ୍ରତିଶୋଧ ନେବ ଭାରତ: ୬ ମାସ ଭିତରେ ଦ୍ୱିତୀୟଥର ଭାରତ-ଅଷ୍ଟ୍ରେଲିଆ ବିଶ୍ୱକପ୍ରେ ଖେଳାଯିବ ଫାଇନାଲ୍
ନୂଆଦିଲ୍ଲୀ,୮।୨: ଅଣ୍ଡର-୧୯ ବିଶ୍ୱକପର ଦ୍ୱିତୀୟ ସେମିଫାଇନାଲରେ ଅଷ୍ଟ୍ରେଲିଆ ପାକିସ୍ତାନକୁ ୧ ଉଇକେଟରେ ପରାସ୍ତ କରିଛି। ଶେଷ ଓଭର ପର୍ଯ୍ୟନ୍ତ ଚାଲିଥିବା ଏହି ରୋମାଞ୍ଚକର ମ୍ୟାଚରେ ଅଷ୍ଟ୍ରେଲିଆ ଶେଷ ପର୍ଯ୍ୟନ୍ତ ଧୈର୍ଯ୍ୟ ରଖି ଖେଳିଥିଲା ଏବଂ ଏହି ବିଜୟ ସହିତ ସେମାନେ ଭାରତ…
Chocolate Day: ସାଥୀଙ୍କୁ ଚକୋଲେଟ୍ ଦେଇ ଏପରି କିଣନ୍ତୁ ମନ…
ଫେବୃଆରୀ ମାସଟି ପ୍ରେମୀଯୁଗଳଙ୍କ ପାଇଁ ବହୁତ ସ୍ବତନ୍ତ୍ର। କାରଣ ଏହି ମାସରେ ପ୍ରେମୀଯୁଗଳଙ୍କ ଉପରେ ଖାଲି ପ୍ରେମର ବର୍ଷା ହିଁ ବର୍ଷା ହୋଇଥାଏ। ବିଶେଷକରି ପ୍ରେମକୁ ସ୍ମରଣୀୟ ତଥା ଉଜ୍ଜୀବିତ କରିବା ପାଇଁ ଯୁବବର୍ଗ ଏହାକୁ ସପ୍ତାହେ ଧରି ପାଳନ କରିଥାନ୍ତି।…
ଦିଲ୍ଲୀ ଚଲୋ ଡାକରା: ଚାଷୀ ନେତାଙ୍କୁ ଭେଟିଲେ କେନ୍ଦ୍ରମନ୍ତ୍ରୀ
ଚଣ୍ଡିଗଡ଼,୮।୨: ଦିଲ୍ଲୀ ଚଲୋ’ ଡାକରା ଦେଇଥିବା କୃଷକ ନେତାମାନଙ୍କ ସହ ୩ ଜଣ କେନ୍ଦ୍ରମନ୍ତ୍ରୀ ଗୁରୁବାର ଆଲୋଚନା କରିଛନ୍ତି। ଫସଲର ସର୍ବନିମ୍ନ ସହାୟକ ମୂଲ୍ୟ (ଏମ୍ଏସ୍ପି) ଉପରେ ଗ୍ୟାରେଣ୍ଟି ସମେତ ଅନ୍ୟାନ୍ୟ ଦାବି ନେଇ ଚାଷୀମାନେ ଆସନ୍ତା ୧୩ ତାରିଖରେ ଦିଲ୍ଲୀ…
ସମୂହ ଛୁଟିରେ ରହି ପ୍ରାଣୀ ଚିକିତ୍ସକଙ୍କ ଆନ୍ଦୋଳନ: ସେବା ନ ପାଇ ଲୋକେ ହଟହଟା
ବରଗଡ଼,୮।୨(ପ୍ରେମାନନ୍ଦ ଖମାରୀ): ଓଡ଼ିଶା ପ୍ରାଣୀ ଚିକିତ୍ସା ସେବା ସଂଘ ପକ୍ଷରୁ ଆନ୍ଦୋଳନ ଜାରି ରହିଛି। ଏଥିରେ ସଂଘର ବରଗଡ଼ ଜିଲା ଶାଖା ମଧ୍ୟ ସାମିଲ ହୋଇଛି । ଗତ ଜାନୁଆରୀ ୧୮ତାରିଖରୁ ପ୍ରାଣୀ ଚିକିତ୍ସକମାନେ ସମୂହ ଛୁଟିରେ ରହି ଜିଲା ମୁଖ୍ୟ…
ଫେସବୁକ ଲାଇଭ କରି ଉଦ୍ଧବ ଗ୍ରୁପ ନେତାଙ୍କୁ ହତ୍ୟା, ଅଭିଯୁକ୍ତଙ୍କ ଆତ୍ମହତ୍ୟା
ମୁମ୍ବାଇ,୮।୨: ମୁମ୍ବାଇରେ ଏକ ସମ୍ବେଦନଶୀଳ ମାମଲା ସାମ୍ନାକୁ ଆସିଛି। ଗୁରୁବାର (ଫେବୃଆରୀ ୮) ସାରେ ମୁମ୍ବାଇର ଦହିସର ଅଞ୍ଚଳରେ ଉଦ୍ଧବ ଠାକରେ ଗୋଷ୍ଠୀ ନେତା ଅଭିଷେକ ଘୋଷାଲକରଙ୍କୁ ଗୁଳିମାରି ହତ୍ୟା କରାଯାଇଥିଲା। ତାଙ୍କୁ ତିନିଟି ଗୁଳି ବାଜିବାରୁ ସେ ଗୁରୁତର ଆହତ…
ଦମ୍ପତିଙ୍କ ଉପରକୁ ବୋମାମାଡ଼
ବ୍ରହ୍ମପୁର,୮ା୨(ସୁବାସ ଚନ୍ଦ୍ର ପାଢ଼ୀ): ବ୍ରହ୍ମପୁର ବଡ଼ବଜାର ଥାନା ଅଧୀନ ଆସିକା ରୋଡ଼ ଶ୍ରୀରାମନଗର ନିକଟସ୍ଥ ଜଗନ୍ନାଥ ବିହାର ଚତୁର୍ଥ ଲାଇନ୍ରେ ଗୁରୁବାର ରାତି ପ୍ରାୟ ସାଢ଼େ ୧୦ଟାରେ ବୋମାମାଡ଼ ହୋଇଛି। ଗୋଟିଏ ବାଇକ୍ରେ ୨ ଯୁବକ ଆସି ବୋମା ଫିଙ୍ଗିଥିଲେ। ଫଳରେ…
Archives


