Home Left

ମହାପ୍ରଭୁଙ୍କୁ କ୍ଷମା ପ୍ରାର୍ଥନା କଲେ ଦୈତାରୀ ପଣ୍ଡା

ପୁରୀ, ୮ା୨(ଅଜିତ୍‌ ମହାନ୍ତି)ଯାତ୍ରା ଜଗତର ଜଣାଶୁଣା ଅଭିନେତା ଦୈତାରୀ ପଣ୍ଡା କିଛିଦିନ ତଳେ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ସହ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ତୁଳନା କରିଥିଲେ, ଯାହାକୁ ନେଇ ପଣ୍ଡାଙ୍କ ବିରୋଧରେ ସାରା ରାଜ୍ୟରେ ପ୍ରତିକ୍ରିୟା ପ୍ରକାଶ ପାଇଥିଲା। ପଣ୍ଡା ପୁରୀ ଆସି…

ମାଲକାନଗିରିରେ ଗଡ଼ ସଜାଡ଼ିବାକୁ ପ୍ରୟାସ, ମାଓବାଦୀ କାର୍ଯ୍ୟକଳାପ ବଢ଼ୁଛି…

ମାଲକାନଗିରି,୮ା୨(ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ଜିଲାରେ ଭୁଶୁଡି ପଡିଥିବା ମାଓବାଦୀ ସଂଗଠନ ପୁନଃ ଗଡ ସଜାଡିବାକୁ ପ୍ରୟାସ କରିଛିନ୍ତି ମାଓବାଦୀ। ନିଜ ପୂର୍ବ ସ୍ଥିତି ଫେରିବା ପାଇଁ ସଙ୍ଗଠନର ଉଦ୍ୟମ କରୁଥିବା ବେଳେ ବିଗତ କିଛି ଦିନ ମଧ୍ୟରେ ଜିଲାରେ ମାଓବାଦୀ କାର୍ଯ୍ୟକଳାପ…

କାମରେ ଲାଗୁନି ୨ ଥାନାର ନୂତନ କୋଠା

ଖୋର୍ଦ୍ଧା,୮ା୨ (ପ୍ରଭାତ ପାଣିଗ୍ରାହୀ)ଖୋର୍ଦ୍ଧା ବକ୍ସି ଜଗବନ୍ଧୁ ବିଦ୍ୟାଧର ଉଚ୍ଚ ବିଦ୍ୟାଳୟ ଛାତ୍ରାବାସରେ ଚାଲିଛି ଆଦର୍ଶ (ଟାଉନ) ଥାନା। ଅନ୍ୟପଟେ ଟ୍ରାଫିକ ଛକ ନିକଟରେ ଆଦର୍ଶ ଥାନାର ନୂତନ କୋଠା ନିର୍ମାଣ ସରିଛି। ନିର୍ମାଣକୁ ପ୍ରାୟ ଏକ ବର୍ଷ ବିତିଲାଣି। ଅଥଚ ନୂତନ…

ଏସ୍‌ସିବି ପରିସରରେ ଜେରକ୍ସ ସୁବିଧା ନାହିଁ

କଟକ,୮ା୨(ଶିଳ୍ପା ପ୍ରିୟଦର୍ଶିନୀ)ଏସ୍‌ସିବି ମେଡିକାଲ ପରିସରରେ ଜେରକ୍ସ ସୁବିଧା ନ ଥିବା ରୋଗୀ ସମ୍ପର୍କୀୟମାନେ ଅଭିଯୋଗ କରିଛନ୍ତି। ଫଳରେ ଜେରକ୍ସ କରିବା ପାଇଁ ସେମାନଙ୍କୁ ମେଡିକାଲ ବାହାରକୁ ଯିବାକୁ ପଡୁଛି। ଏହାକୁ ନେଇ ସେମାନଙ୍କ ମଧ୍ୟରେ ଅସନ୍ତୋଷ ଦେଖାଦେଇଛି। ତୁରନ୍ତ ମେଡିକାଲ କର୍ତ୍ତୃପକ୍ଷ…

ଯୁବକଙ୍କୁ ରାସ୍ତାରେ ନିସ୍ତୁକ ପିଟିଲେ ଏଏସ୍‌ଆଇ

ପିପିଲି, ୮ା୨(ପ୍ରଭାତ ମହାପାତ୍ର/ଦୁର୍ଗାମାଧବ ମିଶ୍ର)ପିପିଲି ପୋଲିସର ଦବଙ୍ଗଗିରି। ଜଣେ ଯୁବକଙ୍କୁ ରାସ୍ତାରେ ନିସ୍ତୁକ ମାଡ଼ ମାରିଲେ ପୋଲିସ ଅଧିକାରୀ। ଏହାର ଭିଡିଓ ଏବେ ଭାଇରାଲ ହେବାରେ ଲାଗିଛି। ପୋଲିସ ଅଧିକାରୀ ଜଣକ ବାଡ଼ିରେ ଯୁବକଙ୍କ ହାତ ଓ ଗୋଡ଼କୁ ନିସ୍ତୁକ ପିଟୁଥିବାର…

ମନ୍ନତାଙ୍କୁ ପ୍ରଥମ ଅନ୍ତର୍ଜାତୀୟ ପଦକ

ଭୁବନେଶ୍ୱର,୮ା୨(ସରୋଜ ଜେନା): ରାଜ୍ୟର ପ୍ରତିଭାବାନ ସନ୍ତରଣକାରୀ ମନ୍ନତା ମିଶ୍ର ନିଜର ପ୍ରଥମ ଅନ୍ତର୍ଜାତୀୟ ପଦକ ହାସଲ କରିଛନ୍ତି। ଓଡ଼ିଶା ଆଇଆଇଏସ୍‌ ସନ୍ତରଣ ହାଇ ପର୍ଫମାନ୍ସ ସେଣ୍ଟରରେ ପ୍ରଶିକ୍ଷଣ ନେଉଥିବା ମନ୍ନତା ନୂଆଦିଲ୍ଲୀରେ ଅନୁଷ୍ଠିତ ବିମଷ୍ଟେକ ସନ୍ତରଣ ଚାମ୍ପିୟନଶିପ୍‌ରେ ଏକ ରୌପ୍ୟ ପଦକ…

ପିତାଙ୍କ ବିଶ୍ୱାସର ବିଜୟ

ନୂଆଦିଲ୍ଲୀ,୮ା୨(ପି.ଟି.) : ମା’ ଥିଲେ ପୋଲିସ୍‌ ଅଫିସର। ଶୃଙ୍ଖଳାକୁ ସେ ସର୍ବଦା ଗୁରୁତ୍ୱ ଦେଉଥିବା ବେଳେ ପୁଅର କ୍ରିକେଟ ଖେଳିବା ତାଙ୍କୁ ପସନ୍ଦ ନ ଥିଲା। ତେବେ ପିତା କିନ୍ତୁ ଏହାର ସମର୍ଥନରେ ଥିଲେ। ୨୨ ୟାର୍ଡର ଷ୍ଟ୍ରିପ୍‌ ମଧ୍ୟରେ ପୁଅ…

ସରକାର ପାଇଛନ୍ତି ୨୮ ନୂଆ ଜିଲା ପ୍ରସ୍ତାବ

ଭୁବନେଶ୍ୱର,୮।୨(ଅନିଲ ଦାସ)ବରଗଡ଼ ଜିଲାର ପଦ୍ମପୁର ନିର୍ବାଚନମଣ୍ଡଳୀକୁ ଜିଲା ଘୋଷଣା କରିବାକୁ ରାଜ୍ୟ ସରକାରଙ୍କ ପ୍ରସ୍ତାବ ଥିବାବେଳେ ରାଜ୍ୟର ଅନ୍ୟାନ୍ୟ ଜିଲାରୁ ମଧ୍ୟ ନୂତନ ଜିଲା ଗଠନ ଦାବି ବଢ଼ିବାରେ ଲାଗିଛି। ୧୫ ଜିଲାରୁ ପଦ୍ମପୁର ସମେତ ୨୮ଟି ନୂଆ ରାଜସ୍ବ ଜିଲା…

ପୁରୀରେ ରାଜ୍ୟସ୍ତରୀୟ ଖୋଖୋ ଉଦ୍‌ଘାଟିତ

ପୁରୀ ୮ା୨ ( ଅଜିତ୍‌ ମହାନ୍ତି): ପୁରୀ ଜିଲା ସ୍କୁଲ ପରିସରରେ ବୁଧବାରଠାରୁ ରାଜ୍ୟ ସ୍ତରୀୟ ନୂଆ ଓ ଖୋଖୋ ପ୍ରତିଯୋଗିତା ଆରମ୍ଭ ହୋଇଛି। ରାଜ୍ୟ କ୍ରୀଡ଼ା ନିର୍ଦ୍ଦେଶକ ସିଦ୍ଧାର୍ଥ ଦାସ ପ୍ରତିଯୋଗିତାକୁ ଉଦ୍‌ଘାଟନ କରିଛନ୍ତି। ”ପିଲାମାନଙ୍କ କ୍ରୀଡା ପ୍ରତିଭାର ବିକାଶ…

ଆମେରିକାକୁ ହରାଇଲା ଚାଇନା

ଭୁବନେଶ୍ୱର, ୮।୨ (ତପନ ସ୍ବାଇଁ): କଳିଙ୍ଗ ଷ୍ଟାଡିୟମରେ ଚାଲିଥିବା ଏଫ୍‌ଆଇଏଚ୍‌ ମହିଳା ହକି ପ୍ରୋ ଲିଗ୍‌ରେ ବୁଧବାର ଚାଇନା ୩-୧ ଗୋଲରେ ଆମେରିକାକୁ ପରାସ୍ତ କରିଛି। ଚଳିତ ଲିଗ୍‌ରେ ଚାଇନାର ଏହାଥିଲା ୪ ମ୍ୟାଚରୁ ତୃତୀୟ ବିଜୟ। ଏଥିସହ ଦଳ ଏହାର…

ଭାରତର କ୍ରମାଗତ ତୃତୀୟ ପରାଜୟ

ଭୁବନେଶ୍ୱର, ୮।୨(ତପନ ସ୍ବାଇଁ): କଳିଙ୍ଗ ଷ୍ଟାଡିୟମରେ ଚାଲିଥିବା ଏଫ୍‌ଆଇଏଚ୍‌ ମହିଳା ହକି ପ୍ରୋ ଲିଗ୍‌ରେ ଭାରତର ଲଜ୍ଜାଜନକ ପ୍ରଦର୍ଶନ ଅବ୍ୟାହତ ରହିଛି। କ୍ରମାଗତ ୩ ମ୍ୟାଚ ହାରି ଘରୋଇ ଦଳ ପରାଜୟରେ ହ୍ୟାଟ୍ରିକ କରିଛି। ଫଳରେ ୯ ଦଳ ବିଶିଷ୍ଟ ପଏଣ୍ଟ…

ନ୍ୟାଶନାଲ ଗ୍ରୀନ୍‌ ମେଟାଲ କନ୍‌ଫରେନ୍ସ ଉଦ୍‌ଯାପିତ

ଭୁବନେଶ୍ୱର, ୮।୨: ରାଜ୍ୟ ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡ ଓଡିଶା ଏବଂ ବିଜୁ ପଟ୍ଟନାୟକ ଜାତୀୟ ଇସ୍ପାତ ପ୍ରତିଷ୍ଠାନ (ବିପିଏନ୍‌ଏସ୍‌ଆଇ) ର ମିଳିତ ସହଯୋଗରେ ଆୟୋଜିତ ୨ଦିନିଆ ‘ନ୍ୟାସନାଲ୍‌ ଗ୍ରୀନ୍‌ ମେଟାଲ୍‌ କନଫରେନ୍ସ-୨୦୨୪’ ବୁଧବାର ଉଦଯାପିତ ହୋଇଯାଇଛି। ଏହି ଅବସରରେ ଆମନ୍ତ୍ରିତ ଅତିଥି…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri