Home Left

ପକ୍ଷୀଙ୍କୁ ବିପଦ ଅସ୍ବାସ୍ଥ୍ୟକର ପରିବେଶ

କେନ୍ଦୁଝର,୧୮ା୧୨(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲାରେ ଶୀତ ବଢ଼ିଥିବା ବେଳେ ବିଦେଶୀ ପକ୍ଷୀଙ୍କ ଆଗମନ ମଧ୍ୟ ବଢ଼ିଲାଣି। ବିଶେଷକରି କେନ୍ଦୁଝର ସହରର ଜଗନ୍ନାଥପୁର, ମାଧପୁର, ବଡ଼ଶାସନ, ପାଓ୍ବାରହାଉସ ଆଦି ସ୍ଥାନରେ ଥିବା ଜଳାଶୟରେ ଶହ ଶହ ସଂଖ୍ୟାରେ ବିଭିନ୍ନ ପ୍ରକାରର ବିଦେଶୀ…

ଖାଲି ସ୍ଥାନରେ ଅଳିଆ ଢାଳୁଛି ବିଏମ୍‌ସି

ଭୁବନେଶ୍ୱର,୧୮।୧୨(ବନ୍ଦନା ସେଠୀ): ଘର ଆଗରେ ଅଳିଆ ପଡ଼ିବନି, ବିଏମ୍‌ସି ଗାଡ଼ି ଆସି ଘରୁ ଅଳିଆ ସଂଗ୍ରହ କରିବ। ସେହିପରି ବ୍ୟବସାୟିକ ପ୍ରତିଷ୍ଠାନ ନିଜ ଆଖପାଖ ୫ମିଟର ପରିମିତ ଅଞ୍ଚଳକୁ ସଫା ରଖିବା ସହ ୨ଟି ଲେଖାଏ ଡଷ୍ଟବିନ୍‌ ରଖିବେ। କେହି ଯଦି…

କ୍ରିଷ୍ଣାଙ୍କ ଡବଲରେ ଓଡ଼ିଶା ଏଫ୍‌ସି ବିଜୟୀ

ଭୁବନେଶ୍ୱର, ୧୮।୧୨(ତପନ ସ୍ବାଇଁ): ରୟ କ୍ରିଷ୍ଣାଙ୍କ ଡବଲ ଓ ମୌର୍ତାଦା ଫଲ୍‌ଙ୍କ ଗୋଲ ବଳରେ ଓଡ଼ିଶା ଏଫ୍‌ସି ଇଣ୍ଡିଆନ ସୁପର ଲିଗ୍‌ (ଆଇଏସ୍‌ଏଲ୍‌)ର ରବିବାର ଅନୁଷ୍ଠିତ ମ୍ୟାଚରେ ହାଇଦ୍ରାବାଦ ଏଫ୍‌ସିକୁ ୩-୦ ଗୋଲରେ ପରାସ୍ତ କରିଛି। କଳିଙ୍ଗ ଷ୍ଟାଡିୟମରେ ଆୟୋଜିତ ମ୍ୟାଚରେ…

ପାର୍ବତୀଙ୍କୁ ସ୍ବର୍ଣ୍ଣ, ରୌପ୍ୟ

ଭୁବନେଶ୍ୱର, ୧୮।୧୨ (ତପନ ସ୍ବାଇଁ): ଓଡ଼ିଶାର ଅନ୍ତର୍ଜାତୀୟ ଖ୍ୟାତି ସମ୍ପନ୍ନ ଆଥଲେଟ୍‌ ପାର୍ବତୀ ସେଠୀ ବର୍ଷ ଶେଷରେ ପୁଣି ନିଜ ଚମକ ଦେଖାଇଛନ୍ତି। ନୂଆଦିଲ୍ଲୀର ଅକ୍ଷରଧାମ କମନ୍‌ଓ୍ବେଲ୍‌ଥ ଗେମ୍ସ ଭିଲେଜ ସ୍ପୋଟର୍‌ସ କମ୍ପ୍ଲେକ୍ସରେ ଚାଲିଥିବା ୩ୟ ଜାତୀୟ ଖେଲୋ ମାଷ୍ଟର ଗେମ୍ସରେ…

ଅନିକେତ୍‌ ମୁମ୍ବାଇ ଅଧିନାୟକ

ଭୁବନେଶ୍ୱର, ୧୮।୧୨(ତପନ ସ୍ବାଇଁ): କଟକର ଜବାହରଲାଲ ନେହେରୁ ଇନ୍‌ଡୋର ଷ୍ଟାଡିୟମରେ ଚଳିତ ମାସ ୨୪ରୁ ଜାନୁୟାରୀ ୧୪ ପର୍ଯ୍ୟନ୍ତ ହେବାକୁ ଯାଉଥିବା ଅଲ୍‌ଟିମେଟ୍‌ ଖୋଖୋ ସିଜନ-୨ ପାଇଁ ଅନିକେତ ପୋଟେଙ୍କୁ ମୁମ୍ବାଇ ଖିଲାଡିଜ୍‌ ଅଧିନାୟକ ମନୋନୀତ କରାଯାଇଛି। ଏହି ୨୬ ବର୍ଷୀୟ…

ନଭେମ୍ବରରେ ସୋନାଲିକାର ୧୨,୮୯୧ ୟୁନିଟ ବିକ୍ରି

ଭୁବନେଶ୍ୱର,୧୮।୧୨: ଚଳିତବର୍ଷ ନଭେମ୍ବର ମାସରେ ସୋନାଲିକା ଟ୍ରାକ୍ଟର୍ସ ମୋଟ ୧୨,୮୯୧ ୟୁନିଟ ଟ୍ରାକ୍ଟର ବିକ୍ରି କରିଛି। ଏପରିକି ଗତ ବର୍ଷ ସମାନ ଅବଧି ମଧ୍ୟରେ କମ୍ପାନୀ ମୋଟ ୧୦,୪୬୪ ୟୁନିଟ ଟ୍ରାକ୍ଟର ବିକ୍ରି କରିଥିଲା। ବିଶେଷ କରି ଗତବର୍ଷ ତୁଳନାରେ କମ୍ପାନୀର…

ଆଜି ଖୋଲିବ ଏମ୍‌ଏମ୍‌ଏଲ୍‌ର ଆଇପିଓ

ଭୁବନେଶ୍ୱର,୧୮।୧୨: ମୁଥୁଟ୍‌ ମାଇକ୍ରୋଫିନ୍‌ ଲିମିଟେଡ୍‌ (ଏମ୍‌ଏମ୍‌ଏଲ୍‌)ର ଇନିସିଆଲ ପବ୍ଲିକ୍‌ ଅଫର (ଆଇପିଓ) ଚଳିତବର୍ଷ ଡିସେମ୍ବର ୧୮ରେ ଖୋଲିବ। ଏପରି କି ଏହି ଅଫର ୨୦୨୩ ଡିସେମ୍ବର ୨୦ରେ ବନ୍ଦ ହେବ। ବିଶେଷ କରି ଏହାର ଆଙ୍କର ନିବେଶକମାନେ ୨୦୨୩ ଡିସେମ୍ବର ୧୫ରେ…

‘ବଜାରରେ ଆଇଟେଲର ‘ଏ୦୫ଏସ୍‌’

ଭୁବନେଶ୍ୱର,୧୮।୧୨: ଆଇଟେଲର ନୂତନ ଉତ୍ପାଦ ‘ଏ୦୫ଏସ୍‌ ସ୍ମାର୍ଟଫୋନ୍‌’ର ସର୍ବଭାରତୀୟ ଶୁଭାରମ୍ଭ ସମ୍ପର୍କରେ ଘୋଷଣା କରାଯାଇଛି। ବିଶେଷ କରି ୬.୬ଇଞ୍ଚ ଏଚ୍‌ଡି+ ଡ୍ରପ୍‌ ଡିସ୍‌ପ୍ଲେ, ୪୦୦୦ଏମ୍‌ଏଏଚ୍‌ ବ୍ୟାଟେରି, ୮ଏମ୍‌ପି ଏଆଇ କ୍ୟାମେରା ଏବଂ ଆହୁରି ଅନେକ ଫିଚର ଅନ୍ତର୍ଭୁକ୍ତ ରହିଛି। ଏପରିକି ଏ୦୫ଏସ୍‌ର…

ପରିବେଶ ପ୍ରଦୂଷଣ ସତ୍ତ୍ୱେ ନାହିଁ ପ୍ରତିକାର

ନୟାଗଡ଼ ଅଫିସ,୧୮ା୧୨(ଲୋକନାଥ ମିଶ୍ର): ନୟାଗଡ଼ ଜିଲାର ଧାନ ଜମିରେ ଗୋଖାଦ୍ୟ ପାଳ ଓ ନଡ଼ାକୁ ଏବେ କିଛି ବର୍ଷ ହେଲା ପୋଡ଼ା ଚାଲିଛି। ପାଳ ନଡା ପରି ଗୋଖାଦ୍ୟ ବିଲରେ ପୋଡ଼ାଯିବା ଯୋଗୁ ପରିବେଶ ପ୍ରଦୂଷଣ ବଢ଼ିବାରେ ଲାଗିଛି। ନଡ଼ା ଓ…

ଚଉମୁହାଣିର ଲକ୍‌: ଦିନଯାଇଛି, ଚିହ୍ନ ରହିଛି

ପାରାଦୀପ,୧୮ା୧୨(ଶରତ ରାଉତ): ଜଗତ୍‌ସିଂହପୁର ଜିଲାର ଜୀବନରେଖା କୁହାଯାଉଥିବା ତାଳଦଣ୍ଡା କେନାଲ ଲକ୍‌ ଏବେ ନିଶ୍ଚିହ୍ନ ଅବସ୍ଥାରେ ପଡ଼ିଛି। ନୂଆଗଡ଼ ପଞ୍ଚାୟତ ଚଉମୁହାଣୀଠାରେ ଉକ୍ତ ଲକ୍‌ର କେବଳ ୨ଟି ହ୍ୟାଣ୍ଡେଲ ଚକ, ଭଙ୍ଗା କାଠ କବାଟ ଓ ହାୱଡ଼ା ପୋଲ ଭଳି ଏକ…

ହୋଣ୍ଡା ଏଲିଭେଟର ନୂତନ ମାଇଲଖୁଣ୍ଟ

ଭୁବନେଶ୍ୱର,୧୮।୧୨ (ଅଭୟ ଦାଶ): ହୋଣ୍ଡା କାର୍‌ସ ଇଣ୍ଡିଆ ଲିମିଟେଡ (ଏଚ୍‌ସିଆଇଏଲ୍‌)ର ବହୁ ପ୍ରତୀକ୍ଷିତ ତଥା ଅତ୍ୟାଧୁନିକ ଜ୍ଞାନକୌଶଳରେ ନିର୍ମିତ ‘ଅଲ ନ୍ୟୁ ହୋଣ୍ଡା ଏଲିଭେଟ୍‌’ର ସର୍ବଭାରତୀୟ ଉନ୍ମୋଚନ (୨୦୨୩ ସେପ୍ଟେମ୍ବର) ନିକଟରେ ହୋଇଯାଇଛି। ଗତ ୪ମାସ ମଧ୍ୟରେ କମ୍ପାନୀ ଏକ ନୂତନ…

ଆମ୍‌ୱେ ଇଣ୍ଡିଆର ନୂତନ ଉତ୍ପାଦ

ଭୁବନେଶ୍ୱର,୧୮।୧୨: ଆମ୍‌ୱେ ଇଣ୍ଡିଆର ନୂତନ ଉତ୍ପାଦ ‘ଅଲ ନ୍ୟୁ ଗ୍ଲିଷ୍ଟର ମଲ୍‌ଟି ଆକ୍ସନ ଟୁଥ୍‌ପେଷ୍ଟ’ ନିକଟରେ ସର୍ବଭାରତୀୟ ସ୍ତରରେ ଶୁଭାରମ୍ଭ ହୋଇଯାଇଛି। ଏ ସମ୍ପର୍କରେ ଆମ୍‌ୱେ ଇଣ୍ଡିଆର ସିଏମଓ ଅଜୟ ଖାନ୍ନା କହିଥିଲେ, ବିଶ୍ୱ ସ୍ବାସ୍ଥ୍ୟ ସଂଗଠନ ଅନୁଯାୟୀ ୯୫%ରୁ ଅଧିକ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri