Home Left

ନ୍ୟୁଜିଲାଣ୍ଡକୁ ହରାଇ ଇତିହାସ ରଚିଲା ଆଫଗାନିସ୍ତାନ

ନୂଆଦିଲ୍ଲୀ, ୮ା୬: ଆଫଗାନିସ୍ତାନ ଦଳ ବିସ୍ଫୋରକ ଢଙ୍ଗରେ ଏହାର ଟି-୨୦ ବିଶ୍ୱକପ ୨୦୨୪ ଅଭିଯାନ ଆରମ୍ଭ କରିଛି। ପ୍ରଥମ ମ୍ୟାଚରେ ଉଗାଣ୍ଡାକୁ ହରାଇ ଦଳ ବଡ ବିଜୟ ହାସଲ କରିଥିଲା। କିନ୍ତୁ ବର୍ତ୍ତମାନ ନ୍ୟୁଜିଲାଣ୍ଡ ଉପରେ ଏକ ଧମାକାଦାର ବିଜୟ ସହ…

ଡେନମାର୍କ ପ୍ରଧାନମନ୍ତ୍ରୀଙ୍କ ଉପରେ ଆକ୍ରମଣ, ଆକ୍ରମଣକାରୀ ଗିରଫ

କୋପେନହାଗନ,୮।୬: ସେଣ୍ଟ୍ରାଲ କୋପେନହାଗନରେ ଜଣେ ବ୍ୟକ୍ତି ଡେନମାର୍କ ପ୍ରଧାନମନ୍ତ୍ରୀ ଫ୍ରେଡେରିକସେନଙ୍କ ଉପରେ ଆକ୍ରମଣ କରିଥିଲେ। ପୋକେନହାଗନର ଜଣେ ବାସିନ୍ଦା ଏହି ସୂଚନା ଦେଇଛନ୍ତି। ଜଣେ ସ୍ଥାନୀୟ ବାସିନ୍ଦା କହିଛନ୍ତି ଯେ ପ୍ରଧାନମନ୍ତ୍ରୀ ମେଟେ ଫ୍ରେଡେରିକସେନଙ୍କ ଉପରେ ଜଣେ ବ୍ୟକ୍ତି ଆକ୍ରମଣ କରିଥିଲେ…

ବିମାନ ଦୁର୍ଘଟଣାରେ ପୂର୍ବତନ ମହାକାଶଚାରୀ ଓ୍ବିଲିୟମ ଆଣ୍ଡର୍ସଙ୍କ ପରଲୋକ

ସିଏଟଲ,୮।୬: ଆପୋଲୋ ୮ର ପୂର୍ବତନ ମହାକାଶଚାରୀ ଅବସରପ୍ରାପ୍ତ ମେଜର ଜେନେରାଲ ୱିଲିୟମ ଆଣ୍ଡର୍ସ ଏକ ଦୁର୍ଘଟଣାରେ ମୃତ୍ୟୁ ବରଣ କରିଛନ୍ତି। ପ୍ରକୃତରେ ସେ ଯେଉଁ ବିମାନକୁ ଚଳାଉଥିଲେ ତାହା ଉଡିବା ପରେ ପାଣିରେ ପଡ଼ିଯାଇଥିଲା। ଏହି ଦୁର୍ଘଟଣାରେ ତାଙ୍କର ମୃତ୍ୟୁ ହୋଇଥିବା…

ଅର୍ପଣ ଚାଉଳରେ ପ୍ରସ୍ତୁତ ମହାପ୍ରସାଦ ବଣ୍ଟନ ବନ୍ଦ

ପୁରୀ,୮।୬(ଅଜିତ୍‌ କୁମାର ମହାନ୍ତି): ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ଲୋକାର୍ପଣ ସମୟରେ ରାଜ୍ୟର ବିଭିନ୍ନ ସ୍ଥାନରୁ ଅର୍ପଣ ରଥ ମାଧ୍ୟମରେ ମିଳିଥିବା ଚାଉଳରେ ମହାପ୍ରସାଦ ପ୍ରସ୍ତୁତ କରାଯାଇ ଭକ୍ତଙ୍କୁ ବଣ୍ଟନ କରାଯାଉଥିଲା। ଗତ ଫେବୃଆରୀରୁ ପ୍ରତିଦିନ ସୁଆର ମହାସୁଆର ନିଯୋଗ ପକ୍ଷରୁ ଶ୍ରୀମନ୍ଦିର…

ନୀତୀଶ କୁମାରଙ୍କୁ ମିଳିଥିଲା ପ୍ରଧାନମନ୍ତ୍ରୀ ଅଫର…, ଜେଡିୟୁ ନେତାଙ୍କ ବୟାନକୁ ନେଇ ରାଜନୀତି ସରଗରମ

ନୂଆଦିଲ୍ଲୀ,୮।୬: ‘ନେତାମାନେ ଯେଉଁମାନେ ନୀତୀଶ କୁମାରଙ୍କୁ ଇଣ୍ଡିଆ ମିଳିତ ମଞ୍ଚର ଜାତୀୟ ସମ୍ମିଳନୀ କରିବାକୁ ମନା କରିଦେଇଥିଲେ ତାଙ୍କୁ ପ୍ରଧାନମନ୍ତ୍ରୀ ହେବାକୁ ପ୍ରସ୍ତାବ ଦେଉଛନ୍ତି,’ କେନ୍ଦ୍ରରେ ସରକାର ଗଠନ ପୂର୍ବରୁ ଜେଡିୟୁ ନେତା କେସି ତ୍ୟାାଗିଙ୍କ ଏହି ବିବୃତ୍ତି ଏକ ରାଜନୈତିକ…

ଭାରତୀୟ ସ୍ଥଳ ସେନାରେ ବାହାରିଲା ନିଯୁକ୍ତି, ଏମାନେ କରିପାରିବେ ଆବେଦନ

ନୂଆଦିଲ୍ଲୀ, ୮ା୬: ଭାରତୀୟ ସ୍ଥଳସେନାରେ ଚାକିରି ଖୋଜୁଥିବା ଆଶାୟୀମାନଙ୍କ ପାଇଁ ଏକ ସୁବର୍ଣ୍ଣ ସୁଯୋଗ । ଖାଲି ଥିବା ପଦବୀ ପାଇଁ ଭାରତୀୟ ସେନା ଦେଶର ବିଭିନ୍ନ ସ୍ଥାନରେ ରାଲିର ଆୟୋଜନ କରୁଛି। ଯଦି ଆପଣ ଭାରତୀୟ ସ୍ଥଳ ସେନାରେ ଯୋଗଦେବାକୁ…

ନରେଲା ଫ୍ୟାକ୍ଟ୍ରିରେ ଭୟଙ୍କର ଅଗ୍ନିକାଣ୍ଡ: ୩ମୃତ, ୬ଆହତ

ନୂଆଦିଲ୍ଲୀ,୮।୬: ଶନିବାର ଭୋର ପ୍ରାୟ ୩ଟା ୩୦ରେ ନରେଲା ଶିଳ୍ପାଞ୍ଚଳର ଏକ ମୁଗ ଡାଲ ଶୁଖାଇବା କାରଖାନାରେ ବ୍ୟାପକ ଅଗ୍ନିକାଣ୍ଡ ଘଟିଛି। ସୂଚନା ପାଇବା ପରେ ପୋଲିସ ଏବଂ ଅଗ୍ନିଶମ ବିଭାଗର କର୍ମଚାରୀମାନେ ଘଟଣାସ୍ଥଳରେ ପହଞ୍ଚି ନିଆଁରେ ଫସି ରହିଥିବା ୯ଜଣ…

ମୋଦିଙ୍କ ଜିତିବାରେ ରାହୁଲଙ୍କର ହେଲା ଫାଇଦା, ୩ ଦିନରେ କମାଇଲେ ଏତେ ଟଙ୍କା

ନୂଆଦିଲ୍ଲୀ,୮।୬: କ୍ରମାଗତ ତୃତୀୟ ଥର ପାଇଁ ନରେନ୍ଦ୍ର ମୋଦି ଦେଶର ପ୍ରଧାନମନ୍ତ୍ରୀ ହେବାକୁ ଯାଉଛନ୍ତି। ଏହି କାରଣରୁ, ପ୍ରତିଦିନ ଷ୍ଟକ ମାର୍କେଟରେ ଅହେତୁକ ବୃଦ୍ଧି ଘଟୁଛି। ପ୍ରଧାନମନ୍ତ୍ରୀ ମୋଦିଙ୍କ ବିଜୟରୁ ବିରୋଧୀଦଳ ନେତା ରାହୁଲ ଗାନ୍ଧୀ ମଧ୍ୟ ବହୁତ ଉପକୃତ ହୋଇଛନ୍ତି।…

ଓଡ଼ିଶାକୁ ଉପମୁଖ୍ୟମନ୍ତ୍ରୀ ଦେବ ଭାଜପା, ଏହି ନେତାଙ୍କ ନାଁରେ ଲାଗିଲା ମୋହର!

ଭୁବନେଶ୍ୱର,୮।୬: ଓଡ଼ିଶାରେ ଭାଜପା ବହୁମତ ହାସଲ କରି ସରକାର ଗଢିବାକୁ ଯାଉଛି। ହେଲେ ମୁଖ୍ୟମନ୍ତ୍ରୀ ଚେହେରା କିଏ ହେବେ ସେନେଇ ଏଯାଏ କୌଣସି ଘୋଷଣା ହୋଇନାହିଁ। ସେପଟେ ୧୦ରେ ମୁଖ୍ୟମନ୍ତ୍ରୀଙ୍କ ଶପଥ ଗ୍ରହଣ ଉତ୍ସବକୁ ନେଇ ପ୍ରସ୍ତୁତି ଆରମ୍ଭ ହୋଇଯାଇଛି। ତେବେ…

ରାମୋଜି ରାଓଙ୍କ ପରଲୋକ

ହାଇଦ୍ରାବାଦ,୮।୬: ମିଡିଆ ଇଣ୍ଡଷ୍ଟ୍ରିର ଖୁବ୍‌ ଜଣାଶୁଣା ଇନାଡୁ ଏବଂ ରାମୋଜି ଫିଲ୍ମ ସିଟିର ପ୍ରତିଷ୍ଠାତା ରାମୋଜି ରାଓଙ୍କର ଶନିବାର ସକାଳେ ତେଲଙ୍ଗାନାର ହାଇଦ୍ରାବାଦରେ ଦେହାନ୍ତ ହୋଇଛି। ହାଇଦ୍ରାବାଦର ଷ୍ଟାର ହସ୍ପିଟାଲରେ ଚିକିତ୍ସା ସମୟରେ ଖ୍ୟାତିସମ୍ପନ୍ନ ମିଡିଆ ଆଇକନ ଏବଂ ଫିଲ୍ମ ସମ୍ରାଟ…

ରୌଫ୍‌ଙ୍କ ବିରୋଧରେ ବଲ୍‌ ଟ୍ୟାମ୍ପରିଂ ଅଭିଯୋଗ

ଡଲାସ, ୮ା୬(ପି.ଟି.): ପାକିସ୍ତାନ ପେସର ହାରିସ ରୌଫ୍‌ଙ୍କ ବିରୋଧରେ ବଲ୍‌ ଟ୍ୟାମ୍ପରିଂ ଅଭିଯୋଗ ଆଣିଛନ୍ତି ୟୁକ୍ତରାଷ୍ଟ୍ର ଆମେରିକା(ୟୁଏସ୍‌ଏ) ବୋଲର ରଷ୍ଟି ଥେରନ। ଚଳିତ ଟି୨୦ ବିଶ୍ୱକପ୍‌ ଟୁର୍ନାମେଣ୍ଟରେ ଗୁରୁବାର ପାକିସ୍ତାନ ଓ ୟୁଏସ୍‌ଏ ମଧ୍ୟରେ ମ୍ୟାଚ ପରେ ସେ ଏହି ଅଭିଯୋଗ…

ପାକିସ୍ତାନ ହାରିବା ପଛରେ ଭାରତୀୟ ବଂଶୋଦ୍ଭବ

ମୋନାକ ପଟେଲ ଅହମଦାବାଦ ଜନ୍ମିତ ମୋନାକ ପଟେଲ ଆମେରିକା କ୍ରିକେଟ ଦଳର ଅଧିନାୟକ। ମ୍ୟାଚ ବିଜୟୀ ଅର୍ଦ୍ଧଶତକ ପାଇଁ ପ୍ଲେୟର ଅଫ୍‌ ଦି ମ୍ୟାଚ ହୋଇଥିବା ମୋନାକ ଭାରତରେ କ୍ରିକେଟ କ୍ୟାରିୟର ଆରମ୍ଭ କରିଥିଲେ ଏବଂ ପରେ ଆମେରିକାର ପେସାଦାର ଖେଳାଳି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?