Home Left

ଜଳପ୍ରପାତ ପାଖରେ କରୁଥିଲେ ରିଲ୍ସ, ହଠାତ୍‌ ୨ ଯବତୀ…

ମାଲକାନଗିରି, ୭ା୨(ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ଜିଲା ଗୋବିନ୍ଦପାଲ୍ଲି ନିଟକରେ ଥିବା ଗୁମ୍ମାଝରଣ ଜଳପ୍ରପାତ ଏକ ମନୋରମ ସ୍ଥାନ। ଏଠାକୁ ଅନେକେ ଭ୍ରମଣ ନିମନ୍ତେ ଯାଇଥାନ୍ତି। କୁଡୁମୁଲୁଗୁମ୍ମା ଅଞ୍ଚଳର ୨ ଯୁବତୀ ମଧ୍ୟ ନିଜ ପରିବାର ସହ ପିକନିକ ପାଇଁ ମଙ୍ଗଳବାର ଏଠାକୁ…

ବଜ୍ରପାତକୁ ପ୍ରାକୃତିକ ବିପର୍ଯ୍ୟୟ ଘୋଷଣା କରିବାକୁ ଦାବି କଲେ ମାନସ

ଭୁବନେଶ୍ୱର,୭।୨ (ଅନିଲ ଦାସ): ବଜ୍ରପାତକୁ ପ୍ରାକୃତିକ ବିପର୍ଯ୍ୟୟ ଘୋଷଣା କରିବାକୁ ପାର୍ଲାମେଣ୍ଟରେ ବିଜେଡି ଦାବି କରିଛି। ବିଜୁ ଜନତା ଦଳର ରାଜ୍ୟ ସଭା ସଦସ୍ୟ ମାନସ ମଙ୍ଗରାଜ ମଙ୍ଗଳବାର ରାଜ୍ୟ ସଭାରେ ଏହି ପ୍ରସଙ୍ଗ ଉଠାଇଛନ୍ତି। ବଜ୍ରପାତ ଯୋଗୁ ଲୋକଙ୍କ ଜୀବନ…

ପୂର୍ବତନ ରଣଜୀ ଖେଳାଳି ଶୁଭାଶିଷ ଭୂୟାଁଙ୍କ ପରଲୋକ

ଭୁବନେଶ୍ୱର, ୭।୨ (ତପନ ସ୍ବାଇଁ): ପୂର୍ବତନ ରଣଜୀ ଟ୍ରଫି ଖେଳାଳି ତଥା ଓଡ଼ିଶା ସିନିୟର କ୍ରିକେଟ ଦଳର ଚୟନକର୍ତ୍ତା ଶୁଭାଶିଷ ଭୂୟାଁଙ୍କର ସୋମବାର ରାତିରେ ପରଲୋକ ଘଟିଛି। ଛାତିରେ ଯନ୍ତ୍ରଣା ଅନୁଭବ କରିବାରୁ ଡାକ୍ତରଖାନା ନେବା ବାଟରେ ସେ ମୃତ୍ୟୁବରଣ କରିଥିଲେ।…

ହକି ଖେଳାଳି ବରୁଣ କୁମାରଙ୍କ ବିରୋଧରେ ବଳାତ୍କାର ମାମଲା

ବେଙ୍ଗାଲୁରୁ/ନୂଆଦିଲ୍ଲୀ, ୭ା୨(ପି.ଟି.): ଜଣେ ମହିଳାଙ୍କ ଅଭିଯୋଗ କ୍ରମେ ବେଙ୍ଗାଲୁରୁ ପୋଲିସ ପୋକ୍ସୋ ଆଇନ ଅଧୀନରେ ଅର୍ଜୁନ ପୁରସ୍କାର ବିଜୟୀ ଭାରତୀୟ ହକି ଖେଳାଳି ବରୁଣ କୁମାରଙ୍କ ବିରୋଧରେ ଏକ ବଳାତ୍କାର ମାମଲା ରୁଜୁ କରିଛି। ୨୨ ବର୍ଷୀୟା ମହିଳା ଜଣକ କହିଛନ୍ତି…

ନେପାଳକୁ ହରାଇ ଫାଇନାଲରେ ଭାରତ

ଢାକା, ୭ା୨(ପି.ଟି.): ନେହାଙ୍କ ଡବଲ୍‌ ଗୋଲ୍‌ ବଳରେ ଭାରତ ଏହାର ଶେଷ ଲିଗ୍‌ ମ୍ୟାଚରେ ନେପାଳକୁ ୪-୦ ଗୋଲ୍‌ରେ ପରାସ୍ତ କରି ଏଠାରେ ଚାଲିଥିବା ୧୯ ବର୍ଷରୁ କମ୍‌ ସାଫ୍‌ ମହିଳା ଫୁଟ୍‌ବଲ ଚାମ୍ପିୟନଶିପ୍‌ର ଫାଇନାଲରେ ପ୍ରବେଶ କରିଛି। ଗୁରୁବାର ଖେଳାଯିବାକୁ…

ବିଜୟରେ ନେଦରଲାଣ୍ଡ୍ସର ହ୍ୟାଟ୍ରିକ୍‌

ଭୁବନେଶ୍ୱର, ୭।୨(ତପନ ସ୍ବାଇଁ): କଳିଙ୍ଗ ଷ୍ଟାଡିୟମରେ ଚାଲିଥିବା ଏଫ୍‌ଆଇଏଚ୍‌ ମହିଳା ହକି ପ୍ରୋ ଲିଗ୍‌ରେ ନେଦରଲାଣ୍ଡ୍ସ ଦଳ ବିଜୟରେ ହ୍ୟାଟ୍ରିକ ଅର୍ଜନ କରିଛି। ମଙ୍ଗଳବାର ଅନୁଷ୍ଠିତ ମ୍ୟାଚରେ ଏହି ଦଳ ଚାଇନାକୁ ୩-୧ ଗୋଲରେ ପରାସ୍ତ କରିଛି। ଆମେରିକାକୁ ୭-୦ ଗୋଲରେ…

ରାଜ୍ୟସ୍ତରୀୟ କ୍ରିକେଟ ପ୍ରତିଯୋଗିତା ଉଦ୍‌ଘାଟିତ

ପୁରୀ, ୭।୨(ଅଜିତ୍‌ ମହାନ୍ତି): ରାଜ୍ୟସ୍ତରୀୟ ପୁରୁଷ ଓ ମହିଳା କ୍ରିକେଟ୍‌ ପ୍ରତିଯୋଗିତା ମଙ୍ଗଳବାରଠାରୁ ଜଗନ୍ନାଥ ଷ୍ଟାଡିୟମ୍‌ରେ ଆରମ୍ଭ ହୋଇଯାଇଛି। ନୂଆ-ଓ ମାଧ୍ୟମରେ ଆୟୋଜିତ ଏହି ପ୍ରତିଯୋଗିତାକୁ ଜିଲାପାଳ ବିଜୟ କୁମାର ଦାଶ ଉଦ୍‌ଘାଟନ କରିବା ସହ କ୍ରୀଡ଼ା ଶୃଙ୍ଖଳା, ଭାଇଚାରା ଓ…

ଶେୟାର ବଜାର କାରବାରରେ ଉତ୍ସାହ

ନୂଆଦିଲ୍ଲୀ,୭।୨: ଦିନକ ପରେ ପୁଣି ଥରେ ଘରୋଇ ଶେୟାର ବଜାର କାରବାରରେ ପରିବର୍ତ୍ତନ ଘଟିଛି। ଏପରିକି ଚଳିତ ସପ୍ତାହର ୨ୟ କାର୍ଯ୍ୟ ଦିବସର ଫଳାଫଳ ଅନୁଯାୟୀ ଶେୟାର ବଜାରର ନିବେଶକମାନେ ଲକ୍ଷାଧିକ ଟଙ୍କାର ନିବେଶ ବୃଦ୍ଧି କରିଛନ୍ତି। ବିଶେଷକରି ମଙ୍ଗଳବାର ବମ୍ବେ…

ଟାଟା ଷ୍ଟିଲ୍‌କୁ ୱାର୍ଲଡ୍‌ ୱାଟର ଆୱାର୍ଡ

ଭୁବନେଶ୍ୱର, ୭।୨: ଟାଟା ଷ୍ଟିଲ୍‌ର ଫେରୋ ଆଲଏଜ୍‌ ଆଣ୍ଡ ମିନେରାଲ୍ସ ଡିଭିଜନ (ଏଫ୍‌ଏଏମ୍‌ଡି)କୁ ନିକଟରେ ଏକ ସମ୍ମାନଜନକ ମାନ୍ୟତା ସହ ପୁରସ୍କୃତ କରାଯାଇଛି। ବିଶେଷକରି ଜଳ ପରିଚାଳନା ପ୍ରକ୍ରିୟାରେ ଉନ୍ନତି ଆଣିବା ଏବଂ ତା’ର ପରିଚାଳନାରେ ଦୀର୍ଘ ସ୍ଥାୟିତ୍ୱକୁ ତ୍ୱରାନ୍ବିତ କରିବା…

ଆଜିଠାରୁ ଓଡ଼ିଶା ଟ୍ରାଭେଲ ବଜାର

ଭୁବନେଶ୍ୱର ,୭।୨ ( ଅଭୟ ଦାଶ): ଓଡ଼ିଶା ସରକାରଙ୍କ ପର୍ଯ୍ୟଟନ ବିଭାଗ ଏବଂ ଫେଡେରେଶନ ଅଫ୍‌ ଇଣ୍ଡିଆନ ଚାମ୍ବର୍ସ ଅଫ୍‌ କର୍ମସ ଆଣ୍ଡ ଇଣ୍ଡଷ୍ଟ୍ରି (ଫିକି)ର ମିଳିତ ସହଯୋଗରେ ଏକ ୩ଦିନିଆ ପ୍ରଦର୍ଶନୀ ତଥା ୫ମ ଓଡ଼ିଶା ଟ୍ରାଭେଲ ବଜାର(ଓଟିବି) ପୁରୀ…

ଲାଇଭ ଶୋ’ରେ ନିଜକୁ ଚାପୁଡ଼ା ମାରିଲେ ମହିଳା ରିପୋର୍ଟର

ବ୍ରିସବେନ: ଲାଇଭ ଟିଭି ପ୍ରୋଗ୍ରାମରେ ଜଣେ ମହିଳା ରିପୋର୍ଟର ହଠାତ୍‌ ନିଜକୁ ଚାପୁଡ଼ା ମାରିବାର ଏକ ଭିଡିଓ ଏବେ ବିଭିନ୍ନ ସାମାଜିକ ଗଣମାଧ୍ୟମରେ ଭାଇରାଲ ହେବାରେ ଲାଗିଛି। ମହିଳା ରିପୋର୍ଟରଙ୍କ ଏହି ଆଚରଣରେ, ସମ୍ପୃକ୍ତ ପ୍ରୋଗ୍ରାମର ଉପସ୍ଥାପିକା ମଧ୍ୟ ନିଜ ହସ…

ନିଯୁକ୍ତି ପରୀକ୍ଷା ଜାଲିଆତି ରୋକିବା ପାଇଁ ବିଲ୍‌ ଲୋକ ସଭାରେ ଗୃହୀତ

ନୂଆଦିଲ୍ଲୀ,୭।୨(ପି.ଟି.): ସରକାରୀ ନିଯୁକ୍ତି ପରୀକ୍ଷାରେ ପ୍ରଶ୍ନପତ୍ର ଲିକ୍‌, ଜାଲ୍‌ ଓ୍ବେବ୍‌ସାଇଟ୍‌ ଭଳି ଅସାଧୁ କାର୍ଯ୍ୟ ରୋକିବା ପାଇଁ କେନ୍ଦ୍ର ସରକାର ଆଣିଥିବା ବିଲ୍‌ ମଙ୍ଗଳବାର ଲୋକ ସଭାରେ ଗୃହୀତ ହୋଇଛି। ପରୀକ୍ଷା ପରିଚାଳନାରେ ଅସାଧୁ କାର୍ଯ୍ୟରେ ସମ୍ପୃକ୍ତ ବ୍ୟକ୍ତିବିଶେଷ ଓ ସଂସ୍ଥା…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri