Home Left

ଜୈଶଙ୍କର-ରୁବିଓ ବୈଠକ: ଟାରିଫ, H-1B ବିବାଦ ପରେ ପ୍ରଥମ ଉଚ୍ଚସ୍ତରୀୟ ଆଲୋଚନା

ନ୍ୟୁୟର୍କ,୨୨ା୯: ବୈଦେଶିକ ମନ୍ତ୍ରୀ ଏସ୍‌ ଜୈଶଙ୍କର ସୋମବାର ୮୦ତମ ଜାତିସଂଘ ସାଧାରଣ ସଭାର ପାର୍ଶ୍ୱରେ ଆମେରିକା ବୈଦେଶିକ ସଚିବ ମାର୍କୋ ରୁବିଓଙ୍କୁ ଭେଟିଥିଲେ। ଏଥିରେ H-1B ଭିସା ଚିନ୍ତା ଓ ବାଣିଜ୍ୟ ବିବାଦ ଉପରେ ଆଲୋଚନା ହେବା ଆଶା କରାଯାଉଛି।...

ନିଆରା ତିଳତର୍ପଣ: ପିତୃପୁରୁଷଙ୍କ ଉଦ୍ଦେଶ୍ୟରେ ନଡ଼ିଆ ଗଛ ରୋପଣ କଲେ ଗ୍ରାମବାସୀ

ବରଗଡ଼ ୨୨।୯(ପ୍ରେମାନନ୍ଦ ଖମାରୀ): ପବିତ୍ର ମହାଳୟାରେ ପିତୃପୁରୁଷଙ୍କ ଉଦ୍ଦେଶ୍ୟରେ ତିଳ ତର୍ପଣ କରାଯାଉଥିବାବେଳେ ବରଗଡ଼ ଜିଲା କଳାପାଣି ପଞ୍ଚାୟତ ଅନ୍ତର୍ଗତ ବୁଦେଲପାଲି ଗ୍ରାମବାସୀ ନିଆରା ଶୈଳୀରେ ପିତୃପୁରୁଷଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି । ଗ୍ରାମର ବୋହୂ ଓ ଝିଅମାନେ ସମବେତ ହୋଇ...

ପୌର ଉପାଧ୍ୟକ୍ଷାଙ୍କ ଅନାସ୍ଥା ଭୋଟିଂ ପାଇଁ ଜାରି ହେଲା ନୋଟିସ, ଅକ୍ଟୋବର ୯…

ରାୟଗଡ଼ା,୨୨।୯(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ପୌର ପରିଷଦ ଉପାଧ୍ୟକ୍ଷା ଶୁଭ୍ରା ପଣ୍ଡାଙ୍କ ବିରୋଧରେ ଆସିଥିବା ଅନାସ୍ଥା ପ୍ରସ୍ତାବ ଘଟଣାରେ ଆସନ୍ତା ଅକ୍ଟୋବର ୯ ତାରିଖରେ ଭୋଟିଂ ପାଇଁ ସୋମବାର ନୋଟିସ ଜାରି ହୋଇଛି। ଜିଲାପାଳଙ୍କ କାର୍ଯ୍ୟାଳୟ ତରଫରୁ ପୌର ପରିଷଦରେ...

ବିମାନର ଲ୍ୟାଣ୍ଡିଂ ଗିଅରରେ ଲୁଚି ଦିଲ୍ଲୀ ପହଞ୍ଚିଲା ୧୩ ବର୍ଷୀୟ ଆଫଗାନ ବାଳକ

ନୂଆଦିଲ୍ଲୀ,୨୨।୯: ଆଫଗାନିସ୍ତାନର ଜଣେ ୧୩ ବର୍ଷୀୟ ବାଳକ କୌତୁହଳବଶତଃ କାବୁଲରୁ ଦିଲ୍ଲୀ ଅଭିମୁଖେ ଉଡୁଥିବା କାମ ଏୟାରଲାଇନ୍ସର ଏକ ବିମାନର ଲ୍ୟାଣ୍ଡିଂ ଗିଅର କମ୍ପାର୍ଟମେଣ୍ଟରେ ଲୁଚି ଭାରତ ପହଞ୍ଚିଛନ୍ତି। ଏହି ଘଟଣା ରବିବାର ସକାଳ ୧୧ଟା ସମୟରେ ଇନ୍ଦିରା ଗାନ୍ଧୀ...

ଛୁରିରେ ଆକ୍ରମଣ, ମହିଳା ମୃତ କାନ ଫୁଲ, ନାକର ନେଇ ଚମ୍ପଟ

ପୋଲସରା,୨୨ା୯(ସୁବ୍ରତ ବେହେରା): ଗଞ୍ଜାମ ଜିଲା ପୋଲସରା ଥାନା ଅନ୍ତର୍ଗତ ଚିରିକିପଡା ଶାସନ ଗ୍ରାମର ଜଣେ ମହିଳାଙ୍କୁ ଏକ ଛୁରିରେ କେହି ଦୁର୍ବୃତ୍ତ ଆକ୍ରମଣ କରଛି। ଫଳରେ ସମ୍ପୃକ୍ତା ମହିଳାଙ୍କ ମୃତ୍ୟୁ ଘଟିଛି। ସେ ହେଲେ ଉକ୍ତ ଗ୍ରାମର ବିଳମ୍ବର ସେଠୀଙ୍କ...

ଜିଲାପାଳଙ୍କ ସାକ୍ଷାତକାର ନେଲେ ଶିଶୁ ଖବରଦାତା, ସିଆରସିସିଙ୍କ ଉଦ୍ୟମକୁ ପ୍ରଶଂସା

ବରଗଡ଼,୨୨।୯(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାପାଳ ଆଦିତ୍ୟ ଗୋୟଲ ସୋମବାର ବରଗଡ଼ ଜିଲା ଝାରବନ୍ଧ ବ୍ଲକ ଅନ୍ତର୍ଗତ ବୈତାଳି ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ପରିଦର୍ଶନ କରିଥିଲେ। ଏହି ସମୟରେ ପଦ୍ମପୁର ଉପଜିଲାପାଳ ଅରୁଗୁଳା ସ୍ନେହା, ବରଗଡ଼ ଜିଲା ଶିକ୍ଷା ଅଧିକାରୀ...

ବିଭିନ୍ନ ଯୋଜନା ସମ୍ପର୍କରେ ଜାଣିଲେ ୧୫ ଗ୍ରାମର ଗ୍ରମବାସୀ

ତୁମୁଡିବନ୍ଧ,୨୨ା୯(ଦୀପକ କୁମାର ପରାସେଠ): କନ୍ଧମାଳ ଜିଲା ତୁମୁଡିବନ୍ଧ ବ୍ଲକ ଅନ୍ତର୍ଗତ ଗୁମା ପଞ୍ଚାୟତର ଡୁପି ଗ୍ରାମରେ ପ୍ରଦାତା ସେବା ସଂସ୍ଥାର ସମ୍ପାଦକ ପ୍ରଦୀପ ଦାସଙ୍କ ନେତୃତ୍ୱରେ ବିକାଶ ଅଂଶୀଦାରମାନଙ୍କ ଏକ ବୈଠକ ହୋଇଥିଲା। ଏଥିରେ ଆଦିମ ଜନଜାତି କୁଟିଆ ସମ୍ପ୍ରଦାୟର...

ରାସ୍ତା ମରାମତି ପାଇଁ ରାସ୍ତା ଅବରୋଧ: ଉତ୍ୟକ୍ତ ଲୋକଙ୍କ ପୋଖରୀବନ୍ଧ ଛକରେ ଆନ୍ଦୋଳନ

ଲାଞ୍ଜିଗଡ଼, ୨୨।୯(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକ ପୋଖରୀବନ୍ଧ ପଞ୍ଚାୟତ ୧୭ ଖଣ୍ଡଗାଁର ଲୋକେ ରାସ୍ତା ପାଇଁ ବାରମ୍ବାର ଅଭିଯୋଗ ପରେ ମଧ୍ୟ ପ୍ରଶାସନ କୌଣସି ପଦକ୍ଷେପ ନ ନେବାରୁ ସୋମବାର ସକାଠାରୁ ଭବାନୀପାଟଣା-ରାୟଗଡା ୬ ନମ୍ବର...

ଓଡ଼ିଶାର ସୁନା ଝିଅ ଅନାହିତା ମିଶ୍ର: ଏସିଆର ପ୍ରଥମ ଖେଳାଳି ଭାବେ ଜିତିଲେ ଫାରୋ ଇନଲାଇନ ଫ୍ରିଷ୍ଟାଇଲ ବିଶ୍ୱକପ

ଭୁବନେଶ୍ୱର,୨୨।୯: ଓଡ଼ିଶାର ସ୍କେଟିଂ ତାରକା ଅନାହିତା ମିଶ୍ର ପର୍ତ୍ତୁଗାଲରେ ଅନୁଷ୍ଠିତ ଫାରୋ ଇନଲାଇନ ଫ୍ରିଷ୍ଟାଇଲ ବିଶ୍ୱକପରେ ସ୍ୱର୍ଣ୍ଣ ପଦକ ଜିତି ଭାରତକୁ ଗୌରବାନ୍ୱିତ କରିଛନ୍ତି। ଏହି ସଫଳତା ସହ ସେ ଏସିଆର ପ୍ରଥମ ଖେଳାଳି ଭାବେ ୟୁରୋପୀୟ ପ୍ରାଧାନ୍ୟ ବିଶିଷ୍ଟ...

ଲାଞ୍ଚ ନେଉଥିବାବେଳେ ଡାଟା ଏଣ୍ଟ୍ରି ଅପରେଟରଙ୍କୁ ମାଡିବସିଲା ଭିଜିଲାନ୍ସ , ମାତ୍ର ଏତିକି ଟଙ୍କା ପାଇଁ…

ସିମୁଳିଆ,୨୨।୯(ସନ୍ତୋଷ ନାୟକ): ବାଲେଶ୍ୱର ଜିଲା ସିମୁଳିଆ ବ୍ଲକର ଜନମଙ୍ଗଳ ବିଭାଗୀୟ ଡାଟା ଏଣ୍ଟ୍ରି ଅପରେଟର ବିଶ୍ୱରଞ୍ଜନ ପ୍ରଧାନ ସୋମବାର ଅପରାହ୍ନରେ ୫ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଭିଜିଲାନ୍ସ ଟିମ ଦ୍ୱାରା ଗିରଫ ହୋଇ କୋର୍ଟ ଚାଲାଣ ହୋଇଛନ୍ତି ।...

କଳିଙ୍ଗା ଘାଟିରେ ୧୨ ଘଣ୍ଟାରେ ୩ ଥର ଖସିଲା ପଥର: ରାସ୍ତା ମରାମତିରେ ଅତ୍ୟାଧୁନିକ ଯନ୍ତ୍ରପାତି ବ୍ୟବହାର ହେଉ 

ଭଞ୍ଜନଗର,୨୨।୯(ବାବୁଲା ପ୍ରଧାନ): ବିଗତ ୧୫ ଦିନ ମଧ୍ୟରେ କଳିଙ୍ଗା ଘାଟିରୁ ୫ରୁ ଊଦ୍ଧର୍‌ବ ଥର ପଥର ଖସିଲାଣି। ଗତ ୧୬ ତାରିଖରେ ବଡ଼ ଧରଣର ପଥର ସବୁ ଝରଣାରେ ଗଡି ଗଡ଼ି ପାହାଡ ତଳକୁ ଆସିଥିଲା। ଫଳରେ ଭଞ୍ଜନଗର ଫୁଲବାଣୀ...

ଚୋରାଚାଲାଣ ସମୟରେ ଉଦ୍ଧାର ହୋଇଥିବା ମଇଁଷିକୁ ନେଇ ଯାଉଥିବାବେଳେ ପୋଲିସକୁ ଦେଖାଇଲେ ବନ୍ଧୁକ, ଆଉ ତା’ପରେ…

ପାଟଣା,୨୨।୯(ବୀର କିଶୋର ଦାଶ): ଗତ ୨୦ ତାରିଖରେ ଠାକୁରମୁଣ୍ଡା ଥାନାରୁ ଜବତ ପିକଅପ ଭ୍ୟାନରେ ୬ ମଇଁଷିକୁ ନେଇ କେନ୍ଦୁଝର ଜିଲା ତୁରୁମୁଙ୍ଗା ଥାନା ରାଜନଗର ନନ୍ଦିନୀ ଗୋଶାଳାକୁ ଅଣାଯାଉଥିବା ସମୟରେ ପୋଲିସକୁ ପିସ୍ତଲ ଦେଖାଇ ୨ ଗିରଫ ହୋଇଛନ୍ତି।...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri