Home Left

ଦୁଇ ପ୍ରକାର କଥା କହୁଛନ୍ତି ଟ୍ରମ୍ପ, ଗୋଟିଏ ପଟେ ଆକ୍ରମଣର ଚେତାବନୀ, ଅନ୍ୟପଟେ ଚୁକ୍ତି କଥା ବି ଉଠାଇଛନ୍ତି

ଓ୍ବାଶିଂଟନ,୬।୪: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନ ଉପରେ ଆକ୍ରମଣ ପାଇଁ ସମୟ ସୀମାକୁ – ହରମୁଜ ପ୍ରଣାଳୀକୁ ପୁନଃ ଖୋଲିବା ସମ୍ପର୍କରେ – ଆହୁରି ୨୪ ଘଣ୍ଟା ବୃଦ୍ଧି କରିଛନ୍ତି। ଟ୍ରୁଥ ସୋସିଆଲରେ ଏକ ପୋଷ୍ଟରେ, ଟ୍ରମ୍ପ ମଙ୍ଗଳବାର ରାତି…

ଆମେରିକା-ଇରାନ ମଧ୍ୟରେ ହେବ ୪୫ ଦିନ ଯୁଦ୍ଧ ବିରତି! ଟ୍ରମ୍ପଙ୍କ ଧମକ ପରେ ଆସିଲା ଆଶ୍ଚର୍ଯ୍ୟଜନକ ରିପୋର୍ଟ

ଓ୍ବାଶିଂଟନ,୬।୪: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ମଙ୍ଗଳବାର ପାଇଁ ଏକ ସମୟସୀମା ଧାର୍ଯ୍ୟ କରି ଇରାନକୁ ଏକ ଅଲଟିମେଟମ ଦେଇଛନ୍ତି। ସେ କହିଛନ୍ତି ଯେ ଯଦି ତେହରାନ ହର୍ମୁଜ ପ୍ରଣାଳୀକୁ ପୁନର୍ବାର ଖୋଲିବାରେ ବିଫଳ ହୁଏ, ତେବେ ଆମେରିକା ବିନାଶ ଘଟାଇବ…

ପ୍ରଥମେ ଜୟଶଙ୍କରଙ୍କ ସହ କଥା ହୋଇ ପୁଣି ରୁଷିଆକୁ ଫୋନ ଲଗାଇଲା ଇରାନ, ବିଶ୍ୱକୁ ଦେଲା କେଉଁ ବିପଦର ଚେତାବନୀ? ଟ୍ରମ୍ପଙ୍କ ଧମକ ପରେ…

ତେହରାନ/ନୂଆଦିଲ୍ଲୀ,୬।୪: ଆମେରିକା ସହିତ ବିବାଦ ମଧ୍ୟରେ, ଇରାନର ବୈଦେଶିକ ମନ୍ତ୍ରୀ ଭାରତର ବୈଦେଶିକ ମନ୍ତ୍ରୀ ଏସ. ଜୟଶଙ୍କର ଏବଂ ରୁଷିଆର ବୈଦେଶିକ ମନ୍ତ୍ରୀ ଲାଭରୋଭଙ୍କ ସହ ଟେଲିଫୋନ ମାଧ୍ୟମରେ କଥାବାର୍ତ୍ତା କରିଛନ୍ତି। ଏସ. ଜୟଶଙ୍କର ନିଜେ ଏହି ସୂଚନା ଦେଇଛନ୍ତି। ଆମେରିକା…

ଆଦର୍ଶ ବଜାରରୁ ବି ଉଠିପାରିଲାନି ଧାନ: କାଳବୈଶାଖୀ ମାଡ଼ି ଆସୁଥିବାରୁ ଚିନ୍ତାରେ ପଡ଼ିଛନ୍ତି ଚାଷୀ

ବରଗଡ଼,୬।୪(ପ୍ରେମାନନ୍ଦ ଖମାରୀ): ଆଉ ପ୍ରାୟ ମାସକ ରବିଧାନ ସଂଗ୍ରହ ପ୍ରକ୍ରିୟା ଆରମ୍ଭ ହେବ। ମାତ୍ର ବିଡ଼ମ୍ବନାର ବିଷୟ ଏପର୍ଯ୍ୟନ୍ତ ବରଗଡ଼ ଜିଲାରେ ରହିଥିବା ବିଭିନ୍ନ ଧାନକ୍ରୟ କେନ୍ଦ୍ର(ମଣ୍ଡି)ରୁ ଖରିଫ୍‌ ଧାନ ବିକ୍ରି ନ ହୋଇ ପଡ଼ି ରହିଛି। ଏଥିରୁ ଜିଲାର ଅତାବିରା…

ବିଧାୟକ-କାଉନସିଲର ବିବାଦ: ଶପଥ ପାଇଁ ସଭାମଞ୍ଚକୁ ଟଣାହେଲେ ମହାପ୍ରଭୁ, ଆଉ ତା’ ପରେ…

ଚିକିଟି,୬ା୪(ପ୍ରକାଶ ଚନ୍ଦ୍ର ସାହୁ): ଗଞ୍ଜାମ ଜିଲା ଚିକିଟି ବିଜ୍ଞାପିତ ଅଞ୍ଚଳ ପରିଷଦର ସମ୍ମିଳନୀ କକ୍ଷ ଗୃହରେ ଶନିବାର ଭତ୍ତା ବଣ୍ଟନ ନେଇ ବିଧାୟକ ଏବଂ ଏନ୍‌ଏସି ଅଧ୍ୟକ୍ଷl ଓ କାଉସିଲରଙ୍କ ମଧ୍ୟରେ ମୁହାଁମୁହିଁ ସୃଷ୍ଟି ହୋଇଥିଲା। ପରିସ୍ଥିତି ଏମିତି ହେଲା ଯେ,…

‘ପରାଜୟ ପାଇଁ ମୁଁ ଦାୟୀ…’, କାହିଁକି ଏମିତି କହିଲେ ଋତୁରାଜ? ଯଦି ମୁଁ ରନ୍‌ କରିଥାଆନ୍ତି…

ନୂଆଦିଲ୍ଲୀ,୬।୪: ଚେନ୍ନାଇ ସୁପର କିଙ୍ଗ୍ସର ଲଗାତାର ତୃତୀୟ ପରାଜୟରେ ଋତୁରାଜ ଗାୟକୱାଡ ନିରାଶ ହୋଇଛନ୍ତି। ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ ସେମାନଙ୍କ ଉପରେ ଏହି ତୃତୀୟ କ୍ରମାଗତ ପରାଜୟ ଘଟାଇଛି। ସିଏସକେର ଟପ ଅର୍ଡର ଆରସିବି ବିପକ୍ଷରେ ଶୋଚନୀୟ ଭାବରେ ବିଫଳ ହୋଇଛି।…

ଏଇ ଭାରତରେ

ଜଳ ସଙ୍କଟ ଦୂର କରିବା ପାଇଁ ମଧ୍ୟପ୍ରଦେଶ ଉଜ୍ଜୟିନୀ ମ୍ୟୁନିସିପାଲ କର୍ପୋରେଶନ କମିଶନର ଅନଶୁଲ ଗୁପ୍ତାଙ୍କ ପ୍ରୟାସ ପ୍ରଶଂସନୀୟ। ସେ ୧୨୫ ସ୍ବେଚ୍ଛାସେବୀଙ୍କ ସହାୟତାରେ ଉଜ୍ଜୟିନୀର ୟାମ୍‌ ତଲୟା ପୁଷ୍କରିଣୀର ପୁନରୁଦ୍ଧାର କରିପାରିଛନ୍ତି। ଏହି ପୁଷ୍କରିଣୀରେ ଏବେ ଜଳଧାରଣ କ୍ଷମତା ବୃଦ୍ଧି…

ଟ୍ରମ୍ପଙ୍କ ଧମକ ପରେ ହର୍ମୁଜ ଖୋଲିବାକୁ ନେଇ ସର୍ତ୍ତ ରଖିଲା ଇରାନ, ବଢିବ ଭାରତର ଟେନସନ!

ତେହରାନ/ନୂଆଦିଲ୍ଲୀ,୬।୪: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନକୁ ହର୍ମୁଜ ପ୍ରଣାଳୀ ଖୋଲିବା ପାଇଁ ଏକ ସମୟସୀମା ଜାରି କରିଛନ୍ତି। ସେ କହିଛନ୍ତି ଯେ ଇରାନ ମଙ୍ଗଳବାର ସା ପର୍ଯ୍ୟନ୍ତ ଏହି ପ୍ରଣାଳୀ ଖୋଲିବା ପାଇଁ ସମୟ ରଖିଛି। ଯଦି ଏହା ବିଫଳ…

ନୀରବତା ଏକ ମୃଗତୃଷ୍ଣା

ଜଡ! ତୁମେ ନିଷ୍କ୍ରିୟ ହୋଇ ପଡ଼ିରହିଛ। ତୁମକୁ ମଣିଷ ହୋଇ ବଞ୍ଚି ରହିବାର କୌଣସି ଅଧିକାର ନାହିଁ। ଅତିଶୟ ଅନ୍ୟାୟର ବଳୟରେ ସୁପ୍ତପ୍ରାୟ ତୁମ ଜୀବନ ଧିକ୍‌ ପ୍ରାୟ। ଯେଉଁଠି ପ୍ରତ୍ୟେକ ହୃଦୟର ସ୍ପନ୍ଦନରେ ପ୍ରାଣ ସଂଚାରର ଅନୁଭୂତି ହେଉଛି, ସେଠି…

ବିଲ୍‌ ଆଦାୟରେ ଆଗୁଆ, ସେବାରେ ପଛୁଆ, ରାତିରେ ବିଦ୍ୟୁତ୍‌ ଗଲେ ମରାମତି ହେଉନି

ଭବାନୀପାଟଣା,୬ା୪(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଜୁନାଗଡ଼ ଟାଉନରେ ରାତିରେ ବିଦ୍ୟୁତ୍‌ ଗଲେ ମରାମତି କରା ଯାଉ ନ ଥିବାରୁ ଉପଭୋକ୍ତାଙ୍କ ମଧ୍ୟରେ ଅସନ୍ତୋଷ ପ୍ରକାଶ ପାଇଛି। ଉପଭୋକ୍ତା ବିଭାଗୀୟ କଷ୍ଟମର କେୟାର ନଂ ୧୯୧୨କୁ ଅଭିଯୋଗ ଦେଲେ ମଧ୍ୟ ଏହାର…

ଝିଅଙ୍କୁ ଠାବ କରିବାରେ ପୋଲିସ ସହାୟତା କରିଥିବା ମାନିଲେ ବାପା

ବିଜୟଓ୍ବାଡ଼ା,୬ା୪: ଆନ୍ଧ୍ରପ୍ରଦେଶର ମାଚେର୍ଲାରେ ଜଣେ ୨୩ ବର୍ଷୀୟା ଯୁବତୀ ବାପାଙ୍କ ଇଚ୍ଛା ବିରୋଧରେ ବିବାହ କରିବାରୁ ତାଙ୍କୁ ମାରିଦିଆଯାଇଛି। ଟଙ୍କା ନେଇ ଝିଅଙ୍କୁ ଖୋଜି ବାହାର କରିବାରେ ୨ ଜଣ ପୋଲିସ ଅଫିସର ସହାୟତା କରିଥିବା ମୁଖ୍ୟ ଅଭିଯୁକ୍ତ ଝିଅଙ୍କ ବାପା…

ରାସ୍ତାରେ ଠିଆ ହୋଇଥିଲା ଟ୍ରକ୍‌, ପଛରୁ ପିଟିଲା ଆଉ ଏକ ଟ୍ରକ୍‌, ଚାପିହୋଇଗଲେ ୩ ଜଣ

ସୋର,୬ା୪(ଜନ୍ମେଜୟ ମିଶ୍ର): ବାଲେଶ୍ୱର ଜିଲା ସୋର ଥାନା ୧୬ ନମ୍ବର ଜାତୀୟ ରାଜପଥ ଦହିସଡ଼ା ମଡର୍ଣ୍ଣ ହୋଟେଲ ସମ୍ମୁଖରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ୩ ଜଣଙ୍କର ମୃତ୍ୟୁ ହୋଇଛି। ରବିବାର ବିଳମ୍ବିତ ରାତିରେ ରାସ୍ତା କଡ଼ରେ ଛିଡା ହୋଇଥିବା ଏକ ଟ୍ରକ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri