୫ ଭାରତୀୟଙ୍କୁ ଗ୍ରାମୀ ଆଓ୍ବାର୍ଡ
ନୂଆଦିଲ୍ଲୀ,୫।୨: ଲସ୍ ଆଞ୍ଜେଲସ୍ରେ ଅନୁଷ୍ଠିତ ୨୦୨୪ ଗ୍ରାମୀ ଆଓ୍ବାର୍ଡ ଉତ୍ସବରେ ଭାରତୀୟ ସଙ୍ଗୀତକୁ ବଡ଼ ସଫଳତା ମିଳିଛି। ତବଲା ଉସ୍ତାଦ ଜାକିର ହୁସେନ୍, ବଂଶୀବାଦକ ରାକେଶ ଚୌରାସିଆଙ୍କ ସମେତ ୫ ଜଣ ଭାରତୀୟ ସଙ୍ଗୀତକାର ଗ୍ରାମୀ ପୁରସ୍କାରରେ ସମ୍ମାନିତ ହୋଇଛନ୍ତି। ହୁସେନଙ୍କୁ…
ବାଛୁରିକୁ ଧରି ଜିଲାପାଳଙ୍କ କାର୍ଯ୍ୟାଳୟରେ ମାଲିକ ପ୍ରାଣୀଧନ ଚିକିତ୍ସକଙ୍କ ଆନ୍ଦୋଳନ ଯୋଗୁ …
ଅନୁଗୋଳ,୫ା୨ (ଅମିତ କୁମାର ସାମଲ): ୪ ଦିନ ତଳେ ଜନ୍ମ ହୋଇଥିବା ବାଛୁରିର ମଳଦ୍ୱାର ନାହିଁ। ଦିନକୁ ଦିନ ତା’ର ଯନ୍ତ୍ରଣା ବଢ଼ୁଛି। ଗୋଟିଏ ପରେ ଗୋଟିଏ ପ୍ରାଣୀଧନ ଚିକିତ୍ସାଳୟକୁ ନେଇଥିଲେ ମଧ୍ୟ ସେଠାରୁ ନିରାଶ ହେବାକୁ ପଡ଼ିଛି। ପ୍ରାଣୀ ଚିକିତ୍ସକମାନେ…
୧୫ଲକ୍ଷରୁ ଊର୍ଦ୍ଧ୍ୱ ଟଙ୍କାର ଗଞ୍ଜେଇ ଜବତ, ଅଭିଯୁକ୍ତ ଗିରଫ
ଭୁବନେଶ୍ୱର,୫।୨(ସତ୍ୟଜିତ୍ ରାଉତ): କନ୍ଧମାଳ ଜିଲା ଖଜୁରୀପଡ଼ା ଥାନା ଅନ୍ତର୍ଗତ ଗଡ଼ିଆପଡ଼ା ଗ୍ରାମ ନିକଟରେ କ୍ରାଇମବ୍ରାଞ୍ଚର ସ୍ପେଶାଲ ଟାସ୍କ ଫୋର୍ସ (ଏସ୍ଟିଏଫ୍) ରବିବାର ଚଢ଼ାଉ କରି ୩ କୁଇଣ୍ଟାଲ ୩ କେଜି ଗଞ୍ଜେଇ ଜବତ କରିଛି। ଏଥିସହ ଚାଲାଣକାରୀଙ୍କୁ ଏସ୍ଟିଏଫ୍ ଗିରଫ କରିଛି।…
ନାବାଳିକାଙ୍କୁ ବଳାତ୍କାର ପରେ ତଣ୍ଟି ଚିପି କରିଥିଲେ ହତ୍ୟା, ଆସିଲା ରାୟ…
ସମ୍ବଲପୁର,୫ା୨(ପ୍ରମୋଦ ବହିଦାର): ସମ୍ବଲପୁର ଜିଲା ରେଙ୍ଗାଲି ଥାନା ଅଧୀନ ବିଞ୍ଜିପାଲି ଗ୍ରାମରେ ୨୦୧୫ରେ ସଂଘଟିତ ଏକ ନାବାଳିକା ବଳାତ୍କାର ଓ ହତ୍ୟା ମାମଲାର ରାୟ ସୋମବାର ପ୍ରକାଶ ପାଇଛି। ସମ୍ବଲପୁର ପୋକ୍ସୋ ଅଦାଲତରେ ଚାଲିଥିବା ଉକ୍ତ ଘଟଣାର ରାୟ ଶୁଣାଇ ବିଚାରପତି…
ପ୍ରତି ୫ ବର୍ଷରେ ହେବ ବିଶ୍ବ ଓଡ଼ିଆ ଭାଷା ସମ୍ମିଳନୀ: ଆଉ ୩ ଦିନ ଖୋଲା ରହିବ ମ୍ୟୁଜିୟମ
ଭୁବନେଶ୍ୱର, ୫।୨(ଅସମାପିକା ସାହୁ): ପ୍ରତି ୫ ବର୍ଷରେ ଥରେ ବିଶ୍ବ ଓଡ଼ିଆ ଭାଷା ସମ୍ମିଳନୀ ଅନୁଷ୍ଠିତ ହେବ। ଭୁବନେଶ୍ୱର ଜନତା ମଇଦାନରେ ଚାଲିଥିବା ପ୍ରଥମ ବିଶ୍ବ ଓଡ଼ିଆ ଭାଷା ସମ୍ମିଳନୀର ଉଦ୍ଯାପନ ଅବସରରେ ସୋମବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହା ଘୋଷଣା…
ଇଂଲଣ୍ଡ ବିପକ୍ଷ ଟେଷ୍ଟ ମ୍ୟାଚ୍ ବିଜୟ ପରେ ଦ୍ୱିତୀୟ ସ୍ଥାନକୁ ଉଠିଲା ଭାରତ
ଦୁବାଇ,୫ା୨: ଇଂଲଣ୍ଡ ବିପକ୍ଷ ଟେଷ୍ଟ ମ୍ୟାଚ୍କୁ ୧୦୬ ରନ୍ରେ ଜିତିବା ସହ ବିଶ୍ୱ ଟେଷ୍ଟ ଚାମ୍ପିୟନଶିପ୍(ଡବ୍ଲ୍ୟୁଟିସି) ପଏଣ୍ଟ ଟେବୁଲର ଦ୍ୱିତୀୟ ସ୍ଥାନକୁ ଉନ୍ନୀତ ହୋଇଛି ଭାରତ। ପ୍ରଥମ ମ୍ୟାଚ୍ରେ ପରାଜିତ ହୋଇଥିବା ଭାରତ ଚମତ୍କାର ପ୍ରତ୍ୟାବର୍ତ୍ତନ ସହ ସୋମବାର ବିଜୟୀ ହୋଇଥିଲା।…
୧୦ ଉଇକେଟରେ ଶ୍ରୀଲଙ୍କାର ବିଜୟ
କଲମ୍ବୋ, ୫ା୨ : ବାମହାତୀ ବୋଲର ପ୍ରବାଥ ଜୟସୁରିୟାଙ୍କ ୫ଉଇକେଟ ସଳଫତା ଯୋଗୁ ଏଠାରେ ଖେଳାଯାଇଥିବା ଆଫଗାନିସ୍ତାନ ବିପକ୍ଷ ଏକ ମାତ୍ର କ୍ରିକେଟ ଟେଷ୍ଟ ମ୍ୟାଚରେ ଶ୍ରୀଲଙ୍କା ୧୦ଉଇକେଟରେ ବିଜୟୀ ହୋଇଛି। ଟସ୍ ହାରି ପ୍ରଥମେ ବ୍ୟାଟିଂ କରିଥିବା ଆଫଗାନିସ୍ତାନ ୧୯୮…
ହାଇକୋର୍ଟରେ ବେଆଇନ ବାଲିଉଠା ମାମଲା: ସତ୍ୟପାଠ ଦାଖଲ କଲେ ରାଜ୍ୟ ସରକାର, ପରବର୍ତ୍ତି ଶୁଣାଣି…
କଟକ,୫ା୨:(କାର୍ତ୍ତିକ ସାହୁ): ବାଲିଘାଟ ଚାଲିବାର ଆବଶ୍ୟକତା ସଂକ୍ରାନ୍ତରେ ହାଇକୋର୍ଟଙ୍କୁ ସତ୍ୟପାଠ ଜରିଆରେ ରାଜ୍ୟ ସରକାର ସୋମବାର ଅବଗତ କରାଇଛନ୍ତି। ବାଲିଘାଟରୁ ମେଶିିନ୍ ଦ୍ୱାରା ବାଲି ଉତ୍ତୋଳନ କରିବାର ପ୍ରଚଳିତ ନିୟମ ଓ ଅନ୍ୟାନ୍ୟ ବ୍ୟବସ୍ଥା ବାବଦରେ ରାଜ୍ୟ ସରକାର ସତ୍ୟପାଠରେ ଦର୍ଶାଇଛନ୍ତି।…
IND vs ENG: ଇଂଲଣ୍ଡ ବିପକ୍ଷ ୩ୟ ଟେଷ୍ଟରେ ଖେଳିବେନି ଟିମ ଇଣ୍ଡିଆର ଏହି ଦ୍ରୁତ ବୋଲର
ନୂଆଦିଲ୍ଲୀ,୫।୨: ଟିମ ଇଣ୍ଡିଆ ବିଶାଖାପାଟନମ ଟେଷ୍ଟରେ ୧୦୬ ରନରେ ଇଂଲଣ୍ଡକୁ ପରାସ୍ତ କରିଛି। ଏହାପୂର୍ବରୁ ହାଇଦ୍ରାବାଦ ଟେଷ୍ଟରେ ଇଂଲଣ୍ଡ ଭାରତୀୟ ଦଳକୁ ୨୮ ରନରେ ପରାସ୍ତ କରିଥିଲା। ଏହିପର ୫ ଟେଷ୍ଟ ମ୍ୟାଚର ସିରିଜ ୧-୧ରେ ପହଞ୍ଚିଛି। ଭାରତ ଏବଂ ଇଂଲଣ୍ଡ…
ଅଳଙ୍କାର ଦୋକାନରେ ଅଗ୍ନିକାଣ୍ଡ
କଟକ,୫ା୨(କାର୍ତ୍ତିକ ସାହୁ): କଟକ ଜିଲା ନିମଚଉଡ଼ିସ୍ଥିତ ଓମ୍ ଅଳଙ୍କାର ନାମକ ଗହଣା ଦୋକାନରେ ସୋମବାର ସରେ ଅଗ୍ନିକାଣ୍ଡ ଘଟିଛି। ଖବରପାଇ ବକ୍ସିବଜାର ଦମକଳ ବାହିନୀ ଘଟଣାସ୍ଥଳରେ ପହଞ୍ଚତ୍ଛି। ଜିଲା ଅଗ୍ନିଶମ ଅଧିକାରୀ ସଞ୍ଜୀବ ବେହେରାଙ୍କ ନେତୃତ୍ୱରେ ଅଗ୍ନିଶମ କର୍ମଚାରୀମାନେ ନିଆଁ ଲିଭା…
ଏସିଆ କପ: ଟଙ୍କା ପାଇଁ ଏବେ ସାମ୍ନାସାମ୍ନି ପାକିସ୍ତାନ-ଶ୍ରୀଲଙ୍କା କ୍ରିକେଟ ବୋର୍ଡ, ଜାଣନ୍ତୁ ପୂରା ମାମଲା
ନୂଆଦିଲ୍ଲୀ,୫।୨: ଗତ ବର୍ଷ ଏସିଆ କପ ପାକିସ୍ତାନରେ ଅନୁଷ୍ଠିତ ହେବାକୁ ଥିଲା, କିନ୍ତୁ ଭାରତର ଆପତ୍ତି ପରେ ଶ୍ରୀଲଙ୍କା ଏହି ଟୁର୍ନାମେଣ୍ଟ ଆୟୋଜନ କରିଥିଲା। କିନ୍ତୁ ବର୍ତ୍ତମାନ ଟଙ୍କାକୁ ନେଇ ପାକିସ୍ତାନ କ୍ରିକେଟ ବୋର୍ଡ ଏବଂ ଶ୍ରୀଲଙ୍କା କ୍ରିକେଟ ବୋର୍ଡ ମଧ୍ୟରେ…
ସେବାୟତଙ୍କ ମଧ୍ୟରେ ତୁଟିଲା ବିବାଦ: ୩ ଘଣ୍ଟା ବିଳମ୍ବରେ ଚାଲିଛି ନୀତିକାନ୍ତି
ପୁରୀ,୫।୨: ଶ୍ରୀମନ୍ଦିରରେ ସୁଆର ଓ ମହାସୁଆର ସେବାୟତଙ୍କ ମଧ୍ୟରେ ଥିବା ବିବାଦର ଶେଷରେ ସମାଧାନ ହୋଇଛି। ପରେ ଶ୍ରୀମନ୍ଦିର ଭୋଗ ମଣ୍ଡପରୁ ରବିବାର ରାତିର ଶତାଧିକ ଅଭଡ଼ା କୂଡ଼ୁଆ ବାହାରିଛି। ମାତ୍ର ଏହି ବିବାଦ ଯୋଗୁ ମହାପ୍ରଭୁଙ୍କ ନୀତିକାନ୍ତି ୩ ଘଣ୍ଟା…
Archives


