Home Left

ହସ୍ପିଟାଲରେ ପଶି ହାତରେ ପାଇଖାନା ସଫା କଲେ ବିଜେଡି ନେତା ପ୍ରଦୀପ ମାଝୀ, କାରଣ ଜାଣିଲେ…

ନବରଙ୍ଗପୁର,୨୨।୯(ସଦାଶିବ ପ୍ରହରାଜ): ବିଜେଡି ସାଧାରଣ ସମ୍ପାଦକ ତଥା ପୂର୍ବତନ ଏମପି ପ୍ରଦୀପ ମାଝୀଙ୍କ ଅଭିନବ ପ୍ରତିବାଦ କରିଛନ୍ତି । ବାରମ୍ବାର ଅନୁରୋଧ ପରେ ମଧ୍ୟ ଶୁଣିଲାଣି ପ୍ରଶାସନ। ଫଳରେ ଜିଲା ମୁଖ୍ୟ ଚିକିତ୍ସାଳୟର ଗୁରୁତ୍ୱପୂର୍ଣ୍ଣ ସ୍ଥାନ ଡାଇଲେସିସ ସେଣ୍ଟରର ପାଇଖାନା...

ବ୍ୟବସାୟୀଙ୍କୁ ଅପହରଣ କରି ଲୁଟି ନେଇଥିଲେ ଟଙ୍କା: ଧରାପଡ଼ିଲେ ମହିଳା କନ୍‌ଷ୍ଟେବଳ

ମାଲକାନଗିରି,୨୨।୯(ଦୁର୍ଯ୍ୟୋଧନ ପାତ୍ର): କର୍ନାଟକର ଜଣେ ବ୍ୟବସାୟୀଙ୍କୁ ଅପହରଣ ଏବଂ ଲୁଟ୍‌ ମାମଲାରେ ମାଲକାନଗିରି ପୋଲିସ ଜଣେ ମହିଳା କନ୍‌ଷ୍ଟେବଲଙ୍କ ସମେତ ୩ ଜଣଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି। ଗିରଫ ଅଭିଯୁକ୍ତମାନେ ହେଲେ ମାଲକାନଗିରି ଜିଲା ଓର୍କେଲ ଥାନାର...

ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ ବିଜ୍ଞାପିତ ଅଞ୍ଚଳ ପରିଷଦ ଅଧ୍ୟକ୍ଷା: ଜଣାଇଲେ…

ନୂଆପଡ଼ା,୨୨।୯(ମକାରୁ ବେମାଲ): ନୂଆପଡା ଜିଲ୍ଲା ଦିନିକିଆ ଗସ୍ତରେ ଆସିଥିବା ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝିଙ୍କୁ ବିଜ୍ଞାପିତ ଅଞ୍ଚଳ ପରିଷଦ, ଖରିଆର ରୋଡ଼ର ଅଧ୍ୟକ୍ଷା ଡ. ସୋନିଆ ଜୈନ ତାଙ୍କ ବାସଗୃହ ରେ ସ୍ବାଗତ କରି ପରିଷଦର ସର୍ବାଙ୍ଗୀନ ଉନ୍ନତି ପାଇଁ...

ଦଶହରା, ଗଜ ଲଷ୍ମୀ ପୂଜାକୁ ଶାନ୍ତି ଶୃଙ୍ଖଳାରେ ପାଳନ ପାଇଁ ବୈଠକ: ନିଆଗଲା ବଡ଼ ନିଷ୍ପତ୍ତି, ଏଥର…

ଦାରିଙ୍ଗବାଡି, ୨୨। ୯(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡିଠାରେ ଚଳିତ ଦୁର୍ଗାପୂଜା ଓ ଗଜଲଷ୍ମୀ ପୂଜାକୁ ଶାନ୍ତି ଶୃଙ୍ଖଳାର ସହ ପାଳନ କରାଯିବା ନେଇ ସମ୍ମନ୍ବୟ କମିଟିର ବୈଠକ ବ୍ଲକ ସଭାଗୃହଠାରେ ଅନୁଷ୍ଠିତ ହୋଇଯାଇଛି। ଏହି ବୈଠକରେ ବାଲିଗୁଡା ଏସଡିପିଓ...

ଅବସରରୁ ନେଲେ ୟୁଟର୍ନ: ପଡ଼ିଆକୁ ଫେରିବେ ଏହି ଖେଳାଳି

ଜୋହାନ୍ସବର୍ଗ,୨୨ା୯: ଦକ୍ଷିଣ ଆଫ୍ରିକା ଉଇକେଟକିପର ବ୍ୟାଟର କ୍ୱିଣ୍ଟନ ଡି’କକ୍‌ ତାଙ୍କ ନିଷ୍ପତ୍ତିରେ ପରିବର୍ତ୍ତନ କରିଛନ୍ତି। ଅନ୍ତର୍ଜାତୀୟ ଦିନିକିଆ କ୍ରିକେଟରୁ ସେ ଅବସର ନେଇସାରିଥିଲେ। ମାତ୍ର ସେ ପୁନର୍ବାର ଖେଳିବା ଲାଗି ଆଗ୍ରହ ଦେଖାଇଛନ୍ତି। ଆଗାମୀ ପାକିସ୍ତାନ ଟୁର୍‌ ପାଇଁ ତାଙ୍କୁ...

ବିଭିନ୍ନ ସ୍ଥାନରୁ ଚୋରି ହୋଇଥିବା ମୋବାଇଲ ଫୋନକୁ ଫେରାଇଲା ପୋଲିସ

ବଲାଙ୍ଗୀର, ୨୨/୯ (ସୁନିଲ ମହାନ୍ତି): ବିଭିନ୍ନ ସ୍ଥାନରୁ ଚୋରି ହୋଇଥିବା ୩୧ ମୋବାଇଲ ଫୋନ ଉଦ୍ଧାର କରି ଟାଉନ ଥାନା ପୋଲିସ ଲୋକଙ୍କୁ ଫେରାଇଛି। ଏହି ମାମଲାରେ ପୋଲିସ ଦୁଇ ଅଭିଯୁକ୍ତଙ୍କୁ ଗିରଫ କରିଛନ୍ତି। ଲୋକଙ୍କୁ ଚୋରି ମୋବାଇଲ ଫେରାଇ...

ଓଡିଶା କୃଷକ ସଭାର ଗଞ୍ଜାମ ଜିଲା ସମ୍ମିଳନୀ କୃଷି ବିରୋଧୀ ନୀତି ଯୋଗୁ…

ଦିଗପହଣ୍ଡି,୨୨ା୯(ଅଶେଷ ନାଥ ମିଶ୍ର): ଦିଗପହଣ୍ଡିଠାରେ ଓଡିଶା କୃଷକ ସଭାର ଅଷ୍ଟାଦଶ ଗଞ୍ଜାମ ଜିଲା ସମ୍ମିଳନୀ ସୋମବାର ଅନୁଷ୍ଠିତ ହୋଇଛି। ଏହି ଅବସରରେ ଏକ ଶୋଭାଯାତ୍ରା ସହର ପରିକ୍ରମା କରିବା ପରେ ବଜାର ସାହି ଗୁଣ୍ଡିଚା ମନ୍ଦିର ଛକ ସଭାସ୍ଥଳରେ ପହଞ୍ଚତ୍ଥିଲା।...

ବିବାହର ଏକ ବର୍ଷ ମଧ୍ୟରେ ୫ କୋଟି କ୍ଷତିପୂରଣ ଦାବି: ମହିଳାଙ୍କୁ ସୁପ୍ରିମକୋର୍ଟଙ୍କ କଡ଼ା ଚେତାବନୀ

ନୂଆଦିଲ୍ଲୀ,୨୨।୯: ସୁପ୍ରିମକୋର୍ଟ ଗୁରୁବାର ଏକ ବିବାହ ବିଚ୍ଛେଦ ମାମଲାର ଶୁଣାଣି ସମୟରେ ଜଣେ ମହିଳାଙ୍କୁ କଡ଼ା ଚେତାବନୀ ଦେଇଛନ୍ତି, ଯିଏ ମାତ୍ର ଏକ ବର୍ଷର ବିବାହକୁ ଶେଷ କରିବା ପାଇଁ ୫ କୋଟି ଟଙ୍କା କ୍ଷତିପୂରଣ ଦାବି କରିଛନ୍ତି। ବିଚାରପତି...

ନବରାତ୍ରି ପାଇଁ ମା’ ତାରାତାରିଣୀଙ୍କ ପୀଠ ଚଳଚଞ୍ଚଳ:  ଶୈଳିପୁତ୍ରି ବେଶରେ ଦର୍ଶନଦେଲେ ଦୁଇଭଉଣୀ

ପୁରୁଷୋତ୍ତମପୁର,୨୨।୯(ସୀମାଞ୍ଚଳମିଶ୍ର): ନବରାତ୍ରି ପୂଜା ଲାଗି ଗଞ୍ଜାମ ଜିଲାର ପ୍ରଶିଦ୍ଧ ଅଧିଷ୍ଠାତ୍ରୀ ଇଷ୍ଚଦେବୀ ମା’ ତାରାତାରିଣୀ ପୀଠରେ ସୋମବାର ଚଳଚଞ୍ଚଳ ହୋଇଉଠିଛି । ଏହି ଅବସରରେ ତାରାତାରିଣୀ ଦୁଇଭଉଣି ଶୈଳିପୁତ୍ରି ବେଶରେ ଭକ୍ତଙ୍କୁ ଦର୍ଶନ ଦେଇଛନ୍ତି। ଗତ ୧୩ ତାରିଖରୁ ଷୋଡ଼ଶ...

ଆଇନଜୀବୀ, ବରିଷ୍ଠ ନାଟ୍ୟ ନିର୍ଦ୍ଦେଶକଙ୍କ ବିୟୋଗରେ କ୍ୟାଣ୍ଡେଲ ଶୋଭାଯାତ୍ରା

ଗଞ୍ଜାମ , ୨୨।୯(ବିଦ୍ୟାଧର ସାହୁ ): ଗଞ୍ଜାମ ଏନଏସି ଅନ୍ତର୍ଗତ ପୁଇଁତୋଳା ଗ୍ରାମର ଆଇନଜୀବୀ ତଥା ବରିଷ୍ଠ ନାଟ୍ୟ ନିର୍ଦ୍ଦେଶକ ପଙ୍କଜ କୁମାର ବାରିକି (ମିଟୁ ସାର )ଙ୍କ ଗୁରୁବାର ବିଳମ୍ବିତ ରାତିରେ ହୃଦଘାତରେ ବିୟୋଗ ଘଟିଥିଲା । ସ୍ବର୍ଗତ...

ଧରିତ୍ରୀ ପ୍ରଭାବ: ଖାଲ ଢିପ ରାସ୍ତାକୁ ପିଚୁ ପକାଇ ମରାମତି କଲା ପ୍ରଶାସନ

ଗଞ୍ଜାମ,୨୨।୯(ବିଦ୍ୟାଧର ସାହୁ ): ବାରଟି ୱାର୍ଡକୁ ନେଇ ଗଞ୍ଜାମ ଏନଏସି ଗଠିତ । ସହରକୁ ସଂଯୋଗ ବିଭିନ୍ନ ରାସ୍ତା ଏବେ ମରଣଜନ୍ତା ପାଲଟିଥିବା ଦେଖିବାକୁ ମିଳିଛି । ସହର ବିଭିନ୍ନ ଗଲି ରାସ୍ତା ସହ ତ୍ରିବେଣୀ ମଠ ଛକ ଠାରୁ...

ଅବସରରୁ ଫେରିଲେ ଦକ୍ଷିଣ ଆଫ୍ରିକାର ଷ୍ଟାର କ୍ରିକେଟର; ପାକିସ୍ତାନ ଗସ୍ତ ପାଇଁ ତିନି ଅଧିନାୟକ ଘୋଷଣା

ନୂଆଦିଲ୍ଲୀ,୨୨।୯: ଦକ୍ଷିଣ ଆଫ୍ରିକାର ଷ୍ଟାର ୱିକେଟ୍‌-ରକ୍ଷକ କ୍ୱିଣ୍ଟନ ଡି’କକ୍‌ ୨୦୨୩ ଦିନିକିଆ ବିଶ୍ୱକପ ପରେ ଅବସର ନେଇଥିବା ଦିନିକିଆ କ୍ରିକେଟ୍‌ରୁ ଦୁଇ ବର୍ଷ ପରେ ଫେରିବାକୁ ପ୍ରସ୍ତୁତ। ସୋମବାର ପାକିସ୍ତାନ ଗସ୍ତ ପାଇଁ ଘୋଷିତ ଦକ୍ଷିଣ ଆଫ୍ରିକାର ଦିନିକିଆ ଓ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri