ରବିଚାଷ ପାଇଁ ଅନିଶ୍ଚିତତାରେ ଚାଷୀ: ଉଠାଜଳସେଚନ ପ୍ରକଳ୍ପରେ ବିଦ୍ୟୁତ୍ ସଂଯୋଗ ବିଳମ୍ବ ଅଭିଯୋଗ
ଲୋଇସିଂହା,୩ା୧(ସୁଶାନ୍ତ ବାରିକ):ବଲାଙ୍ଗୀର ଜିଲା ଲୋଇସିଂହା ବ୍ଲକ୍ ଯୋଗୀସର୍ଡା ଗ୍ରାମର ଚାଷୀ ଅରବିନ୍ଦ ମିଶ୍ର। ତାଙ୍କ ଚାଷଜମିରେ ଉଠାଜଳସେଚନ ବିଭାଗ ପକ୍ଷରୁ ଏକ ବୋରିଂ ଖୋଳାଯିବା ସହିତ ପାଣି ଲେବୁଲ ପରୀକ୍ଷଣ କରାଯାଇଛି। ଇତିମଧ୍ୟରେ ୯ ମାସ ବିତିଯାଇଥିଲେ ସୁଦ୍ଧା ପ୍ରକଳ୍ପରେ ବିଦ୍ୟୁତ୍…
ପାରିବାରିକ ଉତ୍ତରଦାୟିତ୍ୱ
ମାନବର ଅତ୍ୟଧିକ ମାଦକ ଦ୍ରବ୍ୟ ସେବନ ଏବଂ ଅମାନବୀୟ ଚାରିତ୍ରିକ ସ୍ଖଳନ ସମାଜର ମେରୁଦଣ୍ଡକୁ ଭାଙ୍ଗିବାକୁ ବସିଛି। କିଛି ପରିବାରରେ ଏହା ଆଭିଜାତ୍ୟର ରୂପ ନେଇସାରିଛି। ଆଉ କିଛି ପରିବାରରେ ଜ୍ୟେଷ୍ଠମାନଙ୍କର କନିଷ୍ଠଙ୍କୁ ଆକଟ କରିବାରେ ସାମର୍ଥ୍ୟ ନାହିଁ। ଏହାକୁ ରୋକିବ…
ଡାଇଓଜିନୀଜଙ୍କ ଅନ୍ବିଷ୍ଟ ମଣିଷ
ସୁଦୂର ଅତୀତର (କାରଣ ଖ୍ରୀଷ୍ଟପୂର୍ବ) ଏଇ ବିସ୍ମୟକର ଅଥଚ ଆଧ୍ୟାତ୍ମିକ ଭାବସମ୍ପନ୍ନ ଅଲୌକିକ କ୍ରିୟା, ମାନବ ସଭ୍ୟତାର ଇତିହାସରେ ଏକ ମାଇଲ ଖୁଣ୍ଟ। ସୃଷ୍ଟିର ରାଜମୁକୁଟ ପୁଣି ସୃଷ୍ଟିର ସବୁଠାରୁ ମହାନ୍ ସୃଜନ ମଣିଷ ସମ୍ପର୍କରେ ମଣିଷର କୌତୂହଳ ପ୍ରତୁଳ। ବିବର୍ତ୍ତନରେ…
ଚାପର ପରୀକ୍ଷା
ଜଟିଳ ସ୍ଥିତି ଦେଇ ଗତି କରୁଥିବା ଭାରତ-ବାଂଲାଦେଶ ସମ୍ପର୍କକୁ ସୁଧାରିବା ଲାଗି ଚେଷ୍ଟା କରାଯାଉଛି। ଉଭୟ ପକ୍ଷର ସଂସ୍ଥା, ସୁରକ୍ଷା ଏଜେନ୍ସି ଏବଂ ଦାୟିତ୍ୱରେ ଥିବା ଅଭିଜ୍ଞ କୂଟନୀତିଜ୍ଞଙ୍କ ଯୋଗୁ ଅନେକ ବର୍ଷ ଧରି ଏହି ସମ୍ପର୍କ ରହିଆସିଥିଲା ା ଏବେ…
ନିର୍ବନ୍ଧ -ବିବାହକୁ ନେଇ କନଫର୍ମ କଲେ ପ୍ରିୟଙ୍କା ଗାନ୍ଧୀ, ପୁଅ, ବୋହୂଙ୍କ ଫଟୋ ଶେୟାର କରି ଲେଖିଲେ…
ନୂଆଦିଲ୍ଲୀ,୩।୧: କଂଗ୍ରେସ ମହାସଚିବ ଏବଂ ୱାୟନାଡ ସାଂସଦ ପ୍ରିୟଙ୍କା ଗାନ୍ଧୀ ଭଦ୍ରା ଶେଷରେ ତାଙ୍କ ପୁଅ ରେହାନଙ୍କ ନିର୍ବନ୍ଧ ଏବଂ ବିବାହକୁ ନିଶ୍ଚିତ କରିଛନ୍ତି। ପ୍ରିୟଙ୍କା ଏବଂ ତାଙ୍କ ସ୍ବାମୀ ରବର୍ଟ ଭଦ୍ରା ଇନଷ୍ଟାଗ୍ରାମରେ ରେହାନ ଏବଂ ହେବାକୁ ଥିବା ବୋହୂ…
ବରଗଡ଼ ଧନୁଯାତ୍ରା: କିଛି କଥା, କିଛି ବ୍ୟଥା
ମଥୁରାନଗରୀ,୩।୧(ପ୍ରେମାନନ୍ଦ ଖମାରୀ):ବରଗଡ଼ ଧନୁଯାତ୍ରା ମହୋତ୍ସବରେ ବରଗଡ଼ ସହର ମଥୁରାନଗରୀ ପାଲଟିଥାଏ। ଏଠାରେ କଂସ ରାଜୁତି ଚାଲିଥାଏ ଏବଂ ଅନ୍ୟାୟ, ଅତ୍ୟାଚାର ବଢ଼ି ଚାଲିଥାଏ। ଏହା ପୌରାଣିକ କଥାବସ୍ତୁ ହେଲେ ମଧ୍ୟ ବାସ୍ତବରେ ଗତ ୨ବର୍ଷ ହେଲା ଧନୁଯାତ୍ରା ମହୋତ୍ସବରେ ଏହା ପରିଲକ୍ଷିତ…
ମାନବିକତାର ନିଦର୍ଶନ ଦେଖାଇଲେ ଖବରଦାତା: ଅଙ୍ଗଦାନ ପାଇଁ ନେଲେ ଶପଥ
ଭବାନୀପାଟଣା/ଥୁଆମୂଳ ରାମପୁର,୩ା୧ (ଉତ୍ତମ କୁମାର ଦାଶ/ଦୁର୍ଗା କୀର୍ତ୍ତି):ମୃତ୍ୟୁ ପରେ ପରାର୍ଥେ ନିଜକୁ ଉତ୍ସର୍ଗ କରିବା ଭଳି ମାନବିକତାର ନିଦର୍ଶନ ଦେଖାଇଛନ୍ତି କଳାହାଣ୍ଡି ଜିଲା ଥୁଆମୂଳ ରାମପୁରର ଯୁବ ଖବରଦାତା କୀର୍ତ୍ତି ଚନ୍ଦ୍ର ଦୁର୍ଗା (ଦୁର୍ଗା କୀର୍ତ୍ତି)। ସ୍ବର୍ଗତ ଧବଳେଶ୍ୱର ଦୁର୍ଗାଙ୍କ କନିଷ୍ଠ…
୧.୫ କୋଟି କର୍ମଚାରୀ ଏବଂ ପେନସନଭୋଗୀଙ୍କ ପାଇଁ ବଡ଼ ଖବର, ୮ମ ବେତନ କମିଶନ ପୂର୍ବରୁ ବଦଳିଲା ନିୟମ
ନୂଆଦିଲ୍ଲୀ,୩।୧: ୭ମ କେନ୍ଦ୍ରୀୟ ବେତନ କମିଶନର ୧୦ ବର୍ଷର କାର୍ଯ୍ୟକାଳ ଆନୁଷ୍ଠାନିକ ଭାବରେ ଡିସେମ୍ବର ୩୧, ୨୦୨୫ ରେ ଶେଷ ହୋଇଥିଲା, ଯାହା ପରେ ୮ମ ବେତନ କମିଶନ ସାରା ଦେଶରେ ଲାଗୁ ହୋଇଯାଇଛି। ଜାନୁଆରୀ ୨୦୧୬ ରେ କାର୍ଯ୍ୟକାରୀ ହୋଇଥିବା…
ଖରିଫ ଧାନ କିଣା: ଓଡ଼ିଶାରେ କଷ୍ଟ, ଛତିଶଗଡ଼ରେ ସହଜ
ଭବାନୀପାଟଣା,୩ା୧(ଉତ୍ତମ କୁମାର ଦାଶ):ପୂର୍ବରୁ ଜାନୁୟାରୀ ମାସରେ ରାଜ୍ୟରେ ଖରିଫ ଧାନ କିଣା ଶେଷ ହେଉଥିବାବେଳେ ଏଥର କିନ୍ତୁ ଅଧ ପ୍ରତିଶତ ସରିନାହିଁ। ଯାହାକୁ ନେଇ ସମଗ୍ର ରାଜ୍ୟରେ ଚାଷୀଙ୍କ ମଧ୍ୟରେ ତୀବ୍ର ଅସନ୍ତୋଷ ଦେଖାଦେଇଛି। ଅନ୍ୟପଟେ ଧାନ କିଣା ଓଡ଼ିଶାରେ କଷ୍ଟ…
ଧନୁଯାତ୍ରାରେ ଅଘଟଣ: ରାମଦୋଳିରୁ ଖସି ପଡ଼ିଲେ ଯୁବକ, ଆଉ ତା’ପରେ ଘଟିଲା…
ଲୋଇସିଂହା,୩ା୧(ସୁଶାନ୍ତ ବାରିକ):ବଲାଙ୍ଗୀର ଜିଲା ଲୋଇସିଂହା ଥାନା ଅନ୍ତର୍ଗତ ଝାରମୁଣ୍ଡା ଆଞ୍ଚଳିକ ଧନୁଯାତ୍ରାର ଉଦ୍ଯାପାନୀ ସନ୍ଧ୍ୟାରେ ରାମଦୋଳିରୁ ପଡି ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି। ସେ ହେଲେ ଲୋଇସିଂହା ବ୍ଲକ୍ ସରଗାଡ଼ ଗ୍ରାମର ମିଲନ ସାହୁ(୨୪)। ବଲାଙ୍ଗୀର ଭୀମଭୋଇ ମେଡିକାଲ କଲେଜରେ ପୋଲିସ…
‘ବଞ୍ଚାନ୍ତୁ…’, ଭାରତର ଶ୍ରେଷ୍ଠ ଖେଳାଳିମାନଙ୍କୁ ସାହାଯ୍ୟ ପାଇଁ ନିବେଦନ କଲେ…
ନୂଆଦିଲ୍ଲୀ,୩।୧: ଭାରତୀୟ ଫୁଟବଲ ସଙ୍କଟରେ ଅଛି। ଇଣ୍ଡିଆନ ସୁପର ଲିଗ (ISL) ହେବ କି ନାହିଁ ସେ ବିଷୟରେ ଏପର୍ଯ୍ୟନ୍ତ କୌଣସି ସ୍ପଷ୍ଟତା ନାହିଁ। ISL ର ଇଭେଣ୍ଟ ଅନିଶ୍ଚିତତାରେ ଘେରି ରହିଛି, ଯାହା ଫଳରେ ଭାରତୀୟ ଏବଂ ଅନ୍ତର୍ଜାତୀୟ ଫୁଟବଲ…
ଇନ୍ଦୋର ପାଣିରେ ବ୍ୟାକ୍ଟେରିଆ
ନୂଆଦିଲ୍ଲୀ,୩ା୧: ମଧ୍ୟପ୍ରଦେଶର ଇନ୍ଦୋର ଅନ୍ତର୍ଗତ ଭଗୀରଥପୁରା ଅଞ୍ଚଳରେ ଦୂଷିତ ପାଣିରୁ ଡାଇରିଆ ବ୍ୟାପି ୧୦ ଜଣଙ୍କ ମୃତ୍ୟୁ ଘଟିବା ସହ ୧,୪୦୦ରୁ ଊର୍ଦ୍ଧ୍ୱ ଲୋକ ପ୍ରଭାବିତ ହୋଇଛନ୍ତି। ସ୍ବାସ୍ଥ୍ୟ ବିଭାଗ ତଥ୍ୟ ଅନୁଯାୟୀ, ଭଗୀରଥପୁରାରେ ଝାଡ଼ାବାନ୍ତିରେ ୪ ଜଣଙ୍କ ମୃତ୍ୟୁ ହୋଇଛି।…
Archives


