ଦିଗପହଣ୍ଡିରେ ଶ୍ରୀଗଣେଶ ପୂଜା ମହୋତ୍ସବ, ଦେବୀ ଗଙ୍ଗାଙ୍କୁ ଆବାହନ ପରେ କଳସ ଯାତ୍ରା
ଦିଗପହଣ୍ଡି,୧୪ା୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହର ବଜାର ସାହି ପୂଜା କମିଟି ପକ୍ଷରୁ ୪୬ ତମ ଶ୍ରୀ ଗଣେଶ ପୂଜା ମହୋତ୍ସବ ସୋମବାର ଠାରୁ ଶୁଭାରମ୍ଭ ହୋଇଛି । ସ୍ଥାନୀୟ ଶ୍ରୀ ଗୁପ୍ତେଶ୍ୱର ଶୈବପୀଠ ପୋଖରୀରୁ ଦେବୀ ଗଙ୍ଗା…
ଘାଟିରେ ଓଲଟିଲା ଚାଉଳ ବୋଝେଇ ଟ୍ରକ୍
ପଟାଙ୍ଗି,୧୪ା୯(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ଥାନା ଅନ୍ତର୍ଗତ ଜୋଡିମାଦଲି ଘାଟିରେ ଭାରସାମ୍ୟ ହରାଇ ଓଲଟି ପଡ଼ିଛି ଚାଉଳ ବୋଝେଇ ଟ୍ରକ୍ । ସୂଚନା ଅନୁସାରେ ସ୍ଥାନୀୟ ବ୍ଲକ ସଦର ମହକୁମା ଦେଇ ଆନ୍ଧ୍ର ଓ ଛତିଶଗଡ଼ ଦୁଇ ରାଜ୍ୟକୁ…
ଦିଶା ମୃତ୍ୟୁ ମାମଲା; CBI ଏଫ୍ଆଇଆର୍ରେ ଆଦିତ୍ୟ ଠାକ୍ରେ….
ମୁମ୍ବାଇ,୧୪।୯: ଦିବଙ୍ଗତ ଅଭିନେତା ସୁଶାନ୍ତ ସିଂ ରାଜପୁତଙ୍କ ପୂର୍ବତନ ମ୍ୟାନେଜର ଦିଶା ସାଲିଆନଙ୍କ ମୃତ୍ୟୁ ମାମଲାରେ ବଡ଼ ଖବର ସାମ୍ନାକୁ ଆସିଛି । ପ୍ରାୟ ୬ ବର୍ଷ ପରେ ଏହି ମାମଲାରେ CBI FIR ରୁଜୁ କରିଛି । ବମ୍ବେ ହାଇକୋର୍ଟଙ୍କ…
ସାଉଦି ପାଇପଲାଇନ୍କୁ ବନ୍ଦ କରିଦେଲା ଡ୍ରୋନ୍ ଆକ୍ରମଣ, ଏହା ଭାରତକୁ ପ୍ରଭାବିତ କରିବ କି ଜାଣନ୍ତୁ…
ରିୟାଦ୍,୧୪ା୯: ମଧ୍ୟପ୍ରାଚ୍ୟରେ ବଢ଼ୁଥିବା ଉତ୍ତେଜନା ଏବେ ବିଶ୍ୱ ତୈଳ ବଜାର ଉପରେ ଗୁରୁତର ପ୍ରଭାବ ପକାଉଛି। ଡ୍ରୋନ୍ ଆକ୍ରମଣ ପରେ ସାଉଦି ଆରବର ଗୁରୁତ୍ୱପୂର୍ଣ୍ଣ ପୂର୍ବ-ପଶ୍ଚିମ ତୈଳ ପାଇପ୍ଲାଇନ୍କୁ ଅସ୍ଥାୟୀ ଭାବରେ ବନ୍ଦ କରିଦିଆଯାଇଛି। ଏହି ପାଇପଲାଇନ ସାଉଦି ଆରବ ପାଇଁ…
ଗଣେଶଜୀଙ୍କ ଅତି ପ୍ରିୟ ଏହି ୪ ରାଶି: ଆଜିଠୁ ଚାଲିଲା ଭଲ ସମୟ, ପ୍ରଚୁର ଲାଭ ସହ ଧନବର୍ଷା
ଭୁବନେଶ୍ୱର: ଗଣେଶ ଚତୁର୍ଥୀରୁ ଅନନ୍ତ ଚତୁର୍ଦ୍ଦଶୀ ପର୍ଯ୍ୟନ୍ତ କିଛି ରାଶିର ଜାତକଙ୍କ ଉପରେ ଗଣପତିଙ୍କ ବିଶେଷ କୃପା ରହିବ ବୋଲି ଜ୍ୟୋତିଷବିଦ୍ମାନେ ମତ ଦେଇଛନ୍ତି। ଏହି ସମୟରେ ବୁଦ୍ଧି ଓ ସାହସ ବଢ଼ିବା ସହ ବ୍ୟବସାୟରେ ଲାଭ ଏବଂ କ୍ୟାରିୟରରେ ଆଗକୁ…
ବାଇକକୁ ଧକ୍କା ଦେଲା କୋଇଲା ବୋଝେଇ ଟ୍ରକ, ବାପା ଆଗରେ ଚାଲିଗଲା ମା’-ଛୁଆଙ୍କ ଜୀବନ
ସମ୍ବଲପୁର,୧୪।୯(ପ୍ରମୋଦ ବହିଦାର): ନୂଆଁଖାଇ ପର୍ବ ପାଳନ ପାଇଁ ଖୁସି ମନରେ ଘରକୁ ଫେରୁଥିବା ଏକ ନିଷ୍ପାପ ପରିବାର ଉପରେ କାଳ ସାଜି ମାଡ଼ିଆସିଲା ଦ୍ରୁତଗାମୀ ଟ୍ରକ୍ । ସମ୍ବଲପୁର ଜିଲା ଠେଲକୋଲୋଇ ଥାନା ଅନ୍ତର୍ଗତ ଖିଣ୍ଡାର ସିଟିଆର୍ ଛକ ନିକଟରେ ଏକ…
ପୁଣି ରୋମାନ୍ସ କରିବେ ବିଜୟ-ରଶ୍ମିକା: ଏଥର ବଢୁଛି ଚର୍ଚ୍ଚା
ସାଉଥ ସୁପରଷ୍ଟାର ବିଜୟ ଦେବରକୋଣ୍ଡା ଓ ରଶ୍ମିକା ମନ୍ଦାନାଙ୍କ ଅନସ୍କ୍ରିନ୍ କେମିଷ୍ଟ୍ରିକୁ ଦର୍ଶକେ ସବୁବେଳେ ପସନ୍ଦ କରିଆସିଛନ୍ତି। ଏବେ ଦୁହେଁ ପୁଣିଥରେ ଏକାଠି ପରଦାରେ ନଜର ଆସିବେ। ତେବେ ଏଥର ସେମାନଙ୍କ ଭୂମିକା ଓ କାହାଣୀ ପୂର୍ବ ଫିଲ୍ମଗୁଡ଼ିକଠାରୁ ସମ୍ପୂର୍ଣ୍ଣ ଭିନ୍ନ…
ପୁଟିନ ନା ଜିନପିଙ୍ଗ? କାହାର ବିମାନ ଅଧିକ ମହଙ୍ଗା, ଜାଣନ୍ତୁ ଦୁଇ ବିମାନର ରହସ୍ୟ
ନୂଆଦିଲ୍ଲୀ,୧୪।୯: ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଏବଂ ଚାଇନା ରାଷ୍ଟ୍ରପତି ସି ଜିନପିଙ୍ଗ ଦିଲ୍ଲୀରେ ଆୟୋଜିତ ୧୮ତମ BRICS ଶିଖର ସମ୍ମିଳନୀରେ ଯୋଗଦେବାକୁ ଭାରତ ଆସିଥିଲେ। ଦୁଇ ଦେଶର ଶୀର୍ଷ ନେତା ଅତ୍ୟନ୍ତ ସୁରକ୍ଷିତ ବିମାନରେ ଯାତ୍ରା କରନ୍ତି। ତେବେ ପୁଟିନ…
ନେରେଡି ବ୍ୟାରେଜ ବିବାଦ: ‘ବଂଶଧାରା ବଞ୍ଚାଅ, ଓଡ଼ିଶା ବଞ୍ଚାଅ’ ଦାବିରେ ନୀରବ ସତ୍ୟାଗ୍ରହ
ଗୁଣପୁର,୧୪ା୯(ସୁଜାତା ପାଢ଼ୀ): ବଂଶଧାରା ନଦୀ ତଳମୁଣ୍ଡରେ ପ୍ରସ୍ତାବିତ ନେରେଡି ବ୍ୟାରେଜ ପାଇଁ ଓଡ଼ିଶାର ୧୦୬ ଏକର ସରକାରୀ ଜମି ଆନ୍ଧ୍ରପ୍ରଦେଶକୁ ହସ୍ତାନ୍ତର ପ୍ରସଙ୍ଗକୁ ବିରୋଧ କରି ଦଣ୍ଡକାରଣ୍ୟ ବିକାଶ ମହାମଞ୍ଚ ପକ୍ଷରୁ ସୋମବାର ଦିନ ଗୁଣପୁର ଉପଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଶାନ୍ତିପୂର୍ଣ୍ଣ…
ଗଣେଶ ଚତୁର୍ଥୀ ପୂର୍ବରୁ ଜନ୍ମ ନେଲା ହାତୀ ଛୁଆ, କେନ୍ଦୁଝରରେ ଖୁସିର ଲହରୀ
କେନ୍ଦୁଝର,୧୪।୯(ନରେଶ ଚନ୍ଦ୍ର ପଟ୍ଟନାୟକ): ରବିବାର ଦିନ କେନ୍ଦୁଝର ବନଖଣ୍ଡ ଅନ୍ତର୍ଗତ ଚମ୍ପୁଆ ରେଞ୍ଜର ବାଲିବନ୍ଧ ସେକ୍ସନ୍ରେ ଏକ ନୂତନ ହାତୀ ଛୁଆ ଜନ୍ମ ହୋଇଛି । ଗଣେଶ ଚତୁର୍ଥୀର ଦିନକ ପୂର୍ବରୁ ହାତୀ ଛୁଆର ଏହି ଜନ୍ମକୁ ଶୁଭ ବୋଲି ବିବେଚନା…
ଭୁଲରେ ବି ଏପରି ରଖନ୍ତୁ ନାହିଁ ଅଫିସ ବ୍ୟାଗ: କ୍ୟାରିୟର ହେବ ବଡ଼ କ୍ଷତି, ପାଖରୁ ପଳାଇବ ସବୁ ଧନ !
ଅଫିସରୁ ଫେରିବା ପରେ ଥକିଯାଇ ଅନେକ ସମୟରେ ଆମେ ନିଜ ଅଫିସ ବ୍ୟାଗକୁ ଘରର ଯେକୌଣସି ସ୍ଥାନରେ ରଖିଦେଉ। କେହି କେହି ତ ବ୍ୟାଗ ଖୋଲିବା ମାତ୍ରେ ସିଧାସଳଖ ଚଟାଣରେ ରଖିଦିଅନ୍ତି। ଦେଖିବାକୁ ଏହା ସାଧାରଣ ଅଭ୍ୟାସ ଭଳି ଲାଗୁଥିଲେ ମଧ୍ୟ…
Viral Video: ନିଷ୍ପାପ ଶିଶୁ ସହ ଏମିତି ଖୁସି ମଜା କରୁଛି ମାଙ୍କଡ଼, ଭିଡିଓ ଦେଖିଲେ…
ସୋସିଆଲ ମିଡିଆରେ ପ୍ରାୟତଃ ପଶୁ ଏବଂ ମଣିଷଙ୍କ ଭିଡିଓ ଦେଖିବାକୁ ମିଳିଥାଏ। ଏଥିରୁ କିଛି ଭିଡିଓ ଭୟଙ୍କର ହୋଇଥିବାବେଳେ ଆଉ କିଛି ଭିଡିଓ ଖୁସି ଆଣି ଦେଇଥାଏ। ଏକେ ଏକ ଭିଡିଓ ସାମ୍ନାକୁ ଆସିଛି ଯାହା ସମସ୍ତଙ୍କ ଦୃଷ୍ଟି ଆକର୍ଷଣ କରିଛି।…

