ପୋଲିସ ଫାଣ୍ଡି ନିକଟରୁ ସୁନା ଚେନ୍ ଲୁଟିନେଲେ ଲୁଟେରା, ପୋଲିସକୁ ଖୋଲା ଚାଲେଞ୍ଜ!
ଧର୍ମଶାଳା,୧୭।୨(ଶିବ ପ୍ରସାଦ ମହାନ୍ତି): ଯାଜପୁର ଜିଲା ଜାରକା ପୋଲିସ ବିଟ୍ ହାଉସ ନିକଟରୁ ଜଣେ ବ୍ୟକ୍ତିଙ୍କ ବେକରୁ ସୁନା ଚେନ୍ ଝାମ୍ପିନେଲେ ଦୁର୍ବୃତ୍ତ । ଏକ ବାଇକରେ ଆସି ଛଡେଇ ନେଇଥିବା ନେଇ ଅଭିଯୋଗ ହୋଇଛି । ମିଳିଥିବା ସୂଚନା ଅନୁସାରେ,…
ଏଇ ଭାରତରେ
ପକ୍ଷୀ ଜୀବନ ଏବେ ସଙ୍କଟରେ। ଜଳବାୟୁ ପରିବର୍ତ୍ତନ,ସହରୀକରଣରେ ବାସସ୍ଥାନ ଓ ଖାଦ୍ୟ ଅଭାବ ଯୋଗୁ ବଂଶବୃଦ୍ଧି ନ ହୋଇ ବହୁ ପ୍ରଜାତିର ପକ୍ଷୀ ଏବେ ବିଲୁପ୍ତିର ଦ୍ୱାରଦେଶରେ। ଏଭଳି ଏକ ସଙ୍କଟଜନକ ସ୍ଥିତିକୁ ଭଲ ଭାବେ ଉପଲବ୍ଧିକରି ଆସାମ ଗୋଲଘାଟ ଜିଲାର…
ପରୀକ୍ଷା ପାଇଁ ପ୍ରସ୍ତୁତି
ଚଳିତ ବର୍ଷ ଫେବୃଆରୀଠାରୁ ଆମ ରାଜ୍ୟରେ ବିଭିନ୍ନ ପରୀକ୍ଷା ଆରମ୍ଭ ହେଉଛି। ଏଥି ନିମନ୍ତେ ପ୍ରତ୍ୟେକ ପରୀକ୍ଷାର୍ଥୀ ଜୋର୍ସୋରରେ ପ୍ରସ୍ତୁତି ଚଳାଇଛନ୍ତି। ପରୀକ୍ଷାର୍ଥୀମାନେ ପରୀକ୍ଷା ପାଇଁ ଯେତିକି ବ୍ୟସ୍ତ ସେମାନଙ୍କର ଅଭିଭାବକ ମଧ୍ୟ ସେତିକି ବ୍ୟସ୍ତ ଓ ଚିନ୍ତିତ। କାରଣ ପରୀକ୍ଷାର…
ଆଜିଠୁ ବିଧାନସଭା ବଜେଟ ଅଧିବେଶନ, ୨୦୨୬-୨୭ ବର୍ଷ ପାଇଁ ବଜେଟ ଆଗତ କରିବେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର,୧୭।୨(ସୁନିତ୍ ମିଶ୍ର): ୧୭ଦଶ ବିଧାନସଭାର ଷଷ୍ଠ ଅଧିବେଶନ ମଙ୍ଗଳବାରଠାରୁ ଆରମ୍ଭ ହେବ। ଏହି ଅଧିବେଶନରେ ରାଜ୍ୟ ସରକାର ୨୦୨୬-୨୭ ଆର୍ଥିକ ବର୍ଷ ପାଇଁ ପୂର୍ଣ୍ଣକାଳୀନ ବଜେଟ ଗୃହରେ ଆଗତ କରିବେ। ବିଧାନସଭାର ପ୍ରଥମ ଦିନ ରାଜ୍ୟପାଳ ହରିବାବୁ କମ୍ଭମପାଟି ତାଙ୍କ ଅଭିଭାଷଣ…
‘କୃତ୍ରିମ ବୁଦ୍ଧିମତ୍ତା: ପରିବର୍ତ୍ତନ ଧାରାରେ ଭାରତ ଅଗ୍ରଣୀ’
ନୂଆଦିଲ୍ଲୀ,୧୭ା୨: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସୋମବାର ନୂଆଦିଲ୍ଲୀର ଭାରତ ମଣ୍ଡପମ୍ଠାରେ ଇଣ୍ଡିଆ ଏଆଇ ଇମ୍ପାକ୍ଟ ଏକ୍ସପୋର ଉଦ୍ଘାଟନ କରିଛନ୍ତି। ଏହି ଅବସରରେ ସେ ବିଭିନ୍ନ ଷ୍ଟଲ୍ ବୁଲିବା ସହ ପ୍ରଦର୍ଶନୀରେ ଭାଗ ନେଇଥିବା କମ୍ପାନୀଗୁଡ଼ିକ ସହ କଥା ହୋଇଛନ୍ତି। ଷ୍ଟାର୍ଟଅପ୍ଗୁଡ଼ିକ ସହିତ…
ନ୍ୟୁଜ୍ କ୍ଲିକ୍ ପୋର୍ଟାଲକୁ ୧୨୦ କୋଟି ଜରିମାନା
ନୂଆଦିଲ୍ଲୀ,୧୭ା୨: ବହୁ ଚର୍ଚ୍ଚିତ ନ୍ୟୁଜ୍ କ୍ଲିକ୍ ପୋର୍ଟାଲ ଉପରେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି) ୧୨୦ କୋଟି ଟଙ୍କା ଜରିମାନା କରିଛି। ଏଥିସହିତ ଏହି ପୋର୍ଟାଲର ପ୍ରତିଷ୍ଠାତା ପ୍ରବୀର ପୁରକାୟସ୍ତଙ୍କ ଉପରେ ମଧ୍ୟ ଇଡି ୬୪ କୋଟି ଟଙ୍କାର ଜରିମାନା ଲଗାଇଛି। ବିଦେଶୀ…
ପ୍ରକାଶ ପାଇଲା ଜେଇଇ ମେନ୍ ରେଜଲ୍ଟ, ଭବେଶ ପାତ୍ର ଓଡ଼ିଶା ଟପ୍ପର
ଭୁବନେଶ୍ୱର,୧୭ା୨(ସୁଚିସ୍ମିତା ସାହୁ): ନ୍ୟାଶନାଲ ଟେଷ୍ଟିଂ ଏଜେନ୍ସି ପକ୍ଷରୁ ଯୁଗ୍ମ ପ୍ରବେଶିକା ପରୀକ୍ଷା (ଜେଇଇ) ମେନ୍ ୨୦୨୬ ପ୍ରଥମ ସେସନର ପରୀକ୍ଷାଫଳ ସୋମବାର ପ୍ରକାଶ ପାଇଛି। ଜେଇଇ ପେପର-୧ (ବିଇ/ବିଟେକ) ପରୀକ୍ଷାରେ ୧୨ଜଣ ଛାତ୍ରୀଛାତ୍ର ଶତ ପ୍ରତିଶତ ମାର୍କ ରଖିଛନ୍ତି। ଏମାନଙ୍କ ମଧ୍ୟରେ…
ଯୁବକଙ୍କୁ ସଂଘବଦ୍ଧ ଆକ୍ରମଣ, ବଗିଚା ଭିତରୁ ମୁର୍ମୁଷୁ ଅବସ୍ଥାରେ ଉଦ୍ଧାର
ଦେବଗଡ,୧୭।୨(ଶଶାଙ୍କ ଶେଖର ଝାଙ୍କର): ତିଲେଇବଣି ବ୍ଲକ ତଥା ଦେବଗଡ ଥାନା ଅନ୍ତର୍ଗତ ଟାଇଁସର ସ୍ଥିତ ଏକ ବଗିଚା ଭିତରୁ ମୁର୍ମୁଷୁ ଅବସ୍ଥାରେ ଜଣେ ଯୁବକଙ୍କୁ ଉଦ୍ଧାର କରାଯାଇଛି । ତାଙ୍କୁ ସଙ୍ଘବଦ୍ଧ ହତ୍ୟା ଉଦ୍ୟମ ହୋଇଥିବା ଅଭିଯୋଗ ହୋଇଛି । ଗୁରୁତର…
T20 ବିଶ୍ୱକପ୍ରୁ ବାଦ୍ ପଡ଼ିବ କି ଅଷ୍ଟ୍ରେଲିଆ? ଦମଦାର ବିଜୟ ସହ ସୁପର-୮ରେ ଶ୍ରୀଲଙ୍କା
ନୂଆଦିଲ୍ଲୀ,୧୬।୨: ଚଳିତ T20 ବିଶ୍ୱକପ୍ ୨୦୨୬ରେ ଦେଖିବାକୁ ମିଳିଛି ଏକ ବଡ଼ ବିପର୍ଯ୍ୟୟ। ଓପନର ପଥୁମ ନିସାଙ୍କାଙ୍କ ବିଧ୍ୱଂସକାରୀ ଶତକ ବଳରେ ଶ୍ରୀଲଙ୍କା ୮ ୱିକେଟ୍ରେ ଅଷ୍ଟ୍ରେଲିଆକୁ ପରାସ୍ତ କରି ସୁପର-୮ ପର୍ଯ୍ୟାୟରେ ନିଜର ସ୍ଥାନ ପକ୍କା କରିଛି। ଅନ୍ୟପଟେ, ଏହି…
ପୂର୍ବତନ ବିଧାୟିକା ଡା. ରାସେଶ୍ବରୀ ପାଣିଗ୍ରାହୀଙ୍କ ପରଲୋକ; ମୁଖ୍ୟମନ୍ତ୍ରୀଙ୍କ ଶୋକ
ଭୁବନେଶ୍ୱର,୧୬।୨: ସମ୍ବଲପୁରର ପୂର୍ବତନ ବିଧାୟିକା ତଥା ବିଶିଷ୍ଟ ଚିକିତ୍ସିକା ଡା. ରାସେଶ୍ବରୀ ପାଣିଗ୍ରାହୀଙ୍କର ଦେହାନ୍ତ ହୋଇଯାଇଛି। ମୃତ୍ୟୁ ବେଳକୁ ତାଙ୍କୁ ୭୯ ବର୍ଷ ବୟସ ହୋଇଥିଲା। ସମ୍ବଲପୁର ସ୍ଥିତ ବାସଭବନରେ ରାତି ୮ଟା ୫୦ ମିନିଟ୍ରେ ସେ ଶେଷ ନିଶ୍ୱାସ ତ୍ୟାଗ…
ନକଲି ମାଓବାଦୀ ଆତ୍ମସମର୍ପଣ ଯୋଜନା ପଣ୍ଡ: ଖବରଦାତାଙ୍କ ସହ ୪ ଗିରଫ
ରାୟଗଡ଼ା,୧୬।୨(ଆଶିଷ ରଞ୍ଜନ ପଣ୍ଡା) ମାଓବାଦୀଙ୍କ ନାଁରେ ପୋଷ୍ଟର ମାରିବା ଏବଂ ନକଲି ମାଓବାଦୀଙ୍କୁ ଆତ୍ମସମର୍ପଣ କରାଇ ସରକାରୀ ଅର୍ଥ ଲୁଟ ପାଇଁ ଉଦ୍ୟମ କରିବା ଘଟଣାରେ ରାୟଗଡ଼ା ପୋଲିସ ରବିବାର ୱେବ୍ ଖବରଦାତା ରଞ୍ଜୁ ଓରଫ୍ ଅନୁବ୍ରତ ବାରା ଓ ବଳି…
ବଟେଶ୍ୱର ଜାଗର ମହୋତ୍ସବ: ମୋହିଲା ଛାତ୍ରୀଛାତ୍ରଙ୍କ ନୃତ୍ୟ
ଗଞ୍ଜାମ,୧୬ା୨(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ପାଳିବନ୍ଧ ପଞ୍ଚାୟତର ପ୍ରସିଦ୍ଧ ବଟେଶ୍ୱର ମନ୍ଦିର ବାଲିଯାତ୍ରା ପଡିଆରେ ମହାଶିବରାତ୍ରି ଉପଲକ୍ଷେ ପ୍ରଥମଥର ପାଇଁ ଜାଗର ମହୋତ୍ସବ ଅନୁଷ୍ଠିତ ହୋଇଯାଇଛି। ବଟେଶ୍ୱର ବାଲିଯାତ୍ରା ପରିଚାଳନା କମିଟି ସଭାପତି ରଙ୍କନିଧି ସ୍ୱାଇଁ ଏହାର ଶୁଭାରମ୍ଭ କରିଥିଲେ।…
Archives


