Home Left

୨ ବର୍ଷରେ ପୋଲିସ ଉପରେ ୧୫ରୁ ଊର୍ଦ୍ଧ୍ୱ ଆକ୍ରମଣ

ଭୁବନେଶ୍ୱର,୩।୬(ସୂର୍ଯ୍ୟକାନ୍ତ ବେହେରା): ରାଜଧାନୀ ଭୁବନେଶ୍ୱରରେ ଦିନକୁ ଦିନ ହତ୍ୟା, ଛିନତାଇ, ଚୋରି, ଡକାୟତି, ଆକ୍ରମଣ ଆଦି ଆପରାଧିକ ଘଟଣା ବଢିବାରେ ଲାଗିଛି। ଘରେ ହେଉ କି ବାହାରେ, ସବୁଠି ଲୋକେ ନିଜକୁ ଅସରୁକ୍ଷିତ ଅନୁଭବ କରୁଛନ୍ତି। କେତେବେଳେ କିଏ ଆସି ହାଣି…

ଆଳି ସଂସିଧାରେ ନିର୍ବାଚନ ପରବର୍ତ୍ତୀ ହିଂସା

ଆଳି,୩ା୬(ବନମାଳୀ ସେନାପତି): କେନ୍ଦ୍ରାପଡ଼ା ଜିଲା ଆଳି ଅଞ୍ଚଳରେ ଗତ ଶନିବାର ଶାନ୍ତିପୂର୍ଣ୍ଣ ଭାବେ ମତଦାନ ଶେଷ ହୋଇଥିଲା। ହେଲେ ରବିବାର ଆଳି ଥାନା ଅନ୍ତର୍ଗତ ସଂସିଧା ଠାକୁରପାଟଣା ଗ୍ରାମରେ ନିର୍ବାଚନ ପରବର୍ତ୍ତୀ ହିଂସା ଗୁରୁତର ରୂପ ନେଇଛି। ଗୋଟିଏ ପରିବାର ଏକ…

ଆଜିଠାରୁ ୨ ଟଙ୍କା ବଢ଼ିଲା ଅମୁଲ କ୍ଷୀର ମୂଲ୍ୟ

ଭୁବନେଶ୍ୱର, ୩।୬: ବଢ଼ିଲା ଅମୁଲ କ୍ଷୀର ମୂଲ୍ୟ। କ୍ଷୀରର ଉତ୍ପାଦନ ତଥା ଉତ୍ପାଦନର ମୂଲ୍ୟ ବୃଦ୍ଧିକୁ ଦୃଷ୍ଟିରେ ରଖି ସମସ୍ତ ପ୍ରକାରରେ ଅମୁଲ କ୍ଷୀରର ମୂଲ୍ୟ ଲିଟର ପିଛା ୨ ଟଙ୍କା ବୃଦ୍ଧି କରାଯାଇଛି। ଗୁଜୁରାଟ କୋଅପରେଟିଭ୍ ମିଲ୍କ ମାର୍କେଟିଂ ଫେଡେରେସନ୍…

ଜଗତ୍‌ସିଂହପୁରରେ ପଲିଥିନ ବ୍ୟାନ୍‌ ପ୍ରହସନ

ଜଗତ୍‌ସିଂହପୁର,୩ା୬ (ପ୍ରମୋଦ କୁମାର ନାୟକ): ୨୦୧୯ ଅକ୍ଟୋବର ୨ ତାରିଖ ଗାନ୍ଧୀ ଜୟନ୍ତୀରୁ ଓଡ଼ିଶା ସରକାର ପଲିଥିନ ବିକ୍ରି ଓ ବ୍ୟବହାର ଉପରେ ଅଙ୍କୁଶ ଲଗାଇଥିଲେ। ପଲିଥିନର ବିପଦଜନ୍ନକ ବ୍ୟବହାରକୁ ରୋକିବା ଏହାର ଉଦ୍ଦେଶ୍ୟ ଥିଲା। କିନ୍ତୁ ସରକାରଙ୍କ ଏହି ନିର୍ଦ୍ଦେଶନାମା…

ଏହି ୩ ବଡ଼ ସମସ୍ୟାରୁ ମୁକ୍ତି ଦିଏ ସାଇକେଲ ଚାଳନା

ପ୍ରତିବର୍ଷ ଜୁନ୍‌ ୩ରେ ବିଶ୍ୱ ସାଇକେଲ ଦିବସ ପାଳନ କରାଯାଏ। ଏହି ଦିବସ ପାଳନ କରିବାର କଳ୍ପନା ପ୍ରଥମେ ଆମେରିକାରେ କାର୍ଯ୍ୟ କରୁଥିବା ପୋଲାଣ୍ଡ-ଆମେରିକାର ସାମାଜିକ ବୈଜ୍ଞାନିକ ପ୍ରଫେସର ଲେସ୍‌ଜେକ ସିବିଲସ୍କିଙ୍କ ଦ୍ୱାରା କରାଯାଇଥିଲା। ଏହା ପରେ ମିଳିତ ଜାତିସଂଘ ପକ୍ଷରୁ…

ଫଳାଫଳ ଆସିବା ପୂର୍ବରୁ ନୀତୀଶଙ୍କ ଦିଲ୍ଲୀ ଗସ୍ତକୁ ନେଇ ବଢିଲା ଚର୍ଚ୍ଚା

ନୂଆଦିଲ୍ଲୀ,୨ା୬: ଦେଶରେ ଅନ୍ତିମ ପର୍ଯ୍ୟାୟ ଲୋକ ସଭା ନିର୍ବାଚନ ଶେଷ ହେବା ପରେ ଫଳାଫଳ ଆସିବା ପୂର୍ବରୁ ବିହାର ମୁଖ୍ୟମନ୍ତ୍ରୀ ନୀତୀଶ କୁମାର ଦିଲ୍ଲୀ ଗସ୍ତ କରିଛନ୍ତି। ନୀତୀଶ ଦିଲ୍ଲୀରେ କିଛିଦିନ ଅବସ୍ଥାନ କରି ଭାଜପା କେନ୍ଦ୍ରୀୟ ନେତାଙ୍କୁ ଭେଟିପାରନ୍ତି ବୋଲି…

ପୁଅର କାତି ଚୋଟରେ ମା’ ଗୁରୁତର

ଦିଗପହଣ୍ଡି,୨ା୬(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ସାହାଣୀ ସାହିରେ ରବିବାର ପାରିବାରିକ ହିଂସାରୁ ପୁଅର କାତି ଚୋଟରେ ମା’ ଗୁରୁତର ହୋଇଛନ୍ତି। ଗୁରୁତର ଆହତ ପଦ୍ମିନୀ ଦାସଙ୍କୁ ପ୍ରଥମେ ଦିଗପହଣ୍ଡି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରାଯାଇଥିଲା। ପ୍ରାଥମିକ ଚିକିତ୍ସା ପରେ ତାଙ୍କୁ ବ୍ରହ୍ମପୁର…

ଶାଗୁଆନ କାଠ ପଟା ହେଉଥିଲା ଚାଲାଣ: ମାଡ଼ି ବସିଲା ବନ ବିଭାଗ

କୁଆଁରମୁଣ୍ଡା,୨ା୬(ମହେନ୍ଦ୍ର କୁମାର ସାହୁ): ରାଉରକେଲା ବନଖଣ୍ଡ ଅନ୍ତର୍ଗତ କୁଆଁରମୁଣ୍ଡା ବନ ରେଞ୍ଜ ଅଞ୍ଚଳର ବିର୍ଡା ସେକ୍ସନରୁ ଚୋରା ଶାଗୁଆନ ଓ ଶାଳ କାଠ ପଟା ଚାଲାଣ ବେଳେ ବନ ବିଭାଗ ମାଡି ବସିଥିଲା। ପଟା ବୋଝେଇ ଗାଡି ଜବତ ସହ କୁଆଁରମୁଣ୍ଡା…

ଭୋଟଗଣତି ପୂର୍ବରୁ ଇସିଙ୍କୁ ଭେଟିଲେ ଇଣ୍ଡିଆ ବ୍ଲକ୍‌ ନେତା

ନୂଆଦିଲ୍ଲୀ,୨ା୬: ଲୋକ ସଭା ନିର୍ବାଚନ ଭୋଟଗଣତି ପୂର୍ବରୁ ବିରୋଧୀ ବରିଷ୍ଠ କଂଗ୍ରେସ ନେତା ଅଭିଷେକ ମନୁ ସିଂଘଭିଙ୍କ ନେତୃତ୍ୱରେ ଇଣ୍ଡିଆ ମେଣ୍ଟର ନେତାମାନେ ରବିବାର ନିର୍ବାଚନ କମିଶନ (ଇସି)ଙ୍କୁ ଭେଟିଛନ୍ତି। ସେମାନେ ଇସିଙ୍କ ସହ ଗଣତି ନିୟମାବଳୀ ଉପରେ ଆଲୋଚନା କରିବା…

ତାଣ୍ଡବ ରଚିଲା କାଳବୈଶାଖୀ: ଉପୁଡିଲା ବିଦ୍ୟୁତ୍‌ ଖୁଣ୍ଟ, ବଡ଼ ଗଛ ଧରାଶାୟୀ

କୋକସରା,୨ା୬ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ):କଳାହାଣ୍ଡି ଜିଲା କୋକସରା ବ୍ଲକ ଅଞ୍ଚଳରେ ରବିବାର ତାଣ୍ଡବ ରଚିଛି କାଳବୈଶାଖୀ। ଅପରାହ୍ନରେ ପ୍ରବଳ ପବନ ସହ ବର୍ଷା ଯୋଗୁ ବ୍ଲକର ବିଭିନ୍ନ ସ୍ଥାନରେ ବଡ଼ ବଡ଼ ଗଛ ସହ ବିଦ୍ୟୁତ ଖୁଣ୍ଟ ଉପୁଡିପଡିଛି। ଫଳରେ ବିଦ୍ୟୁତ…

ଅଂଶୁଘାତ: ୩ ମାସରେ ୫୬ ମୃତ୍ୟୁ

ନୂଆଦିଲ୍ଲୀ, ୨।୬:ଭାରତରେ ଗତ ମାର୍ଚ୍ଚରୁ ମେ’ ମାସ ମଧ୍ୟରେ ୫୬ ଜଣଙ୍କର ଅଂଶୁଘାତଜନିତ ମୃତ୍ୟୁ ହୋଇଥିବା ରବିବାର ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ପ୍ରକାଶ କରିଛି। ଜାତୀୟ ରୋଗ ନିୟନ୍ତ୍ରଣ କେନ୍ଦ୍ର(ଏନ୍‌ସିଡିସି) ଦ୍ୱାରା ସଂଗୃହୀତ ତଥ୍ୟ ଅନୁଯାୟୀ, କେବଳ ମେ’ ମାସରେ ୪୬ ଜଣ…

ହାଇଦ୍ରାବାଦ କେବଳ ତେଲଙ୍ଗାନାର ରାଜଧାନୀ

ହାଇଦ୍ରାବାଦ, ୨।୬:ଦେଶର ବ୍ୟସ୍ତ ବହୁଳ ସହର ମଧ୍ୟରେ ଅନ୍ୟତମ ହାଇଦ୍ରାବାଦ ରବିବାରଠାରୁ ତେଲଙ୍ଗାନା ଓ ଆନ୍ଧ୍ରପ୍ରଦେଶର ମିଳିତ ରାଜଧାନୀ ରହିବ ନାହିଁ। ଆନ୍ଧ୍ରପ୍ରଦେଶ ପୁନଃ ଗଠନ ଅଧିନିୟମ ୨୦୧୪ର ଧାରା ୫(୧)କେ ନିର୍ଦ୍ଧାରିତ ନିୟମ ଅନୁଯାୟୀ ରବିବାରଠାରୁ ଏହା କେବଳ ତେଲଙ୍ଗାନାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?