ପରଲୋକରେ ପଦ୍ମଶ୍ରୀ ମାଗୁଣି ଚରଣ କୁଅଁର
ଭୁବନେଶ୍ୱର,୧।୬: ଓଡ଼ିଶାର ବିଶିଷ୍ଟ କାଠି କଣ୍ଢେଇ ନୃତ୍ୟ ଗୁରୁ ତଥା ପଦ୍ମଶ୍ରୀ ମାଗୁଣି ଚରଣ କୁଅଁରଙ୍କ ଶନିବାର ପରଲୋକ ହୋଇଛି। ଏନେଇ ତାଙ୍କ ପରିବାର ପକ୍ଷରୁ ସୂଚନା ଦିଆଯାଇଛି। ମୃତ୍ୟୁ ବେଳକୁ ତାଙ୍କୁ ୮୮ ବର୍ଷ ହୋଇଥିଲା। ସେ ନିଜର ପୈତୃକ…
ଆଟମାନେଙ୍କୁ ଜରିମାନା
ପ୍ୟାରିସ, ୧।୬ (ପି.ଟି.): ଫ୍ରେଞ୍ଚ୍ ଟେନିସ ଖେଳାଳି ଟେରେନ୍ସ ଆଟମାନେଙ୍କୁ ୨୫,୦୦୦ ଆମେରିକୀୟ ଡଲାର (ପାଖାପାଖି ୨୩,୦୦୦ ୟୁରୋ) ଜରିମାନା ଆକାରରେ ଦେବାକୁ ପଡ଼ିଛି। ଏହା ହେଉଛି ତାଙ୍କ ପ୍ରାଇଜ୍ମନିର ଏକ ତୃତୀୟାଂଶ। ସେ ପ୍ରଥମ ରାଉଣ୍ଡ ମ୍ୟାଚ ହାରିବାପରେ କ୍ରୋଧରେ…
ଶିବ ପ୍ରସାଦଙ୍କୁ ସୁଯୋଗ
ଭୁବନେଶ୍ୱର, ୧।୬(ତପନ ସ୍ବାଇଁ): ଭାରତୀୟ ୨୦ ବର୍ଷରୁ କମ୍ ଫୁଟବଲ ଦଳ ମନୋନୟନ ପାଇଁ ଟ୍ରାଏଲ୍ସ ଜୁନ୍ ୪ରୁ ୯ ପର୍ଯ୍ୟନ୍ତ ଗୋଆରେ ଅନୁଷ୍ଠିତ ହେବ। ଏଥିରେ ଯୋଗ ଦେବା ପାଇଁ ଓଡ଼ିଶାର ଫୁଟବଲ ପ୍ରତିଭା ଏ. ଶିବ ପ୍ରସାଦ ମନୋନୀତ…
ଯାଜପୁରରେ ଭୋଟ ଦେଲେ ବିଜେଡି ସାଙ୍ଗଠନିକ ସମ୍ପାଦକ
ଯାଜପୁର,୧।୬: ରାଜ୍ୟରେ ଆଜି ଚତୁର୍ଥ ତଥା ଶେଷ ପର୍ଯ୍ୟାୟ ମତଦାନ ଚାଲିଛି। ଏହି କ୍ରମରେ ଯାଜପୁରରେ ଭୋଟ ଦେଲେ ବିଜେଡି ସାଙ୍ଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ। ଏଥର ସମ୍ବଲପୁରରୁ ଲୋକସଭା ନିର୍ବାଚନ ଲଢୁଛନ୍ତି ପ୍ରଣବ । ସୂଚନାଯୋଗ୍ୟ, ଆଜି ୬଼…
ତନେଇରାର ସାବିତ୍ରୀ,ରଜ ଅଫର
ଭୁବନେଶ୍ୱର,୧।୬: ପ୍ରତି ବର୍ଷ ଭଳି ଚଳିତ ବର୍ଷ ମଧ୍ୟ ତନେଇରା ପକ୍ଷରୁ ସାବିତ୍ରୀ ଓ ରଜ ଉପଲକ୍ଷେ ସ୍ବତନ୍ତ୍ର ଗୋଲ୍ଡ କଏନ୍ ଅଫର ସମ୍ପର୍କରେ ଘୋଷଣା କରାଯାଇଛି। ଏହି ଅଫର ୨୦୨୪ ଜୁନ୍ ୧୬ ପର୍ଯ୍ୟନ୍ତ ଭୁବନେଶ୍ୱରର ଷ୍ଟେଶନ ସ୍କୋୟାରସ୍ଥିତ ତନେଇରା…
୮.୨% ହୋଇପାରେ ଜିଡିପି ଅଭିବୃଦ୍ଧି
ଭୁବନେଶ୍ୱର,୧।୬(ଅନୁରାଧା ମହାରଣା): ଜାତୀୟ ପରିସଂଖ୍ୟାନ କାର୍ଯ୍ୟାଳୟ (ଏନ୍ଏସ୍ଓ), ପରିସଂଖ୍ୟାନ ଏବଂ ପ୍ରୋଗ୍ରାମ କାର୍ଯ୍ୟାନ୍ବୟନ ପକ୍ଷରୁୁ ୨୦୨୩-୨୪ ଆର୍ଥିକ ବର୍ଷ ପାଇଁ ବାର୍ଷିକ ମୋଟ ଘରୋଇ ଉତ୍ପାଦ (ଜିଡିପି)ର ସାମୟିକ ଆକଳନ ପ୍ରକାଶ ପାଇଛି। ଏହାସହ ୨୦୨୩-୨୪ର ଚତୁର୍ଥ ତ୍ରୈମାସିକ (ଜାନୁଆରୀ-ମାର୍ଚ୍ଚ) ପାଇଁ…
ଟ୍ରେଣ୍ଡସ୍ର ରଜ ମଉଜ
ଭୁବନେଶ୍ୱର, ୧।୬(ଅଭୟ ଦାଶ): ରିଲାଏନ୍ସ ରିଟେଲର ପୋଷାକ ଓ ଆସେସୋରିଜ୍ ସ୍ପେଶାଲିଟି ଚେନ୍ ‘ଟ୍ରେଣ୍ଡସ୍’ର ରଜ ଅଭିଯାନ ସମ୍ପର୍କରେ ଘୋଷଣା କରାଯାଇଛି। ଶନିବାରଠାରୁ ଟ୍ରେଣ୍ଡସ୍ର ରଜ ମଉଜ ଏବଂ ଶ୍ରେଷ୍ଠ ରଜ ଲୁକ୍ସ ପ୍ରତିଯୋଗିତା ସହ ରଜ ଅଭିଯାନ ଆରମ୍ଭ ହୋଇଯାଇଛି।…
ମାଲାବାରର ସ୍ବତନ୍ତ୍ର ଅଳଙ୍କାର ପ୍ରଦର୍ଶନୀ
ଭୁବନେଶ୍ୱର, ୧।୬ (ଅଭୟ ଦାଶ): ମାଲାବାର ଗୋଲ୍ଡ ଆଣ୍ଡ ଡାଇମଣ୍ଡ୍ସର ଚନ୍ଦ୍ରଶେଖରପୁରସ୍ଥିତ ଏକ୍ସକ୍ଲୁସିଭ ଆଉଟ୍ଲେଟ ପରିସରରେ ଏକ ୧୦ ଦିନିଆ ସ୍ବତନ୍ତ୍ର ଅଳଙ୍କାର ପ୍ରଦର୍ଶନୀ ବୁଧବାରଠାରୁ ଆରମ୍ଭ ହୋଇଯାଇଛି। ଏପରିକି ମାଲାବାରର ପ୍ରିମିୟମ ଅଳଙ୍କାର ‘ଏରା ଆଣ୍ଡ ପ୍ରେସିଆ ଜୁଏଲେରି ଫେଷ୍ଟିଭାଲ’…
ସୁସ୍ଥ ଜୀବନଶୈଳୀକୁ ଗୁରୁତ୍ୱ
ଭୁବନେଶ୍ୱର, ୧।୬: ରାଜ୍ୟର ପ୍ରମୁଖ ସରକାରୀ ଚିକିତ୍ସାଳୟ ତଥା ଶ୍ରୀରାମ ଚନ୍ଦ୍ର ଭଞ୍ଜ ମେଡିକାଲ କଲେଜ ଆଣ୍ଡ ହସ୍ପିଟାଲ ବା ଏସ୍ସିବି ମେଡିକାଲ କଲେଜ ଆଣ୍ଡ ହସ୍ପିଟାଲ ଏବଂ ୟୁକୋ ବ୍ୟାଙ୍କର ମିଳିତ ସହଯୋଗରେ ଶୁକ୍ରବାର ବିଶ୍ୱ ତମାଖୁ ବର୍ଜନ ଦିବସ…
ପୁଷ୍ଟିକର ଖାଦ୍ୟରେ ଦୁଗ୍ଧର ଭୂମିକା
ଦୁଗ୍ଧ ହେଉଛି ବିଭିନ୍ନ ଖାଦ୍ୟ ମଧ୍ୟରେ ମନୁଷ୍ୟ ତଥା ସମସ୍ତ ସ୍ତନ୍ୟପାୟୀ ପ୍ରାଣୀଙ୍କ ପାଇଁ ପ୍ରକୃତିର ଶ୍ରେଷ୍ଠ ଦାନ। ଆମ ବିଶ୍ୱରେ ଏପରି ଏକ କୌଣସି ଖାଦ୍ୟ ନାହିଁ, ଯାହାକି ଦୁଗ୍ଧର ପରିପୂରକ ବା ସମକକ୍ଷ ହୋଇପାରିବ। ଜନ୍ମଠାରୁ ଆରମ୍ଭ କରି…
ଭଗବାନ୍ଙ୍କ ସବୁଠୁ ମୂଲ୍ୟବାନ୍ ଉପହାର ମାତାପିତା
ଭାରତୀୟ ସଂସ୍କୃତିରେ ମାତାପିତାଙ୍କୁ ଚଳନ୍ତି ଭଗବାନ ମାନ୍ୟତା ଦିଆଯାଇଛି। କୁହାଯାଏ ଯେ, ମାତାପିତା ହେଉଛନ୍ତି ଭଗବାନଙ୍କ ଦ୍ୱାରା ଦିଆଯାଇଥିବା ସବୁଠାରୁ ମୂଲ୍ୟବାନ ଉପହାର ଏବଂ ଜୀବନରେ କେହି ସେମାନଙ୍କ ସ୍ଥାନ ନେଇ ପାରିବେ ନାହିଁ। ମାତାପିତାଙ୍କ ଉତ୍ସର୍ଗ, ପ୍ରେମ ଓ ବଳିଦାନକୁ…
କମିଲା ଗ୍ୟାସ ଦାମ୍
ନୂଆଦିଲ୍ଲୀ,୧।୬: ଲୋକ ସଭା ନିର୍ବାଚନର ଶେଷ ପର୍ଯ୍ୟାୟ ପୂର୍ବରୁ ଏଲପିଜି ଗ୍ରାହକଙ୍କୁ ଏକ ବଡ଼ ଆଶ୍ୱସ୍ତି ମିଳିଛି। ସରକାରୀ ତୈଳ ଏବଂ ଗ୍ୟାସ ମାର୍କେଟିଂ କମ୍ପାନୀଗୁଡିକ ଦ୍ୱାରା ଲଗାତାର ତୃତୀୟ ଥର ପାଇଁ ଏଲପିଜି ସିଲିଣ୍ଡରର ମୂଲ୍ୟ ହ୍ରାସ କରାଯାଇଛି। ଏହି…

