Home Left

ପିଏଚଡ଼ିର ନାକତଳେ ଫାଟିଛି ପାଇପ, ଦୂଷିତ ହେଉଛି ପିଇବା ପାଣି

ବରଗଡ଼,୨୨।୯(ପ୍ରେମାନନ୍ଦ ଖମାରୀ)- ବରଗଡ଼ ମ୍ୟୁନିସିପାଲଟି ଅଧିନ ଶକ୍ତି ନଗରସ୍ଥିତ ନେହେରୁ ଆସୋସିଏସନ ସମ୍ମଖରେ ଜନସ୍ବାସ୍ଥ୍ୟ ବିଭାଗ (ପିଏଚଡ଼ି) ପକ୍ଷରୁ ଯୋଗାଇ ଦିଆଯାଉଥିବା ପାନୀୟଜଳ ପାଇଁ ଉଦ୍ଦିଷ୍ଟ ପାଣି ପାଇପ ଫାଟି ଯାଇଛି। ଫଳରେ ପାନୀୟଜଳ ଦୂଷିତ ହେଉଥିବାବେଳେ ନିକଟସ୍ଥ ସମଲେଶରୀ...

ରାସ୍ତା ନିର୍ମାଣ ଦାବି: ଆନ୍ଦୋଳନରେ ବସିଲେ ଅଞ୍ଚଳବାସୀ

ଭବାନୀପାଟଣା,୨୨।୯(ଉତ୍ତମ କୁମାର ଦାଶ)-କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକ ପୋଖରୀବନ୍ଦ ଛକରେ ସୋମବାର ସକାଳୁ ସ୍ଥାନୀୟ ଅଞ୍ଚଳବାସୀ ରାସ୍ତା ନିର୍ମାଣ ପାଇଁ ରାସ୍ତାରୋକ ଆନ୍ଦୋଳନ କରିଛନ୍ତି। ଫଳରେ ଭବାନୀପାଟଣା -ରାୟଗଡା ୬ନମ୍ବର ରାଜ୍ୟ ରାଜପଥରେ ଯାତାୟାତ ବାଧାପ୍ରାପ୍ତ ହୋଇଛି। ଲାଞ୍ଜିଗଡ଼ ବ୍ଳକ...

କମ୍ବିଂ ଅପରେଶନ ଜୋରଦାର: ବର୍ଷାରେ ଭିଜି ମାଓବାଦୀଙ୍କୁ ଖୋଜୁଛନ୍ତି ଯବାନ

ଭଞ୍ଜନଗର,୨୧/୯(ବାବୁଲା ପ୍ରଧାନ):ଗଞ୍ଜାମ-କନ୍ଧମାଳ ଜିଲା ସୀମାର ବାଇବାଲି, ଇନ୍ଦ୍ରଗଡ଼, ମହୁଲପଲ୍ଲୀ ପ୍ରମୁଖ ଗ୍ରାମ ଜଙ୍ଗଲରେ ଆଜକୁ ୩ ଦିନ ହେବ କମ୍ବିଂ ଅପରେଶନ ଜୋରଦାର ଚାଲିଛି। ଉକ୍ତ ଅଞ୍ଚଳରେ ତୁହାକୁ ତୁହା ବର୍ଷା ହେଉଛି। ତଥାପି ଯବାନମାନେ ବର୍ଷାରେ ଭିଜି ଭିଜି...

ତିହାର ଜେଲରୁ ଅଫଜଲ ଗୁରୁ, ମକବୁଲ ଭଟ୍ଟଙ୍କ କବର ହଟାଇବାକୁ ଦାବି

ନୂଆଦିଲ୍ଲୀ,୨୨।୯: ତିହାର ଜେଲ ପରିସରରୁ ଆତଙ୍କବାଦୀ ମହମ୍ମଦ ଅଫଜଲ ଗୁରୁ ଏବଂ ମହମ୍ମଦ ମକବୁଲ ଭଟ୍ଟଙ୍କ କବରସ୍ଥାନ ହଟାଇବା ପାଇଁ ଦିଲ୍ଲୀ ହାଇକୋର୍ଟରେ ଏକ ଜନସ୍ବାର୍ଥ ମାମଲା ଦାୟର କରାଯାଇଛି। ଆବେଦନରେ କୁହାଯାଇଛି ଯେ ମକବୁଲ ଭଟ୍ଟଙ୍କୁ ଫେବୃଆରୀ ୧୯୮୪ରେ...

ପାକିସ୍ତାନକୁ ଖୋଲା ଚେତାବନି ଦେଲେ ଅଭିଷେକ ଶର୍ମାଙ୍କ ଭଉଣୀ!

ନୂଆଦିଲ୍ଲୀ,୨୨।୯: ଏସିଆ କପରେ ଭାରତୀୟ କ୍ରିକେଟ ଦଳ ପୁଣିଥରେ ପାକିସ୍ତାନକୁ ପରାସ୍ତ କଲା। ଓପନର ଅଭିଷେକ ଶର୍ମା ତାଙ୍କ ବିସ୍ଫୋରକ ବ୍ୟାଟିଂରେ ବୋଲରମାନଙ୍କୁ ଧରାଶାୟୀ କଲେ। ଯୁବ ଓପନର ମାତ୍ର ୩୯ବଲରେ ୭୪ ରନର ଏକ ଅବିଶ୍ୱସନୀୟ ଇନିଂସ ଖେଳିଥିଲେ।...

ଗଡଜାତ ଅଞ୍ଚଳର ଖଣ୍ଡାବସା ପର୍ବ: ଚଳଚଞ୍ଚଳ ଗାଁଠାରୁ ସହର

ଥୁଆମୂଳ ରାମପୁର,୨୨।୯(ଦୁର୍ଗା କୀର୍ତ୍ତି ): ଉତ୍ସବ ମୁଖରିତ ହୋଇପଡିଛି ଥୁଆମୂଳ ରାମପୁର l ଆଜିଠାରୁ ଭକ୍ତଙ୍କୁ ଦର୍ଶନ ଦେବେ ଦଶଭୁଜା ମହାମାୟୀ ମା’ ମାଣିକେଶ୍ବରୀ। କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଳକର ବହୁ ପୁରାତନ ତନ୍ତ୍ର ମନ୍ତ୍ରର ଶକ୍ତି ପୀଠ...

ଗାଁ ଗାଁରେ ବିକ୍ରି ହେଉଛି ଦେଶୀ-ବିଦେଶୀ ମଦ: ନୀରବଦ୍ରଷ୍ଟା ସାଜିଛି ଅବକାରୀ ବିଭାଗ

ଅମରପାଲି,୨୨/୯(ପୀତାମ୍ବର ସାହୁ):ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ଉପାନ୍ତ ଅଞ୍ଚଳରେ ବ୍ୟାପକ ଦେଶୀ ବିଦେଶୀ ମଦ ବିକ୍ରି ହେଉଛି। ଅବକାରୀ ବିଭାଗ ସବୁ ଜାଣି ଚୁପ ରହୁଛି। ଫଳରେ ମଦ୍ୟପଙ୍କ ଉତ୍ପାତ ବଢ଼ିବାରେ ଲାଗିଛି। ବ୍ଲକର ଉପାନ୍ତ ଲୁତୁରପଙ୍କ ଓ...

ସୁରକ୍ଷା, ସଂରକ୍ଷଣ ଲାଗି ସଚେତନତାକୁ ଗୁରୁତ୍ୱ

ବିଲୁପ୍ତପ୍ରାୟ ପ୍ରଜାତିର ସୁରକ୍ଷା ଓ ସଂରକ୍ଷଣ ଲାଗି ସଚେତନତା ବୃଦ୍ଧି ସକାଶେ ପ୍ରତିବର୍ଷ ସେପ୍ଟେମ୍ବର ୨୨ରେ ପାଳିତ ହୋଇଆସୁଛି ‘ ବିଶ୍ୱ ଗଣ୍ଡା ଦିବସ’। ୨୦୧୦ ମସିହାରେ ପ୍ରଥମେ ଏହି ଦିବସକୁ ଡବ୍ଲ୍ୟୁଡବ୍ଲ୍ୟୁଏଫ୍‌-ଦକ୍ଷିଣ ଆଫ୍ରିକା ଦ୍ୱାରା ଘୋଷଣା କରାଯାଇଥିଲା। ତେବେ...

ବିଜୁଳିକୁ ମହଙ୍ଗା କରିଛି ୟୁକ୍ରେନ୍‌ ଯୁଦ୍ଧ, କୋଇଲା ବଜାର ଅସ୍ଥିରତା

ପଣଜୀ,୨୨ା୯ (ପି.ଟି.): ରୁଷିଆ-ୟୁକ୍ରେନ୍‌ ଯୁଦ୍ଧ ଏବଂ ଅସ୍ଥିର କୋଇଲା ବଜାର ଭଳି ବୈଶ୍ୱିକ ସଙ୍କଟ ଭାରତରେ ବିଦ୍ୟୁତ୍‌ ମୂଲ୍ୟ ଉପରେ ପ୍ରତ୍ୟକ୍ଷ ପ୍ରଭାବ ପକାଇଛି। ଫଳରେ କେବଳ ସୁରକ୍ଷିତ ଅବାଧ ବିଦ୍ୟୁତ ଯୋଗାଣ ପାଇଁ ଅଧିକ ପ୍ରିମିୟମ୍‌ ପୈଠ କରିବାକୁ...

ଟ୍ରକ୍‌ ପାର୍କିଂ ନିର୍ମାଣକୁ ବିରୋଧ: ଆନ୍ଦୋଳନକୁ ଓହ୍ଲାଇଲେ ଗ୍ରାମବାସୀ

ବରଗଡ଼,୨୨।୯(ପ୍ରେମାନନ୍ଦ ଖମାରୀ):ବରଗଡ଼ ସହର ଉପକଣ୍ଠ ବାନ୍ଦେନଟିକ୍ରା ନିକଟରେ ଟ୍ରକ ପାର୍କିଂ ନିର୍ମାଣକୁ ନେଇ ବିରୋଧ ତେଜି ଉଠିଛି। ଏହି କ୍ରମରେ ରବିବାର ବାନ୍ଦେନଟିକ୍ରା ଗ୍ରାମବାସୀ ବରଗଡ଼ ପାଣିଛତର ନିକଟ ରେଲୱେ ଓଭରବ୍ରିଜ ପାଖରେ ରାସ୍ତା ଅବରୋଧ କରିଥିଲେ। ଫଳରେ ସହର...

ଭୟ ଦୂରେଇଲେ କର୍କଟରୁ ମୁକ୍ତି ପାଇହେବ

ସେପ୍ଟେମ୍ବର ୨୨, ଓ୍ବାଲର୍‌ଡ ରୋଜ୍‌ ଡେ’। କାନାଡ଼ାର ମେଲିଣ୍ଡା ରୋଜ୍‌ଙ୍କ ସ୍ମୃତିରେ ଏହି ଦିବସଟି ପାଳିତ ହୋଇଆସୁଛି। ମେଲିଣ୍ଡା ୧୨ ବର୍ଷ ବୟସରେ କର୍କଟରେ ପୀଡ଼ିତ ହୋଇ ନିଜେ ଚିକିତ୍ସିତ ହେବା ସହ ଅନ୍ୟ ରୋଗୀଙ୍କୁ ପ୍ରେରଣା ଦେଉଥିଲେ। ଠିକ୍‌...

ଶୁଣିଲାନି ପ୍ରଶାସନ, ରାସ୍ତା ମରାମତି କଲେ ଅଞ୍ଚଳବାସୀ

ଲାଞ୍ଜିଗଡ଼,୨୨ା୯(ରମେଶ ଚନ୍ଦ୍ର ନାୟକ):କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକ କୁମଖାଳ ଛକରୁ ସିନ୍ଧିବାହାଳୀ ପର୍ଯ୍ୟନ୍ତ ରାସ୍ତା ଶୋଚନୀୟ ହୋଇପଡିଥିଲେ ମଧ୍ୟ ପ୍ରଶାସନ ନ ଶୁଣିବାରୁ ଶେଷରେ ଅଞ୍ଚଳବାସୀ ନିଜସ୍ବ ଖର୍ଚ୍ଚରେ ମରାମତି କରିଛନ୍ତି। ସୂଚନାନୁସାରେ, ପ୍ରଧାନମନ୍ତ୍ରୀ ଗ୍ରାମ୍ୟ ସଡ଼କ ଯୋଜନାରେ ଏହି...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri