ମଣିମା ଶୁଣିମା ହେଉ
ବାଲ୍ୟକାଳରେ ଶୁଣିଥିବା କାହାଣୀ ବେଳେବେଳେ ବିସ୍ମୃତିରୁ ବାହୁଡ଼ିଆସେ। ସେତେବେଳେ ଶିଶୁମନକୁ ଖୁବ୍ ପ୍ରଭାବିତ କରିଥିବା କାହାଣୀର ବିଲୋଳ ଚରିତ୍ର ଆଖି ଆଗରେ ଉଭାହୁଏ। ସାମ୍ପ୍ରତିକ ସମୟର ଲାଞ୍ଚମିଛ, ଅସତ୍ୟ ଅନାଚାର ଆଦି ଯାବତୀୟ ଯୁଗ ଯନ୍ତ୍ରଣାରେ ନିରନ୍ତର ଘାଣ୍ଟି ହେଉଥିବା ଲୋକଟିକୁ…
ଇରାନ ପରେ ଇସ୍ତ୍ରାଏଲ ଉପରେ ଆକ୍ରମଣ କଲେ ହୁଥି ବିଦ୍ରୋହୀ, ସାମରିକ ଘାଟି ଉପରେ କ୍ଲଷ୍ଟର….
ତେହେରାନ,୫।୪: ଇରାନ ବ୍ୟତୀତ, ୟେମେନର ହୁତି ବିଦ୍ରୋହୀମାନେ ଏବେ ଇସ୍ରାଏଲ ଉପରେ ଏକ ବଡ଼ ଆକ୍ରମଣ ଆରମ୍ଭ କରିଛନ୍ତି । ଏକ ରିପୋର୍ଟ ଅନୁଯାୟୀ, ହୁଥି ବିଦ୍ରୋହୀମାନେ ଇସ୍ରାଏଲର ବେନ୍ ଗୁରିଅନ୍ ବିମାନବନ୍ଦର ସହିତ ଦକ୍ଷିଣ ଇସ୍ରାଏଲରେ ଥିବା ସାମରିକ ସ୍ଥାନଗୁଡ଼ିକୁ…
କେବଳ ଦର୍ଶକ
ମଧ୍ୟପ୍ରାଚ୍ୟ ଯୁଦ୍ଧ ଏବେ ଦ୍ୱିତୀୟ ମାସରେ ପ୍ରବେଶ କରିଛି। ଏହା ଏକ ଲମ୍ବା ଯୁଦ୍ଧ ହେବାକୁ ଯାଉଛି ଏବଂ ଏ ସମ୍ପର୍କରେ ମୁଁ କିଛି ଟିପ୍ପଣୀ ଦେବା ପାଇଁ ଉଚିତ ମଣୁଛି। ପ୍ରଥମ କଥା ହେଉଛି, ଭବିଷ୍ୟତରେ ଘଟିବାକୁ ଥିବା ସ୍ଥିତିକୁ…
ଆରମ୍ଭ ହେବ ମୁଖ୍ୟମନ୍ତ୍ରୀ ଅନ୍ନପୂର୍ଣ୍ଣା ଯୋଜନା, ଅଧିକ ୫ କେଜି ଚାଉଳ ପାଇବେ ହିତାଧିକାରୀ
ଭୁବନେଶ୍ୱର,୫।୪(ସୁନିତ୍ ମିଶ୍ର): ଜାତୀୟ ଖାଦ୍ୟ ସୁରକ୍ଷା ଆଇନ (ଏନ୍ଏଫ୍ଏସ୍ଏ) ଏବଂ ରାଜ୍ୟ ଖାଦ୍ୟ ସୁରକ୍ଷା ଯୋଜନା (ଏସ୍ଏଫଏସ୍ଏସ୍)ର ହିତାଧିକାରୀ ଏଣିକି ଅଧିକ ୫ କେଜି ଲେଖାଏ ଚାଉଳ ପାଇବେ। ହିତାଧିକାରୀମାନେ ଯେତିକି ଚାଉଳ ବର୍ତ୍ତମାନ ପାଉଛନ୍ତି ମୁଖ୍ୟମନ୍ତ୍ରୀ ଅନ୍ନପୂର୍ଣ୍ଣା ଯୋଜନା (ଏମ୍ଏପିଓ୍ବାଇ)ରେ…
ଜିରାନଦୀରେ ମିଶୁଛି ସହରର ନର୍ଦ୍ଦମା ପାଣି, ରୋଗରେ ହନ୍ତସନ୍ତ ଲୋକେ
ବରଗଡ଼,୫।୪(ପ୍ରେମାନନ୍ଦ ଖମାରୀ): ବରଗଡ଼ର ଜୀବନ ରେଖା କୁହାଯାଉଥିବା ଜୀରାନଦୀ ଜଳ ପ୍ରଦୂଷିତ ହେଉଛି । କେବଳ ସେତିକି ନୁହେଁ, ଜବରଦଖଲ ଯୋଗୁ ଦିନକୁ ଦିନ ନଦୀ ସଙ୍କୁଚିତ ହୋଇପଡୁଛି । ଗୋଟିଏ ପଟେ ବରଗଡ଼ ସହର ରାସ୍ତାପାର୍ଶ୍ୱରେ କୁଢ଼କୁଢ଼ ମଇଳା ଆବର୍ଜନା…
ଧାନ କିଣି ନେଲେ ହେଲେ ଦେଲେନି ଟଙ୍କା: ମାଗିବାରୁ ଦେଉଥିଲେ ହତ୍ୟା ଧମକ, ଏବେ…
ରିଆମାଳ,୫।୪(ବଦ୍ରୀ ନାରାୟଣ ଅଗ୍ରୱାଲ): ରିଆମାଳ ଥାନାଞ୍ଚଳର ବିଭିନ୍ନ ଗ୍ରାମର ଗରିବ ଚାଷୀଙ୍କ ନିକଟରୁ ପ୍ରାୟ ଲକ୍ଷ ଲକ୍ଷ ଟଙ୍କା ଠକି ନେଇଥିବା ଅଭିଯୋଗ ହୋଇଛି। ଏ ନେଇ ରିଆମାଳ ପୋଲିସ ଗୁଣ୍ଡିଆପାଲି ଗ୍ରାମର ସମ୍ବିତ ଭୋଇ(୨୭)ଙ୍କୁ ଶନିବାର ଗିରଫ କରି କୋର୍ଟ…
ବିଶ୍ୱ ତୀରନ୍ଦାଜୀ ପାରା ସିରିଜ୍ ୨୦୨୬: ପାୟଲ ନୂଆ ବିଶ୍ୱବିଜେତା
ବଲାଙ୍ଗୀର,୫।୪(ବୀରେନ୍ଦ୍ର କୁମାର ଝାଙ୍କର): ବିଶ୍ୱ ତୀରନ୍ଦାଜୀ ପାରା ସିରିଜ୍ ୨୦୨୬ର ନୂଆ ବିଶ୍ୱ ବିଜେତା ସାଜିଛନ୍ତି ଓଡ଼ିଶା (ବଲାଙ୍ଗୀର)ର ବିସ୍ମୟ ପ୍ରତିଭା ପାୟଲ ନାଗ। ଥାଇଲାଣ୍ଡର ବ୍ୟାଙ୍କକ୍ଠାରେ ଅନୁଷ୍ଠିତ ବିଶ୍ୱ ତୀରନ୍ଦାଜୀ ପାରା ସିରିଜ୍ ୨୦୨୬ର ଅନ୍ତିମ ଦିବସରେ ଅନୁଷ୍ଠିତ ବ୍ୟକ୍ତିଗତ…
ନାବାଳିକାଙ୍କ ଫଟୋକୁ ଏଡିଟିଂ କରି ଅଶ୍ଲିଳ ଫଟୋ ଭାଇରାଲ କରିଥିଲା ଯୁବକ, ଅଭିଯୁ୍କ୍ତ ଗିରଫ
ଦେବଗଡ,୫।୪(ଶଶାଙ୍କ ଶେଖର ଝାଙ୍କର): ଜଣେ ୧୫ ବର୍ଷିୟା ନାବାଳିକାଙ୍କ ଫଟୋକୁ ଏଡିଟିଂ ମାଧ୍ୟମରେ ବିକୃତ କରି ଅଶ୍ଲିଳ ଫଟୋକୁ ସୋସିଆଲ ମିଡିଆରେ ଭାଇରାଲ କରୁଥିଲା ଯୁବକ । ଅଭିଯୋଗ ପରେ ବାରକୋଟ ଥାନା ପୋଲିସ ଶନିବାର ଜଣେ ଯୁବକକୁ ଗିରଫ କରି କୋର୍ଟ…
ମହୁଲ ଗୋଟାଉଥିବା ବେଳେ କଚାଡି ଦେଲା ଦନ୍ତା, ଆକ୍ରମଣରେ ୩….
ପରଜଙ୍ଗ୫।୪(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ବନଖଣ୍ଡ ମହାବିରୋଡ ରେଞ୍ଜ ଡିହଡୋଳ ଫରେଷ୍ଟ ସେକ୍ସନ ଅଧିନ କନ୍ତୋର ଓ ବାରିହାପୁର ଗାଁରେ ଦନ୍ତା ଆତଙ୍କ ଦେଖିବାକୁ ମିଳିଛି। ରବିବାର ଭୋର୍ ଦନ୍ତା ଆକ୍ରମଣରେ ୩ ଜଣ ମହୁଲ ଗୋଟାଳି ଗୁରୁତର ଆହତ ହୋଇଛନ୍ତି ।…
ଗୁଜରାଟକୁ ହରାଇ ରାଜସ୍ଥାନର ଦ୍ୱିତୀୟ ବିଜୟ
ଅହମଦାବାଦ,୪ା୪: ଯଶସ୍ୱି ଜୟସ୍ୱାଲ ଓ ଧ୍ରୁବ ଜୁରେଲଙ୍କ ଅର୍ଦ୍ଧଶତକ ପରେ ରବି ବିଷ୍ଣୋଇଙ୍କ ୪ ଉଇକେଟ ସଫଳତା ଯୋଗୁ ରାଜସ୍ଥାନ ରୟାଲ୍ସ ୬ ରନରେ ଗୁଜରାଟ ଟାଇଟନ୍ସକୁ ପରାସ୍ତ କରିଛି। ଏହା ରାଜସ୍ଥାନର ଲଗାତର ଦ୍ୱିତୀୟ ବିଜୟ ହୋଇଥିବା ବେଳେ ଗୁଜରାଟ…
ମୁମ୍ୱାଇକୁ ହରାଇଲା ଦିଲ୍ଲୀ
ନୂଆଦିଲ୍ଲୀ,୪ା୪: ସମୀର ରିଜ୍ଭୀଙ୍କ ବିସ୍ଫୋରକ ବ୍ୟାଟିଂ ବଳରେ ଦିଲ୍ଲୀ କ୍ୟାପିଟାଲ୍ସ (ଡିସି) ଶନିବାର ଅପରାହ୍ନରେ ଖେଳାଯାଇଥିବା ଆଇପିଏଲ୍ ମ୍ୟାଚ୍ରେ ମୁମ୍ୱାଇ ଇଣ୍ଡିଆନ୍ସ (ଏମ୍ଆଇ)କୁ ୬ ଉଇକେଟରେ ପରାସ୍ତ କରିଛି। ଏହା ଦିଲ୍ଲୀର କ୍ରମାଗତ ଦ୍ୱିତୀୟ ବିଜୟ ହୋଇଥିବା ବେଳେ ମୁମ୍ୱାଇର ଏହା…
ୟୁକ୍ରେନ୍ ଉପରେ ରୁଷିଆର ଡ୍ରୋନ୍ ଆକ୍ରମଣ, ପୁଣି ବଢ଼ାଇଲା ଚିନ୍ତା…
କିଭ୍,୪ା୪: ୟୁକ୍ରେନ୍ର ନିକୋପୋଲ୍ ସହର ଅନ୍ତର୍ଗତ ଏକ ବଜାର ଉପରେ ଶନିବାର ରୁଷିଆ ଡ୍ରୋନ୍ ମାଡ଼ କରିବାରୁ ଅନୂ୍ୟନ ୫ ଜଣଙ୍କ ମୃତ୍ୟୁ ଘଟିବା ସହ ୧୯ଜଣ ଆହତ ହୋଇଛନ୍ତି। ମୃତକଙ୍କ ମଧ୍ୟରେ ୩ ଜଣ ମହିଳା ଓ ୨ ଜଣ…
Archives


