Home Left

ବିଶ୍ୱ ତୀରନ୍ଦାଜୀ ପାରା ସିରିଜ୍‌ ୨୦୨୬: ପାୟଲ ନୂଆ ବିଶ୍ୱବିଜେତା

ବଲାଙ୍ଗୀର,୫।୪(ବୀରେନ୍ଦ୍ର କୁମାର ଝାଙ୍କର): ବିଶ୍ୱ ତୀରନ୍ଦାଜୀ ପାରା ସିରିଜ୍‌ ୨୦୨୬ର ନୂଆ ବିଶ୍ୱ ବିଜେତା ସାଜିଛନ୍ତି ଓଡ଼ିଶା (ବଲାଙ୍ଗୀର)ର ବିସ୍ମୟ ପ୍ରତିଭା ପାୟଲ ନାଗ। ଥାଇଲାଣ୍ଡର ବ୍ୟାଙ୍କକ୍‌ଠାରେ ଅନୁଷ୍ଠିତ ବିଶ୍ୱ ତୀରନ୍ଦାଜୀ ପାରା ସିରିଜ୍‌ ୨୦୨୬ର ଅନ୍ତିମ ଦିବସରେ ଅନୁଷ୍ଠିତ ବ୍ୟକ୍ତିଗତ…

ନାବାଳିକାଙ୍କ ଫଟୋକୁ ଏଡିଟିଂ କରି ଅଶ୍ଲିଳ ଫଟୋ ଭାଇରାଲ କରିଥିଲା ଯୁବକ, ଅଭିଯୁ୍‌କ୍ତ ଗିରଫ

ଦେବଗଡ,୫।୪(ଶଶାଙ୍କ ଶେଖର ଝାଙ୍କର): ଜଣେ ୧୫ ବର୍ଷିୟା ନାବାଳିକାଙ୍କ ଫଟୋକୁ ଏଡିଟିଂ ମାଧ୍ୟମରେ ବିକୃତ କରି ଅଶ୍ଲିଳ ଫଟୋକୁ ସୋସିଆଲ ମିଡିଆରେ ଭାଇରାଲ କରୁଥିଲା ଯୁବକ । ଅଭିଯୋଗ ପରେ ବାରକୋଟ ଥାନା ପୋଲିସ ଶନିବାର ଜଣେ ଯୁବକକୁ ଗିରଫ କରି କୋର୍ଟ…

ମହୁଲ ଗୋଟାଉଥିବା ବେଳେ କଚାଡି ଦେଲା ଦନ୍ତା, ଆକ୍ରମଣରେ ୩….

ପରଜଙ୍ଗ୫।୪(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ବନଖଣ୍ଡ ମହାବିରୋଡ ରେଞ୍ଜ ଡିହଡୋଳ ଫରେଷ୍ଟ ସେକ୍ସନ ଅଧିନ କନ୍ତୋର ଓ ବାରିହାପୁର ଗାଁରେ ଦନ୍ତା ଆତଙ୍କ ଦେଖିବାକୁ ମିଳିଛି। ରବିବାର ଭୋର୍ ଦନ୍ତା ଆକ୍ରମଣରେ ୩ ଜଣ ମହୁଲ ଗୋଟାଳି ଗୁରୁତର ଆହତ ହୋଇଛନ୍ତି ।…

ଗୁଜରାଟକୁ ହରାଇ ରାଜସ୍ଥାନର ଦ୍ୱିତୀୟ ବିଜୟ

ଅହମଦାବାଦ,୪ା୪: ଯଶସ୍ୱି ଜୟସ୍ୱାଲ ଓ ଧ୍ରୁବ ଜୁରେଲଙ୍କ ଅର୍ଦ୍ଧଶତକ ପରେ ରବି ବିଷ୍ଣୋଇଙ୍କ ୪ ଉଇକେଟ ସଫଳତା ଯୋଗୁ ରାଜସ୍ଥାନ ରୟାଲ୍ସ ୬ ରନରେ ଗୁଜରାଟ ଟାଇଟନ୍ସକୁ ପରାସ୍ତ କରିଛି। ଏହା ରାଜସ୍ଥାନର ଲଗାତର ଦ୍ୱିତୀୟ ବିଜୟ ହୋଇଥିବା ବେଳେ ଗୁଜରାଟ…

ମୁମ୍ୱାଇକୁ ହରାଇଲା ଦିଲ୍ଲୀ

ନୂଆଦିଲ୍ଲୀ,୪ା୪: ସମୀର ରିଜ୍‌ଭୀଙ୍କ ବିସ୍ଫୋରକ ବ୍ୟାଟିଂ ବଳରେ ଦିଲ୍ଲୀ କ୍ୟାପିଟାଲ୍ସ (ଡିସି) ଶନିବାର ଅପରାହ୍ନରେ ଖେଳାଯାଇଥିବା ଆଇପିଏଲ୍‌ ମ୍ୟାଚ୍‌ରେ ମୁମ୍ୱାଇ ଇଣ୍ଡିଆନ୍ସ (ଏମ୍‌ଆଇ)କୁ ୬ ଉଇକେଟରେ ପରାସ୍ତ କରିଛି। ଏହା ଦିଲ୍ଲୀର କ୍ରମାଗତ ଦ୍ୱିତୀୟ ବିଜୟ ହୋଇଥିବା ବେଳେ ମୁମ୍ୱାଇର ଏହା…

ୟୁକ୍ରେନ୍‌ ଉପରେ ରୁଷିଆର ଡ୍ରୋନ୍‌ ଆକ୍ରମଣ, ପୁଣି ବଢ଼ାଇଲା ଚିନ୍ତା…

କିଭ୍‌,୪ା୪: ୟୁକ୍ରେନ୍‌ର ନିକୋପୋଲ୍‌ ସହର ଅନ୍ତର୍ଗତ ଏକ ବଜାର ଉପରେ ଶନିବାର ରୁଷିଆ ଡ୍ରୋନ୍‌ ମାଡ଼ କରିବାରୁ ଅନୂ୍ୟନ ୫ ଜଣଙ୍କ ମୃତ୍ୟୁ ଘଟିବା ସହ ୧୯ଜଣ ଆହତ ହୋଇଛନ୍ତି। ମୃତକଙ୍କ ମଧ୍ୟରେ ୩ ଜଣ ମହିଳା ଓ ୨ ଜଣ…

ଉତ୍ସବରେ ଯୋଗଦେଇ ଘରକୁ ଫେରୁଥିଲେ ପରିବାର ଲୋକେ: ରାସ୍ତାପାର୍ଶ୍ୱ କୂଅରେ ଖସିପଡ଼ିଲା କାର୍‌, ଆଉ ତା’ପରେ…

ନାଶିକ୍‌,୪ା୪: ମହାରାଷ୍ଟ୍ରର ନାଶିକ ଜିଲାରେ ଖୋଲା କୂଅକୁ ଏକ କାର୍‌ ଖସିପଡ଼ିବାରୁ ଗୋଟିଏ ପରିବାରର ୯ ସଦସ୍ୟଙ୍କ ମୃତ୍ୟୁ ଘଟିଛି। ମୃତକଙ୍କ ମଧ୍ୟରେ ୬ଜଣ ପିଲା ଥିବା ପୋଲିସ କହିଛି। ଡିଣ୍ଡୋରି ସହରର ଶିବାଜୀନଗର ଅଞ୍ଚଳରେ ଏହି ଦୁର୍ଘଟଣା ଘଟିଛି। ପିଲାମାନଙ୍କ…

ଶ୍ରେୟଶଙ୍କୁ ୨୪ ଲକ୍ଷ ଟଙ୍କା ଜରିମାନା

ଚେନ୍ନାଇ, ୪ା୪: ସ୍ଥାନୀୟ ଏମ୍‌.ଏ. ଚିଦାମ୍ୱରମ ଷ୍ଟାଡିୟମରେ ଚେନ୍ନାଇ ସୁପର କିଙ୍ଗ୍ସ ବିପକ୍ଷ ଆଇପିଏଲ୍‌ ମ୍ୟାଚରେ ଏକ ସ୍ଲୋ-ଓଭର ରେଟ୍‌ ପାଇଁ ପଞ୍ଜାବ କିଙ୍ଗ୍ସ ଅଧିନାୟକ ଶ୍ରେୟସ ଆୟରଙ୍କୁ ୨୪ ଲକ୍ଷ ଟଙ୍କା ଜରିମାନା କରାଯାଇଛି। ଶୁକ୍ରବାର ଅନୁଷ୍ଠିତ ଏହି ମ୍ୟାଚରେ…

ସିଏସ୍‌କେ ପରାଜୟର କାରଣ କହିଲେ ଗାଭାସ୍କର

ଚେନ୍ନାଇ,୪ା୪: ଭାରତର କିମ୍ୱଦନ୍ତୀ କ୍ରିକେଟର ସୁନୀଲ ଗାଭାସ୍କରଙ୍କ ମତରେ ୫ ଥରର ଚାମ୍ପିୟନ ଚେନ୍ନାଇ ସୁପର କିଙ୍ଗ୍ସ (ସିଏସ୍‌କେ) ପାଇଁ ସେମାନଙ୍କର ବୋଲିଂ ସବୁଠୁ ବଡ଼ ସମସ୍ୟା। ବୋଲିଂ ବିଭାଗର ପ୍ରଦର୍ଶନରେ ସୁଧାର ଦ୍ୱାରା ହିଁ ଦଳର ଭାଗ୍ୟ ପରିବର୍ତ୍ତନ ହୋଇପାରିବ।…

ମହଙ୍ଗା ପଡ଼ିଲା କର୍ତ୍ତବ୍ୟରେ ଅବହେଳା: ବିଏଲ୍‌ଓ ନିଲମ୍ବିତ

ଗଜପତ/ମୋହନା,୪।୪(ଗିରିଧାରୀ ପରିଛା/ମନ୍ମଥ ମିଶ୍ର): ଗଜପତି ଜିଲା ୧୩୭-ପାରଳାଖେମୁଣ୍ଡି ବିଧାନସଭାର କାଶୀନଗର ବ୍ଲକ ଅନ୍ତର୍ଗତ ଭୋଟଗ୍ରହଣ କେନ୍ଦ୍ରର ବୁଥସ୍ତରୀୟ ଅଧିକାରୀ ଦାୟିତ୍ୱରେ ଥିବା ସହକାରୀ ଶିକ୍ଷକଙ୍କୁ ଜିଲା ନିର୍ବାଚନ ଅଧିକାରୀ ତଥା ଜିଲାପାଳ କର୍ତ୍ତବ୍ୟରେ ଅବହେଳା ଓ ଆଦେଶ ଅବମାନନା କରିଥିବା ଅଭିଯୋଗରେ…

ରେଷ୍ଟୁରାଣ୍ଟ-ଢାବା ମାଲିକଙ୍କ ପାଇଁ ନିର୍ଦ୍ଦେଶ: କେବଳ ଏମିତି କଲେ ମିଳିବ ବାଣିଜ୍ୟିକ ସିଲିଣ୍ଡର

ନୂଆଦିଲ୍ଲୀ,୪।୪: ଦିଲ୍ଲୀ ସରକାର ବାଣିଜ୍ୟିକ LPG ସିଲିଣ୍ଡର ଯୋଗାଣ ନିୟନ୍ତ୍ରଣ ନିୟମକୁ କଡ଼ାକଡ଼ି କରିଛନ୍ତି। ଏବେ, ଯେଉଁ ଅଞ୍ଚଳରେ ପାଇପ ଯୁକ୍ତ ପ୍ରାକୃତିକ ଗ୍ୟାସ (PNG) ନେଟୱାର୍କ ଉପଲବ୍ଧ, ସେଠାରେ ବାଣିଜ୍ୟିକ ପ୍ରତିଷ୍ଠାନଗୁଡ଼ିକ କେବଳ PNG ସଂଯୋଗ ପାଇଁ ଆବେଦନ କରିଥିଲେ…

ଇସ୍ତଫା ଦେଲେ ପେଣ୍ଡିଲି ସରପଞ୍ଚ, କାରଣ କହିଲେ…

ଗୁଡାରି,୪।୪(ପ୍ରମୋଦ କୁମାର ପତି ): ଗୁଡାରି ବ୍ଲକର ପେଣ୍ଡିଲି ପଞ୍ଚାୟତ ସରପଞ୍ଚ ରେଣୁକା ଶବର ନିଜ ପଦବୀରୁ ଶନିବାର ଅପରାହ୍ନରେ ଇସ୍ତଫା ଦେଇଛନ୍ତି। ସେ ନିଜ ଇସ୍ତଫା ପତ୍ର ଗୁଡାରି ବିଡିଓ ସୁଚିସ୍ମିତା ବେହେରାଙ୍କୁ ପ୍ରଦାନ କରିଥିବା ସୂଚନା ଦେଇଛନ୍ତି। ଏ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri