Home Left

ପ୍ରେମିକା ବ୍ରେକ୍‌ଅପ୍‌ କରିଦେବାରୁ ଖର୍ଚ୍ଚର ହିସାବ ପଠାଇଲେ ଚାର୍ଟାର୍ଡ ପ୍ରେମିକ, ତାଲିକା ଦେଖିଲେ…

ଆଜିକାଲି ରିଲେସନଶିପ୍‌ ତାସ ପରି ହୋଇଗଲାଣି। କ୍ଷଣିକ ମଧ୍ୟରେ ବାଜି ପଲଟି ଯାଉଛି। କିଛି ସମ୍ପର୍କ ମଧ୍ୟ ଠିକ୍‌ ଏମିତି ହୋଇଗଲାଣି। କିଛି ଦିନ କିମ୍ବା କିଛି ମାସ ମଧ୍ୟରେ ଭାଙ୍ଗିଯାଉଛି। ସାଧାରଣ କଥା ପ୍ରେମିକା/ପ୍ରେମିକ ମଧ୍ୟରେ ରାଗରୁଷା ହେଲେ କଥାବାର୍ତ୍ତା…

ରାଇକିଆରେ ଅସହ୍ୟ ଗ୍ରୀଷ୍ମପ୍ରବାହ, ଚିନ୍ତା ବଢ଼ାଉଛି ବିଦ୍ୟୁତ ସମସ୍ୟା

ରାଇକିଆ,୩୦।୫( ପ୍ରଦୀପ ବେହେରା): ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ଗ୍ରୀଷ୍ମ ପ୍ରବାହ ସାଙ୍ଗକୁ ଅସହ୍ୟ ଗରମ ଓ ଗୁଳଗୁଳି ଅନୁଭୂତ ହେଉଛି। ଏହାର ପ୍ରଭାବ କନ୍ଧମାଳ ଜିଲା ରାଇକିଆ ଅଞ୍ଚଳରେ ମଧ୍ୟ ଦେଖିବାକୁ ମିଳୁଛି। ଏସବୁ ମଧ୍ୟରେ କ୍ରମାଗତ ବିଦ୍ୟୁତ କାଟ…

ଜଳୁଛି ଓଡ଼ିଶା, ସକାଳ ସାଢେ ୫ଟା ସୁଦ୍ଧା ୩୧ ଛୁଇଁଲା ପାରା

ଭୁବନେଶ୍ୱର,୩୦।୫: କିଛିଦିନ ତାତିରେ ବ୍ରେକ୍‌ ଲାଗିବା ପରେ ରାଜ୍ୟରେ ଅନୁଭୂତ ହୋଇଛି ଅସହ୍ୟ ତାତି । ମଙ୍ଗଳବାର ରାଜ୍ୟରେ ତାତି ୪୬ ଛୁଇଁଥିବାବେଳେ ଆଜି ସକାଳ ସାଡେ ୮ଟା ସୁଦ୍ଧା ପାରା ୩୯ ଛୁଇଁଛି। ଏହିକ୍ରମରେ ଭବାନୀପାଟଣାରେ ତାତି ୩୯ଡିଗ୍ରୀ ରେକର୍ଡ…

ନରେନ୍ଦ୍ର ପୁଷ୍କରିଣୀରେ ମହାପ୍ରଭୁଙ୍କ ଭଉଁରି ନୀତି

ପବିତ୍ର ଅକ୍ଷୟତୃତୀୟାଠାରୁ ଆରମ୍ଭ ହୋଇଥିବା ମହାପ୍ରଭୁଙ୍କ ବାହାର ଚନ୍ଦନଯାତ୍ରାର ବିଂଶତମ ଦିବସକୁ ଭଉଁରି କୁହାଯାଏ। ମାନବୀୟ ଲୀଳାଖେଳା କରୁଥିବା ମହାପ୍ରଭୁ ସାଧାରଣ ମଣିଷ ପରି ପ୍ରଚଣ୍ଡ ରୌଦ୍ରତାପରୁ ରକ୍ଷା ପାଇବା ପାଇଁ ନରେନ୍ଦ୍ର ପୁଷ୍କରିଣୀରେ ନୌକାବିହାର କରିଥାନ୍ତି। ୨୧ଦିନିଆ ବାହାର ଚନ୍ଦନଯାତ୍ରାର…

ଏମ୍ସରେ ଆଇପିଏସ ଆଶିଷ ସିଂହ; ଚାଲିଛି ସ୍ବାସ୍ଥ୍ୟ ପରୀକ୍ଷା

ଭୁବନେଶ୍ୱର,୩୦।୫:ନିର୍ବାଚନ କମିଶନଙ୍କ ନିର୍ଦ୍ଦେଶ ଅନୁଯାୟୀ, ସ୍ବାସ୍ଥ୍ୟାବସ୍ଥାର ଯାଞ୍ଚ କରାଇବା ନିମନ୍ତେ ଗୁରୁବାର ଭୁବନେଶ୍ୱରସ୍ଥିତ ଏମ୍ସରେ ପହଞ୍ଚିଛନ୍ତି ଆଇପିଏସ ଆଶିଷ ସିଂହ । ECIଙ୍କ ନିର୍ଦ୍ଦେଶ କ୍ରମେ AIIMS ଭୁବନେଶ୍ୱର ପକ୍ଷରୁ ଏଥିନିମନ୍ତେ ଏକ ସ୍ବତନ୍ତ୍ର ମେଡିକାଲ ବୋର୍ଡ ଗଠିତ ହୋଇଛି ।…

ଆଇଆର୍‌ଡିଏଆଇ ସ୍ବାସ୍ଥ୍ୟବୀମା ସମ୍ପର୍କିତ ମାଷ୍ଟର ସର୍କୁଲାର ଜାରି,ବୀମାଧାରୀଙ୍କ ସ୍ବାର୍ଥ ପ୍ରତି ବିଶେଷ ଧ୍ୟାନ

ଭୁବନେଶ୍ୱର,୩୦।୫(ଅନୁରାଧା ମହାରଣା): ବୀମା ନିୟାମକ ଆଇଆର୍‌ଡିଏଆଇ ସ୍ବାସ୍ଥ୍ୟବୀମା ସମ୍ବନ୍ଧରେ ଏକ ମାଷ୍ଟର ସର୍କୁଲାର ଜାରି କରିଛି। ଏହି ସର୍କୁଲାରରେ ବୀମାଧାରୀଙ୍କ ସ୍ବାର୍ଥ ପ୍ରତି ବିଶେଷ ଧ୍ୟାନ ଦିଆଯାଇଛି। ସର୍କୁଲାର ଅନୁସାରେ ଯଦି ପଲିସି ଧାରକ ବର୍ଷ ସାରା କୌଣସି ଔଷଧ ଗ୍ରହଣ…

ହ୍ରାସ ପାଉଛି ଲଘୁ ବନଜାତ ସାମଗ୍ରୀ

ଝାରସୁଗୁଡ଼ା,୩୦।୫(ସଞ୍ଜୟ ମାଲି)ଝାରସୁଗୁଡା ଜିଲାର ମାନ୍ୟତା ପାଇବା ସମୟରେ ପାଣି, ମାଟି ଓ ମୁଖ୍ୟତ କୋଇଲାରେ ପରିପୂର୍ଣ୍ଣ ଥିଲା। ଅବାଧ ଜଙ୍ଗଲ କଟା ଯୋଗୁ ଆଗ ଭଳି ଆଉ ମୂଲ୍ୟବାନ ଗଛ ଏଠାରେ ଦେଖିବାକୁ ମିଳୁନାହିଁ। ଜଙ୍ଗଲରୁ କ୍ରମାଗତ ଭାବେ ଲଘୁ ବନଜାତ…

ହାତୀ ଭୟ ଥିବା ବରଗଛ ତଳେ ରହୁଛନ୍ତି ଗହଳ

ଲୋଇସିଂହା,୩୦।୫ (ସୁଶାନ୍ତ ବାରିକ)ଗହଳ ବରିହା, ବୟସ ୮୧ ା ଘର ବଲାଙ୍ଗୀର ଜିଲା ଲୋଇସିଂହା ବ୍ଲକ କଦଳୀପାଲି ଗ୍ରାମରେ ା ଗହଳଙ୍କର କୌଣସି ସନ୍ତାନ ସନ୍ତତି ନ ଥିବାରୁ ସ୍ବାମୀ ହାଡୁ ବରିହାଙ୍କ ମୃତ୍ୟୁ ପରେ ନିଃସଙ୍ଗ ଜୀବନ ବିତାଉଛନ୍ତି ା…

ହ୍ରାସପାଉଛି ଘଡ଼ିଆଳ କୁମ୍ଭୀରଙ୍କ ସଂଖ୍ୟା

ନୟାଗଡ଼,୩୦।୫(ଲୋକନାଥ ମିଶ୍ର)ମହାନଦୀର ସାତକୋଶିଆ ଗଣ୍ଡରେ ଘଡିଆଳ କୁମ୍ଭୀରଙ୍କ ବଂଶବୃଦ୍ଧି ଘଟୁନି। ୪୬ବର୍ଷ ଭିତରେ ପ୍ରାୟ ୮୮୦ ଘଡିଆଳ କୁମ୍ଭୀର ମହାନଦୀର ସାତକୋଶିଆ ଗଣ୍ଡ ଅଞ୍ଚଳରେ ଛଡାଯାଇଛି। ତେବେ ୨୦୨୩ କୁମ୍ଭୀର ଗଣନା ରିପୋର୍ଟ କହୁଛି ୮ଟି ଘଡିଆଳ କୁମ୍ଭୀର ଅଛନ୍ତି। ଘଡିଆଳ…

ବିବାହ କରି ମହିଳା ପ୍ରଶଂସକଙ୍କ ହୃଦୟକୁ ଭାଙ୍ଗିବାକୁ ଚାହୁଁନାହିଁ: ପ୍ରଭାସ

ହାଇଦ୍ରାବାଦ: ଚଳଚ୍ଚିତ୍ର ‘କଳ୍କି ୨୮୯୮ ଏଡି’ ପାଇଁ ଦକ୍ଷିଣ ଭାରତୀୟ ଅଭିନେତା ପ୍ରଭାସ ଏବେ ବ୍ୟସ୍ତ ରହିଛନ୍ତି। ଏହି ଫିଲ୍ମକୁ ପ୍ରଭାସଙ୍କ ପ୍ରଶଂସକମାନେ ଉତ୍ସାହର ସହ ଅପେକ୍ଷା କରିଛନ୍ତି। ତେବେ ପ୍ରଭାସ ପ୍ରାୟତଃ ନିଜ ବ୍ୟକ୍ତିଗତ ଜୀବନକୁ ନେଇ ଚର୍ଚ୍ଚାରେ ରହିଥାନ୍ତି।…

ହଜିବାକୁ ବସିଛି କଳାହାଣ୍ଡିର ହାବସପୁରୀ ପାଟଶାଢ଼ି

ଭବାନୀପାଟଣା,୩୦ା୫(ଉତ୍ତମ କୁମାର ଦାଶ)କଳାହାଣ୍ଡି ହାବସପୁରୀ ପାଟଶାଢ଼ିର କମକୁଟ ପରିପାଟୀ ମହିଳାମାନଙ୍କୁ ଆକର୍ଷିତ କରିଥାଏ। ହେଲେ ସରକାରୀ ସହାୟତା ଓ ପ୍ରୋତ୍ସାହନ ଅଭାବରୁ ବିଭିନ୍ନ ସମୟରେ ବିଶ୍ବ ଦରବାରରେ ନିଜର ଏକ ନିଆରା ଛାପ ସୃଷ୍ଟି କରିଥିବା ହାବସପୁରୀ ପାଟଶାଢ଼ି ହଜିବାକୁ ବସିଛି।…

ପରିବା ବ୍ୟବସାୟୀଙ୍କ ଝିଅ ବିଶ୍ୱବିଦ୍ୟାଳୟ ଟପ୍ପର

ପାଟଣା,୩୦ା୫(ବୀର କିଶୋର ଦାଶ)କେନ୍ଦୁଝର ଜିଲା ପାଟଣା ବ୍ଲକ୍‌ କ୍ଷୀରେଇ ଟାଙ୍ଗିରିସ୍ଥିତ ବିଶ୍ୱବିନାୟକ ଡିଗ୍ରୀ କଲେଜର ଛାତ୍ରୀ ନମ୍ରତା ବେହେରା କମ୍ପ୍ୟୁଟର ସାଇନ୍ସରେ ଶ୍ରୀରାମଚନ୍ଦ୍ର ଭଞ୍ଜ ବିଶ୍ୱବିଦ୍ୟାଳୟରେ ଟପ୍ପର ହୋଇଛନ୍ତି। ସେ ମୋଟ ୧୪୦୦ ରୁ ୧୨୧୯ ନମ୍ବର ଯଥା ୮୭ ପ୍ରତିଶତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?