ଅନିଶ୍ଚିତତାରେ କୋରାପୁଟ ସହର ବାଇପାସ୍ ରାସ୍ତା
କୋରାପୁଟ,୨୯ା୧(ଅମିତାଭ ବେହେରା): କୋରାପୁଟ ସହରର ବାଇପାସ ରାସ୍ତା ନିର୍ମାଣ ନେଇ ଦୀର୍ଘ ୧୫ ବର୍ଷ ହେଲା ଜାତୀୟ ରାଜପଥ ବିଭାଗ ଓ ଜିଲା ପ୍ରଶାସନ ପକ୍ଷରୁ ପ୍ରସ୍ତୁତି କାର୍ଯ୍ୟ ଚାଲିଛି। ମାତ୍ର ଏଯାଏ ବାଇପାସ ନିର୍ମାଣ ଆରମ୍ଭ ହୋଇପାରୁନି। କେବେ ଜାଗା…
ମାଲକାନଗିରି ମାନଚିତ୍ରରେ ଥାଇ ରେକର୍ଡରେ ନାହିଁ ଗ୍ରାମ
ମାଲକାନଗିରି,୨୯ା୧(ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ଜିଲା ମାନଚିତ୍ରରେ ଏକ ଗ୍ରାମ ଥାଇ ମଧ୍ୟ ରେକର୍ଡରେ ଉଲ୍ଲେଖ ନ ଥିବା ସମସ୍ତଙ୍କୁ ଆଶ୍ଚର୍ଯ୍ୟ କରିଛି। ଗତ ୨ ବର୍ଷ ପୂର୍ବେ ମାଲକାନଗିରି ଜିଲା ଚିତ୍ରକୋଣ୍ଡା ବ୍ଲକ ଆନ୍ଧ୍ର ସୀମାନ୍ତକୁ ଲାଗି ଜୁମଡାଙ୍ଗ ଗ୍ରାମ ରହିଛି।…
ଭୁଲ ବ୍ୟକ୍ତିଙ୍କ ଉପରେ ଫିଲ୍ମ ହେବା ଦରକାର:ରଣବୀର
ମୁମ୍ବାଇ: ଡିସେମ୍ବର ୧ରେ ରଣବୀର କପୁର, ବବି ଦେଓଲ, ଅନିଲ କପୁର, ରଶ୍ମିକା ମନ୍ଦାନାଙ୍କ ଫିଲ୍ମ ‘ଆନିମଲ’ ରିଲିଜ ହୋଇଥିଲା। ମୁଭିଟି ରିଲିଜ ହେବାର ପ୍ରଥମ ଦିନରେ ଏକ ବଡ଼ ଆଲୋଡ଼ନ ସୃଷ୍ଟି କରିଥିଲା ଏବଂ ବର୍ତ୍ତମାନ ଓଟିଟିରେ ରିଲିଜ ହେବା…
ଗାଁକୁ ରାସ୍ତା ନାହିଁ, ଲୋକଙ୍କୁ ଆବାସ ମିଳିନି
କେନ୍ଦୁଝର,୨୯।୧(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ଝୁମ୍ପୁରା ବ୍ଲକ୍ ମାଲଦା ପଞ୍ଚାୟତ ଅନ୍ତର୍ଗତ ବଣଜଙ୍ଗଲ ପାହାଡ଼ ପର୍ବତଘେରା ଜମିରିଡ଼ିହି ଗ୍ରାମବାସୀ ମୌଳିକ ସୁବିଧାରୁ ବଞ୍ଚିତ ରହିଛନ୍ତି। ରାଜ୍ୟ ସରକାର ବିଭିନ୍ନ ଯୋଜନାରେ ସ୍କୁଲ, ପର୍ଯ୍ୟଟନସ୍ଥଳ, ସହରଠାରୁ ଗାଁର ଉନ୍ନତୀକରଣ କରୁଛନ୍ତି। ମାତ୍ର…
ବ୍ରାହ୍ମଣୀ ଘେରିବନ୍ଧ ରାସ୍ତାରେ ଖାଲ, ଯାତାୟାତରେ ବାଧା
ପଟ୍ଟାମୁଣ୍ଡାଇ,୨୯ା୧(କଳ୍ପତରୁ ନାୟକ): ଜିଲା ପଟ୍ଟାମୁଣ୍ଡାଇ ଜଳସମ୍ପଦ ବିଭାଗ ଅଧୀନରେ ଥିବା ପଟ୍ଟାମୁଣ୍ଡାଇ ବ୍ରାହ୍ମଣୀ ଘେରିବନ୍ଧ ବାଇପାସ୍ଠାରୁ ଇନ୍ଦୁପୁର ପର୍ଯ୍ୟନ୍ତ ସାଢେ ୧୭ କିମି ରାସ୍ତା ବିଭାଗୀୟ କର୍ତ୍ତୃପକ୍ଷ ଓ ଠିକାଦାରଙ୍କ ଲେଉଟିଆ କିଆରି ସାଜିଛି। ଦେଢ଼ବର୍ଷ ମଧ୍ୟରେ ଉକ୍ତ ରାସ୍ତାର ନିର୍ମାଣ…
ନରସିଂହଙ୍କ ଘରେ କଲିକେଶଙ୍କ ମହାପ୍ରସାଦ ବଣ୍ଟନ
ବଲାଙ୍ଗୀର, ୨୯।୧(ବୀରେନ୍ଦ୍ର କୁମାର ଝାଙ୍କର): ରାଜନୀତରେ ପ୍ରତିଦ୍ୱନ୍ଦ୍ୱିତାରୁ ଆରମ୍ଭ ହୋଇଯାଏ ପରସ୍ପର ବିରୋଧୀ ମତ, ମନ୍ତବ୍ୟ। ଏଭଳି ପ୍ରତିଦ୍ୱନ୍ଦ୍ୱିତା, ମତ-ମନ୍ତବ୍ୟ ପିଢ଼ିପିଢ଼ି ଧରି ଲାଗି ରହିଲେ ସାଧାରଣରେ ଏହା ପାରିବାରିକ ବିରୋଧର ରୂପ ନେଇଥାଏ। ଏଭଳି ଧାରଣା କେବଳ ରାଜନୈତିକ ବାତାବରଣକୁ…
ଅଟିଜିମ୍ : କାରଣ, ପ୍ରତିକାର
ସମ୍ପୂର୍ଣ୍ଣ ଆରୋଗ୍ୟ ସମ୍ଭବ ନୁହେଁ ଅଟିଜିମ୍ ହେବାରେ ଜିନ୍ଗତ ପ୍ରଭାବକୁ ଅସ୍ବୀକାର କରାଯାଇପାରିବନି। ବରଂ ଜିନ୍ଗତ ଓ ପରିବେଶଗତ ମିଳିତ ପ୍ରଭାବ ଏଥିପାଇଁ ଦାୟୀ। ତେବେ ସନ୍ତାନଟି ପରେ ଯେ ପ୍ରକୃତରେ ଅଟିଜମ୍ ସମସ୍ୟା ରହିଛି-ଏକଥାକୁ ନେଇ ପ୍ରଥମରୁ ହିଁ ନିଶ୍ଚିତ…
ଡାଇନୋସର୍ର ପୃଥିବୀ
ନିୟୁତ ନିୟୁତ ବର୍ଷ ତଳର କଥା; ଜନମାନବ ଶୂନ୍ୟ ଆଦିମ ପୃଥିବୀଟା ଥିଲା ନୀରବ ଓ ନିଷ୍ପନ୍ଦ। ଆଗ୍ନେୟଗିରିଗୁଡିକ ଅଗ୍ନି ଉଦ୍ଗିରଣ କରି ଦିଗ୍ବଳୟକୁ ଧୂମାୟିତ କରୁଥିଲେ I ଉଲ୍କାମାନେ ଆକାଶରେ ଦୂରନ୍ତ ଛୁଟି ଯାଉଥିଲେ ଓ ବିଶାଳ ଭୂଖଣ୍ଡଗୁଡିକର ସଂଘର୍ଷ…
ବରୀ ବିଜେଡି: ଆଶାୟୀଙ୍କ ଭିତରେ ଲଢ଼େଇ
ରସୁଲପୁର, ୨୯।୧(ରଞ୍ଜିତ ରାଉତ): ଯାଜପୁର ଜିଲା ବରୀ ନିର୍ବାଚନମଣ୍ଡଳୀରେ ପ୍ରମୁଖ ରାଜନୈତିକ ଦଳ ବିଜେଡି, ଭାଜପା ଓ କଂଗ୍ରେସରୁ ପ୍ରାର୍ଥୀ ହେବା ପାଇଁ ଆଶାୟୀମାନେ କସରତ ଆରମ୍ଭ କରିଦେଲେଣି। ଶାସକ ବିଜେଡିରେ ଅନେକ ଆଶାୟୀ ବିରୋଧୀଙ୍କୁ ସୁହାଇବା ଭଳି ମନେହେଉଛନ୍ତି। କହିବାକୁ…
କେବଳ ଶଙ୍ଖଚିହ୍ନ, ନବୀନ ପଟ୍ଟନାୟକଙ୍କୁ ଚିହ୍ନନ୍ତୁ: ପାଣ୍ଡିଆନ
ଭୁବନେଶ୍ୱର,୨୯ା୧(ଅସମାପିକା ସାହୁ): କେବଳ ଶଙ୍ଖଚିହ୍ନ ଓ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଚିହ୍ନନ୍ତୁ। ନବୀନ ପଟ୍ଟନାୟକ ଆପଣଙ୍କ ପରିବାର ଓ ପିଲାମାନଙ୍କ ସ୍ବପ୍ନକୁ ସାକାର କରିବାକୁ ଦିନରାତି ଖଟୁଛନ୍ତି। ସେ ଜଣେ ମହାନ ଜନନାୟକ। ଶଙ୍ଖଚିହ୍ନ ଓଡ଼ିଶାବାସୀଙ୍କ ଆତ୍ମା, ବିଜୁ ପରିବାରର ଆତ୍ମା।…
ଆଜିଠୁ ଶ୍ରୀଜଗନ୍ନାଥ ବସ୍ରେ ପୁରୀ ଆସିବେ ଶ୍ରଦ୍ଧାଳୁ
ପୁରୀ,୨୯ା୧(ଅଜିତ୍ ମହାନ୍ତି): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଜାନୁଆରୀ ୧୭ ତାରିଖରେ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ଲୋକାର୍ପଣ କରିଥିଲେ। ଏହାପରେ ଏହି ମହତ୍ତ୍ୱାକାଂକ୍ଷୀ ପ୍ରକଳ୍ପକୁ ଦୈନିକ ହଜାର ହଜାର ଶ୍ରଦ୍ଧାଳୁ ଦେଖି ଖୁସି ବ୍ୟକ୍ତ କରୁଛନ୍ତି। ସେହିପରି ରାଜ୍ୟର ବିଭିନ୍ନ ସ୍ଥାନରୁ ଭକ୍ତମାନେ…
ପୁଣି ବଢ଼ିଲା ବିଏସ୍କେୱାଇ ନବୀନ କାର୍ଡ ଆବେଦନ ଅବଧି
ଭୁବନେଶ୍ୱର, ୨୯।୧(ଅସମାପିକା ସାହୁ): ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନା (ବିଏସ୍କଓ୍ବୋଇ) ନବୀନ କାର୍ଡ ପାଇଁ ଆବେଦନ ଅବଧିକୁ ପୁଣି ବୃଦ୍ଧି କରାଯାଇଛି। ଗ୍ରାମାଞ୍ଚଳର ପ୍ରତ୍ୟେକ ଯୋଗ୍ୟବ୍ୟକ୍ତି ଯେପରି ଏଥିରୁ ବଞ୍ଚତ୍ତ ନ ହେବେ, ତାହାକୁ ଦୃଷ୍ଟିରେ ରଖି ସରକାର ଦ୍ୱିତୀୟଥର ଅନ୍ଲାଇନ…
Archives


