Home Left

ରେଣୁକା ସିଂ ହେବେ ଛତିଶଗଡ଼ର ମୁଖ୍ୟମନ୍ତ୍ରୀ!

ରାୟପୁର,୭।୧୨: ଛତିଶଗଡ଼ରେ ମୁଖ୍ୟମନ୍ତ୍ରୀ ଚେହେରାକୁ ନେଇ ଏବେ ବି ସସପେନ୍ସ ଜାରି ରହିଛି। ଭରତପୁର-ସୋନହତ ଆସନରୁ ନିର୍ବାଚନରେ ବିଜୟୀ ହୋଇଥିବା ରେଣୁକା ସିଂ ଗୁରୁବାର ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡାଙ୍କ ବାସଭବନରେ ପହଞ୍ଚି ତାଙ୍କୁ ଭେଟିଥିଲେ। ଉଭୟଙ୍କ ମଧ୍ୟରେ ପ୍ରାୟ…

ବାତ୍ୟା ମିଗ୍‌ଜୋମ୍‌ ପ୍ରଭାବ: ପାହାଡ଼ରୁ ଧସିଲା ମାଟି ଅତଡ଼ା

କୋରାପୁଟ/ନାରାୟଣପାଟଣା,୭।୧୨(ଅମିତାଭ ବେହେରା/ରାଜକିଶୋର ଜେନା): ବାତ୍ୟା ମିଗ୍‌ଜୋମ୍‌ର ଭୟ ଟଳି ଯାଇଥିବା ବେଳେ ଦେଇଯାଇଛି ଦୁଃଖ l ଏହାର ପ୍ରଭାବରେ କୋରାପୁଟ ଜିଲାରେ ୨ ଦିନ ହେଲା ବର୍ଷା ଲାଗି ରହିଥିଲା। ବର୍ଷା ଯୋଗୁ କୋରାପୁଟ ଜିଲା ନାରାୟଣପାଟଣା ବ୍ଲକ ତଳ ଗୁମାଣ୍ଡି…

ବରଯାତ୍ରୀଙ୍କୁ ପେଟ୍ରୋଲ ବଣ୍ଟା ଯାଉଥିଲା ବେଳେ ଲାଗିଲା ନିଆଁ : ୫ ବର୍ଷର ଶିଶୁ ଜୀବନ୍ତ ଦଗ୍ଧ

ଭୁବନେଶ୍ୱର,୭।୧୨: କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ଥାନା ଅଞ୍ଚଳରେ ଗୁରୁବାର ଏକ ଅଭାବନୀୟ ଘଟଣା ଘଟିଛି। ବରଯାତ୍ରୀଙ୍କୁ ପେଟ୍ରୋଲ ବାଣ୍ଟିବା ବେଳେ ନିଆଁ ଲାଗି ୫ ବର୍ଷର ଶିଶୁଙ୍କ ଜୀବନ୍ତ ଦଗ୍ଧ ହୋଇଛି। ଏଥିରେ ଆଉ ୨ ଜଣ ବରଯାତ୍ରୀ ଗୁରୁତର ହୋଇଛନ୍ତି।…

‘ନଓ୍ବାବ ମଲିକଙ୍କୁ ମେଣ୍ଟରେ ନେବା ଠିକ ହେବ ନାହିଁ’, ଅଜିତ ପାଓ୍ବାରଙ୍କୁ ଚିଠି ଲେଖିଲେ ଫଡନାଭିସ

ମୁମ୍ବାଇ,୭।୧୨: ମନି ଲଣ୍ଡରିଂ ମାମଲାରେ ୧୮ମାସ ଜେଲରେ ଥିବା ମହାରାଷ୍ଟ୍ରର ପୂର୍ବତନ ମନ୍ତ୍ରୀ ନଓ୍ବାବ ମଲିକ ଉପ ମୁଖ୍ୟମନ୍ତ୍ରୀ ଅଜିତ ପାୱାରଙ୍କ ନେତୃତ୍ୱରେ ଜାତୀୟତାବାଦୀ କଂଗ୍ରେସ ପାର୍ଟି (ଏନସିପି) ଦଳରେ ଯୋଗ ଦେଇଥିବା ଜଣାଯାଇଛି। ଅନ୍ୟପଟେ ଉପମୁଖ୍ୟମନ୍ତ୍ରୀ ଦେବେନ୍ଦ୍ର ଫଡନାଭିସ ଏହାକୁ…

ଆଇସିସି ଟି୨୦ ବିଶ୍ୱକପ୍‌ ଲାଗି ଲୋଗୋ ଜାରି କଲା ଆଇସିସି

ନୂଆଦିଲ୍ଲୀ,୭।୧୨: ଆଇସିସି ପକ୍ଷରୁ ଆସନ୍ତା ବର୍ଷ ହେବାକୁ ଥିବା ପୁରୁଷ ଏବଂ ମହିଳା ଟି୨୦ ବିଶ୍ୱକପ୍‌ର ଲୋଗୋ ଜାରି କରାଯାଇଛି। ଏହି ଲୋଗୋରେ ବ୍ୟାଟ୍‌, ବଲ୍‌ର ରଚନାତ୍ମକ ମିଶ୍ରଣକୁ ପ୍ରତୀକ ଭାବେ ରହିଛି। ଆମେରିକା ଏବଂ ଓ୍ବେଷ୍ଟଇଣ୍ଡିଜର ମିଳିତ ସଂଯୋଜନାରେ ହେବାକୁ…

କ୍ଷମା ମାଗିଲେ ଭାଜପା ଏମପି

ନୂଆଦିଲ୍ଲୀ,୭।୧୨: ବିଏସପି ଏମପି ଦାନିଶ ଅଲିଙ୍କ ଉପରେ ବିବାଦୀୟ ମନ୍ତବ୍ୟ ଦେଇ ଭାଜପା ଏମପି ରମେଶ ବିଧୁରୀ କ୍ଷମା ମାଗିଛନ୍ତି। ପିଟିଆଇ ସୂତ୍ରରୁ ପ୍ରକାଶ ଯେ ଭାଜପା ଏମପି ସଂସଦୀୟ କମିଟିକୁ କହିଛନ୍ତି ଯେ ଅଲିଙ୍କ ବିରୋଧରେ ଦେଇଥିବା ମନ୍ତବ୍ୟକୁ ନେଇ…

ପ୍ରଥମ ମୁଭିରେ ଅଗସ୍ତ୍ୟ ନନ୍ଦାଙ୍କ ସହ ଲିପଲକ ସିନରେ ନଜର ଆସିଲେ ଶାହରୁଖଙ୍କ ଲାଡଲି

ମୁମ୍ବାଇ: ଜୋୟା ଅଖତରଙ୍କ ମୁଭି ‘ଦ ଆର୍ଚିଜ’ ଗୁରୁବାର ଅର୍ଥାତ୍‌ ୭ ଡିସେମ୍ବରରେ ଓଟିଟି ପ୍ଲାଟଫର୍ମ ନେଟଫ୍ଲିକ୍ସରେ ରିଲିଜ ହୋଇଛି। ଫିଲ୍ମଟି ଦର୍ଶକଙ୍କଠାରୁ ବହୁତ ଭଲ ପ୍ରତିକ୍ରିୟା ପାଇବାରେ ଲାଗିଛି। ଏହି ମୁଭି ମାଧ୍ୟମରେ ଅଭିନୟ ଜଗତରେ ପ୍ରବେଶ କରିଥିବା ଶାହରୁଖ…

 ଚେନ୍ନାଇର ଝଡ଼ବର୍ଷାରେ ରାସ୍ତା ମଝିରେ  ମାଛ ଧରୁଛନ୍ତି ବ୍ୟକ୍ତି, ଭିଡିଓ ଦେଖିଲେ…

ବାତ୍ୟା ମିଗ୍‌ଜୋମ୍‌  ପ୍ରଭାବରେ ତାମିଲନାଡୁର ଚେନ୍ନାଇ ସହର ଜଳାର୍ଣ୍ଣବ ହୋଇଯାଇଥିଲା। ଏହାର ଅନେକ ଫଟୋ ଏବଂ ଭିଡିଓ ଭାଇରାଲ ହୋଇଥିଲା। ଯେଉଁଥିରୁ ସେଠାକାର କ୍ଷୟକ୍ଷତି ଆକଳନ କରାଯାଇ ପାରିବ। ବର୍ତ୍ତମାନ ଆଉ ଏକ ଭିଡିଓ ସାମ୍ନାକୁ ଆସିଛି। ଏକ୍ସ ଆକାଉଣ୍ଟ (@…

ପୁଷ୍ପା ଫିଲ୍ମର ଏହି ଷ୍ଟାର୍‌ ଗିରଫ

ମୁମ୍ବାଇ: ଅଲୁ ଅର୍ଜୁନ ଏବଂ ରଶ୍ମିକା ମନ୍ଦାନାଙ୍କ ପୁଷ୍ପା ଫିଲ୍ମ ବିଶ୍ୱ ସ୍ତରରେ ସଫଳ ହୋଇଥିଲା ଏବଂ କୌତୂହଳର ବିଷୟ ହେଉଛି ଏହି ଫିଲ୍ମଟି ପ୍ରମୋଶନ ମଧ୍ୟ ହୋଇ ନ ଥିଲା। ଏହା ସତ୍ତ୍ୱେ ଫିଲ୍ମଟି ବହୁତ ଲୋକପ୍ରିୟ ହୋଇଥିଲା ଏବଂ…

ସ୍କୁଲରେ ସହପାଠୀଙ୍କ ଉପରକୁ ଗୁଳି ଚଳାଇ ନିଜେ ଆତ୍ମହତ୍ୟା କଲେ ନାବାଳିକା ଛାତ୍ରୀ

ମସ୍କୋ,୭ା୧୨: ରୁଷିଆର ବ୍ରାଇନ୍‌ସ୍କ ସହରର ଏକ ବିଦ୍ୟାଳୟରେ ଜଣେ ୧୪ ବର୍ଷର ନାବାଳିକା ତାଙ୍କ ସହପାଠୀମାନଙ୍କ ଉପରକୁ ଗୁଳି ଚଳାଇଥିଲେ। ଏହି ଘଟଣାରେ ଜଣେ ଛାତ୍ରଙ୍କ ମୃତ୍ୟୁ ହୋଇଥିବା ବେଳେ ଅନ୍ୟ ୫ ଜଣ ଛାତ୍ର ଆହତ ହୋଇଛନ୍ତି। ତାଙ୍କ ସହପାଠୀ…

ବିବାହ ଲାଗି ଗୋଟିଏ ଝିଅ ମିଳିବା ମୁସ୍କିଲ; ହେଲେ ଏକାସାଙ୍ଗରେ ୪ଜଣଙ୍କୁ ଜୀବନସାଥୀ କଲେ ଏହି ପୁଅ: ଭିଡିଓ ଦେଖିଲେ…

ଭାରତରେ ଏବେ ବିବାହ ଋତୁ ଆରମ୍ଭ ହୋଇଛି। ପ୍ରତି ଦିନ ହଜାର ହଜାର ବିବାହ ହେଉଛି। ସୋସିଆଲ ମିଡିଆରେ ମଧ୍ୟ କିଛି ବିବାହର ଝଲକ ଦେଖିବାକୁ ମିଳୁଛି। ଏହି କ୍ରମରେ ଏକ ଏଭଳି ଭିଡିଓ ଭାଇରାଲ ହେଉଛି, ଯାହା କୁଆଁରାମାନଙ୍କ ହୃଦୟ…

ଟଙ୍କା ଧାରକରଜ କରି ଲଢ଼ିଥିଲେ ନିର୍ବାଚନ, ବିଜୟୀ ହେବା ପରେ ବାଇକରେ ବିଧାନସଭା ପହଞ୍ଚିଲେ ବିଧାୟକ..

.ଭୋପାଳ,୭।୧୨ : ମଧ୍ୟପ୍ରଦେଶ ରାଜନୀତିରେ ସରପଞ୍ଚ, ଜିଲା ପରିଷଦ ସଦସ୍ୟ ତଥା ଜିଲା ପଞ୍ଚାୟତ ସଦସ୍ୟଙ୍କ ଭଳି ଅଧିକାରୀଙ୍କର ମଧ୍ୟ ନିଜସ୍ବ କାର ଅଛି, କିନ୍ତୁ ରାଜ୍ୟର ୨୩୦  ବିଧାୟକଙ୍କ ମଧ୍ୟରେ ଜଣେ ଏପରି ବିଧାୟକ ଅଛନ୍ତି, ଯାହାଙ୍କର ନିଜସ୍ବ କାର…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri