Home Left

ଆଜିଠାରୁ ମାଘ ମେଳା ଆରମ୍ଭ: ପୁଣ୍ୟ ପାଇବା ସହ ସମସ୍ୟା ଦୂର କରିବାକୁ ଚାହୁଁଥିଲେ ଘରେ କରନ୍ତୁ ଏହି ୩ ଉପାୟ…

ମାଘ ମେଳାକୁ ହିନ୍ଦୁ ଧର୍ମର ସବୁଠାରୁ ପବିତ୍ର ଏବଂ ଗୁରୁତ୍ୱପୂର୍ଣ୍ଣ ଘଟଣା ମଧ୍ୟରୁ ଗୋଟିଏ ଭାବରେ ବିବେଚନା କରାଯାଏ, ଯାହା ପ୍ରତିବର୍ଷ ଉତ୍ତର ପ୍ରଦେଶର ପ୍ରୟାଗରାଜରେ ଅନୁଷ୍ଠିତ ହୁଏ। କ୍ୟାଲେଣ୍ଡର ଅନୁସାରେ, ମାଘ ମେଳା ପୌଷ ପୂର୍ଣ୍ଣିମାରେ ଆରମ୍ଭ ହୋଇ ଫାଲଗୁନ…

ଧନୁଯାତ୍ରା ସମୟରେ ବରଗଡ଼ରେ ଚାଞ୍ଚଲ୍ୟ: ଗଳାକାଟି ଯୁବକଙ୍କୁ ହତ୍ୟା କଲେ…

ମଥୁରାନଗରୀ,୩।୧(ପ୍ରେମାନନ୍ଦ ଖମାରୀ): ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବରେ ବରଗଡ଼ ସହର ଉତ୍ସବମୁଖର ହୋଇ ପଡିଥିବାବେଳେ ଶୁକ୍ରବାର ବିଳମ୍ବିତ ରାତିରେ ନିକଟସ୍ଥ ଘୁଲିପାଲିରେ ଜଣେ ଯୁବକଙ୍କୁ ଗଳାକାଟି ହତ୍ୟା କରାଯାଇଛି। ଘଟଣାକୁ ନେଇ ଅଞ୍ଚଳରେ ଚାଞ୍ଚଲ୍ୟ ଖେଳିଯାଇଛି। ମୃତକ ଜଣକ…

ଡ୍ୟୁଟି ସାରି ବାଇକରେ ଘରକୁ ଫେରୁଥିଲେ ହୋମଗାର୍ଡ, ବାଟରେ ଘଟିଲା…

ବଲାଙ୍ଗୀର, ୩।୧ (ସୁନିଲ କୁମାର ମହାନ୍ତି): ବଲାଙ୍ଗୀର-ସୋନପୁର ୫୭ ନମ୍ବର ଜାତୀୟ ରାଜପଥର ମଲମଣ୍ଡା-ରଣ୍ଡା ଗାଁ ମଝିରେ ଶୁକ୍ରବାର ବିଳମ୍ବିତ ରାତିରେ ଏକ ଦୁର୍ଘଟଣା ଘଟିଛି। ବଲାଙ୍ଗୀର ସହରରେ ଡ୍ୟୁଟି ସାରି ବାଇକରେ ଘରକୁ ଫେରୁଥିବା ଜଣେ ହୋମଗାର୍ଡଙ୍କୁ ଏକ ଅଜଣା…

ରବିଚାଷ ପାଇଁ ଅନିଶ୍ଚିତତାରେ ଚାଷୀ: ଉଠାଜଳସେଚନ ପ୍ରକଳ୍ପରେ ବିଦ୍ୟୁତ୍‌ ସଂଯୋଗ ବିଳମ୍ବ ଅଭିଯୋଗ

ଲୋଇସିଂହା,୩ା୧(ସୁଶାନ୍ତ ବାରିକ):ବଲାଙ୍ଗୀର ଜିଲା ଲୋଇସିଂହା ବ୍ଲକ୍‌ ଯୋଗୀସର୍ଡା ଗ୍ରାମର ଚାଷୀ ଅରବିନ୍ଦ ମିଶ୍ର। ତାଙ୍କ ଚାଷଜମିରେ ଉଠାଜଳସେଚନ ବିଭାଗ ପକ୍ଷରୁ ଏକ ବୋରିଂ ଖୋଳାଯିବା ସହିତ ପାଣି ଲେବୁଲ ପରୀକ୍ଷଣ କରାଯାଇଛି। ଇତିମଧ୍ୟରେ ୯ ମାସ ବିତିଯାଇଥିଲେ ସୁଦ୍ଧା ପ୍ରକଳ୍ପରେ ବିଦ୍ୟୁତ୍‌…

ପାରିବାରିକ ଉତ୍ତରଦାୟିତ୍ୱ

ମାନବର ଅତ୍ୟଧିକ ମାଦକ ଦ୍ରବ୍ୟ ସେବନ ଏବଂ ଅମାନବୀୟ ଚାରିତ୍ରିକ ସ୍ଖଳନ ସମାଜର ମେରୁଦଣ୍ଡକୁ ଭାଙ୍ଗିବାକୁ ବସିଛି। କିଛି ପରିବାରରେ ଏହା ଆଭିଜାତ୍ୟର ରୂପ ନେଇସାରିଛି। ଆଉ କିଛି ପରିବାରରେ ଜ୍ୟେଷ୍ଠମାନଙ୍କର କନିଷ୍ଠଙ୍କୁ ଆକଟ କରିବାରେ ସାମର୍ଥ୍ୟ ନାହିଁ। ଏହାକୁ ରୋକିବ…

ଡାଇଓଜିନୀଜଙ୍କ ଅନ୍ବିଷ୍ଟ ମଣିଷ

ସୁଦୂର ଅତୀତର (କାରଣ ଖ୍ରୀଷ୍ଟପୂର୍ବ) ଏଇ ବିସ୍ମୟକର ଅଥଚ ଆଧ୍ୟାତ୍ମିକ ଭାବସମ୍ପନ୍ନ ଅଲୌକିକ କ୍ରିୟା, ମାନବ ସଭ୍ୟତାର ଇତିହାସରେ ଏକ ମାଇଲ ଖୁଣ୍ଟ। ସୃଷ୍ଟିର ରାଜମୁକୁଟ ପୁଣି ସୃଷ୍ଟିର ସବୁଠାରୁ ମହାନ୍‌ ସୃଜନ ମଣିଷ ସମ୍ପର୍କରେ ମଣିଷର କୌତୂହଳ ପ୍ରତୁଳ। ବିବର୍ତ୍ତନରେ…

ଚାପର ପରୀକ୍ଷା

ଜଟିଳ ସ୍ଥିତି ଦେଇ ଗତି କରୁଥିବା ଭାରତ-ବାଂଲାଦେଶ ସମ୍ପର୍କକୁ ସୁଧାରିବା ଲାଗି ଚେଷ୍ଟା କରାଯାଉଛି। ଉଭୟ ପକ୍ଷର ସଂସ୍ଥା, ସୁରକ୍ଷା ଏଜେନ୍ସି ଏବଂ ଦାୟିତ୍ୱରେ ଥିବା ଅଭିଜ୍ଞ କୂଟନୀତିଜ୍ଞଙ୍କ ଯୋଗୁ ଅନେକ ବର୍ଷ ଧରି ଏହି ସମ୍ପର୍କ ରହିଆସିଥିଲା ା ଏବେ…

ନିର୍ବନ୍ଧ -ବିବାହକୁ ନେଇ କନଫର୍ମ କଲେ ପ୍ରିୟଙ୍କା ଗାନ୍ଧୀ, ପୁଅ, ବୋହୂଙ୍କ ଫଟୋ ଶେୟାର କରି ଲେଖିଲେ…

ନୂଆଦିଲ୍ଲୀ,୩।୧: କଂଗ୍ରେସ ମହାସଚିବ ଏବଂ ୱାୟନାଡ ସାଂସଦ ପ୍ରିୟଙ୍କା ଗାନ୍ଧୀ ଭଦ୍ରା ଶେଷରେ ତାଙ୍କ ପୁଅ ରେହାନଙ୍କ ନିର୍ବନ୍ଧ ଏବଂ ବିବାହକୁ ନିଶ୍ଚିତ କରିଛନ୍ତି। ପ୍ରିୟଙ୍କା ଏବଂ ତାଙ୍କ ସ୍ବାମୀ ରବର୍ଟ ଭଦ୍ରା ଇନଷ୍ଟାଗ୍ରାମରେ ରେହାନ ଏବଂ ହେବାକୁ ଥିବା ବୋହୂ…

ବରଗଡ଼ ଧନୁଯାତ୍ରା: କିଛି କଥା, କିଛି ବ୍ୟଥା

ମଥୁରାନଗରୀ,୩।୧(ପ୍ରେମାନନ୍ଦ ଖମାରୀ):ବରଗଡ଼ ଧନୁଯାତ୍ରା ମହୋତ୍ସବରେ ବରଗଡ଼ ସହର ମଥୁରାନଗରୀ ପାଲଟିଥାଏ। ଏଠାରେ କଂସ ରାଜୁତି ଚାଲିଥାଏ ଏବଂ ଅନ୍ୟାୟ, ଅତ୍ୟାଚାର ବଢ଼ି ଚାଲିଥାଏ। ଏହା ପୌରାଣିକ କଥାବସ୍ତୁ ହେଲେ ମଧ୍ୟ ବାସ୍ତବରେ ଗତ ୨ବର୍ଷ ହେଲା ଧନୁଯାତ୍ରା ମହୋତ୍ସବରେ ଏହା ପରିଲକ୍ଷିତ…

ମାନବିକତାର ନିଦର୍ଶନ ଦେଖାଇଲେ ଖବରଦାତା: ଅଙ୍ଗଦାନ ପାଇଁ ନେଲେ ଶପଥ

ଭବାନୀପାଟଣା/ଥୁଆମୂଳ ରାମପୁର,୩ା୧ (ଉତ୍ତମ କୁମାର ଦାଶ/ଦୁର୍ଗା କୀର୍ତ୍ତି):ମୃତ୍ୟୁ ପରେ ପରାର୍ଥେ ନିଜକୁ ଉତ୍ସର୍ଗ କରିବା ଭଳି ମାନବିକତାର ନିଦର୍ଶନ ଦେଖାଇଛନ୍ତି କଳାହାଣ୍ଡି ଜିଲା ଥୁଆମୂଳ ରାମପୁରର ଯୁବ ଖବରଦାତା କୀର୍ତ୍ତି ଚନ୍ଦ୍ର ଦୁର୍ଗା (ଦୁର୍ଗା କୀର୍ତ୍ତି)। ସ୍ବର୍ଗତ ଧବଳେଶ୍ୱର ଦୁର୍ଗାଙ୍କ କନିଷ୍ଠ…

୧.୫ କୋଟି କର୍ମଚାରୀ ଏବଂ ପେନସନଭୋଗୀଙ୍କ ପାଇଁ ବଡ଼ ଖବର, ୮ମ ବେତନ କମିଶନ ପୂର୍ବରୁ ବଦଳିଲା ନିୟମ

ନୂଆଦିଲ୍ଲୀ,୩।୧: ୭ମ କେନ୍ଦ୍ରୀୟ ବେତନ କମିଶନର ୧୦ ବର୍ଷର କାର୍ଯ୍ୟକାଳ ଆନୁଷ୍ଠାନିକ ଭାବରେ ଡିସେମ୍ବର ୩୧, ୨୦୨୫ ରେ ଶେଷ ହୋଇଥିଲା, ଯାହା ପରେ ୮ମ ବେତନ କମିଶନ ସାରା ଦେଶରେ ଲାଗୁ ହୋଇଯାଇଛି। ଜାନୁଆରୀ ୨୦୧୬ ରେ କାର୍ଯ୍ୟକାରୀ ହୋଇଥିବା…

ଖରିଫ ଧାନ କିଣା: ଓଡ଼ିଶାରେ କଷ୍ଟ, ଛତିଶଗଡ଼ରେ ସହଜ

ଭବାନୀପାଟଣା,୩ା୧(ଉତ୍ତମ କୁମାର ଦାଶ):ପୂର୍ବରୁ ଜାନୁୟାରୀ ମାସରେ ରାଜ୍ୟରେ ଖରିଫ ଧାନ କିଣା ଶେଷ ହେଉଥିବାବେଳେ ଏଥର କିନ୍ତୁ ଅଧ ପ୍ରତିଶତ ସରିନାହିଁ। ଯାହାକୁ ନେଇ ସମଗ୍ର ରାଜ୍ୟରେ ଚାଷୀଙ୍କ ମଧ୍ୟରେ ତୀବ୍ର ଅସନ୍ତୋଷ ଦେଖାଦେଇଛି। ଅନ୍ୟପଟେ ଧାନ କିଣା ଓଡ଼ିଶାରେ କଷ୍ଟ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri