Home Left

ପୁରୀରେ ପହଞ୍ଚିଲେ କଂଶ ମହାରାଜ: ମହୋଦଧିରେ ଧୋଇଲେ ପାପ

ପୁରୀ,୨୬।୧: ପୁରୀରେ ପହଞ୍ଚିଛନ୍ତି ବରଗଡ଼ର କଂସ ମହାରାଜ । କଂସ ମହାରାଜ ଭୂମିକାରେ ଅଭିନୟ କରିଥିବା ହୃଷିକେଶ ଭୋଇ ପାପର ପ୍ରାୟଶ୍ଚିତ ପାଇଁ ପୁରୀ ଆସିଛନ୍ତି। ଧନୁଯାତ୍ରାରେ ପ୍ରଭୁ ଶ୍ରୀକୃଷ୍ଣଙ୍କୁ କଟୁ ମନ୍ତବ୍ୟ ପ୍ରୟୋଗ କରିଥିବାରୁ ପ୍ରାୟଶ୍ଚିତ ପାଇଁ ମହୋଦଧିରେ ସ୍ନାନ…

Bihar Crisis: ଜେଡିୟୁ ରାସ୍ତାରେ ଆର୍‌ଜେଡି, ଲାଲୁ ପକାଇଲେ ମାଞ୍ଝିଙ୍କ ପୁଅକୁ ଉପମୁଖ୍ୟମନ୍ତ୍ରୀ କରିବା ଥୋପ

ପାଟନା,୨୬।୧: ବିହାର ରାଜନୀତିରେ ହାଇଡ୍ରାମାକୁ ନେଇ ରାଜନୈତିକ ମହଲରେ ଚର୍ଚ୍ଚା ଜୋର ଧରିଛି। ଗୋଟିଏ ପଟେ ନୀତୀଶ କୁମାର ଏନ୍‌ଡିଏ ସହ ଡିଲ୍‌ କରିବାକୁ ପ୍ରସ୍ତୁତ ଥିବା ବେଳେ ଆର୍‌ଜେଡି ମଧ୍ୟ ସରକାର ଗଢ଼ିବାକୁ ନେଇ ଜାଲ ବିଛାଉଛି। ଲାଲୁ ଯାଦବ…

ହାତ ଛାଡ଼ି ପଦ୍ମ ଧରିଲେ ପୂର୍ବତନ ବ୍ଲକ କଂଗ୍ରେସ ସଭାପତି

କୁଆଁରମୁଣ୍ଡା,୨୬।୧(ମହେନ୍ଦ୍ର କୁମାର ସାହୁ): ୭୫ ତମ ସାଧାରତନ୍ତ୍ର ଦିବସ ଅବସରରେ ବୀରମିତ୍ରପୁର ନିର୍ବାଚନମଣ୍ଡଳୀରେ ଭାଜପା ଶିବିର ଚଳଚଞ୍ଚଳ ହୋଇଉଠିଛି। ଏହାର ଝଲକ ଦେଖିବାକୁ ମିଳିଛି ବୀରମିତ୍ରପୁର ନିର୍ବାଚନମଣ୍ଡଳୀର ପୁରୁଣାପାଣିରେ। ୪ ଥରର କୁଆଁରମୁଣ୍ଡା ପୂର୍ବତନ ବ୍ଲକ କଂଗ୍ରେସ ସଭାପତି ଜୟଶଙ୍କର ନନ୍ଦ…

ନୀତୀଶ-ତେଜସ୍ବୀଙ୍କ ମଝିରେ ପଡ଼ିଥିବା ଖାଲି ଚୌକି କହୁଛିି ମେଣ୍ଟ ଭାଙ୍ଗିବାର କାହାଣୀ

ପାଟନା,୨୬।୧: ବିହାର ମୁଖ୍ୟମନ୍ତ୍ରୀ ନୀତୀଶ କୁମାର ନିଜର ପଲଟୁରାମ ରାଜନୀତିକୁ ନେଇ ପୁଣିଥରେ ଚର୍ଚ୍ଚାରେ। ସେ ପୁଣିଥରେ ଲାଲୁ ପ୍ରସାଦ ଯାଦବଙ୍କ ଆର୍‌ଜେଡି ହାତ ଛାଡ଼ି ଭାଜପା ସହ ମେଣ୍ଟ କରିବାକୁ ପ୍ରସ୍ତୁତି ଚଳାଇଥିବା ଚର୍ଚ୍ଚା ଜୋର ଧରିଛି। ଏସବୁ ମଧ୍ୟରେ…

୨୦ କିଲୋମିଟର କାନ୍ଧରେ ବୁହାହେଲା ମୃତଦେହ: ଆସିଲା ନାହିଁ ଆମ୍ବୁଲାନ୍ସ

ନବରଙ୍ଗପୁର,୨୬।୧(ସଦାଶିବ ପ୍ରହରାଜ): ଆସିଲା ନାହିଁ ଆମ୍ବୁଲାନ୍ସ, ୨୦ କିଲୋମିଟର କାନ୍ଧରେ ବୁହାହେଲା ମୃତଦେହ। ଏଭଳି ଅଭାବନୀୟ ଘଟଣା ଦେଖିବାକୁ ମିଳିଛି ନବରଙ୍ଗପୁର ଜିଲା ନନ୍ଦାହାଣ୍ଡି ବ୍ଲକ ଫୁପୁଗାଁ ଗ୍ରାମରେ। କୋରାପୁଟ ଜିଲା ବୋରିଗୁମ୍ମା ବ୍ଲକ ଅନ୍ତର୍ଗତ କୁମଲି ପଞ୍ଚାୟତ ନିକଟ ପୁର୍ଣ୍ଣିଗୁଡା…

ବିଜୟ ସେତୁପତିଙ୍କୁ ‘ରାମାୟଣ’ ଅଫର୍‌, ମିଳିଛି ଏହି ଭୂମିକା

ବମ୍ବେ: ଦକ୍ଷିଣ ଭାରତୀୟ ସିନେମାର ଲୋକପ୍ରିୟ କଳାକାରଙ୍କ ମଧ୍ୟରୁ ବିଜୟ ସେତୁପତି ଜଣେ। ସେ ନିଜର ଫିଲ୍ମ ଏବଂ ଅଭିନୟକୁ ନେଇ ଦର୍ଶକଙ୍କ ହୃଦୟରେ ରାଜ୍‌ କରିଥାନ୍ତି। କେବଳ ଦକ୍ଷିଣ ଭାରତରେ ନୁହନ୍ତି ବରଂ ବଲିଉଡ୍‌ ଫିଲ୍ମରେ ମଧ୍ୟ ସେ ଦବ୍‌ଦବା…

ପରିତ୍ୟକ୍ତ ଘରେ ଏକାକୀ ଜୀବନ କାଟୁଛି କୁନିପୁଅ, ୨ବର୍ଷ ପର୍ବେ ବୟଫ୍ରେଣ୍ଡଙ୍କ ସହ ମାଆ ଫେରାର୍‌

ଫ୍ରାନ୍ସ,୨୬।୧: ସନ୍ତାନ ପାଇଁ ମାଆ ସବୁବେଳେ ଧରାପୃଷ୍ଠରେ ଚଳନ୍ତି ପ୍ରତିମା ହୋଇଥାଏ। ସନ୍ତାନ ଉପରକୁ ଦୁଖର ପାହାଡ ଛିଡି ପଡିବା ପୂର୍ବରୁ ସେ କୋଳେଇ ଧରେ। ହେଲେ ଆମେ ଏପରି ଏକ ଘଟଣା କହିବାକୁ ଯାଉଛୁ ଯାହାକୁ ଶୁଣି ଆପଣ ତାଜୁବ…

କୋରାପୁଟରେ ୭୫ ତମ ସାଧାରଣତନ୍ତ୍ର ଦିବସ ପାଳିତ : ପତାକା ଉତ୍ତୋଳନ କଲେ ରାଜ୍ୟକ୍ରୀଡ଼ା, ଯୁବସେବା ରାଷ୍ଟ୍ରମନ୍ତ୍ରୀ

କୋରାପୁଟ,୨୬।୧(ଅମିତାଭ ବେହେରା): କୋରାପୁଟ ପୋଲିସ ପ୍ୟାରେଡ ପଡିଆଠାରେ ୭୫ ତମ ଜିଲାସ୍ତରୀୟ ସାଧାରଣତନ୍ତ୍ର ଦିବସ ପାଳିତ ହୋଇଯାଇଛି। ରାଜ୍ୟକ୍ରୀଡ଼ା ଓ ଯୁବସେବା ରାଷ୍ଟ୍ରମନ୍ତ୍ରୀ ତୁଷାରକାନ୍ତି ବେହେରା ମୁଖ୍ୟ ଅତିଥି ଭାବେ ଯୋଗଦେଇ ଜାତୀୟ ପତାକା ଉତ୍ତୋଳନ କରିବା ସହ ସମ୍ମିଳିତ ପ୍ୟାରେଡର…

ତଲାକ ପରେ ପ୍ରଥମ ଥର ପୋଷ୍ଟ ଶେୟାର କଲେ ସାନିଆ

ନୂଆଦିଲ୍ଲୀ,୨୬।୧: ନିକଟରେ ପାକିସ୍ତାନ କ୍ରିକେଟ ଦଳର ପୂର୍ବତନ ଅଧିନାୟକ ଶୋଏବ ମଲିକ ତୃତୀୟ ଥର ପାଇଁ ପାକିସ୍ତାନୀ ଅଭିନେତ୍ରୀ ସନା ଜାଭେଦଙ୍କୁ ବିବାହ କରିଥିଲେ ଏବଂ ପ୍ରଶଂସକଙ୍କ ସହ ଏହି ଖବର ଶେୟାର କରିଥିଲେ, ଏହାପରେ ଜଣାପଡିଥିଲା ଯେ ସାନିଆ ମିର୍ଜା…

ରାଜ୍ୟପାଳଙ୍କୁ ଭେଟିଲେ ନୀତୀଶ କୁମାର, ଶନିବାର ପାଟନାରେ ଭାଜପାର ବୈଠକ

ପାଟନା,୨୬।୧: ପୁଣିଥରେ ବିହାରରେ ପ୍ରମୁଖ ରାଜନୈତିକ ଅସ୍ଥିରତା ଦେଖାଦେଇଛି। ଶାସନ ପରିବର୍ତ୍ତନ ପାଇଁ ଆନ୍ଦୋଳନ ତୀବ୍ର ହୋଇଛି। ଏହି ସମୟରେ ବିହାର ମୁଖ୍ୟମନ୍ତ୍ରୀ ନୀତୀଶ କୁମାର ରାଜ୍ୟପାଳଙ୍କୁ ଭେଟିବା ପାଇଁ ରାଜ ଭବନରେ ପହଞ୍ଚିଥିଲେ। ଗଣତନ୍ତ୍ର ଦିବସ ଅବସରରେ ଆୟୋଜିତ ହାଇ…

ସାନିଆଙ୍କଠାରୁ ତଲାକ୍‌ ନେଇଥିବା ଶୋଏବ ମଲିକ ଏବେ ଅଡୁଆରେ, କ୍ୟାରିୟରରେ ଲାଗିଲା ଗ୍ରହଣ

ଇସଲାମାବାଦ,୨୬।୧: ପାକିସ୍ତାନ କ୍ରିକେଟ ଦଳର ପୂର୍ବତନ ଅଧିନାୟକ ଶୋଏବ ମଲିକ ଗତ କିଛି ଦିନ ହେବ ଖବରରେ ଅଛନ୍ତି। ଭାରତୀୟ ଟେନିସ ତାରକା ସାନିଆ ମିର୍ଜାଙ୍କଠାରୁ ତଲାକ୍‌ ନେଇ ସେ ତୃତୀୟ ଥର ବିବାହ କରିବା ପରେ ଲାଇମଲାଇଟକୁ ଆସିଥିଲେ। ବର୍ତ୍ତମାନ…

ବିଦେଶ ମାଟିରେ ତ୍ରିରଙ୍ଗା ଉଡାଇଲେ ଅକ୍ଷୟ, ଟାଇଗର

ମୁମ୍ବାଇ: ପ୍ରଶଂସକମାନେ ଉତ୍ସାହର ସହିତ ଅପେକ୍ଷା କରିଛନ୍ତି ଯେ ଅକ୍ଷୟ କୁମାର ଏବଂ ଟାଇଗର ଶ୍ରଫ ‘ବଡେ ମିୟାଁ ଛୋଟ ମିୟାଁ’ରେ ସିଲଭର ସ୍କ୍ରିନ୍‌ରେ ଜବରଦସ୍ତ ଫର୍‌ଫର୍ମ କରୁଛନ୍ତି। ସମ୍ପ୍ରତି ଏହି ମୁଭିର ଟିଜର ରିଲିଜ ହୋଇଛି, ଯେଉଁଥିରେ କମେଡି ସହିତ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri