ପ୍ରତ୍ୟୁଷାଙ୍କୁ ଏବେ ବିବାହ କରିପାରିବେନି ବିଜୟଶଙ୍କର
କଟକ,୬।୧୨(କାର୍ତ୍ତିକ ସାହୁ):ତିର୍ତ୍ତୋଲ ବିଧାୟକ ବିଜୟଶଙ୍କର ଦାସଙ୍କ ବିବାହ ପଞ୍ଜୀକରଣ ଆବେଦନକୁ ମଙ୍ଗଳବାର କଟକସ୍ଥିତ ବିବାହ ପଞ୍ଜୀକରଣ ଅଧିକାରୀ ଖାରଜ କରିଛନ୍ତି। ଆବେଦନପତ୍ରରେ ଭୁଲ୍ ତଥ୍ୟ ଦେଇଥିବାରୁ ସହପାଠିନୀ ପ୍ରତ୍ୟୁଷା ନନ୍ଦଙ୍କୁ ବିଜୟ ଏବେ ବିବାହ କରିପାରିବେ ନାହିଁ ବୋଲି ଦର୍ଶାଇ ଆବେଦନ…
ସ୍କ୍ରାପିଂ କଲେ ଟିକସ, ଜରିମାନା ଛାଡ଼
ଭୁବନେଶ୍ୱର,୬।୧୨(ଅନିଲ ଦାସ):ପୁରୁଣା ଗାଡ଼ି ଉପରେ ଥିବା ସମସ୍ତ ବକେୟା ଟିକସ ଓ ଜରିମାନା ଛାଡ଼ କରାଯିବ। ଯେଉଁ ଗାଡ଼ି ମାଲିକମାନେ ନିଜ ଗାଡ଼ିକୁ ସ୍କ୍ରାପିଂ କରିବାକୁ ଇଚ୍ଛାପ୍ରକାଶ କରିବେ ସେମାନଙ୍କ ପାଇଁ ଏହା ଲାଗୁ ହେବ। ଏହା ଦ୍ୱାରା ଟିକସ ଓ…
ବାତ୍ୟାରେ ଦୀର୍ଘ ୨୪ ଘଣ୍ଟା ଯାଏ ଫସି ରହିଲେ ଆମିର ଖାଁ; ପାଣି କି ବିଜୁଳି ମିଳିଲା ନାହିଁ…
ଚେନ୍ନାଇ: ବାତ୍ୟା ‘ମିଗ୍ଜୋମ୍’ରେ ଫସି ରହିଥିଲେ ବଲିଉଡ୍ ଅଭିନେତା ଆମିର ଖାଁ। ଘଣ୍ଟାଏ କିମ୍ବା ଦୁଇ ଘଣ୍ଟା ନୁହେଁ ଦୀର୍ଘ ୨୪ ଘଣ୍ଟା ଯାଏ ଫସି ରହିଥିଲେ ସେ। ପରେ ଅଗ୍ନିଶମ ଏବଂ ଉଦ୍ଧାରକାରୀ ଟିମ୍ ପହଞ୍ଚି ତାଙ୍କୁ ଉଦ୍ଧାର କରିଛନ୍ତି।…
ବଦଳିଲେ ଆଉ ଜଣେ ଆଇଏଏସ୍ ଅଫିସର: ଥିରୁମାଳା ନାଏକ ହେଲେ ଅତିରିକ୍ତ ସିଇଓ
ଭୁବନେଶ୍ୱର, ୫।୧୨: ସାଧାରଣ ନିର୍ବାଚନକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ଆଉ ଜଣେ ବରିଷ୍ଠ ଆଇଏଏସ୍ ଅଫିସରଙ୍କୁ ନିର୍ବାଚନ ଦାୟିତ୍ୱ ଦେଇଛନ୍ତି । ୨୦୦୯ ବ୍ୟାଚ୍ ଆଇଏଏସ୍ ଡା. ଏନ . ଥିରୁମାଳା ନାଏକଙ୍କୁ ରାଜ୍ୟ ଅତିରିକ୍ତ ମୁଖ୍ୟ ନିର୍ବାଚନ ଅଧିକାରୀ(ଅତିରିକ୍ତ…
ପୋଢୁଆଁ ହେଲେ ବଡ଼ଠାକୁର
ପୁରୀ, ୫ା୧୨(ଅଜିତ ମହାନ୍ତି): ମାର୍ଗଶିର ମାସ କୃଷ୍ଣପକ୍ଷ ଅଷ୍ଟମୀ ବା ପ୍ରଥମାଷ୍ଟମୀ ଅବସରରେ ଘରର ଜ୍ୟେଷ୍ଠଙ୍କୁ ପୋଢୁଆଁ କରାଯାଇ ବନ୍ଦାପନା କରାଯିବାର ପରମ୍ପରା ରହିଛି। ଏହି ପରିପ୍ରେକ୍ଷୀରେ ମଙ୍ଗଳବାର ପ୍ରଥମାଷ୍ଟମୀରେ ଶ୍ରୀମନ୍ଦିରରେ ବିଶେଷ ନୀତି ଅନୁଷ୍ଠିତ ହୋଇଛି। ପରମ୍ପରା ଅନୁଯାୟୀ, ମହାପ୍ରଭୁଙ୍କ…
ବାତ୍ୟା ଯାଗୁ ଫସିଗଲେ ୨୦୦ ଖେଳାଳି
ବିଜୟଓ୍ବାଡା,୫।୧୨: ମିଗଜୋମ ପ୍ରଭାବରେ ପ୍ରବଳ ବର୍ଷା ଓ ପବନ ଯୋଗୁ ଆନ୍ଧ୍ରପ୍ରଦେଶର ବିଜୟଓ୍ବାଡାରେ ୨୦୦ ଟେବୁଲ ଟେନିସ ଖେଳାଳି ଫସି ଯାଇଛନ୍ତି। ଏହି ଖେଳାଳୀମାନେ ସେଠାରେ ଆୟୋଜିତ ନ୍ୟାଶନାଲ ରାଙ୍କିଙ୍ଗ ଟୁର୍ନାମେଣ୍ଟ ଖେଳିବାକୁ ଆସିଥିଲେ। ଖେଳ ସରି ଯାଇଥିଲେ ମଧ୍ୟ ସେମାନେ…
ଭାଜପା ୫୦ ଆସନରେ ଜିତିଲେ ମୁହଁକଳା କରିବେ ବୋଲି କହିଥିଲେ, ଏବେ କଥା ରଖିବେ କଂଗ୍ରେସ ବିଧାୟକ
ଭୋପାଳ,୫।୧୨: ମଧ୍ୟପ୍ରଦେଶ ବିଧାନସଭା ନିର୍ବାଚନରେ ଭାଜପା ୫୦ ସିଟ୍ରେ ଜିତିଲେ ମୁହଁକଳା କରିବେ ବୋଲି କହିଥିଲେ କଂଗ୍ରେସ ବିଧାୟକ ଫୁଲ ସିଂ ବରେୟା। ଏବେ ତାହା ହୋଇଥିବା ଯୋଗୁ ସେ ତାଙ୍କର ପ୍ରତିଜ୍ଞାକୁ ପାଳନ କରିବେ ବୋଲି କହି ଚର୍ଚ୍ଚାକୁ ଆସିଛନ୍ତି।…
ବାତ୍ୟା ମିଗଜୋମ: ପ୍ରବଳ ବର୍ଷାରୁ ଶିବାଲିଙ୍ଗାପୁର ଷ୍ଟେସନ ନିକଟରେ ପାହାଡ଼ରୁ ପଥର ଖସି ଟ୍ରେନ ଚଳାଚଳ ବ୍ୟାହତ, ବାତିଲ ହେଲା ୪ଟ୍ରେନ
କୋରାପୁଟ,୫।୧୨(ଅମିତାଭ ବେହେରା): ଆନ୍ଧ୍ରପ୍ରଦେଶର ବିଶାଖାପାଟଣାରୁ ଛତିଶଗଡ଼ ରାଜ୍ୟର କିରାଣ୍ଡୁଲ ପର୍ଯ୍ୟନ୍ତ ଲମ୍ବିଥିବା କେକେ ରେଳପଥ ଆନ୍ଧ୍ରର ଆରକୁ ଅଞ୍ଚଳର ତ୍ୟାଡା ଓ ଶିବଲିଙ୍ଗପୁରମ ରେଳଷ୍ଟେଶନ ମଧ୍ୟରେ ପ୍ରବଳ ବର୍ଷା ଯୋଗୁ ମଙ୍ଗଳବାର ସଂଧ୍ୟାରେ ରେଳ ଧାରଣା ଉପରକୁ ପାହାଡ଼ରୁ ପଥର ଖସି…
Shaddi.comରେ ଚାଲିଥିଲା ଯୁବକ-ଯୁବତୀଙ୍କ ପ୍ରେମଭରା ବାର୍ତ୍ତାଳାପ; ସିଇଓ ଅନୁପମଙ୍କୁ କହିବାକୁ ପଡିଲା, ମୋ ବ୍ୟବସାୟ ବନ୍ଦ କରିବ ନା କ’ଣ…
ନୂଆଦିଲ୍ଲୀ,୫।୧୨: ଜୀବନସାଥୀ ଖୋଜିବା ପାଇଁ ଲୋକପ୍ରିୟ ଡେଟିଂ ଆପ shaadi.comରେ ନିକଟରେ ଏକ ମଜାଦାର ଘଟଣା ଘଟିଛି। ଯାହା ଖୁବ୍ ଭାଇରାଲ ହେବାରେ ଲାଗିଛି। ଏହି ସାଇଟର ଇନଷ୍ଟାଗ୍ରାମ ପୋଷ୍ଟର କମେଣ୍ଟ ସେକ୍ସନରେ ଦୁଇ ଯୁବକ-ଯୁବତୀଙ୍କ ମଧ୍ୟରେ ଏପରି କିଛି ବାର୍ତ୍ତାଳାପ…
ମୁଁ ବିରାଟଙ୍କୁ ଅଧିନାୟକ ପଦରୁ ହଟାଇ ନ ଥିଲି: ଗାଙ୍ଗୁଲି ବିବାଦୀୟ ମାମଲାକୁ ନେଇ କହିଲେ…
ନୂଆଦିଲ୍ଲୀ,୫।୧୨: ଟିମ୍ ଇଣ୍ଡିଆର ପୂର୍ବତନ ଅଧିନାୟକ ବିରାଟ କୋହଲି ଯେତେବେଳେ ଅଧିନାୟକ ପଦ ଛାଡ଼ିଥିଲେ ସେତେବେଳେ ଅନେକ ପ୍ରକାର ଚର୍ଚ୍ଚା ହେଉଥିଲା। କିଛି ସେ ଚାପରେ ଅଧିନାୟକ ପଦ ଛାଡ଼ିଥିବା କହିଥିବା ବେଳେ କିଛି ପୂର୍ବତନ ବିସିସିଆଇ ଅଧ୍ୟକ୍ଷ ସୌରଭ ଗାଙ୍ଗୁଲି…
ବୋହୂରାଣୀଙ୍କୁ ଅନ୍ଫଲୋ କଲେ ବିଗ୍ବି, ପୁଅଙ୍କ ସହ ଛାଡ଼ପତ୍ରକୁ ନେଇ ଚର୍ଚ୍ଚା ବଢ଼ିଲା…
ବମ୍ବେ: ବିଗ୍ବି ଅମିତାଭ ବଚ୍ଚନଙ୍କ ଘରେ ସବୁକିଛି ଠିକ୍ ଚାଲିନାହିଁ। କିଛି ଦିନ ଧରି ପୂଅ ତଥା ଅଭିଷେକ ବଚ୍ଚନ ଏବଂ ବୋହୂ ଐଶ୍ୱର୍ଯ୍ୟା ରାୟଙ୍କ ସମ୍ପର୍କରେ ଫାଟ ନେଇ ଖବର ଶୁଣିବାକୁ ମିଳୁଛି। ଏମିତିରେ ଏବେ ଅମିତାଭ ବୋହୂରାଣୀଙ୍କୁ ସୋସିଆଲ…
ଭେଣ୍ଟିଲେଟରରେ ମୁମ୍ବାଇ ଆକ୍ରମଣର ମାଷ୍ଟରମାଇଣ୍ଡ ସାଜିଦ ମିର, ପାକିସ୍ତାନରେ ଦିଆଯାଇଛି ବିଷ!
ନୂଆଦିଲ୍ଲୀ,୫।୧୨: ମୁମ୍ବାଇ ଆକ୍ରମଣର ମାଷ୍ଟରମାଇଣ୍ଡ ସାଜିଦ ମିର ଜୀବନମରଣ ସହ ସଂଘର୍ଷ କରୁଛନ୍ତି। ଲଶ୍କର-ଏ-ତୋଏବାର ଏହି ଆତଙ୍କବାଦୀଙ୍କୁ ପାକିସ୍ତାନରେ ବିଷ ଦିଆଯାଇଛି। ସେ ସେଠାର ଏକ ଡାକ୍ତରଖାନାରେ ଭେଣ୍ଟିଲେଟରରେ ଅଛନ୍ତି। ତେବେ କୋଟ ଲାଖପତ ଜେଲରେ ବନ୍ଦୀ ଥିବା ମିରଙ୍କୁ ହଠାତ…
Archives


