ବୋହୂରାଣୀଙ୍କୁ ଅନ୍ଫଲୋ କଲେ ବିଗ୍ବି, ପୁଅଙ୍କ ସହ ଛାଡ଼ପତ୍ରକୁ ନେଇ ଚର୍ଚ୍ଚା ବଢ଼ିଲା…
ବମ୍ବେ: ବିଗ୍ବି ଅମିତାଭ ବଚ୍ଚନଙ୍କ ଘରେ ସବୁକିଛି ଠିକ୍ ଚାଲିନାହିଁ। କିଛି ଦିନ ଧରି ପୂଅ ତଥା ଅଭିଷେକ ବଚ୍ଚନ ଏବଂ ବୋହୂ ଐଶ୍ୱର୍ଯ୍ୟା ରାୟଙ୍କ ସମ୍ପର୍କରେ ଫାଟ ନେଇ ଖବର ଶୁଣିବାକୁ ମିଳୁଛି। ଏମିତିରେ ଏବେ ଅମିତାଭ ବୋହୂରାଣୀଙ୍କୁ ସୋସିଆଲ…
ଭେଣ୍ଟିଲେଟରରେ ମୁମ୍ବାଇ ଆକ୍ରମଣର ମାଷ୍ଟରମାଇଣ୍ଡ ସାଜିଦ ମିର, ପାକିସ୍ତାନରେ ଦିଆଯାଇଛି ବିଷ!
ନୂଆଦିଲ୍ଲୀ,୫।୧୨: ମୁମ୍ବାଇ ଆକ୍ରମଣର ମାଷ୍ଟରମାଇଣ୍ଡ ସାଜିଦ ମିର ଜୀବନମରଣ ସହ ସଂଘର୍ଷ କରୁଛନ୍ତି। ଲଶ୍କର-ଏ-ତୋଏବାର ଏହି ଆତଙ୍କବାଦୀଙ୍କୁ ପାକିସ୍ତାନରେ ବିଷ ଦିଆଯାଇଛି। ସେ ସେଠାର ଏକ ଡାକ୍ତରଖାନାରେ ଭେଣ୍ଟିଲେଟରରେ ଅଛନ୍ତି। ତେବେ କୋଟ ଲାଖପତ ଜେଲରେ ବନ୍ଦୀ ଥିବା ମିରଙ୍କୁ ହଠାତ…
ରୋହିତଙ୍କ ପରେ କିଏ ହେବ ଟିମ୍ ଇଣ୍ଡିଆର ଅଧିନାୟକ? ପୂର୍ବତନ କ୍ରିକେଟର କହିଲେ…
ନୂଆଦିଲ୍ଲୀ,୫।୧୨: ଆଗାମୀ ଦିନରେ ଟିମ୍ ଇଣ୍ଡିଆରେ ବଡ଼ ପରିବର୍ତ୍ତନ ହେବାର ଆଶଙ୍କା ବଢ଼ିବାରେ ଲାଗିଛି। ଦିନିକିଆ ବିଶ୍ୱକପ୍ ପରେ ରୋହିତ ଶର୍ମାଙ୍କ ଭବିଷ୍ୟତକୁ ନେଇ ଆଲୋଚନା ହେଉଛି। କାରଣ ବୟସ ବଢ଼ୁଥିବାରୁ ସେ କେତେ ସମୟ ଧରି ତିନୋଟି ଯାକ ଫର୍ମାଟ…
କେନ୍ଦୁଝର ଦେଇ ଦିଲ୍ଲୀ ଟ୍ରେନ ଚଳାଚଳ ଦାବି: ଦାବି ପୂରଣ ନ ହେଲେ ରେଳରୋକୋ
କେନ୍ଦୁଝର,୫।୧୨(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ରେଳବାଇ ରାଜସ୍ବ ଆଦାୟ କ୍ଷେତ୍ରରେ ବେଶ୍ ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରୁଛି। ହେଲେ ରେଳ ବିଭାଗ କେନ୍ଦୁଝର ଜିଲାକୁ ଟ୍ରେନ ଚଳାଚଳ ନେଇ ଅବହେଳା କରୁଥିବା ଅଭିଯୋଗ ହେଉଛି। ଜିଲାକୁ ଯାତ୍ରୀବାହୀ ଟ୍ରେନ ଚଳାଚଳ…
ସ୍ଥଳଭାଗ ଛୁଇଁଲା ବାତ୍ୟା ‘ମିଗଜୋମ’: ୯୦ରୁ ୧୧୦ କି.ମି. ମଧ୍ୟରେ ବୋହୁଛି ପବନ
ହାଇଦ୍ରାବାଦ୍,୫।୧୨: ବାତ୍ୟା ‘ମିଗଜୋମ’ ଭୀଷଣ ରୂପ ନେଇ ଦକ୍ଷିଣ ଆନ୍ଧ୍ର ଉପକୂଳ ନେଲୋର ଏବଂ ମଚ୍ଛଲିପଟନମରେ ସ୍ଥଳଭାଗ ଛୁଇଁଛି। ସ୍ଥଳଭାଗ ଛୁଇଁବା ପରେ ବାତ୍ୟାର ବେଗ ଘଣ୍ଟା ପ୍ରତି ୯୦ରୁ ୧୧୦ କି.ମି. ମଧ୍ୟରେ ରହିଛି। ଆଜି ମଧ୍ୟରାତ୍ର ବେଳକୁ ବାତ୍ୟା…
ଗୋଟିଏ ପୋଲ: ୨ ଥର ଶିଳାନ୍ୟାସ
ଲଙ୍ଗଳେଶ୍ୱର,୫।୧୨(କମଳାକାନ୍ତ ଦାସ): ଗୋଟିଏ ପୋଲକୁ ଦୁଇଥର ଶିଳାନ୍ୟାସ। ସକାଳେ ବିଧାୟକ ଏବଂ ବିଭାଗୀୟ ଯନ୍ତ୍ରୀ ଉପସ୍ଥିତ ରହି ଗୋଟିଏ ଜାଗାରେ ଫଳକ ଶିଳାନ୍ୟାସ କରିଥିବା ବେଳେ ସନ୍ଧ୍ୟାରେ ସେହି ଫଳକକୁ ନେଇ ପଞ୍ଚାୟତର ଅନ୍ୟ ଏକ ସ୍ଥାନରେ ଫିତା କାଟି ଶିଳାନ୍ୟାସ…
ଜାଲ୍ ତଥ୍ୟ ଦେଇ ଆବାସ ହାତେଇଥିଲେ ନାଏବ ସରପଞ୍ଚ
ରସୁଲପୁର,୫ା୧୨(ରଞ୍ଜତ ରାଉତ): ରସୁଲପୁର ବ୍ଲକ ଅନ୍ତର୍ଗତ ବାହାଦଲାପୁର ପଞ୍ଚାୟତରେ ପ୍ରଧାନମନ୍ତ୍ରୀ ଆବାସ ବଣ୍ଟନରେ ଅନିୟମିତତା ହୋଇଥିବା ଅଭିଯୋଗ ହୋଇଥିଲା। ପଞ୍ଚାୟତର ନାଏବ ସରପଞ୍ଚ ତିଳୋତ୍ତମା ନାୟକ ଜାଲ ତଥ୍ୟ ପ୍ରଦାନ କରି ଆବାସ ହାତେଇଛନ୍ତି ବୋଲି ଅଭିଯୋଗରେ ଦର୍ଶାଯାଇଥିଲା। ହିତାଧିକାରୀ ଶ୍ରୀମତୀ…
”ସେମାନେ ଅହଂକାର, ମିଛ, ନିରାଶା ଏବଂ ଅଜ୍ଞତାକୁ ନେଇ ଖୁସି ହେବା ଉଚିତ୍”, ପୁଣି ବିରୋଧୀଙ୍କୁ ଟାର୍ଗେଟ କଲେ ପ୍ରଧାନମନ୍ତ୍ରୀ ମୋଦି
ନୂଆଦିଲ୍ଲୀ,୫।୧୨: ଦେଶର ପାଞ୍ଚଟି ରାଜ୍ୟରେ ଅନୁଷ୍ଠିତ ବିଧାନସଭା ନିର୍ବାଚନ ସମାପ୍ତ ହୋଇଛି। ହିନ୍ଦୀ ହାର୍ଟଲ୍ୟାଣ୍ଡକୁ ଭାଜପା ସମ୍ପୂର୍ଣ୍ଣ ଭାବେ କବଜା କରିଛି। ରାଜସ୍ଥାନ, ମଧ୍ୟପ୍ରଦେଶ ଏବଂ ଛତିଶଗଡରେ ଭାଜପା ବହୁମତ ପାଇଥିବା ବେଳେ ତେଲଙ୍ଗାନାରେ କଂଗ୍ରେସ ଏବଂ ଜେଜେଏମ ମିଜୋରାମରେ ଜିତିଛି।…
ବାତ୍ୟା ‘ମିଗ୍ଜୋମ’: ପ୍ରବଳ ବର୍ଷା ନେଇ ଚିନ୍ତାରେ ଚାଷୀ
ଛତ୍ରପୁର,୫।୧୨(ଦିଲୀପ ସାମଲ): ପଶ୍ଚିମ କେନ୍ଦ୍ରୀୟ ଏବଂ ଦକ୍ଷିଣ ପଶ୍ଚିମ ବଙ୍ଗୋପସାଗର ଦକ୍ଷିଣ ଆନ୍ଧ୍ର ଓ ତାମିଲନାଡୁ ଉପକୂଳରେ କେନ୍ଦ୍ରୀଭୂତ ହୋଇଥିବା ସାମୁଦ୍ରିକ ଝଡ଼ ‘ମିଗ୍ଜୋମ’ ଭୟଙ୍କର ରୂପ ନେଇ ମଙ୍ଗଳବାର ଲ୍ୟାଣ୍ଡଫଲ୍ ପ୍ରକ୍ରିୟା ଆରମ୍ଭ ହୋଇଯାଇଛି। ଅନ୍ୟପକ୍ଷେ ବାତ୍ୟା ପ୍ରଭାବରେ ଗଞ୍ଜାମ…
କୋରେଇରେ ଛପି ରହିଛନ୍ତି ନକଲି ଶିକ୍ଷକ
କୋରେଇ,୫ା୧୨(ଚନ୍ଦ୍ରକାନ୍ତ ପତି) : ରାଜ୍ୟରେ ଜାଲ ସାର୍ଟିଫିକେଟ ବଳରେ ଚାକିରିକୁ ନେଇ ତୁମ୍ବିତୋଫାନ ଚାଲିଛି। ରାଜ୍ୟର ବିଭିନ୍ନ ଜିଲାର ଅନେକ ଯୁବତୀଯୁବକ ନକଲି ପ୍ରମାଣପତ୍ର ଦେଇ ଚାକିରି କରିବା ଅଭିଯୋଗରେ ଧରାପଡି ଜେଲ ଯିବା ସହିତ ଜରିମାନା ଦେବା ଘଟଣା ସାମ୍ନାକୁ…
ହାତକୁ ଦି’ ହାତ ହେଲେ ଏହି ଦକ୍ଷିଣ ଆଫ୍ରିକା କ୍ରିକେଟର୍, ଆଇପିଏଲ ନିଲାମରେ ହୋଇପାରନ୍ତି କୋଟିପତି
କେପ୍ଟାଉନ୍,୫।୧୨: ଦକ୍ଷିଣ ଆଫ୍ରିକାର ଯୁବ ଦ୍ରୁତ ବୋଲର ଜେରାଲ୍ଡ କୋଟଜି ଡିସେମ୍ବର ୧୦ରୁ ଭାରତ ବିପକ୍ଷ ଟି-୨୦ ସିରିଜ ପୂର୍ବରୁ ବିବାହ କରିଛନ୍ତି। ସେ ତାଙ୍କ ଗର୍ଲଫ୍ରେଣ୍ଡ ହନାହଙ୍କୁ ବିବାହ କରିଛନ୍ତି। ନିକଟରେ ଖେଳାଯାଇଥିବା ଦିନିକିଆ ବିଶ୍ୱକପ୍ରେ ଜେରାଲ୍ଡ ଚମତ୍କାର ପ୍ରଦର୍ଶନ…
ରେବନ୍ଥ ରେଡ୍ଡୀ ହେବେ ତେଲଙ୍ଗାନାର ଆଗାମୀ ମୁଖ୍ୟମନ୍ତ୍ରୀ, ବୁଧବାର ନେଇପାରନ୍ତି ଶପଥ
ହାଇଦ୍ରାବାଦ, ୫।୧୨: ତେଲଙ୍ଗାନାର ଆଗାମୀ ମୁଖ୍ୟମନ୍ତ୍ରୀ ହେବେ ରାଜ୍ୟ କଂଗ୍ରେସ ସଭାପତି ରେବନ୍ଥ ରେଡ୍ଡୀ। ସୂତ୍ରରୁ ମିଳିଥିବା ସୂଚନା ଅନୁଯାୟୀ କଂଗ୍ରେସ ହାଇକମାଣ୍ଡ ଏହି ନିଷ୍ପତ୍ତି ଉପରେ ମୋହର ମାରିଛନ୍ତି ଏବଂ ଆସନ୍ତା କାଲି ଅର୍ଥାତ ବୁଧବାର କିମ୍ବା ପରଦିନ ଶପଥ…
Archives


