Home Left

ସାଧାରଣ ଲୋକଙ୍କ କଥା କହୁ କହୁ କେମିତି ‘ଆମ ଆଦମୀ ପାର୍ଟି’ର ‘ଖଳନାୟକ’ ପାଲଟିଗଲେ ରାଘବ ଚଢା? ଜାଣନ୍ତୁ ସମ୍ପୂର୍ଣ୍ଣ ଖବର

ନୂଆଦିଲ୍ଲୀ,୪।୪: ରାଜନୀତିର ପ୍ରକୃତି ଅଦ୍ଭୁତ। କେତେବେଳେ ବନ୍ଧୁ ଶତ୍ରୁ ହୋଇଯାଏ, ଆଉ କେତେବେଳେ ଶତ୍ରୁ ବନ୍ଧୁ ହୋଇଯାଏ। ରାଜନୀତି କ୍ଷେତ୍ରରେ, ପବନର ଦିଗ ନିରନ୍ତର ପରିବର୍ତ୍ତନ ହୁଏ – ଗୋଟିଏ ମୁହୂର୍ତ୍ତରୁ ଅନ୍ୟ ମୁହୂର୍ତ୍ତକୁ। କେହି କେବେ ପୂର୍ବାନୁମାନ କରିପାରିବେ ନାହିଁ…

ମାତ୍ର ୧୧ ବଲ୍‌ରେ ବାଜି ପଲଟାଇ ଦେଲେ ଶିକ୍ଷକଙ୍କ ପୁଅ: ରାତାରାତି ପାଲଟିଲେ ସୁପରଷ୍ଟାର

ନୂଆଦିଲ୍ଲୀ,୪।୪: ଆଇପିଏଲରେ ଅଜଣା ଏବଂ ନୂତନ ଖେଳାଳିମାନେ ସୁପରଷ୍ଟାର ମାନ୍ୟତା ହାସଲ କରିପାରିବେ। ଚେନ୍ନାଇ ସୁପର କିଙ୍ଗ୍ସ (ସିଏସକେ) ଏବଂ ପଞ୍ଜାବ କିଙ୍ଗ୍ସ (ପିବିକେଏସ) ମଧ୍ୟରେ ଆଇପିଏଲ ୨୦୨୬ ମ୍ୟାଚ ସମୟରେ ସମାନ କିଛି ଘଟିଥିଲା। ଏକ ହାଇ ସ୍କୋରିଂ ପ୍ରତିଯୋଗିତାରେ…

ଧନୀ ହେବାକୁ ଛାହୁଁଥିଲେ, ଛାଡ଼ନ୍ତୁ ଏହି ୫ ଅଭ୍ୟାସ: ନଚେତ୍‌ ପଡ଼ିବ ଅଭାବ

ମଧ୍ୟବିତ୍ତ ବର୍ଗର ଲୋକମାନେ ପ୍ରାୟତଃ ଭାବନ୍ତି, ବେଳେବେଳେ ହଠାତ୍‌ ସେମାନଙ୍କର ଆର୍ଥିକ ସଙ୍କଟ ଆସିଯାଉଛି; କିନ୍ତୁ ଏହା ବାସ୍ତବରେ ନୁହେଁ। ଏହା ଏକ ପରିସ୍ଥିତି ଯାହା ଧୀରେ ଧୀରେ ବିକଶିତ ହୁଏ, ଯାହା ଛୋଟ ପ୍ରତିଦିନର ଭୁଲରୁ ସୃଷ୍ଟି ହୁଏ। ଏହି…

ଶପଥ ନେଇ ନିଜ ନିଜର ଦାୟିତ୍ୱ ଗ୍ରହଣ କଲେ ଓକିଲ ସଂଘର ନବନିର୍ବାଚିତ କର୍ମକର୍ତ୍ତା

ପୁରୁଷୋତ୍ତମପୁର,୪ା୪(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଓକିଲ ସଂଘର ନବନିର୍ବାଚିତ କର୍ମକର୍ତ୍ତାମାନେ ଶନିବାର ଶପଥ ନେଇ ନିଜନିଜର ଦାୟିତ୍ୱ ଗ୍ରହଣ କରିଛନ୍ତି। ଓକିଲ ସଂଘ କକ୍ଷରେ ଆୟୋଜିତ ସଭାରେ ନବନିର୍ବାଚିତ ସଭାପତି ପ୍ରକାଶ ଚନ୍ଦ୍ର ତ୍ରିପାଠୀ ଉପସଭାପତି ଦୁର୍ଗାଚରଣ ଦାଶ, ସଂପାଦକ…

ମଧ୍ୟସ୍ଥତା କରୁ କରୁ ବଢିଲାଣି ପାକିସ୍ତାନର ଅଡୁଆ, UAE ମାଗିଲାଣି ୩.୫ ବିଲିୟନ ଡଲାର

ଇସଲାମାବାଦ,୪।୪: ଇରାନ ଏବଂ ଆମେରିକା ମଧ୍ୟରେ ବିବାଦର ଅନ୍ତ ଘଟାଇବା ପାଇଁ ପାକିସ୍ତାନ ମଧ୍ୟସ୍ଥତା କରିବାକୁ ଚେଷ୍ଟା କରିଥିଲା। ତଥାପି, ପାକିସ୍ତାନ – ଯାହା ନିଜେ ଆର୍ଥିକ କ୍ଷେତ୍ରରେ ଗମ୍ଭୀର ଆର୍ଥିକ ସଙ୍କଟ ସହିତ ଜଡ଼ିତ – ଏବେ ସଂଯୁକ୍ତ ଆରବ…

ଛାତ୍ରୀଛାତ୍ର-ଶିକ୍ଷକଙ୍କ ମଧ୍ୟରେ ସୁସମ୍ପର୍କ ଗଢ଼ିବାକୁ ପ୍ରୟାସ

ମୋହନା,୪।୪( ମନ୍ମଥ ମିଶ୍ର ): ଗଜପତି ଜିଲା ମୋହନାରେ ଥିବା ପିଏମଶ୍ରୀ ଏସ୍‌ଏସ୍‌ଡି ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ପ୍ରଧାନ ଶିକ୍ଷକ ସତ୍ୟ ରଞ୍ଜନ କରଙ୍କ ତତ୍ୱାବଧାନରେ ପ୍ରବେଶ ଉତ୍ସବ ପାଳନ ହୋଇଯାଇଛି। ଏହି ପାଳନ ଅବସରେ ରାଜ୍ୟ ସରକାରଙ୍କ ଏକ ପ୍ରବେଶ…

ଜଙ୍ଗଲରୁ ଜବତ ହେଲା ମଣିଷ ଖପୁରୀ ସହ ହାଡ଼, ମହିଳାଙ୍କ ଲୁଗା ପାଖରେ….

ପାଟଣା,୪।୪(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ଥାନା ଦାମାହୁଦା ପଞ୍ଚାୟତ ଅନ୍ତର୍ଗତ ସୁନାପଶି ଗ୍ରାମ ହୁଡ଼ିର ଜଙ୍ଗଲରୁ ଶନିବାର ପାଟଣା ପୋଲିସ ମଣିଷର ଖପୁରି ଓ ହାଡ଼କୁ ଜବତ କରିଛି । ଖପୁରି ଓ ହାଡ଼ ମହିଳା କି ପୁରୁଷର…

କୋରାପୁଟରେ ମୋକିମ୍‌: ଦଳକୁ ମଜଭୁତ କରିବାକୁ କସରତ: ବିଜେଡି,କଂଗ୍ରେସ ଛାଡ଼ି…

କୋରାପୁଟ,୪।୪(ଅମିତାଭ ବେହେରା): ପୂର୍ବତନ ବିଧାୟକ ତଥା ଓଡ଼ିିଶା ଜନତା କଂଗ୍ରେସର ସଭାପତି ମହମ୍ମଦ ମୋକିମ୍‌ ଶନିବାର କୋରାପୁଟ ଗସ୍ତରେ ଯାଇଛନ୍ତି। ସେମିଲିଗୁଡାରେ ଆୟୋଜିତ ଏକ ମିଶ୍ରଣ ପର୍ବ ନିମନ୍ତେ ଯୋଗଦେବାକୁ ସେ ଆସିଥିବା ଜଣାପଡ଼ିଛି। ମୋକିମଙ୍କ ସହଯୋଗୀ ନିକୁଞ୍ଜ ପ୍ରସାଦ, ଯୋଗଦେଇ…

ହର୍ମୁଜରେ ଅପମାନ ପରେ, ଇରାନ ଆମେରିକାକୁ ଦେଲା ନୂଆ ଅଲ୍ଟିମେଟମ; ବାବ ଅଲ-ମାଣ୍ଡେବ ଉପରେ ମଧ୍ୟ ରହିଛି ବିପଦ

ତେହରାନ,୪।୪: ଇରାନରୁ ଏକ ସଙ୍କେତ ଆସିଛି ଯାହା ସମଗ୍ର ବିଶ୍ୱରେ ଚିନ୍ତାକୁ ବୃଦ୍ଧି କରିଛି। ହର୍ମୁଜ ପ୍ରଣାଳୀକୁ ଘେରି ରହିଥିବା ଉତ୍ତେଜନା ପୂର୍ବରୁ ଏକ ଗୁରୁତ୍ୱପୂର୍ଣ୍ଣ ସ୍ତରରେ ପହଞ୍ଚିଛି। ବ୍ୟାପକ ପ୍ରୟାସ ସତ୍ତ୍ୱେ, ଆମେରିକା ହର୍ମୁଜ ପ୍ରଣାଳୀକୁ ପୁନଃ ଖୋଲିବାରେ ଅସମର୍ଥ…

ଷ୍ଟୋଭ ନିଆଁରୁ ହୁତୁହୁତୁ ହୋଇ ଜଳିଗଲା ସି-ଫୁଡ ଟ୍ରକ, ଡ୍ରାଇଭର…..

ବାଲେଶ୍ୱର,୪ା୪( ବାଞ୍ଛାନିଧି ଦେ): ବାଲେଶ୍ୱର ୧୬ନଂ ଜାତୀୟ ରାଜପଥର ଖନ୍ତାପଡ଼ା ଥାନା ଅନ୍ତର୍ଗତ ଶେରଗଡ଼ ଢ଼ାବା ନିକଟରେ ଜଳିଲା ଟ୍ରକ । ଶନିବାର ଏକ ସି ଫୁଡ ଟ୍ରକରେ ନିଆଁ ଲାଗିଥିଲା । ହେଲେ ଡ୍ରାଇଭର ଏବଂ ହେଲପର ସୌଭାଗ୍ୟବଶତଃ ବର୍ତ୍ତି…

ବାପା-ଝିଅ ଯାଉଥିବା ବେଳେ ରାସ୍ତା ମଝିରେ ହଠାତ୍‌  ଜଳିଲା ବାଇକ୍‌ 

କେନ୍ଦୁଝର,୪।୪(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ସଦର ଥାନା ଅନ୍ତର୍ଗତ ପଦ୍ମପୁର ଗ୍ରାମ ନିକଟରେ ଏକ ଚଳନ୍ତା ବାଇକ୍‌ରେ ନିଆଁ ଲାଗିବା ଘଟଣା ଚର୍ଚ୍ଚାର ବିଷୟ ହୋଇଛି। ଭୁବନେଶ୍ୱରରୁ କେନ୍ଦୁଝର ଦେଇ ଚାଇଁବସାକୁ ବାପା ଓ ଝିଅ ଯାଉଥିଲେ। ହଠାତ୍‌ ନିଆଁ…

ପୁରୀ ଅନ୍ତର୍ଜାତୀୟ ବିମାନବନ୍ଦର ପାଇଁ ମିଳିଲା ଜଙ୍ଗଲ ଜମି ଅନୁମତି

ପୁରୀ,୪ା୪: ପୁରୀ ଅନ୍ତର୍ଜାତୀୟ ବିମାନବନ୍ଦର ପାଇଁ ମିଳିଛି ଜଙ୍ଗଲ ଜମି ଅନୁମତି। ଶ୍ରୀଜଗନ୍ନାଥ ବିମାନବନ୍ଦର ପାଇଁ କେନ୍ଦ୍ର ସରକାର ଷ୍ଟେଜ୍‌-୧ ଅନୁମୋଦନ କରିଛନ୍ତି। ପ୍ରକଳ୍ପକୁ ବାସ୍ତବରେ ରୂପାୟନ କରିବା ଦିଗରେ ସରକାରଙ୍କ ଏହା ଏକ ବଡ଼ ପଦକ୍ଷେପ। ପରିବେଶ, ଜଙ୍ଗଲ ଓ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri