Home Left

୨୯ରେ ବାରିପଦା, ବାଲେଶ୍ୱର ଆସିବେ ମୋଦି

ବାରିପଦା(ନୀଳାଦ୍ରି ବିହାରୀ ଦଣ୍ଡପାଟ)/ ବାଲେଶ୍ୱର ଅଫିସ,(ମାନସ ବିଶ୍ୱାଳ), ୨୬ା୫: ରାଜ୍ୟର ଅନ୍ତିମ ପର୍ଯ୍ୟାୟ ନିର୍ବାଚନ ପ୍ରଚାର ଲାଗି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମୟୂରଭଞ୍ଜ ଜିଲା ବାରିପଦା ଓ ବାଲେଶ୍ୱର ଜିଲାକୁ ଆସିବାର କାର୍ଯ୍ୟକ୍ରମ ରହିଛି। ଆସନ୍ତା ୨୯ ତାରିଖରେ ବାରିପଦାର ଐତିହାସିକ…

ବଳ ଗୋଟାଉଛି ବାତ୍ୟା ‘ରେମାଲ’: ଓଡ଼ିଶାର ଏହି ଜିଲାରେ ପଡ଼ିବ ପ୍ରଭାବ, ପବନ ବୋହିବ

ଭୁବନେଶ୍ୱର, ୨୬।୫(ଅସମାପିକା ସାହୁ): ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଅବପାତ ଶନିବାର ସକାଳ ୫ଟା ୩୦ରେ ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ ଗଭୀର ଅବପାତରେ ପରିଣତ ହୋଇଥିଲା। କ୍ରମେ ଏହା ଉତ୍ତର ପଶ୍ଚିମ ଦିଗରେ ଗତି କରିବା ସହ ସନ୍ଧ୍ୟାରେ ପୂର୍ବ କେନ୍ଦ୍ରୀୟ ଏବଂ…

୩ୟ ପର୍ଯ୍ୟାୟର ୬ ଲୋକ ସଭା ଆସନରେ ଜିତୁଛୁ: ଭାଜପା

ଭୁବନେଶ୍ୱର, ୨୬।୫: ରାଜ୍ୟରେ ବର୍ତମାନ ୩ୟ ପର୍ଯ୍ୟାୟ ନିର୍ବାଚନ ଶେଷ ହୋଇଛି। ଓଡ଼ିଶାର ସାଧାରଣ ନାଗରିକ ସରକାର ପରିବର୍ତନ କରିବା ପାଇଁ ନିଷ୍ପତି ନେଇଥିବା ଜନମତରୁ ସ୍ପଷ୍ଟ ଜଣାପଡୁଛି। ଜୁନ୍‌ ୧୦ରେ ଭାଜପା ସରକାର ହେଲେ ଓଡ଼ିଶାର ମୁଖ୍ୟମନ୍ତ୍ରୀ ଓଡ଼ିଆ ପୁଅ…

ଭୋଟଦାନରୁ ବଞ୍ଚିତ ହେଲେ ପଦ୍ମଶ୍ରୀ ଅନ୍ତର୍ଯ୍ୟାମୀ ମିଶ୍ର

ଢେଙ୍କାନାଳ,୨୬ା୫(ରତନ ନାୟାର): ଢେଙ୍କାନାଳର ବିଶିଷ୍ଟ ସାହିତି୍ୟକ, ଗବେଷକ ଓ ଭାଷାବିତ୍‌ ପଦ୍ମଶ୍ରୀ ପଣ୍ଡିତ ଅନ୍ତର୍ଯ୍ୟାମୀ ମିଶ୍ର ଶନିବାର ଭୋଟଦାନରୁ ବଞ୍ଚିତ ହୋଇଛନ୍ତି। ସେ ଓ ତାଙ୍କ ସ୍ତ୍ରୀ ଛାୟାରାଣୀ ମିଶ୍ର ଏବଂ ପୁତ୍ର ଅସିତ କୁମାର ମିଶ୍ର ଭୋଟ ପରିଚୟପତ୍ର ନେଇ…

ସାତକୋଶିଆରେ ଜନ୍ମନେଲେ ୩୫ ଘଡ଼ିଆଳ ଶାବକ

ବୌଦ୍ଧ,୨୬ା୫(ଅଜିତ କୁମାର ବାରିକ): ସାତକୋଶିଆ ଗଣ୍ଡରେ ୩୫ ଘଡ଼ିଆଳ କୁମ୍ଭୀର ଶାବକ ଜନ୍ମ ନେଇଥିବା ଜଣାପଡ଼ିଛି। ଗତ ଗୁରୁବାର ସାତକୋଶିଆର ବଳଦମଡ଼ା ନିକଟରେ ଏକ ଘଡ଼ିଆଳ କୁମ୍ଭୀର ୩୫ ଶାବକକୁ ଜନ୍ମ ଦେଇଛି। ୪୦ବର୍ଷର ବ୍ୟବଧାନ ପରେ ଏଥରକୁ ମିଶାଇ ଲଗାତର…

ଇଭିଏମ୍‌ ଭାଙ୍ଗି ବିଧାୟକ ପ୍ରାର୍ଥୀ ପ୍ରଶାନ୍ତ ଜଗଦ୍ଦେବ ଗିରଫ

ଖୋର୍ଦ୍ଧା/ ବୋଲଗଡ଼, ୨୬ା୫ (ପ୍ରଭାତ ପାଣିଗ୍ରାହୀ/ ଦେବବ୍ରତ ହୋତା): ବେଗୁନିଆ ନିର୍ବାଚନମଣ୍ଡଳୀର ବୋଲଗଡ଼ ବ୍ଲକ ଅନ୍ତର୍ଗତ ରାଜସୁନାଖଳା ନିକଟ କାଉଁରିପାଟଣାର ୧୧୪ ନମ୍ବର ବୁଥରେ ଶନିବାର ଭାଜପା ଖୋର୍ଦ୍ଧା ବିଧାୟକ ପ୍ରାର୍ଥୀ ପ୍ରଶାନ୍ତ ଜଗଦ୍ଦେବଙ୍କ ଦବଙ୍ଗଗିରି ଦେଖିବାକୁ ମିଳିଛି। ବୁଥ୍‌ରେ ପଶି…

ଭାରତୀୟ ମହକାଶଚାରୀଙ୍କୁ ତାଲିମ ଦେବ ନାସା

ଓ୍ବାଶିଂଟନ,୨୫ା୫: ଅନ୍ତର୍ଜାତୀୟ ମହାକାଶ କେନ୍ଦ୍ର ଆଇଏସ୍‌ଏସ୍‌)କୁ ମିଳିତ ମିଶନ ପଠାଇବା ନିମନ୍ତେ ଆମେରିକା ମହକାଶ ପ୍ରତିଷ୍ଠାନ ନାସା ଭାରତୀୟ ମହାକାଶଚାରୀମାନଙ୍କୁ ଅଗ୍ରୀମ ପ୍ରଶିକ୍ଷଣ ପ୍ରଦାନ କରିବ। ଚ ଳିତ ବର୍ଷ କିମ୍ବା ଏହାର ଠିକ୍‌ ପରେ ନାସା ଆଇଏସ୍‌ଏସ୍‌କୁ ମିଶନ ପଠାଇବ…

ରାଜସ୍ଥାନର ଫଲୋଡ଼ିରେ ତାପମାତ୍ରା ୫୦ ଟପିଲା

ଜୟପୁର,୨୫ା୫: ରାଜସ୍ଥାନର ଯୋଧପୁର ଅନ୍ତର୍ଗତ ଫଲୋଡ଼ିରେ ଶନିବାର ତାପମାତ୍ରା ୫୦ ଡିଗ୍ରୀ ଅତିକ୍ରମ କରି ରାଜ୍ୟର ସବୁଠୁ ଉତ୍ତପ୍ତ ସ୍ଥାନର ରେକର୍ଡ ହାସଲ କରିଛି। ଶୁକ୍ରବାର ସେଠାରେ ତାପମାତ୍ରା ୪୯ ଡିଗ୍ରୀ ସେଲ୍‌ସିୟସ ରହିଥିଲା। ରାଜ୍ୟର ବଲୋତ୍ରା, ପଲି ଏବଂ ଜୟପୁରରେ…

ଇଭିଏମ୍‌ ସିଲ୍‌ ପୂର୍ବରୁ ଚେତା ହରାଇଲେ ପୋଲିଂ ଅଫିସର

ପାଟଣା,୨୫ା୫(ବୀର କିଶୋର ଦାଶ) କେନ୍ଦୁଝର ଜିଲା ପାଟଣା ଥାନା ମଙ୍ଗଳପୁର ପ୍ରାଥମିକ ବିଦ୍ୟାଳୟରେ ନିର୍ବାଚନ କାର୍ଯ୍ୟ କରୁଥିବା ଜଣେ ଫାଷ୍ଟ ପୋଲିଂ ଅଫିସର ଶନିବାର ରାତିରେ ଅଚେତ ହୋଇ ପଡ଼ିଛନ୍ତି। ଅଚେତ ହୋଇଥିବା ଶିକ୍ଷକ ଜଣକ ହେଉଛନ୍ତି ତେଲକୋଇ ବ୍ଲକ ବଞ୍ଚ…

ଯୁବକଙ୍କୁ ମରଣାନ୍ତକ ଆକ୍ରମଣ: ମୃତ ଭାବି ଥାନାରେ ଆତ୍ମସମର୍ପଣ କଲେ ଦୁଇ ଆକ୍ରମଣକାରୀ

ଛତ୍ରପୁର,୨୫ା୫(ଦିଲ୍ଲୀପ ସାମଲ) : ଗଞ୍ଜାମ ଜିଲା ଛତ୍ରପୁର ଥାନା ଅନ୍ତର୍ଗତ ପୋଟଲାମପୁର ଗ୍ରାମରେ ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି l କୌଣସି କାରଣ ନେଇ ଜଣେ ଯୁବକଙ୍କୁ ମରଣାତ୍ମକ ଭାବେ ଆକ୍ରମଣ କରିଛନ୍ତି ୨ ଜଣ ଆକ୍ରମଣକାରୀ l ପରେ…

ଆସୁଛି ବାତ୍ୟା ’ରେମାଲ’: ଆସନ୍ତାକାଲି ମଧ୍ୟାହ୍ନରୁ କୋଲକାତା ବିମାନବନ୍ଦର ୨୧ ଘଣ୍ଟା ପାଇଁ ବନ୍ଦ

କୋଲକାତା,୨୫ା୫: ବାତ୍ୟା ’ରେମାଲ ପ୍ରଭାବ ପାଇଁ ପଶ୍ଚିମବଙ୍ଗ ରବିବାର ଦିନ ୧୨ ଟା ଠାରୁ ସୋମବାର ସକାଳ ୯ ଟା ପର୍ଯ୍ୟନ୍ତ ୨୧ ଘଣ୍ଟା ପାଇଁ କୋଲକାତା ବିମାନବନ୍ଦରେ ବିମାନ ଚଳାଚଳ ସ୍ଥଗିତ ରହିବ। ପକ୍ଷମାନଙ୍କ ସହ ଆଲୋଚନା ପରେ କୋଲକାତା…

ମହିଳା ପୋଲିଂ ଅଫିସରଙ୍କ ମୃତ୍ୟୁ, ୧୫ ଲକ୍ଷ ଟଙ୍କା ଅତିରିକ୍ତ ସହାୟତା ଘୋଷଣା

କଟକ,୨୫ା୫(କାର୍ତ୍ତିକ ସାହୁ): କଟକ ଜିଲା ବାରବାଟୀ-କଟକ ବିଧାନସଭା ନିର୍ବାଚନମଣ୍ଡଳୀରେ କାର୍ଯ୍ୟରତ ପୋଲିଂ ଅଫିସର ସୁଜାତା ମିତ୍ରଙ୍କର ଶନିବାର ମୃତ୍ୟୁ ଘଟିଛି। ସେ ହାଡ଼ିବନ୍ଧୁ ନୋଡାଲ ହାଇସ୍କୁଲର ୧୧୪ ନମ୍ବର ବୁଥ୍‌ରେ ପୋଲିଂ ଅଫିସର ଭାବେ କାର୍ଯ୍ୟରତ ଥିବାବେଳେ ସନ୍ଧ୍ୟାରେ ହଠାତ୍‌ ଅସୁସ୍ଥ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?