Home Left

TMC Vs Congress: ‘ଇଣ୍ଡିଆ’ ମହାମେଣ୍ଟର ହାତ ଛାଡ଼ି ଏକା ନିର୍ବାଚନ ଲଢ଼ିବା ପଛର କାରଣ କହିଲେ ମମତା, କଂଗ୍ରେସ ରଖିଲା ପ୍ରତିକ୍ରିୟା

କୋଲକାତା, ୨୪।୧: ବିରୋଧୀ ମହାମେଣ୍ଟ ‘ଇଣ୍ଡିଆ’କୁ ବଡ଼ ଝଟ୍‌କା ଦେଇ ତୃଣମୂଳ କଂଗ୍ରେସ(ଟିଏମ୍‌ସି) ଆଗାମୀ ନିର୍ବାଚନରେ ଏକାକି ଲଢ଼ିବ ବୋଲି ଘୋଷଣା କରିଛନ୍ତି ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ। ଅପରପକ୍ଷେ କଂଗ୍ରେସ ମମତାଙ୍କ ବିନା ମହାମେଣ୍ଟର କଳ୍ପନା ଅସମ୍ଭବ ଏବଂ ସେ…

କୋହଲା ପାଗକୁ ଝିପିଝିପି ବର୍ଷା, ଜନଜୀବନ ଅସ୍ତବ୍ୟସ୍ତ

କେନ୍ଦୁଝର,୨୪ା୧(ନରେଶ ଚନ୍ଦ୍ର ପଟ୍ଟନାୟକ): ପ୍ରାୟ ଚାରି ଦିନ ହେଲା କୋହଲା ପାଗ କେନ୍ଦୁଝର ଜିଲାରେ ଲାଗି ରହିଥିବା ବେଳେ ଝିପିଝିପି ବର୍ଷା ଜନଜୀବନକୁ ଅସ୍ତବ୍ୟସ୍ତ କରି ପକାଇଛି। ବର୍ଷା ଯୋଗୁ ଶୀତର ପ୍ରକୋପ ବଢ଼ି ଯାଇଛି। ରାସ୍ତାଘାଟରେ ଜନ ସମାଗମ କମ୍‌…

PM Kisan: ଆଧାର ଦେଇ ଜାଣିପାରିବେ ଆକାଉଣ୍ଟକୁ ଆସିଛି କି ନାହିଁ ପିଏମ୍‌ କିଷାନ ଟଙ୍କା; ଜାଣନ୍ତୁ ପୂରା ପ୍ରକିୟା…

ନୂଆଦିଲ୍ଲୀ,୨୪।୧: ପ୍ରଧାନମନ୍ତ୍ରୀ କିଷାନ ସମ୍ମାନ ନିଧିର ୧୬ତମ  କିସ୍ତି କେନ୍ଦ୍ର ସରକାର ଆସନ୍ତା ମାସ ଅର୍ଥାତ ଫେବୃଆରୀରେ ଚାଷୀଙ୍କ ଆକାଉଣ୍ଟକୁ ଆସିପାରେ। ଏହି ସ୍କିମ୍‌ରେ ପଞ୍ଜିକୃତ କୃଷକମାନଙ୍କ ଆକାଉଣ୍ଟକୁ ୨୦୦୦ ଟଙ୍କା ଆସିଥାଏ। ଏଯାବତ ସାରା ଦେଶରେ ୧୧ କୋଟି କୃଷକଙ୍କୁ…

ସ୍ତ୍ରୀଙ୍କ ଗଳାକାଟି ହତ୍ୟା କରିବା ପରେ ନିଜ ଗଳା କାଟି ଆତ୍ମହତ୍ୟା କଲେ ସ୍ବାମୀ

ମାଲକାନଗିରି/ପଡ଼ିଆ,୨୪ା୧: (ଦୁର୍ଯ୍ୟୋଧନ ପାତ୍ର / ଭାସ୍କର ରାଓ): ମାଲକାନଗିରି ଜିଲା ପଡ଼ିଆ ଥାନା ଅଞ୍ଚଳରେ ଏକ ଦୁଃଖଦ ଘଟଣା ଦେଖିବାକୁ ମିଳିଛି।  ସ୍ତ୍ରୀଙ୍କ ବେକ କାଟି ହତ୍ୟା କଲା ପରେ ସ୍ବାମୀ ନିଜେ ଗଳା କାଟି ଆତ୍ମହତ୍ୟା କରିଛନ୍ତି। ସୂଚନାନୁଯାୟୀ, ଛତିଶଗଡ଼…

ତ୍ରିକୋଣୀୟ ପ୍ରେମରେ ଫସିଲେ ଆଲିଆ! ଲଢ଼ିବେ ରଣବୀର-ଭିକି

ମୁମ୍ବାଇ,୨୪।୧: ବଲିଉଡର ପ୍ରଖ୍ୟାତ ନିର୍ଦ୍ଦେଶକ ସଞ୍ଜୟ ଲୀଳା ଭଁଶାଳୀଙ୍କ ଆଗାମୀ ଫିଲ୍ମ ‘ଲଭ୍ ଆଣ୍ଡ ୱାର’ ରେ ଏକାଠି ନଜର ଆସିବେ ରଣବୀର କପୁର, ଆଲିଆ ଭଟ୍ଟ ଏବଂ ଭିକି କୌଶାଲ। ଆଗରୁ ଏନେଇ ଆଲୋଚନା ହେଉଥିଲା ବେଳେ ଏବେ ଏହି…

ଚାଇନାରେ ଭୟଙ୍କର ଅଗ୍ନିକାଣ୍ଡ: ୨୫ ମୃତ, ଅନେକ ଆହତ

ବେଜିଂ,୨୪ା୧: ଚାଇନାର ଜିଆଙ୍ଗସି ପ୍ରଦେଶର କିଛି ଦୋନାନରେ ଅଗ୍ନିକାଣ୍ଡ ଘଟି ବୁଧବାର ୨୫ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ଅନେକ ଆହତ ହୋଇଛନ୍ତି। ଏବେ ବି ଉଦ୍ଧାର କାର୍ଯ୍ୟ ଜାରି ରହିଛି। ଆହତମାନଙ୍କୁ ତୁରନ୍ତ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ଏହାପୂର୍ବରୁ ଶନିବାର…

Shocking Video: ନେଉଳ ପଲଙ୍କ ମଝିରେ ଫସିଗଲା ବିଶାଳକାୟ ଅଜଗର, ପରେ ଯାହା ଘଟିଲା ଦେଖିଲେ ଟାଙ୍କୁରି ଉଠିବ ଲୋମ

ସାପଙ୍କ ମଧ୍ୟରେ ସବୁଠାରୁ ଭୟଙ୍କର ଶିକାରୀ ହେଉଛି ‘ଅଜଗର’। ବଡ଼ ବଡ଼ ପ୍ରାଣୀ ଏହାଠାରୁ ଦୂରେଇ ରହିଥାନ୍ତି। କାରଣ ଏହା କେବଳ ଦଶଂନ କରେ ନାହିଁ, ଗିଳିଦିଏ ମଧ୍ୟ। ହେଲେ ଏହି ବିଶାଳକାୟ ଜୀବ ଉପରେ ଛୋଟ ଶିକାରୀ ଆକ୍ରମଣ କରେ…

ଟ୍ରାକ୍‌ରେ ଟ୍ରେନ୍‌ ଅଟକାଇ ମାଛ କିଣିବାକୁ ଗଲେ ଡ୍ରାଇଭର, ପରେ ଯାହା ହେଲା ଭିଡିଓ ଦେଖିଲେ…

ସୋସିଆଲ ମିଡିଆ ଏମିତି ଏକ ପ୍ଲାଟ୍‌ଫର୍ମ ଯେଉଁଠି ପ୍ରତିଦିନ କିଛି ନା କିଛି ଆଶ୍ଚର୍ଯ୍ୟଜନକ ଭିଡିଓ ଦେଖିବାକୁ ମିଳିଥାଏ। ଏବେ ସେମିତି ଏକ ଭିଡିଓ ଭାଇରାଲ ହେଉଛି, ଯେଉଁଥିରେ ଜଣେ ବ୍ୟକ୍ତି ଟ୍ରେନ୍‌କୁ ଟ୍ରାକ୍‌ରେ ରଖି ମାଛ କିଣିବାକୁ ଏକ ପାଖ…

Viral Video: ଛେଳି ଚୋରି କରିବାକୁ କାର୍‌ରେ ଆସିଲେ ଚୋର, ପରେ ଏଭଳି ଉପାୟ ଆପଣାଇଲେ ଯେ ଦେଖିଲେ…

ସୋସିଆଲ ମିଡିଆ ଏଭଳି ଏକ ପ୍ଲାଟଫର୍ମ, ଯେଉଁଠି ପ୍ରତ୍ୟହ କିଛି ନା କିଛି ଭାଇରାଲ ହୋଇଥାଏ। ସେଥିରୁ କିଛି ଭାବୁକ କରୁଥିବା ବେଳେ କିଛି ମଜାଦାର ଥାଏ। ଏହି କ୍ରମରେ ଏଭଳି ଏକ ମଜାଦାର ଭିଡିଓ ସାମ୍ନାକୁ ଆସିଛି,ଯାହାକୁ ଦେଖିଲେ ଆପଣ…

୧୨ ଜିଲାକୁ ଘନ କୁହୁଡ଼ି ପାଇଁ ୟେଲୋ ୱାର୍ଣ୍ଣିଂ, ୨ ଦିନ ପରେ ବଢିବ ଶୀତ

ଭୁବନେଶ୍ୱର,୨୪।୧: ଓଡ଼ିଶା ଉପରେ ଗୁରୁଚାପ ବଳୟ ସକ୍ରିୟ ରହିଥିବାରୁ ରାଜ୍ୟକୁ କ୍ରମାଗତ ଭାବେ ଜଳୀୟବାଷ୍ପପୂର୍ଣ୍ଣ ବାୟୁ ପ୍ରବେଶ କରୁଛି । ଏହାର ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ସହିତ କୋହଲା ପାଗ ଅନୁଭୂତ ହେଉଛି ।…

କନିଷ୍ଠ ଶିକ୍ଷକ ନିଯୁକ୍ତି ମାମଲା, ପୁଣି ନିଯୁକ୍ତି ପ୍ରକ୍ରିୟାକୁ ସ୍ଥଗିତ ରଖିଲେ ହାଇକୋର୍ଟ

କଟକ,୨୪ା୧ (କାର୍ତ୍ତିକ ସାହୁ) ରାଜ୍ୟର ପ୍ରାଥମିକ ଓ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ କନିଷ୍ଠ ଶିକ୍ଷକ ନିଯୁକ୍ତି ପ୍ରକ୍ରିୟାରେ ଅନିୟମିତତା ହୋଇଥିବା ନେଇ ଆଗତ ମାମଲାରେ ହାଇକୋର୍ଟ ପୁଣି ସତ୍ୟପାଠ ଦେବାକୁ ରାଜ୍ୟ ସରକାରଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ସେ ପର୍ଯ୍ୟନ୍ତ ଚୟନ ଓ…

କାହାକୁ ମିଳିଥାଏ ‘ଭାରତ ରତ୍ନ’? ପୁରସ୍କାରପ୍ରାପ୍ତ ବ୍ୟକ୍ତିଙ୍କୁ ମିଳେ କି କି ସୁବିଧା ଜାଣନ୍ତୁ…

ନୂଆଦିଲ୍ଲୀ,୨୪।୧: ଭାରତର ସର୍ବୋଚ୍ଚ ନାଗରିକ ସମ୍ମାନ ହେଉଛି ‘ଭାରତ ରତ୍ନ’। ରାଜନୀତି, କଳା, ଖେଳ, ସାହିତ୍ୟ, ବିଜ୍ଞାନ, ବ୍ୟବସାୟ, ଲେଖକ ଏବଂ ସମାଜସେବା ଆଦି କ୍ଷେତ୍ରରେ ଅସାଧାରଣ ସେବା ଲାଗି ଏହି ପୁରସ୍କାର ପ୍ରଦାନ କରାଯାଇଥାଏ। ୧୯୫୪ ଜାନୁଆରୀ ୨ରେ ତତ୍କାଳୀନ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri