Home Left

ବିଚ୍ଛିନ୍ନତାବାଦୀଙ୍କ ଶିବିର ଉପରେ ଏୟାରଷ୍ଟ୍ରାଇକ୍‌: ୭ ମୃତ ୨୦ରୁ ଊର୍ଦ୍ଧ୍ୱ ଆହତ

ଦୁବାଇ,୨ା୧: ପୂର୍ବ ୟେମେନ୍‌ରେ ଥିବା ବିଚ୍ଛିନ୍ନତାବାଦୀଙ୍କ କ୍ୟାମ୍ପ ଉପରେ ସାଉଦି ଆରବ ନେତୃତ୍ୱରେ ଶୁକ୍ରବାର ମିଳିତ ଏୟାରଷ୍ଟ୍ରାଇକ୍‌ କରାଯାଇଛି। ଏଥିରେ ୭ ଜଣଙ୍କ ମୃତ୍ୟୁ ଘଟିବା ସହ ୨୦ରୁ ଊର୍ଦ୍ଧ୍ୱ ଆହତ ହୋଇଛନ୍ତି। ୟୁନାଇଟେଡ୍‌ ଆରବ ଏମିରେଟ୍ସ (ୟୁଏଇ) ସମର୍ଥତ୍ତ ବିଚ୍ଛିନ୍ନତାବାଦୀମାନଙ୍କୁ…

ନାବାଳିକା ନାତୁଣୀଙ୍କୁ ବଳାତ୍କାର କରି ମାରିଥିଲେ ଅଜାଙ୍କୁ: ଏବେ ଦୁଇଜଣ ଗଲେ ଜେଲ୍

ଦିଗପହଣ୍ଡି,୨|୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଚଷାନିମଖଣ୍ଡି ପଞ୍ଚାୟତ  ସିନ୍ଧବା ଗ୍ରାମର ବୃଦ୍ଧ ସନିଆ ଗୌଡ଼(୮୫)ଙ୍କୁ  ଗୁରୁବାର ସକାଳେ ଗାଁ ଦାଣ୍ଡରେ ବିଭତ୍ସ ଭାବେ ହତ୍ୟା କରାଯାଇଥିଲା। ଏହି ହତ୍ୟାକାଣ୍ଡରେ ସମ୍ପୃକ୍ତ ସିନ୍ଧବା ଗ୍ରାମର ଶିବା ଓରଫ ଶିବ…

ବଡ଼ପଣ ଦେଖାଇଲେ ତହସିଲଦାର: ଚତୁର୍ଥ ଶ୍ରେଣୀ କର୍ମଚାରୀଙ୍କ ଦୁର୍ଘଟଣା ଜାଣି..

ଚନ୍ଦାହାଣ୍ଡି,୨।୧( ହିମାଂଶୁ ଦାସ): ନବରଙ୍ଗପୁର ଜିଲା ଚନ୍ଦାହାଣ୍ଡି ତହସିଲ କାର୍ଯ୍ୟାଳୟରେ କାର୍ଯ୍ୟରତ ଚତୁର୍ଥ ଶ୍ରେଣୀ କର୍ମଚାରୀ ଶତ୍ରୁଘ୍ନ ଦାସ ନିଜ ଗାଁ ମୋତିଗାଁରୁ ଚନ୍ଦାହାଣ୍ଡି ତହସିଲକୁ ଆସୁଥିବା ବେଳେ ବ୍ୟାଙ୍କ ଅଫ ବରୋଦା ଛକଠାରେ ବିପରୀତ ଦିଗରୁ ଆସୁଥିବା ଏକ ବାଇକ…

ପ୍ଲାଷ୍ଟିକ ପଲିଥିନ ମୁକ୍ତ ହେବ ହୁମା ବଜାର: ଆହ୍ବାନ ଦେଲେ ବିଧାୟକ

ଗଞ୍ଜାମ,୨।୧(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ହୁମା ପଞ୍ଚାୟତ କାର୍ଯ୍ୟାଳୟଠାରେ ଏକ ସଭା ଅନୁଷ୍ଠିତ ହୋଇଥିଲା । ଏଥିରେ ଛତ୍ରପୁର ବିଧାୟକ କୃଷ୍ଣଚନ୍ଦ୍ର ନାୟକ ମୁଖ୍ୟ ଅତିଥି ଭାବେ ଯୋଗଦେଇ ସ୍ଥାନୀୟ ଅଞ୍ଚଳର ମୁଖ୍ୟ ହୁମା ବଜାର ପଲିଥିନ ପ୍ଲାଷ୍ଟକ ମୁକ୍ତ…

IND vs BAN: ଚଳିତ ବର୍ଷ ବାଂଲାଦେଶ ଗସ୍ତ କରିପାରେ ଭାରତୀୟ ଟିମ, BCCIକୁ ନିମନ୍ତ୍ରଣ, ସେପ୍ଟେମ୍ବରରେ…

ନୂଆଦିଲ୍ଲୀ,୨।୧: ବାଂଲାଦେଶ କ୍ରିକେଟ ବୋର୍ଡ (BCB) ଶୁକ୍ରବାର ଘୋଷଣା କରିଛି ଯେ ଭାରତୀୟ ଦଳ ଚଳିତ ବର୍ଷ ସେପ୍ଟେମ୍ବରରେ ବାଂଲାଦେଶ ଗସ୍ତ କରିବ, ଯେଉଁଠାରେ ଦୁଇ ଦଳ ତିନୋଟି ଦିନିକିଆ ଏବଂ ସମାନ ସଂଖ୍ୟକ T20 ଅନ୍ତର୍ଜାତୀୟ ଖେଳିବେ। ତଥାପି, ବର୍ତ୍ତମାନର…

ସହକାରୀ ପିପି ଭାବେ ନିଯୁକ୍ତି ହେଲେ ହୀରାଧର

ଚନ୍ଦାହାଣ୍ଡି,୨।୧( ହିମାଂଶୁ ଦାସ): ନବରଙ୍ଗପୁର ଜିଲା ଚନ୍ଦାହାଣ୍ଡି ବ୍ଲକର ଆଇନଜୀବୀ ହୀରାଧର ମାଳିଙ୍କୁ ଓଡ଼ିଶା ରାଜ୍ୟ ସରକାରର ଆଇନ ବିଭାଗର ବିଜ୍ଞପ୍ତି ଅନୁସାରେ ଚନ୍ଦାହାଣ୍ଡି ଜେମଏଫସି କୋର୍ଟରେ ସହକାରୀ ଆସିଷ୍ଟାଣ୍ଟ ପିପି ଭାବେ ନିଯୁକ୍ତି ମିଳିଛି। ଏ ନେଇ ଆଇନଜୀବୀ ହୀରାଧର…

ଯିବାକୁ ପଡିବନି RTO: ଏଣିକି ଘରେ ବସି ରିନ୍ୟୁ ହେବ ଡ୍ରାଇଭିଂ ଲାଇସେନ୍ସ, ଜାଣନ୍ତୁ ପୂରା ପ୍ରକ୍ରିୟା

ନୂଆଦିଲ୍ଲୀ,୨।୧: ଯଦି ଆପଣଙ୍କର ଡ୍ରାଇଭିଂ ଲାଇସେନ୍ସ (DL) ୨୦୨୬ରେ ଶେଷ ହେବାକୁ ଯାଉଛି, ତେବେ ଚିନ୍ତା କରିବାର କୌଣସି ଆବଶ୍ୟକତା ନାହିଁ। ଭାରତରେ ଆପଣଙ୍କର ଡ୍ରାଇଭିଂ ଲାଇସେନ୍ସ ନବୀକରଣ ପ୍ରକ୍ରିୟା ବହୁତ ସହଜ ହୋଇଗଲାଣି, ଏବଂ ଅଧିକାଂଶ କାର୍ଯ୍ୟ ଆପଣଙ୍କ ଘରେ…

ନାଟ୍ୟ ନର୍ତ୍ତନ ଡ୍ୟାନ୍ସ ଫେଷ୍ଟିଭାଲ: ସଫଳତା ଆଣିଲେ….

ଖଡ଼ିଆଳ,୨ା୧ (ସୁଜିତ କୁମାର ପ୍ରଧାନ):  ନୂଆପଡ଼ା ଜିଲା ଖଡିଆଳ ସହରର ଲାଲ ସାହେବ ପଡ଼ାରେ ଥିବା ଧର୍ମେଶ ଡ୍ୟାନ୍ସ ଏକାଡେମୀ ପୁଣି ଏକ ସଫଳତା ହାସଲ କରିଛି। ଦୁର୍ଗ ରାୟପୁରରେ ଆୟୋଜିତ ନାଟ୍ୟ ନର୍ତ୍ତନ ଡ୍ୟାନ୍ସ ଫେଷ୍ଟିଭାଲରେ ଏକାଡେମୀର ଛାତ୍ର ଭୂମରାଜ…

ଇତିହାସ ରଚିଲା Dhurandhar: ଟିକସ ଛାଡ଼ ଘୋଷଣା କଲେ…

ମୁମ୍ବାଇ,୨।୧: ଫିଲ୍ମ “ଧୁରନ୍ଧର” ଡିସେମ୍ବର ୫, ୨୦୨୫ରେ ମୁକ୍ତିଲାଭ କରିଥିଲା। ଏହି ଫିଲ୍ମଟି ସାରା ବିଶ୍ୱରେ ହିଟ ହୋଇଥିଲା ଏବଂ ବକ୍ସ ଅଫିସରେ ଉଲ୍ଲେଖନୀୟ ପ୍ରଦର୍ଶନ କରିଥିଲା। ଏହା ସାରା ବିଶ୍ୱରେ ୧୧୧୭ କୋଟିରୁ ଅଧିକ ଆୟ କରି ୨୦୨୫ରେ ଭାରତରେ…

ଏନ୍‌ଏସ୍‌ଏସ୍‌ ଅର୍ଥ ୧୦ ତାରିଖ ସୁଦ୍ଧା ଖର୍ଚ୍ଚ କର ଯଦି ନ ହୁଏ ତେବେ…

ଭଞ୍ଜନଗର,୨ା୧(ବାବୁଲା ପ୍ରଧାନ): ଜାତୀୟ ସେବା ଯୋଜନା (ଏନ୍‌ଏସ୍‌ଏସ୍‌) ଅର୍ଥ ନିର୍ଦ୍ଧାରିତ ସମୟ ମଧ୍ୟରେ କିଭଳି ଖର୍ଚ୍ଚ ହେବ ସେନେଇ ଅନଲାଇନ ମାଧ୍ୟମରେ ଏକ ସମୀକ୍ଷା ବୈଠକ ହୋଇଥିଲା। ରାଜ୍ୟ ସରକାରଙ୍କ ଅଧୀନରେ ଥିବା ସମସ୍ତ ବିଶବିଦ୍ୟାଳୟ, ଜାତୀୟ ସେବା ଯୋଜନା ଅଧିକାରୀ…

ବିସିସିଆଇରୁ ଏତେ ଟଙ୍କା ପେନସନ ପାଆନ୍ତି ଏମଏସ ଧୋନୀ, ପ୍ରତି ମାସରେ ଆସୁଛି…

ନୂଆଦିଲ୍ଲୀ,୨।୧: ଭାରତକୁ ଦୁଇଟି ବିଶ୍ୱକପ ବିଜୟୀ କରାଇଥିବା ମହେନ୍ଦ୍ର ସିଂ ଧୋନୀ ହୁଏତ ଅନ୍ତର୍ଜାତୀୟ କ୍ରିକେଟରୁ ଅବସର ନେଇସାରିଛନ୍ତି, କିନ୍ତୁ ଭାରତୀୟ କ୍ରିକେଟ ସହିତ ତାଙ୍କର ସମ୍ପର୍କ ଅକ୍ଷୁର୍ଣ୍ଣ ରହିଛି। ଭାରତୀୟ କ୍ରିକେଟ ବୋର୍ଡ କେବଳ ଏହାର ସକ୍ରିୟ ଖେଳାଳିଙ୍କ ଯତ୍ନ…

ଜାନୁଆରୀ ୩ରୁ ସୃଷ୍ଟି ହେବ ପ୍ରଥମ ଦ୍ୱିଦ୍ୱାଦଶ ଯୋଗ: ଏହି ୩ ରାଶି ପାଇଁ…

ଜ୍ୟୋତିଷ ଶାସ୍ତ୍ରରେ, ବୁଧ ଗ୍ରହକୁ ବୁଦ୍ଧି, ଜ୍ଞାନ, ଯୋଗାଯୋଗ, ବ୍ୟବସାୟ ଏବଂ ଯୁକ୍ତି ପାଇଁ ଦାୟୀ ଗ୍ରହ ଭାବରେ ବିବେଚନା କରାଯାଏ, ସେହିପରି ଯମ ଗ୍ରହକୁ କାର୍ଯ୍ୟ, ଶୃଙ୍ଖଳା, ନିୟମ, ସମୟ ଏବଂ ଧୌଯ୍ୟ ପାଇଁ ଦାୟୀ ଗ୍ରହ ଭାବରେ ବିବେଚନା…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri