Home Left

ଦିବ୍ୟାଙ୍ଗଙ୍କ ପାଇଁ ଓ୍ବାର୍କ ସିମୁଲେଟର ପ୍ରଦାନ କରିବ ହୁଡ୍‌କୋ

ଭୁବନେଶ୍ୱର,୨୪।୧(ଅନୁରାଧା ମହାରଣା): ହୁଡ୍‌କୋ ଏହାର ସାମାଜିକ ଉତ୍ତର ଦାୟିତ୍ୱ ଯୋଜନା ଅଧୀନରେ ଦିବ୍ୟାଙ୍ଗମାନଙ୍କ ପାଇଁ ଏକ ବିଶେଷ ଉପକରଣ ଓ୍ବାର୍କ ସିମୁଲେଟର କ୍ରୟ ପାଇଁ ସ୍ବାମୀ ବିବେକାନନ୍ଦ ନ୍ୟାଶନାଲ ଇନ୍‌ଷ୍ଟିଚ୍ୟୁଟ୍‌ ଅଫ୍‌ ରିହାବିଲିଟେଶନ ଟ୍ରେନିଂ ଆଣ୍ଡ ରିସର୍ଚ୍ଚ କର୍ତ୍ତୃପକ୍ଷଙ୍କୁ ୯୦ଲକ୍ଷ ଟଙ୍କା…

ଦିନକରେ ନିବେଶକ ହରାଇଲେ ୮.୫ଲକ୍ଷ କୋଟି

ନୂଆଦିଲ୍ଲୀ,୨୪।୧: ଗତ କିଛି ସପ୍ତାହ ହେବ ଘରୋଇ ପୁଞ୍ଜିବଜାରର କାରବାର ନିବେଶକଙ୍କୁ ନିରାଶ କରୁଛି। ଫଳରେ ନିବେଶକ ଲକ୍ଷାଧିକ ଟଙ୍କାର କ୍ଷତି ସହୁଛନ୍ତି। ଏପରିକି ଚଳିତ ସପ୍ତାହର ପ୍ରଥମ ଦିନର ବଜାର କାରବାରରେ ଏକ ବଡ ଧରଣର ହ୍ରାସ ଘଟିଛି। ଫଳରେ…

ଇଂଲଣ୍ଡର ନିଦ ହଜାଇବେ ଅଶ୍ୱିନ-ଜାଡେଜା

ହାଇଦ୍ରାବାଦ୍‌,୨୪।୧: ଜାନୁଆରୀ ୨୫ରୁ ଆରମ୍ଭ ହେବାକୁ ଥିବା ୫ ମ୍ୟାଚ୍‌ ଟେଷ୍ଟ ସିରିଜରେ ଭାରତର ତାରକା ସ୍ପିନର ରବିନ୍ଦ୍ର ଜାଡେଜା ଏବଂ ଆର ଅଶ୍ୱିନ ଇଂଲଣ୍ଡର ବ୍ୟାଟ୍ସମ୍ୟାନଙ୍କ ନିଦ ହଜାଇବାକୁ ଯାଉଛନ୍ତି। ଟେଷ୍ଟ କ୍ରିକେଟରେ ଜାଡେଜା-ଅଶ୍ୱିନ ଯୋଡି ସ୍ପିନରଙ୍କ ସବୁଠାରୁ ସଫଳ…

ପ୍ରଥମ ଦିନରେ ଅଯୋଧ୍ୟାରେ ୩ ଲକ୍ଷ ଭକ୍ତ

ଅଯୋଧ୍ୟା,୨୪।୧: ଅଯୋଧ୍ୟାର ଭବ୍ୟ ମନ୍ଦିରରେ ରାମଲାଲାଙ୍କ ପ୍ରାଣ ପ୍ରତିଷ୍ଠା ଉତ୍ସବ ସୋମବାର ସମ୍ପନ୍ନ ହେବା ପରେ ମଙ୍ଗଳବାର ସର୍ବସାଧାରଣଙ୍କ ଦର୍ଶନ ପାଇଁ ମନ୍ଦିର ଖୋଲାଯାଇଥିଲା। ପ୍ରଥମ ଦିନ ଅପରାହ୍ନ ସୁଦ୍ଧା ପାଖାପାଖି ୩ ଲକ୍ଷ ଭକ୍ତ ରାମଲାଲାଙ୍କୁ ଦର୍ଶନ କରିଥିବାବେଳେ ଆହୁରି…

ମାଳଦ୍ୱୀପ ଅଭିମୁଖେ ଚାଇନା ଗୁପ୍ତଚର ଜାହାଜ

ନୂଆଦିଲ୍ଲୀ,୨୪।୧: ‘ଗବେଷଣା’ ଜାହାଜର ବାହାନା କରୁଥିବା ଚାଇନାର ଗୁପ୍ତଚର ଜାହାଜ ମାଳଦ୍ୱୀପ ଅଭିମୁଖେ ଯାଉଥିବାରୁ ଏହା ଭାରତର ଚିନ୍ତା ବଢ଼ାଇଦେଇଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଉପରେ ମାଳଦ୍ୱୀପର ୩ ମନ୍ତ୍ରୀ ଅପମାନଜନକ ମନ୍ତବ୍ୟ ଦେବା ପରେ ଦୁଇ ଦେଶ ମଧ୍ୟରେ କୂଟନୈତିକ…

ଋଣ ଟଙ୍କା ଆଦାୟ କରିବାକୁ ଯାଇ ଫାଇନାନ୍ସ କର୍ମଚାରୀ ଆକ୍ରମଣର ଶିକାର, ଜଣେ ଗିରଫ

ହିଞ୍ଜିଳିକାଟୁ, ୨୩ା୧(ଦ୍ବିତୀକୃଷ୍ଣ ପଣ୍ଡା): ଋଣ ଟଙ୍କା ଆଦାୟ କରିବାକୁ ଯାଇ ଏକ ଘରୋଇ ଫାଇନାନ୍ସ କମ୍ପାନୀର ୨ଜଣ କର୍ମଚାରୀ ଆକ୍ରମଣର ଶିକାର ହୋଇଛନ୍ତି । ଋଣ ନେଇଥିବା ମହିଳାଙ୍କ ସ୍ବାମୀ ଫାଇନାନ୍ସ କମ୍ପାନୀର ୨ କର୍ମଚାରୀଙ୍କୁ କୋଡିରେ ଆକ୍ରମଣ କରିଥିବା ଅଭିଯୋଗ…

ଜନ୍ମସ୍ଥାନରେ ନେତାଜୀ ଜୟନ୍ତୀ

କଟକ,୨୩ା୧ (କାର୍ତ୍ତିକ ସାହୁ) ମହାନ୍‌ ସ୍ବାଧୀନତା ସଂଗ୍ରାମୀ ନେତାଜୀ ସୁଭାଷ ଚନ୍ଦ୍ର ବୋଷଙ୍କ ୧୨୭ତମ ଜୟନ୍ତୀ ସମାରୋହ ଓଡ଼ିଆବଜାରସ୍ଥିତ ତାଙ୍କ ଜନ୍ମସ୍ଥାନରେ ମଙ୍ଗଳବାର ପାଳିତ ହୋଇଯାଇଛି। ରାଜ୍ୟ ସରକାରଙ୍କ ଓଡ଼ିଆ ଭାଷା, ସାହିତ୍ୟ, ସଂସ୍କୃତି ଓ ଅବକାରୀ ମନ୍ତ୍ରୀ ଅଶ୍ୱିନୀ କୁମାର…

୧ ନମ୍ବରକୁ ଫେରିଲେ ସାତ୍ତ୍ୱିକ-ଚିରାଗ

ନୂଆଦିଲ୍ଲୀ,୨୩ା୧: ଭାରତର ସାତ୍ତ୍ୱିକସାଇରାଜ ରାଙ୍କିରେଡ୍ଡୀ ଓ ଚିରାଗ ଶେଟ୍ଟି ବ୍ୟାଡ୍‌ମିଣ୍ଟନ ଓ୍ବାଲର୍‌ଡ ଫେଡେରେଶନ (ବିଡବ୍ଲ୍ୟୁଏଫ୍‌) ପୁରୁଷ ଡବଲ୍ସ ର଼୍ୟାଙ୍କିଙ୍ଗ ତାଲିକାର ନମ୍ବର ଓ୍ବାନ ସ୍ଥାନକୁ ପ୍ରତ୍ୟାବର୍ତ୍ତନ କରିଛନ୍ତି। ଏସିଆନ ଗେମ୍ସ ଚାମ୍ପିୟନ ମାଲେସିଆ ଓପନ ସୁପର ୧୦୦୦ ଏବଂ ଇଣ୍ଡିଆ ଓପନ…

ଘରେ ଘରେ ଲାଗିଲା ଶଙ୍ଖ ଷ୍ଟିକର

ଛତ୍ରପୁର,୨୩ା୧(ଦିଲୀପ ସାମଲ): ଛତ୍ରପୁର ଏନ୍‌ଏସିରେ ମଙ୍ଗଳବାରଠାରୁ ଆରମ୍ଭ ହୋଇଛି ବିଜେଡିର ପରିବାର ସମ୍ପର୍କ ଅଭିଯାନ। ଛତ୍ରପୁର ଏନଏସିରେ ବିଧାୟକ ସୁବାଷ ଚନ୍ଦ୍ର ବେହେରାଙ୍କ ନେତୃତ୍ୱରେ ୧୧ ନଂ ୱାର୍ଡ କାଉନସିଲର ସନ୍ତୋଷୀ ସେଠୀଙ୍କ ସଂଯୋଜନାରେ ଏହି କାର୍ଯ୍ୟକ୍ରମ ଆରମ୍ଭ ହୋଇଛି। ଏନ୍‌ଏସି…

ମାନସ ହେଲେ ୯ ପଞ୍ଚାୟତର ବିଜେଡି ସଭାପତି

ତିହିଡ଼ି,୨୩।୧(ସଞ୍ଜିତ ବଳ): ଭଦ୍ରକ ଜିଲା ଚାନ୍ଦବାଲି ନିର୍ବାଚନମଣ୍ଡଳୀ ଅଧୀନ ତିହିଡ଼ି ବ୍ଲକ ୯ ପଞ୍ଚାୟତର ବିଜେଡି ସଭାପତି ଭାବେ ମାନସ ରଞ୍ଜନ ନାୟକ ମନୋନୀତ ହୋଇଛନ୍ତି। ଜିଲା ସଭାପତି ଜଗନ୍ନାଥ ସ୍ବାଇଁ ମାନସଙ୍କୁ ଏନେଇ ନିଯୁକ୍ତିପତ୍ର ପ୍ରଦାନ କରିଛନ୍ତି। ଗୋବିନ୍ଦପୁର ପଞ୍ଚାୟତ…

ମାଟି ଅତଡ଼ା ଧସି ଚାଲିଗଲା ୨ ଶ୍ରମିକଙ୍କ ଜୀବନ

ଯୋଡ଼ା,୨୩।୧(ମାନସ ମହାନ୍ତି): କେନ୍ଦୁଝର ଜିଲା ଯୋଡ଼ା ଥାନା କମାରଯୋଡ଼ାରେ ପାଇପ୍‌ ଲାଇନ୍‌ କାମ ବେଳେ ମଙ୍ଗଳବାର ଏକ ଅଘଟଣ ଘଟିଛି। ମାଟି ଅତଡ଼ା ଧସି ୨ଜଣ ଶ୍ରମିକଙ୍କ ମୃତ୍ୟୁ ଘଟିିଛି। ଜଣେ ଶ୍ରମିକ ଅଳ୍ପକେ ବଞ୍ଚି ଯାଇଛନ୍ତି। ମୃତ ଶ୍ରମିକମାନେ ହେଲେ…

କେବେ ବି କରନ୍ତୁ ନାହିଁ ଏହି ୪ ଭୁଲ୍‌, ପାଖରୁ ଦୂରେଇ ଯିବେ ଲକ୍ଷ୍ମୀ

ଆଚାର୍ଯ୍ୟ ଚାଣକ୍ୟଙ୍କୁ ଭାରତର ସବୁଠାରୁ ମହାନ ବିଦ୍ୱାନ, ଅର୍ଥଶାସ୍ତ୍ରୀ ଏବଂ ମାର୍ଗଦର୍ଶକ କୁହାଯାଏ। ଚାଣକ୍ୟ ନିଜର ନୀତିଶାସ୍ତ୍ରରେ ଧନସମ୍ପତ୍ତିକୁ ନେଇ ଅନେକ କିଛି ଉଲ୍ଲେଖ କରିଛନ୍ତି। ସେଥିରୁ ଗୋଟିଏ ମନୁଷ୍ୟ ଦ୍ୱାରା ଜାଣତରେ ହେଉ କିମ୍ବା ଅଜଣାତରେ କରାଯାଉଥିବା ଭୁଲ ବିଷୟରେ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri