Home Left

ଅଭିଷେକ ହାତରୁ କାଢ଼ିଲେ ବିବାହ ମୁଦି! 

ବମ୍ବେ: ବଲିଉଡର ଚର୍ଚ୍ଚିତ ଦମ୍ପତି ଅଭିଷେକ ବଚ୍ଚନ ଏବଂ ଐଶ୍ୱର୍ଯ୍ୟାଙ୍କ ସମ୍ପର୍କରେ ଫାଟ। ଏନେଇ କିଛି ଦିନ ଧରି କିଛି ନା କିଛି ଶୁଣିବାକୁ ମିଳୁଥିବା ବେଳେ ଏବେ କିଛି ଫଟୋ ପ୍ରଶଂସକଙ୍କ ହୃଦୟ ଭାଙ୍ଗିଛି। ଫଟୋଗୁଡ଼ିକ ଅଭିଷେକଙ୍କର। ଆପଣ ଭାବୁଥିବେ…

ବ୍ଲିଙ୍କିଟ୍‌ ସହ ଏନ୍‌ଏସ୍‌ଡିସିର ବୁଝାମଣା

ଭୁବନେଶ୍ୱର,୩।୧୨: ଦେଶର ପ୍ରମୁଖ ଘରୋଇ ସଂସ୍ଥା ବ୍ଲିଙ୍କିଟ୍‌ ଏବଂ ଜାତୀୟ ଦକ୍ଷତା ବିକାଶ ନିଗମ (ଏନ୍‌ଏସ୍‌ଡିସି) ମଧ୍ୟରେ ଏକ ଦ୍ୱିପାକ୍ଷିକ ବୁଝାମଣା ହୋଇଯାଇଛି। ବିଶେଷକରି ରୋଜଗାର ସୃଷ୍ଟି ଏବଂ ଦକ୍ଷତା ବିକାଶକୁ ପ୍ରୋତ୍ସାହିତ କରିବା ପାଇଁ ଉକ୍ତ ବୁଝାମଣା ହୋଇଛି। ସେହିଭଳି…

ଗଛ ସହିତ ମୁହାଁମୁହିଁ ଧକ୍କା ହେଲା ବିମାନ: ଜଣେ ରାଜନେତାଙ୍କ ସମେତ ୩ ମୃତ…

ଓ୍ବାଶିଂଟନ,୩।୧୨ : ଦକ୍ଷିଣ ଆମେରିକୀୟ ଦେଶ ପାରାଗୁଏରେ ବିମାନ ଦୁର୍ଘଟଣାରେ ଜଣେ ରାଜନେତାଙ୍କ ସମେତ ତିନି ଜଣଙ୍କର ମୃତ୍ୟୁ ଘଟିଛି। ବିମାନ ଉଡ଼ାଣର କିଛି ସମୟ ପରେ ଦୁର୍ଘଟଣାଗ୍ରସ୍ତ ହୋଇଥିଲା। ଏହି ଘଟଣାରେ କଲରାଡୋ ପାର୍ଟି ନେତା ୱାଲ୍ଟର ହରମସ ଏବଂ…

ବେଦାନ୍ତ ଆଲୁମିନିୟମର ୩ୟ ବୈଷୟିକ ମାଷ୍ଟର କ୍ଲାସ୍‌

ଭୁବନେଶ୍ୱର,୩।୧୨ (ଅଭୟ ଦାଶ): ଦେଶର ପ୍ରମୁଖ ଘରୋଇ କମ୍ପାନୀ ତଥା ବେଦାନ୍ତ ଆଲୁମିନିୟମ ପକ୍ଷରୁ ଆୟୋଜିତ ୩ୟ ବୈଷୟିକ ମାଷ୍ଟର କ୍ଲାସ୍‌ ନିକଟରେ ଅନୁଷ୍ଠିତ ହୋଇଯାଇଛି। ବିଶେଷକରି ଉକ୍ତ କ୍ଲାସ୍‌ (କର୍ମଶାଳା) ଏକ୍ସଟ୍ରୁଜନ ଇଣ୍ଡଷ୍ଟ୍ରିରେ ଅଭିନବତା ଓ ଦକ୍ଷତା ବୃଦ୍ଧି ଉପରେ…

ନିଶ୍ଚିନ୍ତକୋଇଲି ପୋଲିସର ଏନ୍‌କାଉଣ୍ଟର: ଦୁର୍ଦ୍ଦାନ୍ତ ଅପରାଧୀ ସୁଶାନ୍ତ ସାହୁ ଆହତ

ନିଶ୍ଚିନ୍ତକୋଇଲି, ୩।୧୨(ଅଶୋକ କୁମାର ମହାପାତ୍ର): କଟକ ଜିଲା ନିଶ୍ଚିନ୍ତକୋଇଲି ପୋଲିସ ଶନିବାର ବିଳମ୍ବିତ ରାତିରେ ଦୁର୍ଦ୍ଦାନ୍ତ ଅପରାଧୀ ସୁଶାନ୍ତ ସାହୁ(ଲିପୁ)ଙ୍କୁ ଏନକାଉଣ୍ଟର କରିଛି। ତାଙ୍କ ବାମ ଗୋଡରେ ଗୁଳି ବାଜିଛି। ଅବସ୍ଥା ଗୁରୁତର ଥିବାରୁ ତାଙ୍କୁ କଟକ ବଡ଼ ମେଡିକାଲକୁ ସ୍ଥାନାନ୍ତର…

ସଞ୍ଜୟ ସିଂଙ୍କ ନାଁରେ ଇଡି ଚାର୍ଜଶିଟ୍‌

ନୂଆଦିଲ୍ଲୀ,୨ା୧୨: ଦିଲ୍ଲୀ ଅବକାରୀ ଦୁର୍ନୀତି ସହ ସମ୍ପୃକ୍ତ ମନିଲଣ୍ଡରିଂ ମାମଲାକୁ ନେଇ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ(ଇଡି) ଶନିବାର ଆମ୍‌ ଆଦ୍‌ମୀ ପାର୍ଟି (ଏଏପି) ରାଜ୍ୟ ସଭା ସଦସ୍ୟ ସଞ୍ଜୟ ସିଂଙ୍କ ବିରୋଧରେ ଚାର୍ଜଶିଟ୍‌ ଦାଖଲ କରିଛି। ଉକ୍ତ ମାମଲାରେ ଇଡି ଗତ ଅକ୍ଟୋବରରେ…

ଉବର ବୁକ୍‌ କରିବାରେ ସହାୟତା କରିବାକୁ କହି ଦମ୍ପତିଙ୍କୁ ମାଡ଼

ନୂଆଦିଲ୍ଲୀ,୩।୧୨: ଦକ୍ଷିଣପୂର୍ବ ଦିଲ୍ଲୀର ସନ୍‌ଲାଇଟ କଲୋନି ଅଞ୍ଚଳରେ ମଣିପୁରର ଏକ ଜଣେ ବ୍ୟକ୍ତି, ତାଙ୍କ ସ୍ତ୍ରୀ ଓ ଭଉଣୀଙ୍କୁ କେତେଜଣ ଲୋକ ମାଡ଼ ମାରିଥିବା ଅଭିଯୋଗ ହୋଇଛି। ସେମାନେ ଗୁରୁବାର ରାତିରେ ଜଣେ ବନ୍ଧୁ ଘରକୁ ଯାଉଥିବାବେଳେ ୩ ଜଣ ଅପରିଚିତ…

ମହିଳାଙ୍କୁ ‘ଡିଜିଟାଲି ଗିରଫ’ କରାଇ ୧୧ ଲକ୍ଷ ଠକିନେଲେ

ନୋଏଡ଼ା,୩।୧୨: ନୋଏଡ଼ାରେ ଏକ ନୂଆ ସାଇବର ଠକେଇ ଦେଖିବାକୁ ମିଳିଛି। ସେଠାରେ ରହୁଥିବା ଜଣେ ମହିଳାଙ୍କୁ ଗୋଟିଏ ଦିନ ଡିଜିଟାଲ ଗିରଫ ରଖାଯାଇ ତାଙ୍କଠାରୁ ୧୧ ଲକ୍ଷରୁ ଅଧିକ ଟଙ୍କା ଠକିନିଆଯାଇଛି। ଅଭିଯୋଗ ପରେ ଉତ୍ତରପ୍ରଦେଶ ପୋଲିସ ତଦନ୍ତ ଆରମ୍ଭ କରିଛି।…

ଏସ୍‌ପି ସବୁଠୁ ଧନୀ ଆଞ୍ଚଳିକ ଦଳ

ନୂଆଦିଲ୍ଲୀ,୩।୧୨: ସମାଜବାଦୀ ପାର୍ଟି (ଏସ୍‌ପି) ଦେଶର ସବୁଠୁ ଧନୀ ଆଞ୍ଚଳିକ ଦଳ ହୋଇଥିବାବେଳେ ଭାରତ ରାଷ୍ଟ୍ର ସମିତି (ବିଆର୍‌ଏସ୍‌) ଦ୍ୱିତୀୟ ସ୍ଥାନରେ ରହିଛି। ଆସୋସିଏଶନ ଫର୍‌ ଡେମୋକ୍ରାଟିକ୍‌ ରିଫର୍ମସ୍‌ (ଏଡିଆର୍‌) ରିପୋର୍ଟ ଅନୁଯାୟୀ ୧୦ଟି ଶୀର୍ଷ ଆଞ୍ଚଳିକ ଦଳର ମୋଟ ସମ୍ପତ୍ତି…

ରାଜ୍ୟବାସୀଙ୍କ ଆଶୀର୍ବାଦ ଯୋଗୁ ମଧ୍ୟପ୍ରଦେଶରେ ସରକାର ଗଢ଼ିବାକୁ ଯାଉଛି ଭାଜପା: ଶିବରାଜ

ଭୋପାଳ,୩।୧୨: ରବିବାର ଦେଶର ୪ ରାଜ୍ୟର ବିଧାନସଭା ନିର୍ବାଚନ ଫଳାଫଳ ଆସିବ। ଏହାକୁ ନେଇ ଭୋଟଗଣତି ଜାରି ରହିଛି। ପ୍ରାରମ୍ଭିକ ଗଣନା ଅନୁଯାୟୀ ମଧ୍ୟପ୍ରଦେଶରେ ଭାଜପା ବହୁମତ ହାସଲ କରିବା ଏକପ୍ରକାର ସ୍ପଷ୍ଟ ହୋଇଛି। ଦଳ ୧୧୪ରୁ ଅଧିକ ଆସନରେ ଆଗୁଆ…

ଶୀତ ଅଧିବେଶନ ପୂର୍ବରୁ ସର୍ବଦଳୀୟ ବୈଠକ

ନୂଆଦିଲ୍ଲୀ,୩।୧୨(ପି.ଟି.): ଆସନ୍ତା ୪ ତାରିଖରେ ପାର୍ଲାମେଣ୍ଟର ଶୀତ ଅଧିବେଶନ ଆରମ୍ଭ ହେବାକୁ ଯାଉଥିବାବେଳେ ଏଥିପାଇଁ ଶନିବାର ସର୍ବଦଳୀୟ ବୈଠକ ବସିଥିଲା। ଏହି ଅଧିବେଶନରେ ମୁଖ୍ୟତଃ ତୃଣମୂଳ କଂଗ୍ରେସ ଏମ୍‌ପି ମହୁଆ ମୋଇତ୍ରଙ୍କୁ ଲୋକ ସଭାରୁ ସମ୍ଭାବ୍ୟ ବହିଷ୍କାର, ଆପରାଧିକ ଆଇନ ସ୍ଥାନରେ…

ବାତ୍ୟା: ୫ ଜିଲାରେ ଅତିପ୍ରବଳ ବର୍ଷା

ଭୁବନେଶ୍ୱର,୩।୧୨(ଅନିଲ ଦାସ)ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଅବପାତ(ଡିପ୍ରେସନ) ଶନିବାର ଗଭୀର ଅବପାତ(ଡିପ୍‌ ଡିପ୍ରେସନ)ରେ ପରିଣତ ହୋଇଛି। ଏହା ପଶ୍ଚିମ-ଉତ୍ତର ପଶ୍ଚିମ ଦିଗକୁ ଘଣ୍ଟା ପ୍ରତି ୧୮କି.ମି. ବେଗରେ ଗତି କରୁଛି। ଗଭୀର ଅବପାତ ପୁଡୁଚେରିର ଦକ୍ଷିଣ-ପୂର୍ବ ଦିଗରେ ୪୦୦ କି.ମି., ନେଲୋରଠାରୁ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri