‘ଆମ ରାମଲାଲା ଆଉ ଟେଣ୍ଟରେ ରହିବେ ନାହିଁ’; ପ୍ରାଣ ପ୍ରତିଷ୍ଠା ପରେ ଦେଶବାସୀଙ୍କୁ ଅଭିନନ୍ଦନ ଜଣାଇଲେ ପ୍ରଧାନମନ୍ତ୍ରୀ ମୋଦି
ନୂଆଦିଲ୍ଲୀ,୨୨।୧: ରାମଲାଲାଙ୍କ ସମର୍ପଣ ପରେ ପ୍ରଧାନମନ୍ତ୍ରୀ ମୋଦି ଦେଶକୁ ସମ୍ବୋଧନ କରିଛନ୍ତି। ସେ କହିଛନ୍ତି ‘ସିୟାବର ରାମଚନ୍ଦ୍ର କି ଜୟ … ଆଜି ଆମର ରାମ ଆସିଗଲେ। ଆମ ରାମଲାଲା ଆଉ ଟେଣ୍ଟରେ ରହିବେ ନାହିଁ,ରାମଲାଲା ଏଣିକି ଦିବ୍ୟ ମନ୍ଦିରରେ ରହିବେ।…
ଡାକ୍ତରଖାନାରେ ଭର୍ତ୍ତି ହେଲେ ସୈଫ୍ ଅଲ୍ଲୀ ଖାନ୍
ମୁମ୍ବାଇ: ବଲିଉଡ୍ର ଭେଟେରାନ ଅଭିନେତା ସୈଫ୍ ଅଲ୍ଲୀ ଖାନ୍ଙ୍କ ବିଷୟରେ ଏକ ବଡ଼ ଖବର ଆସିଛି। ଏହି ଅଭିନେତାଙ୍କୁ ସୋମବାର ମୁମ୍ବାଇର କୋକିଳାବେନ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ତାଙ୍କର ଆଣ୍ଠୁ ଏବଂ କାନ୍ଧ ଭାଙ୍ଗିଯାଇଛି। ତାଙ୍କ ଆଣ୍ଠୁରେ ଅସ୍ତ୍ରୋପଚାର କରାଯାଇଥିବା କୁହାଯାଉଛି।…
NICLରେ ଏଓ-ଆସିଷ୍ଟାଣ୍ଟ ଭ୍ୟାକାନ୍ସି: କରନ୍ତୁ ଏଭଳି ଆବେଦନ…
ନୂଆଦିଲ୍ଲୀ,୨୨।୧ : ସରକାରୀ ଚାକିରି ପାଇବା ପାଇଁ ସ୍ନାତକ ହାସଲ କରିଥିବା ଦେଶର ଯୁବବର୍ଗମାନଙ୍କ ପାଇଁ ଏହା ଏକ ସୁବର୍ଣ୍ଣ ସୁଯୋଗ ରହିଛି। ନ୍ୟାଶନାଲ ଇନସ୍ୟୁରାନ୍ସ କମ୍ପାନୀ ଲିମିଟେଡ (ଏଆଇସିଏଲ) ନିଯୁକ୍ତି ବିଜ୍ଞପ୍ତି ଜାରି କରିଛି। ସମ୍ପ୍ରତି ୨୭୪ ଆଡମିନିଷ୍ଟ୍ରେଟିଭ ଅଫିସର…
ପ୍ରାଣପ୍ରତିଷ୍ଠା ଉତ୍ସବରେ ସାମିଲ ହେଲେ ଗଜପତି ମହାରାଜ
ଅଯୋଦ୍ଧା,୨୨ା୧: ଦୀର୍ଘ ୫୦୦ ବର୍ଷ ଅପେକ୍ଷାର ଅନ୍ତ ଘଟିଛି। ଆଜି ସମଗ୍ର ଦେଶ ରାମନାମରେ ପ୍ରକମ୍ପିତ ହୋଇଉଠିଛି। ରାମଲାଲାଙ୍କ ପ୍ରାଣପ୍ରତିଷ୍ଠା ଉତ୍ସବ ଦେଖିବା ପାଇଁ ଦେଶ ବିଦେଶରୁ ମାନ୍ୟଗଣ୍ୟ ବ୍ୟକ୍ତିମାନେ ଅଯୋଧ୍ୟାରେ ପହଞ୍ଚିଥିଲେ। ଏହି ଅବସରରେ ପୁରୀ ଗଜପତି ମହାରାଜା ଦିବ୍ୟସିଂହ…
ପ୍ରାଣପ୍ରତିଷ୍ଠା ପୂର୍ବରୁ ପରସ୍ପରକୁ ଆଲିଙ୍ଗନ କରି ଭୋ ଭୋ ହୋଇ କାନ୍ଦିଲେ ଏହି ୨ ମହିଳା: ଜାଣନ୍ତୁ କାହିଁକି
ଅଯୋଧ୍ୟା,୨୨।୧: ଅଯୋଧ୍ୟା ରାମ ମନ୍ଦିରରେ ପ୍ରାଣପ୍ରତିଷ୍ଠା ସମାରୋହର ଚାଲିଛି। ଏହା ରାମଙ୍କ ଭକ୍ତମାନଙ୍କ ପାଇଁ ଏକ ‘ସ୍ବପ୍ନ ସାକାର ହେବା’ ଭଳି। ରାମମନ୍ଦିର ଆନ୍ଦୋଳନରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥିବା ସାଧ୍ୱୀ ରୀତାମ୍ବରା ଏବଂ ଉମା ଭାରତୀ ସୋମବାର ରାମମନ୍ଦିର…
ବାଇକ୍କୁ ଧକ୍କା ଦେଲା କାର୍, ଚାଲିଗଲା ଦମ୍ପତିଙ୍କ ଜୀବନ
ଖଲ୍ଲିକୋଟ,୨୨ା୧(ପ୍ରଶାନ୍ତ କୁମାର ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ବ୍ଲକ ଅନ୍ତର୍ଗତ ୧୬ନମ୍ବର ଜାତୀୟ ରାଜପଥ ନାରାୟଣୀ ଛକ ନିକଟରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏକ ବାଇକ୍କୁ କାର୍ ଧକ୍କା ଦେବାରୁ ବାଇକ୍ରେ ବସିଥିବା ସ୍ତ୍ରୀ ଏବଂ ସ୍ବାମୀଙ୍କର ଘଟଣାସ୍ଥଳରେ ମୃତ୍ୟୁ…
ଅଯୋଧ୍ୟାରେ ରାମ ଲାଲାଙ୍କ ପ୍ରାଣ ପ୍ରତିଷ୍ଠା ବିଷୟରେ କ’ଣ କହୁଛି ପାକିସ୍ତାନୀ ଗଣମାଧ୍ୟମ ?
ଅଯୋଧ୍ୟା,୨୨।୧: ସୋମବାର ଧୁମଧାମ୍ କାର୍ଯ୍ୟକ୍ରମରେ ଅଯୋଧ୍ୟାରେ ନିର୍ମିତ ମହାନ ରାମ ମନ୍ଦିରରେ ରାମଲାଲାଙ୍କ ପ୍ରାଣ ପ୍ରତିଷ୍ଠା କରାଯାଇଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଏବଂ ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥଙ୍କ ଉପସ୍ଥିତିରେ ଏହି ସମାରୋହ ରୀତିନୀତି କରାଯାଇଛି। ଅଯୋଧ୍ୟାରେ ଚାଲିଥିବା ରାମ ଲାଲାଙ୍କ…
ମୁଁ ଏ ପୃଥିବୀର ସବୁଠୁ ଭାଗ୍ୟଶାଳୀ ବ୍ୟକ୍ତି: ଯୋଗୀରାଜ
ଅଯୋଧ୍ୟା,୨୨।୧: ଅଯୋଧ୍ୟା ରାମ ମନ୍ଦିରରେ ପ୍ରାଣପ୍ରତିଷ୍ଠା ସମାରୋହର ଆୟୋଜନ ହେଉଛି। ଏହା ରାମଙ୍କ ଭକ୍ତମାନଙ୍କ ପାଇଁ ଏକ ‘ସ୍ବପ୍ନ ସାକାର ହେବା’ ଭଳି। ରାମଲାଲାଙ୍କ ପ୍ରତିମୂର୍ତ୍ତି ତିଆରି କରିଥିବା ପ୍ରସିଦ୍ଧ ଶିଳ୍ପୀ ଅରୁଣ ଯୋଗୀରାଜ ମଧ୍ୟ ଏହି ଅବସରରେ ବହୁତ ଖୁସି…
‘ରାମମୟ’ ହେଲା ମୁକେଶ ଅମ୍ବାନୀଙ୍କ ଘର
ଅଯୋଧ୍ୟା,୨୨।୧: ଅଯୋଧ୍ୟାରେ ନୂତନ ରାମମନ୍ଦିରର ପ୍ରାଣ ପ୍ରତିଷ୍ଠା ସମାରୋହ ପାଇଁ ମାତ୍ର କିଛି ଘଣ୍ଟା ବାକି ଅଛି। ସମଗ୍ର ଦେଶରେ ମନ୍ଦିରଗୁଡ଼ିକରେ ଉତ୍ସବ ଚାଲିଛି। ଦୀର୍ଘ ଲଢେଇ ପରେ ଭକ୍ତମାନେ ଶେଷରେ ସେମାନଙ୍କର ରାମ ମନ୍ଦିର ପାଇଛନ୍ତି। ରିଲାଏନ୍ସ ଇଣ୍ଡଷ୍ଟ୍ରିଜ ଚେୟାରମ୍ୟାନ…
ଇତିହାସ ରଚିପାରନ୍ତି ଅଶ୍ୱିନ
ହାଇଦ୍ରାବାଦ୍,୨୨।୧: ଭାରତ ଏବଂ ଇଂଲଣ୍ଡ ମଧ୍ୟରେ ପାଞ୍ଚ ଟେଷ୍ଟ ସିରିଜ ଜାନୁୟାରୀ ୨୫ରୁ ଆରମ୍ଭ ହେବ। ପ୍ରଥମ ଟେଷ୍ଟ ହାଇଦ୍ରାବାଦର ରାଜୀବ ଗାନ୍ଧୀ ଷ୍ଟାଡିୟମରେ ଖେଳାଯିବ। ଏହି କ୍ରମରେ ଭାରତର କିମ୍ବଦନ୍ତୀ ଅଫ ସ୍ପିନର ରବିଚନ୍ଦ୍ରନ ଅଶ୍ୱିନ ଇତିହାସ ସୃଷ୍ଟି କରିବାର…
ଏହି ବଲିଉଡ୍ ସେଲିବ୍ରିଟିଙ୍କୁ ମିଳିନାହିଁ ରାମମନ୍ଦିର ପ୍ରାଣପ୍ରତିଷ୍ଠା ପାଇଁ ନିମନ୍ତ୍ରଣ
ଜାନୁୟାରୀ ୨୨ ଅର୍ଥାତ୍ ଆଜି ଅଯୋଧ୍ୟା ରାମ ମନ୍ଦିରରେ ଭଗବାନ ଶ୍ରୀ ରାମଙ୍କ ପ୍ରାଣପ୍ରତିଷ୍ଠା କାର୍ଯ୍ୟକ୍ରମ ଅନୁଷ୍ଠିତ ହେବାକୁ ଯାଉଛି। ରାଜନେତାଙ୍କ ଠାରୁ ଆରମ୍ଭ କରି ବଲିଉଡ ତାରକା ପର୍ଯ୍ୟନ୍ତ ସମସ୍ତେ ରାମ ମନ୍ଦିରର ପ୍ରାଣପ୍ରତିଷ୍ଠାର ସାକ୍ଷୀ ହେବାକୁ ଚାହାଁନ୍ତି। କିନ୍ତୁ…
ଅଯୋଧ୍ୟାରେ ପହଞ୍ଚିଲେ ସଚିନ ତେନ୍ଦୁଲକର
ଅଯୋଧ୍ୟା,୨୨ା୧: ରାମନଗରୀ ଅଯୋଧ୍ୟା ଆଜି ପ୍ରକମ୍ପିତ ହେଉଛି। ଆଜି ଭାରତବର୍ଷ ରାମଙ୍କ ଆନନ୍ଦରେ ପରିପୂର୍ଣ୍ଣ ହୋଇଛି। ରାମମନ୍ଦିରର ଉଦ୍ଘାଟନ ଏବଂ ରାମଲାଲାଙ୍କ ପ୍ରାଣପ୍ରତିଷ୍ଠା ସହିତ ରାମ ଭକ୍ତଙ୍କ ପ୍ରାୟ ୫୦୦ ବର୍ଷର ପ୍ରତୀକ୍ଷାର ଅନ୍ତଃ ଘଟିବ। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆଜି…
Archives


