Home Left

୬ ରାମମନ୍ଦିରରେ ହୋଇଥାଏ ଭକ୍ତଙ୍କ ସମାଗମ

ନୂଆଦିଲ୍ଲୀ, ୨୨।୧: ଭଗବାନ ରାମଙ୍କ ଜନ୍ମଭୂମି କୁହାଯାଉଥିବା ଅଯୋଧ୍ୟାରେ ଭବ୍ୟ ରାମମନ୍ଦିର ନିର୍ମାଣ ସହ ବହୁ ଆଡ଼ମ୍ବର ସହକାରେ ପ୍ରାଣ ପ୍ରତିଷ୍ଠା ଉତ୍ସବ ଅନୁଷ୍ଠିତ ହେଉଛି। ଏଥିପାଇଁ ଗଣମାଧ୍ୟମଠାରୁ ସୋସିଆଲ ମିଡିଆରେ ଜୋର୍‌ଦାର ପ୍ରଚାର ଜାରି ରହିଛି। ଫଳରେ ଅଯୋଧ୍ୟା ସହର…

ପ୍ରତିକୂଳ ପାଗ ସତ୍ତ୍ୱେ ବହୁସଂଖ୍ୟାରେ ଦେଖାଦେଲେ ଡଲ୍‌ଫିନ୍‌

ରାଜନଗର,୨୨ା୧(ଭାସ୍କର ରାଉତରାୟ): କେନ୍ଦ୍ରାପଡ଼ା ଜିଲା ଭିତରକନିକାର ସୌନ୍ଦର୍ଯ୍ୟଭରା ପ୍ରାକୃତିକ ବିଭବ ଏବେ ଦେଶ ବିଦେଶର ପର୍ଯ୍ୟଟକଙ୍କୁ ଆକର୍ଷିତ କରିବା ସହ ଆମତ୍ବିଭୋର କରିଦେଉଛି। ଏବେ ପର୍ଯ୍ୟଟନ ଋତୁ ଚାଲିଥିବାବେଳେ ଗହୀରମଥା ସାମୁଦ୍ରିକ ଅଭୟାରଣ୍ୟରେ ମାଳ ମାଳ ଅଲିଭ୍‌ ରିଡ୍‌ଲେ କଇଁଛଙ୍କ ପ୍ରଜନନ…

ଅଓ୍ବଧପୁରୀ ଅଭେଦ୍ୟ ଦୁଗ: ଏଆଇ ସିସିଟିଭି, ଡ୍ରୋନ୍‌, ୧୩ ହଜାର ସୁରକ୍ଷା କର୍ମୀ

ନୂଆଦିଲ୍ଲୀ, ୨୨।୧: ଅଯୋଧ୍ୟା ରାମମନ୍ଦିର ପ୍ରାଣ ପ୍ରତିଷ୍ଠା ପୂର୍ବରୁ ସହରରେ ବ୍ୟାପକ ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଛି। ୧୩ ହଜାର ସୁରକ୍ଷା କର୍ମୀଙ୍କୁ ମୁତୟନ କରାଯାଇଥିବାରୁ ଅଯୋଧ୍ୟା ସହର ଏକ ଦୁର୍ଗରେ ପରିଣତ ହୋଇଛି। ରାଜ୍ୟ ପୋଲିସ ସମେତ ଆର୍‌ପିଏଫ୍‌ ଯବାନ,…

ସାଢ଼େ ୫ ଇଞ୍ଚ୍‌ର ଶ୍ରୀରାମମନ୍ଦିର ପ୍ରତିକୃତି

ଖୋର୍ଦ୍ଧା,୨୨ା୧(ପ୍ରଭାତ ପାଣିଗ୍ରାହୀ): ସୋମବାର ଅଯୋଧ୍ୟାରେ ପ୍ରଭୁ ଶ୍ରୀରାମଲାଲାଙ୍କ ପ୍ରାଣପ୍ରତିଷ୍ଠା ଉତ୍ସବ। ଏନେଇ ସାରାଦେଶ ଉତ୍ସବମୁଖର ହୋଇଉଠିଛି। କିଏ ଚାଲି ଚାଲି ଅଯୋଧ୍ୟାରେ ପହଞ୍ଚିଲାଣି ତ’ ଆଉ କେଉଁଠି ପୂଜାପାଠ, ମନ୍ଦିରରେ ହୋମଯଜ୍ଞ, ସାମୂହିକ ହନୁମାନ ଚାଳିଶା ପାଠ କରାଯାଉଛି। ଏହି ପରୀପ୍ରେକ୍ଷୀରେ…

ବନ୍ୟପ୍ରାଣୀ ବେପାରକୁ ସବୁଜ ସଙ୍କେତ

ଭୁବନେଶ୍ୱର, ୨୨।୧(ଅସମାପିକା ସାହୁ): ଆଇନଗତ ଉପାୟରେ ଏଣିକି ଭାରତୀୟ ବନ୍ୟପ୍ରାଣୀଙ୍କୁ କିଣାବିକା କରି ହେବ। କେନ୍ଦ୍ର ପରିବେଶ, ଜଙ୍ଗଲ ଓ ଜଳବାୟୁ ପରିବର୍ତ୍ତନ ମନ୍ତ୍ରଣାଳୟ ପକ୍ଷରୁ ଗତ ୧୮ ତାରିଖରେ ଜାରି କରାଯାଇଥିବା ଗେଜେଟ ନଂ. ୪୦ରେ ଏଥିପାଇଁ ଲାଇସେନ୍ସ ପ୍ରଦାନ…

ଏକସଙ୍ଗେ ନିର୍ବାଚନ ସପକ୍ଷରେ ୮୧% ମତ

ନୂଆଦିଲ୍ଲୀ,୨୨।୧(ପି.ଟି.) : ଦେଶରେ ଏକସଙ୍ଗେ ଲୋକ ସଭା ଏବଂ ରାଜ୍ୟ ବିଧାନସଭାଗୁଡ଼ିକର ନିର୍ବାଚନ କରାଇବା ସପକ୍ଷରେ ୮୧ ପ୍ରତିଶତ ମତ ଦେଇଛନ୍ତି। ଏକ ରାଷ୍ଟ୍ର ଏକ ନିର୍ବାଚନ ଯୋଜନାର ବିଭିନ୍ନ ଦିଗକୁ ଅନୁଧ୍ୟାନ କରିବା ପାଇଁ ପୂର୍ବତନ ରାଷ୍ଟ୍ରପତି ରାମନାଥ କୋବିନ୍ଦଙ୍କ…

୧୦୦ ସୋସିଆଲ ମିଡିଆ ଆକାଉଣ୍ଟ ବ୍ଲକ୍‌ କଲା କେନ୍ଦ୍ର

ନୂଆଦିଲ୍ଲୀ,୨୨/୧: ଜାନୁଆରୀ ୨୨ ରାମମନ୍ଦିର ପ୍ରାଣ ପ୍ରତିଷ୍ଠା ଉତ୍ସବ ଅବ୍ୟବହିତ ପୂର୍ବରୁ ଅଯୋଧ୍ୟା ସମେତ ଦେଶର ବିଭିନ୍ନ ଭାଗରେ ଆଇନଶୃଙ୍ଖଳାକୁ କଡ଼ାକଡ଼ି କରାଯାଇଛି। କୌଣସି ପ୍ରକାର ସନ୍ଦିଗ୍ଧ କାର୍ଯ୍ୟକଳାପ କିମ୍ବା ସାମ୍ପ୍ରଦାୟିକ ସଦ୍ଭାବନାକୁ ନଷ୍ଟ କରିବା ଭଳି ସ୍ଥିତି ଯେମିତି ନ…

୪୭ କୁଇଣ୍ଟାଲ ଧାନ ସହ ଧରାପଡ଼ିଲା ଟ୍ରକ

ଗୁଡଭେଲା,୨୧ା୧(ମନୋଜ କୁମାର ଜୈନ): ଧାନ ବିକ୍ରିରେ କଟ୍‌ନୀକୁ ବିରୋଧ କରି ୧୨ଘଣ୍ଟିଆ ତୁଷୁରା ବନ୍ଦ ପାଳନ ବେଳେ ଏକ ଧାନ ବୋଝେଇ ଟ୍ରକକୁ ୟୁଥ ଆକ୍ସନ କମିଟି ସଦସ୍ୟ ଅଟକାଇ ଯୋଗାଣ ବିଭାଗ ଜିମା ଦେଇଥିଲେ। ରବିବାର ବଲାଙ୍ଗୀର ଜିଲା ଯୋଗାଣ…

ରାମ କଲେ ମାଲାମାଲ: ଦିଲ୍ଲୀ ବଜାରରେ ଧାର୍ମିକ ପତାକା ଆଉଟ ଅଫ ଷ୍ଟକ

ନୂଆଦିଲ୍ଲୀ,୨୧।୧: ଅଯୋଧ୍ୟାରେ ରାମଲାଲାଙ୍କ ପ୍ରାଣ ପ୍ରତିଷ୍ଠା ସମାରୋହ ପୂର୍ବରୁ ରାଜଧାନୀରେ ରାମନାମୀ ସାଫ୍ରନ ପତାକା ଷ୍ଟକ ଶେଷ ହୋଇଯାଇଛି। କେବଳ ଏତିକି ନୁହେଁ, ଦୀପଗୁଡ଼ିକ ତିନି ଗୁଣ ମୂଲ୍ୟରେ ବିକ୍ରି ହେଉଥିବା ଦେଖାଯାଉଛି। ଅପରାହ୍ନ ପର୍ଯ୍ୟନ୍ତ ଦୋକାନୀମାନେ କ୍ରେତାମାନଙ୍କୁ କହିଥିଲେ ଯେ…

ବିଦ୍ୟୁତ୍‌ ବିଲ୍‌ ଆଦାୟ କରିବାକୁ ଯାଇ କାଠ ଫାଳିଆରେ ମାଡ଼ ଖାଇଲେ କର୍ମଚାରୀ

ଭେଡ଼େନ,୨୧।୧ (ସୁଦନ ମହାକୁର): ବରଗଡ଼ ଜିଲା ଭେଡ଼େନ ଥାନା ଋଷୁଡ଼ା ଫାଣ୍ଡି ଅର୍ନ୍ତଗତ ଉଦେପୁର ଗ୍ରାମରେ ବିଦ୍ୟୁତ୍‌ ବିଲ୍‌ ଆଦାୟକୁ କେନ୍ଦ୍ରକରି କର୍ମଚାରୀଙ୍କୁ ଆକ୍ରମଣ ଘଟଣାରେ ପୋଲିସ ୨ଜଣଙ୍କୁ ଗିରଫ କରିଛି। ଗିରଫ ଅଭିଯୁକ୍ତ ହେଲେ ଶୁଭେନ୍ଦୁ ମହାପାତ୍ର(୨୬ )ଏବଂ କାମଦେବ…

୧୨ ଦିନ ପରେ ବି ଗାଁକୁ ଆସିପାରୁନି ମୃତଦେହ

ଭବାନୀପାଟଣା,୨୧।୧(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲାରେ ଦିନକୁ ଦିନ ଦାଦନ ସମସ୍ୟା ଉଗ୍ରରୂପ ନେଉଛି। କାମଧନ୍ଦା ନ ପାଇ ପେଟପାଟଣା ଆଶାରେ ଗରିବ ଲୋକେ ଦାଦନ ଖଟିବାକୁ ବାହାର ରାଜ୍ୟକୁ ଯାଉଛନ୍ତି। ସେଠାରେ ଅନେକଙ୍କ ମୃତ୍ୟୁ ହେଉଥିବା ବେଳେ ଏବେ ବି…

ମୋଦିଙ୍କ ଯୋଗୁ ରାମମନ୍ଦିର ନିର୍ମାଣ ହୋଇପାରିଛି ସମ୍ଭବ: ନ୍ୟୁଜିଲାଣ୍ଡ ମନ୍ତ୍ରୀ

ନୂଆଦିଲ୍ଲୀ,୨୧।୧: ଜାନୁଆରୀ ୨୨ରେ ରାମ ମନ୍ଦିରର ପ୍ରାଣ ପ୍ରତିଷ୍ଠା କାର୍ଯ୍ୟକ୍ରମ ପୂର୍ବରୁ ଅଯୋଧ୍ୟାରେ ପ୍ରସ୍ତୁତି ଶେଷ ପର୍ଯ୍ୟାୟରେ ଅଛି। ଏହି କାର୍ଯ୍ୟକ୍ରମ ବିଷୟରେ ବିଦେଶରୁ ଅଭିନନ୍ଦନ ବାର୍ତ୍ତା ମଧ୍ୟ ଆସୁଛି। ନ୍ୟୁଜିଲାଣ୍ଡର ବର୍ତ୍ତମାନର ଅନେକ ମନ୍ତ୍ରୀ ରବିବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri