Home Left

ପ୍ରଶାସନ ଆଖି ଆଗରେ ପ୍ରଦୂଷଣ: ରାସ୍ତାପାର୍ଶ୍ୱ ପାଲଟିଛି ଡମ୍ପିଂ ୟାର୍ଡ

ବରଗଡ଼,୪।୪(ପ୍ରେମାନନ୍ଦ ଖମାରୀ):ବରଗଡ଼ ସହରରେ ପ୍ରଶାସନ ଆଖି ଆଗରେ ପ୍ରଦୂଷଣ ଏବେ ଚର୍ଚ୍ଚାର ବିଷୟ ହୋଇଛି। ଗତ କିଛିଦିନ ହେଲା ସହରର ବିଭିନ୍ନ ରାସ୍ତାରେ ସ୍ତୁପ ଭଳି କୁଢ଼ କୁଢ଼ ମଇଳା, ଆବର୍ଜନା ପଡ଼ି ରହିଛି। ଏପରିକି ବିଭିନ୍ନ ସମୟରେ ସେଠାରେ ଅଗ୍ନି…

ବିବାହ ପ୍ରତିଶ୍ରୁତି ଦେଇ ପ୍ରତାରଣା, ଥାନାରେ ପହଞ୍ଚିଲେ ଯୁବତୀ

କେନ୍ଦୁଝର,୪ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଟାଉନ ପୋଲିସ ଜଣେ ଯୁବତୀଙ୍କୁ ବିବାହ ପ୍ରତିଶ୍ରୁତି ଦେଇ ପ୍ରତାରଣା ଅଭିଯୋଗରେ ଜଣଙ୍କୁ ଗିରଫ କରିଛି। ଗିରଫ ଅଭିଯୁକ୍ତ ବାଲେଶ୍ୱର ଜିଲା ରାଇବଣିଆର ସୌମ୍ୟରଞ୍ଜନ ପାତ୍ର। ସୂଚନା ଅନୁଯାୟୀ, ଢେଙ୍କାନାଳ ଜିଲା କାମାକ୍ଷାନଗରର ଅଞ୍ଚଳର ୨୩…

ଲୋକଙ୍କୁ ଅଜଣା ପ୍ରଶାସନିକ ପଦକ୍ଷେପ: ବଢୁଛି ତାତି, ଘାରୁଛି ଭୟ

ବରଗଡ଼,୪।୪(ପ୍ରେମାନନ୍ଦ ଖମାରୀ):ବୈଶାଖ ପାଦ ଥାପୁଣୁ ବରଗଡ଼ ଜିଲାରେ ତାତି ଅସହ୍ୟ ହୋଇପଡ଼ିଛି। ସକାଳ ୯ଟାରୁ ତାତି ବଢ଼ିବାରେ ଲାଗିଛି। ପୂର୍ବାହ୍ନ ୧୧ଟାରୁ ପଦାକୁ ବାହାରିବା ମୁସ୍କିଲ ହୋଇପଡ଼ୁଛି। ଏଭଳି ସ୍ଥିତିରେ ଲୋକେ ମୁଣ୍ଡରେ ଗାମୁଛା ଘୋଡ଼ାଇ ଯାଉଥିବା ଦେଖିବାକୁ ମିଳୁଛି। ସେହିପରି…

ଆମ୍ବ ଗୋଟାଉଥିବା ନାବାଳିକାଙ୍କୁ ବଳାତ୍କାର କଲେ ୧୪ ବର୍ଷର ନାବାଳକ, ଘଟଣା ବିଷୟରେ କାହାକୁ କହିଲେ…

ଅନୁଗୋଳ, ୪ା୪(ଜ୍ୟୋତିରଞ୍ଜନ ସାହୁ): ଅନୁଗୋଳ ସହର ଉପକଣ୍ଠରେ ଗତ ବୁଧବାର ଘଟିଛି ଏକ ଲଜ୍ଜାଜନକ ଘଟଣା। ୭ ବର୍ଷର ଜଣେ ନାବାଳିକାଙ୍କୁ ୧୪ ବର୍ଷର ନାବାଳକ ବଳାତ୍କାର କରିଥିବା ଅଭିଯୋଗ ହୋଇଛି। ସଦର ଥାନାରେ ଏ ନେଇ ଅଭିଯୋଗ ହେବା ପରେ…

ଆମେରିକାର ଲଢ଼ୁଆ ବିମାନକୁ ଖସାଇଲା ଇରାନ: ନାଗରିକଙ୍କୁ ଦେଲା ଏମିତି ଅଫର, ‘ପାଇଲଟ ଜୀବିତ ଥିଲେ…’

ଓ୍ବାଶିଂଟନ୍‌,୪।୪: ଇରାନରେ ଏକ ଆମେରିକୀୟ F-15E ଲଢ଼ୁଆ ବିମାନ ଦୁର୍ଘଟଣାଗ୍ରସ୍ତ ହୋଇଛି। ଫେବୃଆରୀ ୨୮ ତାରିଖରେ ଯୁଦ୍ଧ ଆରମ୍ଭ ହେବା ପରଠାରୁ ଏହା ପ୍ରଥମ ଥର ପାଇଁ ଦେଶ ଭିତରେ ଏକ ଆମେରିକୀୟ ଲଢ଼ୁଆ ବିମାନ ଦୁର୍ଘଟଣାଗ୍ରସ୍ତ ହୋଇଛି। ସୂତ୍ର ଅନୁଯାୟୀ,…

IPL 2026: ଚେପକ୍‌ରେ ପଞ୍ଜାବ କିଙ୍ଗସର ଐତିହାସିକ ବିଜୟ; ଚେନ୍ନାଇକୁ ୫ ୱିକେଟରେ ହରାଇ ରଚିଲା ଇତିହାସ

ଚେନ୍ନାଇ,୩/୪ : ଆଇପିଏଲ୍ ୨୦୨୬ର ସପ୍ତମ ମ୍ୟାଚ୍‌ରେ ପଞ୍ଜାବ କିଙ୍ଗସ ଏକ ଚମତ୍କାର ପ୍ରଦର୍ଶନ କରି ଚେନ୍ନାଇ ସୁପର କିଙ୍ଗସକୁ ତା’ର ଘରୋଇ ଗ୍ରାଉଣ୍ଡ୍ ଏମ୍.ଏ. ଚିଦାମ୍ବରମ୍ ଷ୍ଟାଡିୟମରେ ପରାସ୍ତ କରିଛି। ୨୧୦ ରନର ବିଶାଳ ଲକ୍ଷ୍ୟକୁ ପଞ୍ଜାବ ମାତ୍ର ୧୮.୪…

ଇଣ୍ଡକ୍ସନରେ ରୋଷେଇ କରୁଛନ୍ତି କି? ଭୁଲରେ ବି କରନ୍ତୁ ନାହିଁ ଏହି ୫ ଜିନିଷ ରୋଷେଇ, ନଚେତ…

ନୂଆଦିଲ୍ଲୀ,୩।୪: ମଧ୍ୟପ୍ରାଚ୍ୟରେ ଜାରି ରହିଥିବା ଯୁଦ୍ଧ ପରିସ୍ଥିତିର ପ୍ରଭାବ ଏବେ ଭାରତୀୟ ରୋଷେଇ ଘର ପର୍ଯ୍ୟନ୍ତ ପହଞ୍ଚିଛି। ତୈଳ ଏବଂ ଗ୍ୟାସ ଯୋଗାଣ ବାଧାପ୍ରାପ୍ତ ହେବା ଯୋଗୁଁ ଘରୋଇ ଏଲପିଜି (LPG) ସିଲିଣ୍ଡର ମିଳିବାରେ ସମସ୍ୟା ଦେଖାଦେଉଛି। ଏଭଳି ସ୍ଥିତିରେ ଲୋକମାନେ…

କୁଆପଥର ବର୍ଷା: ଗଛ ଉପୁଡ଼ିବା ସହ ଉଡ଼ିଲା ଛପର

ନନ୍ଦପୁର,୩ା୪(ତୁଷାର କାନ୍ତ ମହାନ୍ତି)-କୋରାପୁଟ ଜିଲା ନନ୍ଦପୁର ବ୍ଲକ ଅଞ୍ଚଳରେ କୁଆପଥର ବର୍ଷା ପବନ ପ୍ରଭାବରେ ମାଳିବେଲଗାଁ ପଞ୍ଚାୟତ ରାସ୍ତାରେ ୨ଗଛ ଉପୁଡ଼ି ପଡ଼ିଥିବାରୁ ଯାତାୟାତ ବାଧାପ୍ରାପ୍ତ ହୋଇଛି। ପଞ୍ଚାୟତ ଦେଇ ପରଜାବଦପଡ଼ା ଓ ହାତୀବାରି ଯାଉଥିବା ୨ ବସ୍‌ ରାସ୍ତାରେ ଅଟକି…

ରିଲ୍ସ ପାଇଁ ବନ୍ଧୁକ ଧରି ଯୁବକଙ୍କ ଫାଙ୍କା ଗୁଳିଚାଳନା ଭିଡିଓ ଭାଇରାଲ, ଏସ୍‌ପି କହିଲେ ତଦନ୍ତ ଚାଲିଛି

ପୁରୀ,୩ା୪(ଅଜିତ୍‌ କୁମାର ମହାନ୍ତି): ରିଲ୍ସ ପାଇଁ ଜଣେ ଯୁବକ ବନ୍ଧୁକ ଧରି ଫାଙ୍କା ଗୁଳିଚାଳନା କରୁଥିବାର ଏକ ଭିଡିଓ ଶୁକ୍ରବାର ସୋସିଆଲ ମିଡିଆରେ ଦେଖିବାକୁ ମିଳିଛି। ଏହି ଘଟଣା ପୁରୀର ସୁରକ୍ଷା ବ୍ୟବସ୍ଥା ପ୍ରତି ପ୍ରଶ୍ନବାଚୀ ସୃଷ୍ଟି କରିଛି। ଭାଇରାଲ ଭିଡିଓରେ…

ପୋଖରୀରେ ବୁଡ଼ିଲେ ଜଣଙ୍କ ପରେ ଜଣେ …

ଦିଗପହଣ୍ଡି,୩ା୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କୁଶପଡ଼ା ଗ୍ରାମ ନିକଟସ୍ଥ ଏକ ପୋଖରୀରେ ଶୁକ୍ରବାର ୩ଜଣ ମହିଳା ବୁଡି ଯାଉଥିବା ବେଳେ ସେମାନଙ୍କୁ ଉଦ୍ଧାର କରାଯାଇଛି। ଫଳରେ ଏକ ଆସନ୍ନ ମୃତ୍ୟୁ ମୁଖରୁ ସମସ୍ତେ ବର୍ତ୍ତି ଯାଇଛନ୍ତି। ତେବେ…

ଛେଳି ଖାଇଲା ଟମାଟୋ ଗଛ: ମାଡ଼ ଖାଇଲେ ଦମ୍ପତି, ମାମଲା ଏବେ…

ଦିଗପହଣ୍ଡି,୩।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବ୍ଲକ ବାସୁଦେବପୁର ପଞ୍ଚାୟତ ବଜାପଲ୍ଲୀ ଗ୍ରାମ ନିକଟରେ ଜି.ଦୁର୍ଯ୍ୟ ରେଡ୍ଡୀଙ୍କ ଜମିରେ ଲାଗିଥିବା ଟମାଟୋ ଗଛ ଗୁଡ଼ିକୁ ଶୁକ୍ରବାର ମଧ୍ୟାହ୍ନରେ କିଛି ଛେଳି ପଶି ଖାଇଦେଇଥିଲେ। ଖବରପାଇ ଦୁର୍ଯ୍ୟ ଏବଂ ତାଙ୍କ ସ୍ତ୍ରୀ ପାରମା ରେଡ୍ଡୀ…

ଆଦେଶ ପାଳନ କଲେ ଜିଲାପାଳ, ପିଛିଲା ତାରିଖ ପକାଇ ୨୧ ଦିନ ପରେ ଅର୍ଡର ପ୍ରେରଣ

କେନ୍ଦୁଝର/ହାଟଡିହୀ,୩l୪(ନରେଶ ଚନ୍ଦ୍ର ପଟ୍ଟନାୟକ/ଶୁଭକାନ୍ତ ନାୟକ):ଓଡ଼ିଶା ହାଇକୋର୍ଟଙ୍କ ନିର୍ଦ୍ଦେଶ ଧାର୍ଯ୍ୟ ସମୟରେ ପାଳନ ନ କରିବା ଫଳରେ ଅଦାଲତ ଅବମାନନା ମାମଲା ଦାୟର ହେବା ଏବଂ ଏ ନେଇ ଚଳିତ ମାସ ଗତ ଏପ୍ରିଲ ୧ରେ ଏକ ଖବର “ଧରିତ୍ରୀ” ଏବଂ “ଓଡିଶା…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri