Home Left

ମତଦାନ କେନ୍ଦ୍ରରୁ ମିଳିଲା ପୋଲିଂ ବୁଥ ଏଜେଣ୍ଟଙ୍କ ମୃତଦେହ

ମୁମ୍ବାଇ,୨୧।୫: ମୁମ୍ବାଇ ୱର୍ଲି ଅଞ୍ଚଳରୁ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ଏକ ମତଦାନ ବୁଥ ଟଏଲେଟରୁ ଜଣେ ପୋଲିଂ ଏଜେଣ୍ଟଙ୍କ ମୃତଦେହ ପୋଲିସ ଜବତ କରିଛି। ସେ ହେଲେ ଶିବସେନା(ୟୁବିଟି) ପୋଲିଂ ବୁଥ ଏଜେଣ୍ଟ ମନୋହର ନଲଗେ(୬୨)। ମୁମ୍ବାଇର ଏନ୍‌ଏମ୍‌…

ଗ୍ରୀଷ୍ମଋତୁରେ ଦେଖାଯିବେ ଷ୍ଟାଇଲିଶ୍‌: ଆପଣାନ୍ତୁ ଏହି ଟିପ୍ସ

ଖରାଦିନରେ ଆପଣଙ୍କ ସ୍କିନ୍‌ର ଦେଖାଶୁଣା ବହୁତ ଆବଶ୍ୟକ। ତା’ ସହ ଏହିଦିନରେ ଆପଣ କେଉଁ ପ୍ରକାର କପଡ଼ା ପିନ୍ଧୁଛନ୍ତି ଏହାଦ୍ୱାରା ବି ଆପଣଙ୍କ ତ୍ୱଚା ଉପରେ ଏହାର ପ୍ରଭାବ ପଡ଼ିଥାଏ। ଫ୍ୟାଶନ କଥା ପଡ଼ିଲେ କେତେକ ମହିଳା ଡିସିସନ୍‌ ନେବାକୁ ସମସ୍ୟାରେ…

ଦାମ୍ପତ୍ୟ ଜୀବନକୁ ସୁରୁଖୁରୁରେ ଆଗେଇନେବା ପାଇଁ ଏହି ୫ କଥା ମାନନ୍ତୁ

”ଦାମ୍ପତ୍ୟ ଜୀବନକୁ ସୁରୁଖୁରୁରେ ଆଗେଇନେବା ପାଇଁ ଉଭୟେ ସ୍ବାମୀସ୍ତ୍ରୀଙ୍କ ଆତ୍ମବିଶ୍ୱାସ ଦୃଢ଼ହେବା ଦରକାର। ନ ହେଲେ ସେମାନେ କୌଣସି କ୍ଷେତ୍ରରେ ନିଷ୍ପତ୍ତି ନେବା ସମୟରେ ଅସୁବିଧାର ସମ୍ମୁଖୀନ ହୋଇପାରନ୍ତି। ଯଦି ଘର ଚଳାଇବା ସେମାନଙ୍କ ଉପରେ ଶତ ପ୍ରତିଶତ ନିର୍ଭର କରୁଥାଏ,…

ଦୁର୍ଘଟଣା ପରେ ହେଲପରଙ୍କ ଉପରେ ମାଡ଼ିଗଲା ଟ୍ରକ୍‌

କେନ୍ଦୁଝର,୨୧।୫(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ସଦର ଥାନା ଅଧୀନ ୨୦ ନମ୍ବର ଜାତୀୟ ରାଜପଥ ପଳାସପଙ୍ଗା ଓଭରବ୍ରିଜ ନିକଟରେ ମଙ୍ଗଳବାର ଏକ ଦୁର୍ଘଟଣା ଘଟିଛି। ଦୁର୍ଘଟଣା ପରେ ଟ୍ରକ ଚାପାରେ ହେଲପରଙ୍କ ମୃତ୍ୟୁ ଘଟିଛି। ମିଳିଥିବା ସୂଚନା ମୁତାବକ, ଟ୍ରକ୍‌ ଚାଳକଙ୍କ…

ରାହୁଲଙ୍କୁ ଝଟ୍‌କା: ଅମିତ ଶାହାଙ୍କ ଉପରେ ଟିପ୍ପଣି ମାମଲାରେ ସମନ ଜାରି

ନୂଆଦିଲ୍ଲୀ,୨୧।୫: ଅମିତ ଶାହାଙ୍କ ଉପରେ ଦେଇଥିବା ମନ୍ତବ୍ୟ ପାଇଁ ଏମପି-ଏମଏଲଏ କୋର୍ଟ କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କୁ ସମନ ଜାରି କରିଛନ୍ତି। ଏନେଇ ଭାଜପା କର୍ମୀ ନବୀନ ଝା ରାଞ୍ଚି ସିଭିଲ କୋର୍ଟରେ ଅଭିଯୋଗ କରିଥିଲେ। ରାହୁଲ ଗାନ୍ଧୀ କହିଥିଲେ ଯେ…

‘୧୮ ମାସରେ ଚିଟ୍‌ଫଣ୍ଡ ଦୋଷୀଙ୍କୁ ଜେଲ୍‌ରେ ପୂରାଇବୁ’

ସମ୍ବଲପୁର,୨୧।୫: କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ସମ୍ବଲପୁର ସଭାରେ ଆସୁ ଆସୁ ବର୍ଷିଛନ୍ତି। ଶାହା କହିଛନ୍ତି, ଭାଜପା ସରକାର ଆସିଲେ ମେଡିକାଲ ସାଇନ୍ସ ଓଡ଼ିଆରେ ପଢ଼ାଇବୁ। ୧୮ ମାସରେ ଚିଟ୍‌ଫଣ୍ଡର ସବୁ ଦୋଷୀଙ୍କୁ ଜେଲ୍‌ରେ ପୂରାଇବୁ। ଆଉ ଲୋକଙ୍କୁ ପଇସା…

ଗାଁ ଗାଁ ବୁଲି ପ୍ରାର୍ଥୀଙ୍କ ନିର୍ବାଚନ ପ୍ରଚାର

ହାଟଡିହୀ,୨୧l୫(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ବିଧାନସଭା କ୍ଷେତ୍ର ଅଧୀନ ହାଟଡିହୀ ବ୍ଲକର ଢେଙ୍କା, ଓରାଳି ଏବଂ ସମଣା ପଞ୍ଚାୟତର ବିଭିନ୍ନ ଗ୍ରାମରେ ବିଜେଡି ବିଧାୟକ ପ୍ରାର୍ଥୀ ଅଭିମନ୍ୟୁ ସେଠୀ ନିର୍ବାଚନ ପ୍ରଚାର କରିଛନ୍ତି। ବିଜେଡି କର୍ମୀ ରବୀନ୍ଦ୍ର ନାୟକଙ୍କ ନେତୃତ୍ୱରେ…

କେଜରିଓ୍ବାଲ ଏବେ କାହିଁକି ଆଳାପ କରୁଛନ୍ତି ପାକିସ୍ତାନୀ-ପାକିସ୍ତାନୀ?

ନୂଆଦିଲ୍ଲୀ,୨୧।୫: ଏକ ଖବରଦାତା ସମ୍ମିଳନୀରେ ଅରବିନ୍ଦ କେଜରିୱାଲ କହିଛନ୍ତି, ଆଜି ମୁଁ ଆପଣଙ୍କୁ ତିନୋଟି କଥା କହିବାକୁ ଚାହେଁ। ନିର୍ବାଚନର ପଞ୍ଚମ ପର୍ଯ୍ୟାୟ ଶେଷ ହୋଇଥିବାରୁ ମୋଦି ସରକାର ଯାଉଛନ୍ତି ଏବଂ ଇଣ୍ଡିଆ ମେଣ୍ଟ ସରକାର ଆସୁଛନ୍ତି ତାହା ସ୍ପଷ୍ଟ ହୋଇଛି।…

ମନ୍ମଥଙ୍କ ପାଇଁ ପ୍ରଚାର କଲେ ମୁଖ୍ୟମନ୍ତ୍ରୀ, ଭିଡିଓ ବାର୍ତ୍ତାରେ କହିଲେ…

ଭୁବନେଶ୍ୱର,୨୧।୫: ଭୁବନେଶ୍ୱର ଏମ୍‌ପି ପ୍ରାର୍ଥୀ ମନ୍ମଥ ରାଉତରାୟଙ୍କ ପାଇଁ ଏକ ଭିଡିଓ ବାର୍ତ୍ତା ମାଧ୍ୟମରେ ପ୍ରଚାର କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ମୁଖ୍ୟମନ୍ତ୍ରୀ କହିଛନ୍ତି, ମନ୍ମଥ ରାଉତରାୟ ଜଣେ ସଫଳ ପାଇଲଟ ଥିଲେ। ହେଲେ ଆଜି ଭୁବନେଶ୍ୱରବାସୀଙ୍କ ସେବା କରିବା ପାଇଁ…

ତୁମକୁ ଫାଇନାଲ୍‌ ଜିତିବାକୁ ପଡ଼ିବ…କୋହଲିଙ୍କୁ ଧୋନୀଙ୍କ ମେସେଜ୍‌

ନୂଆଦିଲ୍ଲୀ,୨୧।୫: ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ ମେ ୧୮ରେ ଚେନ୍ନାଇ ସୁପର କିଙ୍ଗ୍ସକୁ ପରାସ୍ତ କରି ପ୍ଲେ ଅଫରେ ସ୍ଥାନ ହାସଲ କରିଛି । ପ୍ଲେ ଅଫରେ ପହଞ୍ଚିବା ପାଇଁ ବେଙ୍ଗାଲୁରୁ ଚତୁର୍ଥ ଏବଂ ଶେଷ ଦଳ ହୋଇଛି। ମ୍ୟାଚ ପରେ ବେଙ୍ଗାଲୁରୁ…

ବଡ଼ କଥା କହିଦେଲେ କେଜ୍‌ରିଓ୍ବାଲ, ଜୁନ୍‌ ୪ରେ ଇଣ୍ଡିଆ ମେଣ୍ଟ…

ନୂଆଦିଲ୍ଲୀ,୨୧।୫: ମଙ୍ଗଳବାର ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍‌ରିଓ୍ବାଲ ଏକ ବଡ ଦାବି କରିଛନ୍ତି। ସେ କହିଛନ୍ତି ଯେ ମୋଦି ସରକାର ଜୁନ୍‌ ୪ ତାରିଖରେ ଯାଉଛନ୍ତି। ଜୁନ ୪ରେ ଇଣ୍ଡିଆ ମେଣ୍ଟ ୩୦୦ରୁ ଅଧିକ ଆସନ ଜିତିବ। କେଜ୍‌ରିଓ୍ବାଲ କହିଛନ୍ତି ଯେ,…

ମୁଁ କାହାର ପାଦ ଛୁଏଁ ନାହିଁ, ସେଥିପାଇଁ ମୋତେ….କାହିଁକି ଏମିତି କହିଲେ ଗୌତମ ଗମ୍ଭୀର

ନୂଆଦିଲ୍ଲୀ,୨୧।୫: ପୂର୍ବତନ ଭାରତୀୟ କ୍ରିକେଟର ଗୌତମ ଗମ୍ଭୀର ତାଙ୍କର ତାଙ୍କ ବିବୃତ୍ତି ପାଇଁ ପ୍ରାୟତ ଚର୍ଚ୍ଚାରେ ଥାନ୍ତି। ନିକଟରେ ଟିମ ଇଣ୍ଡିଆର ଅଫ ସ୍ପିନର ରବି ଅଶ୍ୱିନଙ୍କ ୟୁଟ୍ୟୁବ ଚ୍ୟାନେଲରେ ଗୌତମ ଗମ୍ଭୀର ନିଜର ମତ ରଖିଥିଲେ। ଏହି ସମୟରେ ସେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?