ମାଟ୍ରିମୋନିରେ ସ୍ତ୍ରୀଙ୍କ ନାଁରେ ଆକାଉଣ୍ଟ ଖୋଲି ଠକୁଥିଲେ
ଭୁବନେଶ୍ୱର,୨୦ା୧(ସତ୍ୟଜିତ୍ ରାଉତ): ଶିକ୍ଷାଗତ ଯୋଗ୍ୟତା ନବମ ଫେଲ୍, ହେଲେ କାମ ଥିଲା ଅତି ଚତୁର। ମାଟ୍ରିମୋନି ଆପ୍ରେ ସ୍ତ୍ରୀଙ୍କ ନାଁରେ ଆକାଉଣ୍ଟ ଖୋଲି ପ୍ରୋଫାଇଲ୍ରେ ଦେଇଥିଲେ ସୁନ୍ଦରୀ ଯୁବତୀଙ୍କ ଫଟୋ। ବିବାହ ପାଇଁ କନ୍ୟା ଖୋଜୁଥିବା ଯୁବକଙ୍କ ସହ ଚାଟ୍ କରି…
ବ୍ୟବସାୟ ସମ୍ପ୍ରସାରଣ କରିବ ଅଶୋକ ଲେଲାଣ୍ଡ
ଭୁବନେଶ୍ୱର,୨୦।୧: ହିନ୍ଦୁଜା ଗ୍ରୁପ୍ର ଅଂଶ ତଥା ଦେଶର ଅଗ୍ରଣୀ ବାଣିଜି୍ୟକ ଯାନ ନିର୍ମାତା ଅଶୋକ ଲେଲାଣ୍ଡ ପୂର୍ବ ଭାରତରେ ଅର୍ଥନୈତିକ ଅଭିବୃଦ୍ଧି ତଥା ଭିତ୍ତିଭୂମି ସମ୍ପ୍ରସାରଣ କରିବାକୁ ଲକ୍ଷ୍ୟ ରଖିଛି। ବଜାର ସ୍ଥିତିକୁ ସୁଦୃଢ଼ କରିବା ଏବଂ ଗ୍ରାହକମାନଙ୍କ ନିର୍ଦ୍ଦିଷ୍ଟ ଆବଶ୍ୟକତା…
‘ବ୍ୟାଙ୍କମାନେ ରେରା ନିୟମ ଅନୁପାଳନ କରିବା ଉଚିତ୍’
ଭୁବନେଶ୍ୱର,୨୦।୧(ଅନୁରାଧା ମହାରଣା): ବ୍ୟାଙ୍କମାନେ ଗୃହ ର୍ନିମାଣ ପ୍ରକଳ୍ପ ଗୁଡିକର ହିସାବ ରଖିବା ବେଳେ ରେରା ନିୟମ ଅନୁପାଳନ କରିବାକୁ ପରାମର୍ଶ ଦିଆଯାଇଛି। ରିଅଲ୍ ଇଷ୍ଟେଟ୍ ରେଗୁଲାର ଅଥରିଟି (ରେରା) ପକ୍ଷରୁ ବିଭିନ୍ନ ସରକାରୀ ଓ ବେସରକାରୀ ବ୍ୟାଙ୍କମାନଙ୍କ ସହ ଏକ ବୈଠକ…
ରିଲାଏନ୍ସ ଇଣ୍ଡଷ୍ଟ୍ରିଜର ନେଟ ଲାଭରେ ୧୦.୯% ବୃଦ୍ଧି
ଭୁବନେଶ୍ୱର,୨୦।୧: ଭାରତର ସର୍ବବୃହତ ଘରୋଇ କମ୍ପାନୀ ରିଲାଏନ୍ସ ଇଣ୍ଡଷ୍ଟ୍ରିଜ଼ ପକ୍ଷରୁ ଚଳିତ ଆର୍ଥତ୍କ ବର୍ଷର ତୃତୀୟ ତ୍ରୈମାସିକ ଆର୍ଥତ୍କ ଫଳାଫଳ ସମ୍ପର୍କରେ ଘୋଷଣା କରାଯାଇଛି। ୨୨୩ ଅକ୍ଟୋବରରୁ ଡିସେମ୍ବର ତ୍ରୈ ମାସରେ କମ୍ପାନୀର ନେଟ ଲାଭ ପୂର୍ବ ବର୍ଷ ସମାନ ଅବଧି…
ଜେଏସ୍ପି ଫାଉଣ୍ଡେଶନ ପକ୍ଷରୁ ଯଶସ୍ବୀ ବୃତ୍ତି ପ୍ରଦାନ
ଭୁବନେଶ୍ୱର,୨୦।୧: ଜିନ୍ଦଲ ଷ୍ଟିଲ ଆଣ୍ଡ ପାୱାର (ଜେଏସପି)ର ସାମାଜିକ ଶାଖା ଜେଏସପି ଫାଉଣ୍ଡେସନ ପକ୍ଷରୁ ଂଶସ୍ବୀ ବଉତ୍ତି ପ୍ରଦାନ କରାଯାଇଛି। ଏପଣିକି ଫାଉଣ୍ଡେଶନର ଫ୍ଲାଗସିପ୍ କାର୍ଯ୍ୟକ୍ରମ ଯଶସ୍ବୀର ୩ୟ ସଂସ୍କରଣକୁ ଶୁଭାରମ୍ଭ କରି ଓଡ଼ିଶା, ଝାଡ଼ଖଣ୍ଡ ଏବଂ ଛତିଶଗଡ଼ର ସାମାଜିକ-ଅର୍ଥନୈତିକ ଦୁର୍ବଳ…
‘ଏକ ରାଷ୍ଟ୍ର, ଏକ ନିର୍ବାଚନ’ ଅଗଣତାନ୍ତ୍ରିକ: କଂଗ୍ରେସ
ନୂଆଦିଲ୍ଲୀ,୨୦।୧: ଏକ ଦେଶ ଏକ ନିର୍ବାଚନ ଚିନ୍ତାଧାରା ଅଗଣତାନ୍ତ୍ରିକ ଏବଂ ସମ୍ବିଧାନର ମୌଳିକ ଢାଞ୍ଚା ବିରୋଧୀ କହି କଂଗ୍ରେସ ଏହାର ଦୃଢ଼ ବିରୋଧ କରିଛି। ଏହା ସଂଘବାଦ ଗ୍ୟାରେଣ୍ଟିର ବିରୋଧ ବୋଲି କଂଗ୍ରେସ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖାର୍ଗେ କହିଛନ୍ତି। ଏଭଳି ଚିନ୍ତାଧାରାକୁ…
ସିପେଟ-ଏଲ୍ଏଆର୍ପିଏମ୍ ପକ୍ଷରୁ ‘ଇନୋଇନସାଇଟ୍-୨୦୨୪’
ଭୁବନେଶ୍ୱର,୨୦।୧: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ୧୬ ଜାନୁଆରୀକୁ ଜାତୀୟ ଷ୍ଟାର୍ଟଅପ୍ ଦିବସ ଭାବେ ଘୋଷଣା କରିଛନ୍ତି। ଏହି କ୍ରମରେ ପଟିଆସ୍ଥିତ ସିପେଟ-ଏଲ୍ଏଆର୍ପିଏମ୍ ପକ୍ଷରୁ କର୍ମଶାଳା ଇନୋଇନସାଇଟ୍-୨୦୨୪ ଅନୁଷ୍ଠିତ ହୋଇଯାଇଛି। ଏହି କର୍ମଶାଳା ଯୁବକଯୁବତୀମାନଙ୍କୁ ଦୃଷ୍ଟିରେ ରଖି ନୂତନ ଉଦ୍ୟମର ସୃଷ୍ଟି, ଜ୍ଞାନର…
ଝାରସୁଗୁଡ଼ାରେ ୨୩,୩୮୯.୪୩ କୋଟିର ନିବେଶ ପ୍ରସ୍ତାବ
ଭୁବନେଶ୍ୱର,୨୦।୧ (ଅଭୟ ଦାଶ): ଓଡ଼ିଶା ସରକାରଙ୍କ ସହଯୋଗରେ ଭାରତୀୟ ଶିଳ୍ପ ମହାସଂଘ (ସିଆଇଆଇ)ର ଓଡ଼ିଶା ଚାପ୍ଟର ପକ୍ଷରୁ ପ୍ରଥମ ଥର ପାଇଁ ଓଡ଼ିଶାର ଝାରସୁଗୁଡ଼ାଠାରେ ସିଆଇଆଇ ୨୪ତମ ଏଣ୍ଟରପ୍ରାଇଜ୍ ଓଡ଼ିଶା ଶୁକ୍ରବାର ଉଦ୍ଘାଟିତ ହୋଇଯାଇଛି। ଏହି ମହତ୍ତ୍ୱକାଂକ୍ଷୀ କାର୍ଯ୍ୟକ୍ରମରେ ଓଡ଼ିଶା ସରକାରଙ୍କ…
ଓଡ଼ିଶାରୁ ଅଧିକ ଉଷୁନା ଚାଉଳ ସଂଗ୍ରହ କରିବ କେନ୍ଦ୍ର: ଧର୍ମେନ୍ଦ୍ର
ଭୁବନେଶ୍ୱର,୨୦।୧(ଅନିଲ ଦାସ): କେନ୍ଦ୍ର ଶିକ୍ଷା, ଦକ୍ଷତା ବିକାଶ ଓ ଉଦ୍ୟମିତା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ପତ୍ର ଲେଖିବା ପରେ ତ୍ୱରିତ ପଦକ୍ଷେପ ସ୍ବରୂପ ଚଳିତ ଖରିଫ ବିପଣନ ଋତୁରେ ଓଡ଼ିଶାରୁ ଅଧିକ ୧୦ ଲକ୍ଷ ମେଟ୍ରିକ୍ ଟନ ଉଷୁନା ଚାଉଳ ସଂଗ୍ରହ…
୩ ଦିନରେ ମ୍ୟାଚ୍ ଶେଷ: ୧୦ ଉଇକେଟରେ ବିଜୟୀ ହେଲା ଅଷ୍ଟ୍ରେଲିଆ
ଆଡିଲେଡ, ୨୦ା୧: ଅଷ୍ଟ୍ରେଲିଆ ଏବଂ ଓ୍ବେଷ୍ଟଇଣ୍ଡିଜ ମଧ୍ୟରେ ଅନୁଷ୍ଠିତ ପ୍ରଥମ କ୍ରିକେଟ ଟେଷ୍ଟ ୩ ଦିନରେ ଶେଷ ହୋଇଛି। ଏଥିରେ ଜୋସ୍ ହାଜେଲଉଡ୍ଙ୍କ ୫ଉଇକେଟ ସଫଳତା ଯୋଗୁ ଘରୋଇ ଦଳ ୧୦ ଉଇକେଟରେ ବିଜୟ ଲାଭ କରିଛି । ପୂର୍ବଦିନର ଅସମାପ୍ତ…
ମା’ଙ୍କ ଶୁଦ୍ଧିକ୍ରିୟା ପାଇଁ ସହାୟତା ମାଗୁଛନ୍ତି ଦିବ୍ୟାଙ୍ଗ ଝିଅ, ପୁଅ
ସିମୁଳିଆ,୨୦ା୧(ସନ୍ତୋଷ ନାୟକ): ମା’ଙ୍କ ଶୁଦ୍ଧିକ୍ରିୟା ପାଇଁ ପାଖରେ ଟଙ୍କା ନାହିଁ। ଫଳରେ ଦିବ୍ୟାଙ୍ଗ ଝିଅ ଓ ପୁଅ ଘରଘର ବୁଲି ସହାୟତା ମାଗୁଛନ୍ତି। ସେମାନଙ୍କ ଅସହାୟତା ଦେଖି ସ୍ଥାନୀୟ ସହାୟତାର ହାତ ବଢ଼ାଉଛନ୍ତି। ଏଭଳି ଘଟଣା ଦେଖିବାକୁ ମିଳିଛି ବାଲେଶ୍ୱର ଜିଲା…
ବାଲେଶ୍ୱରରେ ୩୭,୫୭୭ ଅତିଥି ପକ୍ଷୀ
ବାଲେଶ୍ୱର,୨୦।୧(ମାନସ ବିଶ୍ୱାଳ): ବାଲେଶ୍ୱର ଜିଲାରେ ଶେଷ ହୋଇଛି ପକ୍ଷୀ ଗଣନା। ଜିଲାର ଜଳେଶ୍ୱର, ଚାନ୍ଦିପୁର, ନୀଳଗିରି, କୁଲଡ଼ିହା ଓ ସୋର ପ୍ରଭୃତି ୫ ରେଞ୍ଜର ବିଭିନ୍ନ ସ୍ଥାନରେ ପକ୍ଷୀ ଗଣନା ପାଇଁ ୧୭ଟି ଟିମ୍ ନିୟୋଜିତ ହୋଇଥିଲେ। ବିଭାଗୀୟ ରେଞ୍ଜ ଅଧିକାରୀଙ୍କ…
Archives


