Home Left

ପ୍ରାଣ ପ୍ରତିଷ୍ଠା ଉତ୍ସବକୁ ଅଯୋଧ୍ୟା ରାୟ ଦେଇଥିବା ବିଚାରପତିଙ୍କୁ ନିମନ୍ତ୍ରଣ

ନୂଆଦିଲ୍ଲୀ,୨୦ା୧: ୨୦୧୯ ନଭେମ୍ବର ୯ରେ ଐତିହାସିକ ଅଯୋଧ୍ୟା ରାୟ ଆସିଥିଲା। ବିବାଦୀୟ ବାବ୍ରି ମସ୍‌ଜିଦ ସ୍ଥଳ ରାମଲାଲାଙ୍କର ବୋଲି ରାୟ ଦେଇଥିବା ସାମ୍ବିଧାନିକ ପୀଠର ସମସ୍ତ ବିଚାରପତିଙ୍କୁ ପ୍ରାଣ ପ୍ରତିଷ୍ଠା ଉତ୍ସବକୁ ନିମନ୍ତ୍ରଣ କରାଯାଇଛି। ତତ୍କାଳୀନ ପ୍ରଧାନ ବିଚାରପତି ରଞ୍ଜନ ଗୋଗୋଇ,…

୨ ଛାତ୍ରୀଙ୍କୁ ସ୍କୁଲ ମାଲିକଙ୍କ ବଳାତ୍କାର

ରାଜନଗର, ୨୦ା୧(ଭାସ୍କର ରାଉତରାୟ): କେନ୍ଦ୍ରାପଡ଼ା ଜିଲା ରାଜନଗର ଥାନା ଅନ୍ତର୍ଗତ ଘଡିଆମାଳ ଅଞ୍ଚଳର ଏକ ଘରୋଇ ବିଦ୍ୟାଳୟରେ ୨ ଛାତ୍ରୀଙ୍କୁ ସ୍କୁଲ ମାଲିକ ତଥା ପ୍ରଧାନ ଶିକ୍ଷକ ବଳାତ୍କାର କରିଛନ୍ତି। ୩ ଦିନ ଧରି ଘଟଣାକୁ ଚପେଇ ଦେବା ପାଇଁ ଜଣେ…

ସେମିଫାଇନାଲରେ ପହଞ୍ଚିଲା ଇଷ୍ଟ ବେଙ୍ଗଲ

ଭୁବନେଶ୍ୱର, ୨୦।୧(ତପନ ସ୍ବାଇଁ): କଳିଙ୍ଗ ଷ୍ଟାଡିୟମରେ ଚାଲିଥିବା ସୁପର କପ୍‌ ଫୁଟବଲ ଟୁର୍ନାମେଣ୍ଟର ସେମିଫାଇନାଲରେ ପ୍ରବେଶ କରିଛି ଇଷ୍ଟ ବେଙ୍ଗଲ। ଅନୁଷ୍ଠିତ ଗ୍ରୁପ୍‌ ‘ଏ’ର ଡର୍ବି ମ୍ୟାଚରେ ଇଷ୍ଟ ବେଙ୍ଗଲ ୩-୧ ଗୋଲରେ ପାରମ୍ପରିକ ପ୍ରତିଦ୍ୱନ୍ଦ୍ୱୀ ମୋହନ ବାଗାନ ସୁପର ଜାଏଣ୍ଟକୁ…

ଆତଙ୍କବାଦର ପ୍ରତିରୋଧ ପାଇଁ ପାକିସ୍ତାନ-ଇରାନର ସହମତ

ଇସ୍‌ଲାମାବାଦ,୨୦।୧: ପାକିସ୍ତାନର ଆତଙ୍କବାଦୀ ଆଡ୍ଡା ଉପରେ ଇରାନର ସର୍ଜିକାଲ ଷ୍ଟ୍ରାଇକ୍‌ ଏବଂ ଦିନକ ପରେ ଇସ୍‌ଲାମାବାଦ ପାଲଟା ଜବାବ ଦେବା ପରେ ଦୁଇଦେଶ ମଧ୍ୟରେ ସୃଷ୍ଟ ହୋଇଥିବା ଉତ୍ତେଜନା ହ୍ରାସ ପାଇଁ ଉଭୟ ଦେଶ ରାଜି ହୋଇଛନ୍ତି। ଏଥିସହିତ ଆତଙ୍କବାଦର ପ୍ରତିରୋଧ…

ଆଗାମୀ ପାଞ୍ଚ ସିଜିନ୍ ପାଇଁ ଆଇପିଏଲ୍ ଟାଇଟଲ୍ ପ୍ରାୟୋଜକ ପାଇଲା ଟାଟା

ନୂଆଦିଲ୍ଲୀ ,୧୯ା୧: ଟାଟା ଗ୍ରୁପ୍ ସଫଳତାର ସହିତ ଇଣ୍ଡିଆନ୍ ପ୍ରିମିୟର ଲିଗ୍ (ଆଇପିଏଲ୍)ର ଟାଇଟଲ୍ ପ୍ରୟୋଜକ ଅଧିକାର ବଜାୟ ରଖିଛି ଏବଂ ୨୦୨୮ ପର୍ଯ୍ୟନ୍ତ ଚୁକ୍ତିନାମାକୁ ବଢ଼ାଇ ଆସନ୍ତା ପାଞ୍ଚ ବର୍ଷ ପାଇଁ ଏହି ଅଧିକାର ସୁରକ୍ଷିତ କରିଛି। ଚୁକ୍ତି ଅନୁଯାୟୀ…

ରାମ ମନ୍ଦିର ଉଦଘାଟନ: ଜାନୁଆରୀ ୨୨ରେ ସମସ୍ତ କାର୍ଯ୍ୟାଳୟ ଛୁଟି ଘୋଷଣା କଲା ରିଲାଏନ୍ସ ଇଣ୍ଡଷ୍ଟ୍ରିଜ୍

ନୂଆଦିଲ୍ଲୀ,୧୯ା୧: ଅଯୋଧ୍ୟାରେ ରାମ ମନ୍ଦିର ସମାରୋହର ଅବସରରେ ଜାନୁଆରୀ ୨୨ରେ ରିଲାଏନ୍ସ ଇଣ୍ଡଷ୍ଟ୍ରିଜ୍ ଏହାର ସମସ୍ତ କାର୍ଯ୍ୟାଳୟରେ ଛୁଟି ଘୋଷଣା କରିଛି। ଏହିଦିନ ଅନେକ ରାଜ୍ୟ ଛୁଟି ଘୋଷଣା କରି କର୍ମଚାରୀ ମାନଙ୍କୁ ଏଥିରେ ଅଂଶଗ୍ରହଣ କରିବାକୁ ଉତ୍ସାହିତ କରିଛନ୍ତି। କେନ୍ଦ୍ର…

ବିଷ ଦେଇ ୭ କୁକୁରଙ୍କୁ ହତ୍ୟା

ଭୁବନେଶ୍ୱର,୧୯।୧(ସୂର୍ଯ୍ୟକାନ୍ତ ବେହେରା): ରାଜଧାନୀ ଭୁବନେଶ୍ୱରରେ ଅମାନୁଷିକତାର ଚିତ୍ର ସାମ୍ନାକୁ ଆସିଛି। ଖାଦ୍ୟରେ ବିଷ ଦେଇ ୭ କୁକୁରକୁ ହତ୍ୟା କରାଯାଇଛି। ତମାଣ୍ଡୋ ଥାନା ଅନ୍ତର୍ଗତ ଭଗବାନପୁରରେ ଏଭଳି ନୃଶଂସ ଘଟଣା ଘଟିଥିବାବେଳେ ପଶୁପ୍ରେମୀ ଏହାକୁ ନିନ୍ଦା କରିବା ସହ ଥାନାରେ ଅଭିଯୋଗ…

ମାତୃଭାଷା ଦିବସ ସହ ପାଳନ ହେବ ଓଡ଼ିଆ ଭାଷା ସପ୍ତାହ, ପୁରାତନ ବିଦ୍ୟାଳୟକୁ ମିଳିବ ଐତିହ୍ୟ ମାନ୍ୟତା

ଭୁବନେଶ୍ୱର,୧୯ା୧: ଐତିହ୍ୟ କ୍ୟାବିନେଟ ନିଷ୍ପତ୍ତି ଅନୁଯାୟୀ ୨୦୨୪ ଫେବ୍ରୁଆରି ୩ ତାରିଖ ରୁ ୫ ତାରିଖ ପର୍ଯ୍ୟନ୍ତ ତିନି ଦିନ ହେବାକୁ ଥିବା ପ୍ରଥମ ବିଶ୍ୱ ଓଡ଼ିଆ ଭାଷା ସମ୍ମିଳନୀ ଆୟୋଜନର ପ୍ରସ୍ତୁତି ସମ୍ପର୍କରେ ସମୀକ୍ଷା କରିଛନ୍ତି 5-T ଓ ନବୀନ…

ବିଲ୍‌କିସ୍‌ ମାମଲା: ରବିବାର ସୁଦ୍ଧା ଆତ୍ମସମର୍ପଣ କରିବାକୁ ଦୋଷୀଙ୍କୁ ନିର୍ଦ୍ଦେଶ

ନୂଆଦିଲ୍ଲୀ,୧୯।୧: ବିଲ୍‌କିସ ବାନୋ ଗଣବଳାତ୍କାର ଓ ତାଙ୍କ ପରିବାରର ୭ ଜଣଙ୍କୁ ହତ୍ୟା ମାମଲାରେ ମୁକ୍ତ ହୋଇଥିବା ୧୧ ଅପରାଧୀଙ୍କୁ ଆସନ୍ତା ରବିବାର ସୁଦ୍ଧା ଜେଲ କର୍ତ୍ତୃପକ୍ଷଙ୍କ ନିକଟରେ ଆତ୍ମସମର୍ପଣ କରିବା ପାଇଁ ସୁପ୍ରିମକୋର୍ଟ ଶୁକ୍ରବାର ନିର୍ଦ୍ଦେଶ ଦେଇଛନ୍ତି। ଆତ୍ମସମର୍ପଣ ସମୟସୀମା…

ଜେଜେଙ୍କ କୋଳରୁ ନାତୁଣୀକୁ ଟାଣିନେଇ ଝୁଣିଲା ପିଟ୍ ବୁଲ୍ କୁକୁର, ସିସିଟିଭିରେ କଏଦ୍ ହେଲା ଘଟଣା

ନୂଆଦିଲ୍ଲୀ,୧୯ା୧: ରାଜଧାନୀ ଦିଲ୍ଲୀରେ କୁକୁର ଆତଙ୍କ ବଢ଼ିବାରେ ଲାଗିଛି। ଏକ ଅଭାବନୀୟ ଘଟଣା କ୍ରମେ ଜେଜେଙ୍କ କୋଳରୁ ଦେଢ଼ ବର୍ଷର ନାତୁଣୀକୁ ଟାଣି ନେଇ କାମୁଡ଼ିଛି ପିଟ୍ ବୁଲ୍ କୁକୁର। ଏଥିରେ ଶିଶୁକନ୍ୟାଟିର ଅନେକ ସ୍ଥାନରେ ଗଭୀର କ୍ଷତ ହୋଇଥିଲା ବେଳେ…

ମାଟ୍ରିମୋନିରେ ସ୍ତ୍ରୀଙ୍କ ନାଁରେ ଆକାଉଣ୍ଟ ଖୋଲି ଫସାଉଥିଲେ:

ଭୁବନେଶ୍ୱର,୧୯।୧(ସତ୍ୟଜିତ୍‌ ରାଉତ): ଶିକ୍ଷାଗତ ଯୋଗ୍ୟତା ନବମ ଫେଲ୍‌, ହେଲେ କାମ ଥିଲା ଅତି ଚତୁର। ମାଟ୍ରିମୋନି ଆପ୍‌ରେ ସ୍ତ୍ରୀଙ୍କ ନାଁରେ ଆକାଉଣ୍ଟ ଖୋଲି ପ୍ରୋଫାଇଲ୍‌ରେ ଦେଇଥିଲେ ସୁନ୍ଦରୀ ଯୁବତୀଙ୍କ ଫଟୋ। ବିବାହ ପାଇଁ କନ୍ୟା ଖୋଜୁଥିବା ଯୁବକଙ୍କ ସହ ଚାଟ୍‌ କରି…

ରାତିରେ ବୁଲିହେବ ଭରତପୁର ଜଙ୍ଗଲ

ଭୁବନେଶ୍ୱର, ୧୯।୧(ଅସମାପିକା ସାହୁ) : ଚନ୍ଦକାରେ ଆରମ୍ଭ ହେବ ‘ନକ୍‌ଚରାଲ ଟ୍ରେଲ୍‌’। ରାତିରେ ଜଙ୍ଗଲ ବୁଲିବାର ମଜା ନେବେ ଲୋକେ। ଚନ୍ଦକା ବନଖଣ୍ଡ ଅଧୀନ ଭରତପୁର ଜଙ୍ଗଲରେ ରାତିରେ ସଫାରୀ ଚାଲିବ। ଏହା ଆସନ୍ତା ୨୯ ତାରିଖରୁ ଆରମ୍ଭ ହେବ। ପୂର୍ବରୁ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri