Home Left

ବୁମ୍‌ରାଙ୍କ ଇନ୍‌ଷ୍ଟାଗ୍ରାମ ଷ୍ଟାଟସକୁ ନେଇ ବଢିଲା ଚର୍ଚ୍ଚା: କହିଲେ, ବେଳେବେଳେ ଚୁପ୍‌ ରହିବା…

ମୁମ୍ବାଇ,୨୮।୧୧: ଭାରତୀୟ କ୍ରିକେଟ ଦଳର ତଥା ମୁମ୍ବାଇ ଇଣ୍ଡିଆନ୍ସର ସବୁଠାରୁ ବିଶେଷ ବୋଲର ଜସପ୍ରୀତ ବୁମ୍‌ରା ମଙ୍ଗଳବାର ନିଜ ଇନଷ୍ଟାଗ୍ରାମରେ ଏକ ଷ୍ଟାଟସ୍‌ ପୋଷ୍ଟ କରିଛନ୍ତି। ଏହାକୁ ନେଇ ସୋସିଆଲ ମିଡିଆରେ ଚର୍ଚ୍ଚା ଆରମ୍ଭ ହୋଇଛି। ବୁମ୍‌ରାଙ୍କ ଇନଷ୍ଟାଗ୍ରାମ ଷ୍ଟାଟସ୍‌ରେ ଲେଖାଯାଇଥିଲା,…

ରଣବୀର ହେଉଛନ୍ତି ଭାରତର ଶ୍ରେଷ୍ଠ ଅଭିନେତା: ମହେଶ ବାବୁ

ବମ୍ବେ: ନିଜର ଅପକମିଂ ଫିଲ୍ମ ‘ଆନିମଲ’କୁ ନେଇ ଚର୍ଚ୍ଚାରେ ବଲିଉଡ ଅଭିନେତା ରଣବୀର କପୁର। ନଭେମ୍ବର ୨୩ରେ ରିଲିଜ ହୋଇଥିଲା ଏହାର ଟ୍ରେଲର। ଏହାକୁ ଦର୍ଶକ ବେଶ ପସନ୍ଦ କରିଥିଲେ। ସେବେଠାରୁ ଦର୍ଶକେ ଏହାର ରିଲିଜ ଡେଟ୍‌କୁୁ ଅପେକ୍ଷା କରି ରହିଛନ୍ତି।…

ବିଜ୍‌ନେସ୍‌ ଦୁନିଆରେ ପାଦ ରଖିଲେ ଗୋଲଡେନ୍‌ ବୟ

ନୂଆଦିଲ୍ଲୀ,୨୮।୧୧:ଭାରତର ଗୋଲଡେନ୍‌ ବୟ ନୀରଜ ଚୋପ୍ରା ବିଜ୍‌ନେସ୍‌ ଦୁନିଆରେ ପ୍ରବେଶ କରିଛନ୍ତି। ନୀରଜ ଚୋପ୍ରା ଏକ ଓଟିଟି ଷ୍ଟାର୍ଟଅପରେ ବିନିଯୋଗ କରି ନିଜର ବ୍ୟବସାୟ ଯାତ୍ରା ଆରମ୍ଭ କରିଛନ୍ତି। ସେ ରିଜନାଲ୍‌ ଓଟିଟି ପ୍ଲାଟଫର୍ମ ଷ୍ଟେଜ (Stage OTT App) ରେ…

ପାନୀୟ ଜଳ ହେଉଛି ବିଷାକ୍ତ

ଯାଜପୁର/ରଗଡ଼ି,୨୮ା୧୧(ହର୍ଷବର୍ଦ୍ଧନ ବେହେରା/ଯତିଶ ମଲ୍ଲିକ): ଯାଜପୁର ଜିଲା କଳିଙ୍ଗନଗର ଶିଳ୍ପାଞ୍ଚଳର ବିଭିନ୍ନ କାରଖାନାରୁ ନିର୍ଗତ ଫ୍ଲାଏ ଆଶ୍‌ରେ ଏବେ କୋରେଇ ବ୍ଲକ ମଞ୍ଜୁରୀ ମୌଜା ଅଞ୍ଚଳର ବିଭିନ୍ନ ଖାଲଖମା ପୋତା ଚାଲିଛି। ଫଳରେ ଏହା ନିକଟରେ ଥିବା ସରକାରୀ ପଲିଟେକ୍ନିକ କଲେଜ ଛାତ୍ରୀଛାତ୍ରଙ୍କ…

ଓଡ଼ିଶାରେ କରୋନା ମୃତ୍ୟୁ ସଂଖ୍ୟା ୨୫.୦୩୨

ବଲାଙ୍ଗୀର, ୨୭ା୧୧(ବୀରେନ୍ଦ୍ର କୁମାର ଝାଙ୍କର): କରୋନା ମହାମାରୀ ସମୟର ଅନେକ ତଥ୍ୟ ଲୋକଲୋଚନକୁ ଆସିନାହିଁ। ସେହି ତଥ୍ୟ ଜାଣିବାକୁ ଲୋକେ ଆଗ୍ରହୀ ଥିଲେ ମଧ୍ୟ ସରକାରୀ ଭାବେ ତଥ୍ୟ ଉପଲବ୍ଧ ହେଉ ନ ଥିବାରୁ ଅନେକାଂଶରେ ନିରାଶ ହେବାକୁ ପଡ଼ିଛି। ବିଶେଷକରି…

ଆଖିରେ, କାନରେ ଆଘାତ ଲାଗିଥିବା ଦେଖି ଚିନ୍ତାରେ କୋହଲିଙ୍କ ପ୍ରଶଂସକ, ଜାଣନ୍ତୁ ଏହି ଭାଇରାଲ ଫଟୋର ସତ

ନୂଆଦିଲ୍ଲୀ,୨୮।୧୧: ଭାରତୀୟ କ୍ରିକେଟର ବିରାଟ କୋହଲିଙ୍କ ଫଟୋ ସୋସିଆଲ ମିଡିଆରେ ଭାଇରାଲ ହୋଇଛି। ଏହି ଫଟୋରେ ବିରାଟ କୋହଲିଙ୍କ ଆଖି ଏବଂ ନାକରେ ଗଭୀର ଆଘାତ ଲାଗିଥିବା ଦେଖାଯାଉଛି। ନାକରେ ଏକ ବ୍ୟାଣ୍ଡେଜ ମଧ୍ୟ ଅଛି । ବିଶେଷ କଥା ହେଉଛି…

ପୁଣି ବିବାହ ବନ୍ଧନରେ ଅଭିନେତା ବିନୀତ ରାଇନା, ନର୍ସଙ୍କୁ କଲେ ଜୀବନସାଥୀ

ବମ୍ବେ: ଦ୍ୱିତୀୟ ବିବାହ କରିଛନ୍ତି ‘ଇସ୍କ ମେ ମରଜାଓ୍ବା’ ଫେମ୍‌ ଅଭିନେତା ବିନୀତ ରାଇନା। ପ୍ରେମିକା ଅପେକ୍ଷାଙ୍କ ହାତ ଧରିଛନ୍ତି ସେ। ବିବାହ ପରେ ଉଭୟଙ୍କର କିଛି ଫଟୋ ଅଭିନେତ୍ରୀ ଶ୍ୱେତା ତିଓ୍ବାରୀ ନିଜର ଇନଷ୍ଟାଗ୍ରାମରେ ଶେୟାର କରିଛନ୍ତି। ଏହାଛଡ଼ା ଏକାଧିକ…

ରିଲିଜ କରିଥିଲା ଗୁଜରାଟ ଟାଇଟନ୍ସ, ବିଜୟ ହଜାରେ ଟ୍ରଫିରେ ବିସ୍ଫୋରକ ଶତକ ମାରି ସୂର୍ଯ୍ୟକୁମାରଙ୍କ ରେକର୍ଡ ଭାଙ୍ଗିଲେ ଏହି କ୍ରିକେଟର

ବମ୍ବେ: ବିଜୟ ହଜାରେ ଟ୍ରଫିରେ ଚମକିଛନ୍ତି ଗୁଜରାଟ ଟାଇଟନ୍ସରୁ ରିଲିଜ କରାଯାଇଥିବା ଉର୍ଭିଲ ପଟେଲ। ଟୁର୍ନାମେଣ୍ଟରେ ମାତ୍ର ୪୧ ବଲରେ ଶତକ ମାରି ସେ ଚର୍ଚ୍ଚାର ପରିସରକୁ ଆସିଛନ୍ତି। ଏବେ ସେ ଲିଷ୍ଟ-ଏ କ୍ରିକେଟରେ ସବୁଠାରୁ ଦ୍ରୁତ ଶତକ ମାରିଥିବା ଦ୍ୱିତୀୟ…

କୋବି ଚାଷକରି ମଡେଲ ସାଜିଲେ ସରପଞ୍ଚ

ଦାରିଙ୍ଗବାଡି,୨୮ା୧୧(ଅରୁଣ ସାହୁ): କନ୍ଧମାଳ ଜିଲାରେ ଅନେକ ସମୟରେ ଅତି ଭଲ ପନିପରିବା ଚାଷ ହୋଇଥାଏ। ଜିଲାର ଦାରିଙ୍ଗବାଡିରେ ବନ୍ଧା ଓ ଫୁଲ କୋବି ସହ ବିନ୍‌, ଟମାଟୋ, କଞ୍ଚାଲଙ୍କା, ଦେଶୀଆଳୁ ଆଦି ବହୁଳ ପରିମାଣରେ ଚାଷ କରାଯାଇଥାଏ। ହେଲେ ଅନେକ ସମୟରେ…

ଆପଣବି ହୋଇ ପାରିବେ ଭାଗ୍ୟଶାଳୀ, ଘରେ ଲଗାନ୍ତୁ ଏହି ଗଛ

ଏକ ସାମଞ୍ଜସ୍ୟପୂର୍ଣ୍ଣ ଏବଂ ସମୃଦ୍ଧ ଜୀବନ୍ତ ପରିବେଶ ସୃଷ୍ଟି କରିବାର ପ୍ରୟାସରେ, ଉଦ୍ଭିଦଗୁଡିକୁ ଏକୀକୃତ କରିବା କେବଳ ଆପଣଙ୍କ ଘରର ସୌନ୍ଦର୍ଯ୍ୟ ବୃଦ୍ଧିରେ ସାହାଯ୍ୟ କରେନାହିଁ ବରଂ ସକରାତ୍ମକ ଶକ୍ତି ମଧ୍ୟ ଯୋଗାଇଥାଏ। ଏସବୁ ଗଛ କେବଳ ମନୋରମ ଘର ସାଜସଜ୍ଜା…

ଆଜି ତୃତୀୟ ଟି -୨୦: ଭାରତଠୁ ୨ଟି ମ୍ୟାଚ ହାରିବା ପରେ ଦଳରେ ପରିବର୍ତ୍ତନ ଆଣିଲା ଅଷ୍ଟ୍ରେଲିଆ

ନୂଆଦିଲ୍ଲୀ,୨୮।୧୧: ଭାରତ ଏବଂ ଅଷ୍ଟ୍ରେଲିଆ ମଧ୍ୟରେ ୫ ମ୍ୟାଚ ବିଶିଷ୍ଟ ଟି -୨୦ ସିରିଜ୍‌ ଚାଲିଛି। ଏହି ସିରିଜର ପ୍ରଥମ ଦୁଇଟି ମ୍ୟାଚ ଭାରତ ଜିତିଛି ଏବଂ ଆଜି ତୃତୀୟ ଟି -୨୦ ମ୍ୟାଚ ଗୁଆହାଟୀରେ ଖେଳାଯିବ, କିନ୍ତୁ ଏହି ମ୍ୟାଚ…

ବୈପାରିଗୁଡ଼ା ଥାନା ଅଧିକାରୀଙ୍କ କ୍ବାର୍ଟର୍ସରୁ ମିଳିଲା ବିଡ଼ାବିଡ଼ା ଟଙ୍କା

ଭୁବନେଶ୍ୱର,୨୮।୧୧: କୋରାପୁଟ ଜିଲା ବୈପାରିଗୁଡ଼ା ଥାନା ଅଧିକାରୀ ସୁଶାନ୍ତ କୁମାର ଶତପଥୀଙ୍କ କଟକ ବକ୍ସିବଜାରସ୍ଥିତ ସରକାରୀ କ୍ବାର୍ଟର୍ସରୁ ମଙ୍ଗଳବାର ଭିଜିଲାନ୍ସ ଅଧିକାରୀ ନଗଦ ୨୫ ଲକ୍ଷ ଟଙ୍କା ଜବତ କରିଛନ୍ତି। ଏପରି କି ଭିଜିଲାନ୍ସ ଟିମ୍‌ ଏକ ବିଶେଷ ସୂତ୍ରରୁ ଖବର…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri