ମା’ ହେଲେ ୟାମୀ ଗୌତମ
ବଲିଉଡ୍ ଅଭିନେତ୍ରୀ ୟାମୀ ଗୌତମ ମା’ ହେବାର ସୌଭାଗ୍ୟ ଲାଭ କରିଛନ୍ତି। ସେ ଏକ ପୁତ୍ର ସନ୍ତାନ ଜନ୍ମ ଦେଇଛନ୍ତି। ୟାମି ଏବଂ ତାଙ୍କ ସ୍ବାମୀ ଆଦିତ୍ୟ ଧର ଏହି ଖୁସି ଖବର ପ୍ରଶଂସକଙ୍କ ସହ ଶେୟାର କରିଛନ୍ତି। ଉଭୟ ଏକ…
ପୁଣି ଦୋହରାଇଲେ ମୋଦି, କିଏ ହେବେ ଓଡ଼ିଶାର ମୁଖ୍ୟମନ୍ତ୍ରୀ କଲେ ଘୋଷଣା
ଭୁବନେଶ୍ୱର,୨୦।୫: ଅନୁଗୋଳ ସଭାରେ ସମ୍ବୋଧିତ କରି ଓଡ଼ିଶାରେ ପ୍ରଥମଥର ଡବଲ ଇଞ୍ଜିନ ସରକାର ଗଠନ କରିବାକୁ ଯାଉଥିବା ଦମ୍ଭୋକ୍ତି ପ୍ରକାଶ କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ବିଜେଡି ସରକାରରେ ଓଡ଼ିଶା ବରବାଦ ହୋଇଯାଇଥିଲା ବେଳେ କେବେଳ ଓଡ଼ିଶମାଟିର ପୁଅ ହିଁ ବିକାଶ…
ମା’ଙ୍କ ସହିତ ଯାଇ ଭୋଟ ଦେଲେ ଦେବେଶ
ବରଗଡ଼,୨୦।୫(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାରେ ସାଧାରଣ ନିର୍ବାଚନ ପରିପ୍ରେକ୍ଷୀରେ ସୋମବାର ସକାଳ ୭ଟାରୁ ମତଦାନ ପ୍ରକ୍ରିୟା ଆରମ୍ଭ ହୋଇଛି। ମତଦାନ କେନ୍ଦ୍ର ଗୁଡିକରେ ମତଦାତାଙ୍କ ଲମ୍ବା ଧାଡ଼ି ଲାଗିଛି । ଏହି କ୍ରମରେ ଚଳିତ ନିର୍ବାଚନରେ ବରଗଡ଼ ବିଧାୟକ ତଥା ବିଜେଡ଼ିର ବରଗଡ଼…
ଆରସିବି ଫାଇନାଲ୍ ଯିବା ନିଶ୍ଚିତ! ଏହି ରେକର୍ଡ କହୁଛି ସବୁକିଛି
ନୂଆଦିଲ୍ଲୀ,୨୦।୫: ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ ଗୋଟିଏ ପ୍ରତିଶତ ଆଶାକୁ ୧୦୦ ପ୍ରତିଶତରେ ପରିଣତ କରି ଆଇପିଏଲ ୨୦୨୪ ପ୍ଲେ ଅଫ ପାଇଁ ଯୋଗ୍ୟତା ଅର୍ଜନ କରିଛି। ବର୍ତ୍ତମାନ ଏଠାରୁ ବେଙ୍ଗାଲୁରୁ ଦଳ ଫାଇନାଲରେ ପ୍ରବେଶ କରିବ ବୋଲି କ୍ରିକେଟପ୍ରେମୀ ଆକଳନ କରୁଛନ୍ତି।…
ଧୋନୀଙ୍କ ଅବସରକୁ ନେଇ ଆସିଲା ବଡ଼ ଅପଡେଟ୍: ଜାଣନ୍ତୁ କେବେ ସିଏସ୍କେକୁ କହିବେ ବାଏ ବାଏ
ଚେନ୍ନାଇ,୨୦।୫: ଚେନ୍ନାଇ ସୁପର କିଙ୍ଗ୍ସର ଏମଏସ ଧୋନୀ ସବୁଠାରୁ ସଫଳ ଅଧିନାୟକ। ଧୋନୀଙ୍କ ଅଧିନାୟକତ୍ୱରେ ଚେନ୍ନାଇ ମୋଟ ପାଞ୍ଚଟି ଆଇପିଏଲ ଟ୍ରଫି ଜିତିଛି। କିନ୍ତୁ ଏହି ସିଜିନ୍ରେ ଅର୍ଥାତ୍ ଆଇପିଏଲ ୨୦୨୪, ଧୋନୀ ଚେନ୍ନାଇର ଅଧିନାୟିକତ୍ୱ କରୁ ନ ଥିଲେ। ଧୋନୀଙ୍କ…
ମତଦାନ କଲେ ମନ୍ତ୍ରୀ ରୀତା ସାହୁ
ବରପାଲି,୨୦ା୫(ଚିତ୍ତରଞ୍ଜନ ସାହୁ): ବରଗଡ଼ ଜିଲାରେ ସାଧାରଣ ନିର୍ବାଚନ ପରିପ୍ରେକ୍ଷୀରେ ସୋମବାର ସକାଳ ୭ଟାରୁ ମତଦାନ ପ୍ରକ୍ରିୟା ଆରମ୍ଭ ହୋଇଛି । ମତଦାନ କେନ୍ଦ୍ରଗୁଡିକରେ ମତଦାତାଙ୍କ ଲମ୍ବା ଧାଡ଼ି ଲାଗିଛି। ଏହି କ୍ରମରେ ଚଳିତ ନିର୍ବାଚନରେ ହସ୍ତତନ୍ତ ଓ ବୟନ ଶିଳ୍ପ ମନ୍ତ୍ରୀ…
ରାଇକିଆରେ ଚାଲିଛି ମତଦାନ
ରାଇକିଆ,୨୦ା୫(ପ୍ରଦୀପ ବେହେରା): ରାଜ୍ୟରେ ଦିତୀୟ ପର୍ଯ୍ୟାୟ ମତଦାନ ଆରମ୍ଭ ହୋଇଥିବା ବେଳେ କନ୍ଧମାଳ ଜିଲା ରାଇକିଆଠାରେ ସୋମବାର ସକାଳୁ ଶାନ୍ତିଶୃଙ୍ଖଳା ସହ ମତଦାନ ଆରମ୍ଭ ହୋଇଛି। ଏଥିପାଇଁ ଯୁବ ଭୋଟରମାନଙ୍କ ମଧ୍ୟରେ ଉତ୍ସାହ ଦେଖାଦେଇଛି। ଇଭିଏମ୍ ତ୍ରୁଟି ଯୋଗୁ ବିଳମ୍ବରେ କେତେକ…
ଋଣ ଭାର ସହି ନ ପାରି ଆତ୍ମହତ୍ୟା କଲେ ଶ୍ରମିକ
ପାଟଣା, ୨୦।୫(ବୀର କିଶୋର ଦାଶ): କେନ୍ଦୁଝର ଜିଲା ସାହାରପଡା ବ୍ଲକ କପୁଣ୍ଡି ପଞ୍ଚାୟତ ଧାନବେଣୀ ଗ୍ରାମର ରାମ ମୁଣ୍ଡା(୫୦)ଋଣ ଭାର ସହି ନ ପାରି କୀଟନାଶକ ପିଇ ଆତ୍ମହତ୍ୟା କରିଛନ୍ତି। ଶନିବାର ସେ ଗୁରୁତର ହୋଇ ପ୍ରଥମେ ପାଟଣା ଓ ପରେ…
ଅଧା ରହିଗଲା ଇରାନ ରାଷ୍ଟ୍ରପତିଙ୍କ ସ୍ବପ୍ନ
ତେହେରାନ,୨୦।୫: ଇରାନର ରାଷ୍ଟ୍ରପତି ଇବ୍ରାହିମ ରଇସି ଆଉ ନାହାଁନ୍ତି। ହେଲିକପ୍ଟର ଦୁର୍ଘଟଣାରେ ଇବ୍ରାହିମ ରାଇସିଙ୍କ ମୃତ୍ୟୁ ଘଟିଛି। ତାଙ୍କ ସହ ବୈଦେଶିକ ମନ୍ତ୍ରୀ ହୁସେନ ଆମୀର ଅବଦୁଲ୍ଲାୟାନ ମଧ୍ୟ ଏହି ଦୁର୍ଘଟଣାରେ ପ୍ରାଣ ହରାଇଛନ୍ତି। ସ୍ପେକ୍ଟର୍ ଇଣ୍ଡେକ୍ସ ଏହି ସୂଚନା ଦେଇଛି।…
ଏ ଦୁଃଖଦ ସମୟରେ ଇରାନ ସହ ଅଛି ଭାରତ: ଶୋକପ୍ରକାଶ କଲେ ମୋଦି
ନୂଆଦିଲ୍ଲୀ,୨୦।୫: ଇରାନର ରାଷ୍ଟ୍ରପତି ଇବ୍ରାହିମ ରାଇସିଙ୍କ ଦେହାନ୍ତରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦୁଃଖ ପ୍ରକାଶ କରିଛନ୍ତି। ଇବ୍ରାହିମଙ୍କ ହେଲିକପ୍ଟର ଦୁର୍ଘଟଣାଗ୍ରସ୍ତ ହୋଇଛି। ସେ ଏଥିରେ ମୃତ୍ୟୁବରଣ କରିଥିଲେ। ପ୍ରଧାନମନ୍ତ୍ରୀ ମୋଦି ସୋସିଆଲ ମିଡିଆ ପୋଷ୍ଟରେ ଲେଖିଛନ୍ତି ଭାରତ-ଇରାନ ଦ୍ୱିପାକ୍ଷିକ ସମ୍ପର୍କକୁ ମଜଭୁତ…
ଅବଧିର ୫ ବର୍ଷ ପରେ ବି ସରୁନି ବିଜୁ ସେତୁ କାମ
ବ୍ରହ୍ମବରଦା,୨୦ା୫(ଯଯାତି କେଶରୀ ବେହେରା): ବ୍ରହ୍ମବରଦା-ଝାଲପଡ଼ା ବିଜୁ ସେତୁ କାମ ଅବଧିର ୫ ବର୍ଷ ପରେ ସରି ପାରୁନାହିଁ। ଫଳରେ ଲୋକେ ଯାତାୟାତ ପାଇଁ ନାହିଁ ନ ଥିବା ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ନଦୀରେ ମୋଟ୍ ୮ ପିଲାର ହେବାକୁ ଥିବା ବେଳେ…
ଆଇପିଏଲରୁ ବାହାରିଲେ ଧୋନି, ମନଦୁଃଖରେ ଫେରିଲେ ରାଞ୍ଚି
ନୂଆଦିଲ୍ଲୀ,୨୦।୫: ଇଣ୍ଡିଆନ ପ୍ରିମିୟର ଲିଗରେ ବର୍ତ୍ତମାନର ଚାମ୍ପିଅନ ଚେନ୍ନାଇ ସୁପର କିଙ୍ଗ୍ସର ଯାତ୍ରା ଶେଷ ହୋଇଛି। ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର ବିପକ୍ଷ ଶେଷ ଲିଗ ମ୍ୟାଚରେ ହାରିବା ପରେ ଦଳକୁ ପ୍ରଥମ ରାଉଣ୍ଡରୁ ହଟାଇବାକୁ ପଡିଲା। ଏହି ମ୍ୟାଚରେ ଚେନ୍ନାଇର ୨୧୦…

