Home Left

ଭୋଟ୍‌ ଦେଲେ ମନ୍ତ୍ରୀ ଟୁକୁନି ସାହୁ

ଟିଟିଲାଗଡ଼,୨୦ା୫(ଶରତ ମିଶ୍ର): ବଲାଙ୍ଗୀର ଜିଲାରେ ସାଧାରଣ ନିର୍ବାଚନ ପରିପ୍ରେକ୍ଷୀରେ ସୋମବାର ସକାଳ ୭ଟାରୁ ମତଦାନ ପ୍ରକ୍ରିୟା ଆରମ୍ଭ ହୋଇଛି। ମତଦାନ କେନ୍ଦ୍ରଗୁଡ଼ିକରେ ମତଦାତାଙ୍କ ଲମ୍ବା ଧାଡ଼ି ଲାଗିଛି। ଏହି କ୍ରମରେ ମନ୍ତ୍ରୀ ଟୁକୁନି ସାହୁ ଟିଟିଲାଗଡ଼ର ବାଳିକା ଉଚ୍ଚ ବିଦ୍ୟାଳୟରେ ହୋଇଥିବା…

ଦେଶବାସୀଙ୍କୁ ଏମିତି ଅପିଲ୍‌ କଲେ ପ୍ରଧାନମନ୍ତ୍ରୀ ମୋଦି

ନୂଆଦିଲ୍ଲୀ,୨୦।୫: ଲୋକ ସଭା ନିର୍ବାଚନରେ ପଞ୍ଚମ ପର୍ଯ୍ୟାୟରେ ମତଦାନ ମଧ୍ୟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଭୋଟରଙ୍କୁ ନିବେଦନ କରିଛନ୍ତି। ସେ ଲୋକମାନଙ୍କୁ ନିବେଦନ କରି କହିଛନ୍ତି, ସେମାନେ ନିଶ୍ଚିତ ଭାବରେ ଭୋଟ ଦେବେ। ସୋସିଆଲ ମିଡିଆ ପ୍ଲାଟଫର୍ମରେ ମୋଦି ଲେଖିଛନ୍ତି, ମୁଁ…

ଜଳସେଚନ, ଓଭର ବ୍ରିଜ ଦାବିରେ ଭୋଟ ବର୍ଜନ: ଭୋଟରଙ୍କ ଅପେକ୍ଷାରେ ପୋଲିଂ ଅଧିକାରୀ

ଲୋଇସିଂହା,୨୦।୫(ସୁଶାନ୍ତ ବାରିକ):ବଲାଙ୍ଗୀର ଜିଲା ଲୋଇସିଂହା ବ୍ଲକ ହୀରାପୁର ପଞ୍ଚାୟତ ସଦର ଗାଁ ହୀରାପୁର ଓ ବାରଡୋଲ ଗ୍ରାମବାସୀ ଲୋୟର ସୁକତେଲ ପ୍ରକଳ୍ପରୁ ଜଳସେଚନ ଓ ରେଲୱେ ଅଣ୍ଡର ଗାଉଣ୍ଡ ବ୍ରିଜ ବଦଳରେ ଉଭର ବ୍ରିଜ ଦାବି କରି ଆଜି ଭୋଟ ବର୍ଜନ…

ଭୋଟ୍‌ ଦେଲେ ଅର୍ଥମନ୍ତ୍ରୀ

ଭଞ୍ଜନଗର,୨୦ା୫(ବାବୁଲା ପ୍ରଧାନ): ଅର୍ଥମନ୍ତ୍ରୀ ତଥା ଭଞ୍ଜନଗର ବିଧାୟକ ପ୍ରାର୍ଥୀ ବିକ୍ରମ କେଶରୀ ଆରୁଖ ସୋମବାର ନିଜ ଗ୍ରାମ ଅଗଝୋଳରେ ମତଦାନ ସାବ୍ୟସ୍ତ କରିଛନ୍ତି। ବିକ୍ରମ ସପ୍ତମଥର ପାଇଁ ଭଞ୍ଜନଗର ନିର୍ବାଚନମଣ୍ଡଳୀରୁ ପ୍ରତିଦ୍ବନ୍ଦ୍ୱିତା କରୁଛନ୍ତି। ଏହି ଅବସରରେ ସେ କହିଥିଲେ, ଭଞ୍ଜନଗରବାସୀ ମୋତେ…

ସକାଳ ୯ଟା ସୁଦ୍ଧା ବରଗଡ଼ ଜିଲାରେ ମତଦାନ ହାର:ଭଟଲିରେ ସର୍ବାଧିକ, ବିଜେପୁରରେ ସର୍ବନିମ୍ନ

ବରଗଡ଼,୨୦।୫(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାରେ ସାଧାରଣ ନିର୍ବାଚନ ପରିପ୍ରେକ୍ଷୀରେ ସୋମବାର ସକାଳ ୭ଟାରୁ ମତଦାନ ପ୍ରକ୍ରିୟା ଆରମ୍ଭ ହୋଇଛି। ମତଦାନ କେନ୍ଦ୍ର ଗୁଡିକରେ ମତଦାତାଙ୍କ ଲମ୍ବା ଧାଡ଼ି ଲାଗିଛି। ତେବେ ମିଳିଥିବା ସୂଚନା ଅନୁଯାୟୀ, ସକାଳ ୯ଟା ସୁଦ୍ଧା ଜିଲାର ଭଟଲି ବିଧାନସଭା…

ଚାଲିଛି ଗଣତନ୍ତ୍ରର ମହାପର୍ବ: ଭୋଟ ଦେବାକୁ ପ୍ରବଳ ଭିଡ଼

ଫୁଲବାଣୀ, ୨୦।୫(ରାକେଶ କୁମାର ରାଉତ):ସାଧାରଣ ନିର୍ବାଚନର ଦିତୀୟ ପର୍ଯ୍ୟାୟରେ କନ୍ଧମାଳ ସଂସଦୀୟ କ୍ଷେତ୍ରରେ ଭୋଟ ଦାନ ପ୍ରକ୍ରିୟା ଆରମ୍ଭ ହୋଇଛି। ସକାଳ ୭ଟାରୁ ଭୋଟ ଦାନ କେନ୍ଦ୍ରରେ ଭୋଟରମାନଙ୍କ ଭିଡ଼ ଦେଖିବାକୁ ମିଳିଛି। ୫ ବର୍ଷ ପରେ ଭୋଟରମାନେ ସେମାନଙ୍କ ପସନ୍ଦର…

ଶେଷରେ ଈଶ୍ୱର ଦେଲେ ଦଣ୍ଡ, ଇରାନ ରାଷ୍ଟ୍ରପତିଙ୍କ ମୃତ୍ୟୁରେ ଇସ୍ରାଏଲ୍‌ରେ ଖୁସିର ମାହୋଲ

ଜେରୁଜେଲମ,୨୦।୫: ହେଲିକପ୍ଟର ଦୁର୍ଘଟଣାରେ ଇରାନର ରାଷ୍ଟ୍ରପତି ଇବ୍ରାହିମ ରାଇସି ଏବଂ ବୈଦେଶିକ ମନ୍ତ୍ରୀ ଆମୀର ଅବଦୁଲ୍ଲାୟାନଙ୍କ ପରଲୋକ ଘଟିଛି। ଏଥି ସହିତ ଇସ୍ରାଏଲର ଧାର୍ମିକ ନେତାମାନେ ଏହି ଦୁର୍ଘଟଣା ପରେ ନିଜ ଖୁସି ବ୍ୟକ୍ତ କରୁଛନ୍ତି। ଧାର୍ମିକ ନେତାମାନେ ଏହାକୁ ଈଶ୍ବରଙ୍କ…

ମହାନଦୀ ପ୍ରସଙ୍ଗରେ ଭାଜପାକୁ ଟାର୍ଗେଟ କଲେ ପାଣ୍ଡିଆନ

ଭୁବନେଶ୍ୱର,୨୦।୫: ପୁଣି ଭିଡିଓ ଜାରି କରି ଭାରତୀୟ ଜନତା ପାର୍ଟି(ଭାଜପା)କୁ ଟାର୍ଗେଟ କରିଛନ୍ତି ବିଜେଡି ନେତା କାର୍ତ୍ତିକ ପାଣ୍ଡିଆନ। ଏଥିରେ ସେ ମହାନଦୀକୁ ପ୍ରସଙ୍ଗ କରି ଭାଜପା ଉପରେ ଖୁବ ବର୍ଷିଛନ୍ତି। ଓଡ଼ିଶା ବିରୋଧରେ କିପରି ଛତିଶଗଡ଼ ଓ କେନ୍ଦ୍ର ସରକାର…

ସସ୍ତ୍ରୀକ ଭୋଟ୍‌ ଦେଲେ କଂଗ୍ରେସ ପ୍ରାର୍ଥୀ ନିପନ ଦାଶ

ବରଗଡ଼,୨୦ା୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ସାଧାରଣ ନିର୍ବାଚନ ପରିପ୍ରେକ୍ଷୀରେ ସୋମବାର ସକାଳ ୭ଟାରୁ ମତଦାନ ପ୍ରକ୍ରିୟା ଆରମ୍ଭ ହୋଇଛି। ମତଦାନ କେନ୍ଦ୍ରଗୁଡ଼ିକରେ ମତଦାତାଙ୍କ ଲମ୍ବା ଧାଡ଼ି ଲାଗିଛି। ଏହି କ୍ରମରେ ଚଳିତ ନିର୍ବାଚନରେ ବରଗଡ଼ ବିଧାନସଭା ଆସନରୁ ପ୍ରତିଦ୍ବନ୍ଦ୍ୱିତା କରୁଥିବା କଂଗ୍ରେସ…

ମତଦାନ କଲେ କଂଗ୍ରେସ ପ୍ରାର୍ଥୀ ଚିତ୍ରସେନ

ପୁରୁଷୋତ୍ତମପୁର,୨୦ା୫(ସିମାଞ୍ଚଳ ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ବିଧାନସଭା ନିର୍ବାଚନ ଲାଗି ସୋମବାର ସକାଳୁ ନିର୍ଦ୍ଧାରିତ ସମୟରେ ମତଦାନ ଆରମ୍ଭ ହୋଇଛି। ଏଥିରେ କଂଗ୍ରେସ ପକ୍ଷରୁ ଖଲ୍ଲିକୋଟ ବିଧାନସଭା ପ୍ରାର୍ଥୀ ଚିତ୍ରସେନ ବେହେରା ଆସି ପୁରୁଷୋତ୍ତମପୁର ଏନ୍‌ଏସି ଗଡ଼ସାହି ପ୍ରାଥମିକ ବିଦ୍ୟାଳୟ ପରିସରରେ…

୪୩,୦୦୦କୋଟି ନିବେଶକରିବ ଟାଟା ମୋଟର୍ସ

ନୂଆଦିଲ୍ଲୀ,୨୦।୫ (ଅଭୟ ଦାଶ): ଦେଶର ପ୍ରମୁଖ ଅଟୋମୋବାଇଲ କମ୍ପାନୀ ତଥା ଟାଟା ଗ୍ରୁପ୍‌ର ଅଗ୍ରଣୀ ସଂସ୍ଥା ଟାଟା ମୋଟର୍ସ ୨୦୨୪-୨୫ ଆର୍ଥକ ବର୍ଷରେ ପ୍ରାୟ ୪୩,୦୦୦ କୋଟି ଟଙ୍କା ନିବେଶକରିବ ବୋଲି କମ୍ପାନୀ ପକ୍ଷରୁ ଘୋଷଣା କରାଯାଇଛି। ଏପରିକି କମ୍ପାନୀ ଏହି…

ପଙ୍କାଳସାହିରେ ଭୋଟ୍‌ ବର୍ଜନ

ନୟାଗଡ଼,୨୦ା୫(ଲୋକନାଥ ମିଶ୍ର): ନୟାଗଡ଼ ଜିଲାର ଦଶପଲା ନିର୍ବାଚନ ମଣ୍ଡଳୀରେ ଭୋଟ୍‌ ଚାଲୁ ରହିଥିବା ବେଳେ ଅଧିକାଂଶ ସ୍ଥାନରେ ଇଭିଏମ୍‌ ଅଚଳ ଥିବା ଦେଖିବାକୁ ମିଳୁଛି। ନୂଆଗାଁ ବ୍ଲକର ଦୁର୍ଦ୍ୱରା ନୋଡାଲ ଉଚ୍ଚ ବିଦ୍ୟାଳୟ ଓ ଗୋଳଗୋଳା,ଦଶପଲା ବ୍ଲକର ମଧ୍ୟଖଣ୍ଡ ବୁଥ୍‌ରେ ପ୍ରାୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?