Home Left

ଡାକ୍ତର କହିଲେ ଖରାରେ ରଖ, ଅଧଘଣ୍ଟା ପରେ ନବଜାତକ ମୃତ

ମୈନପୁରି, ୧୯।୫: ଉତ୍ତରପ୍ରଦେଶର ମୈନପୁରି ଜିଲା ଭୁଗାଇ ଗ୍ରାମରୁ ଏକ ଅଭାବନୀୟ ଘଟଣା ସାମ୍‌ନାକୁ ଆସିଛି। ୫ ଦିନ ତଳେ ଜନ୍ମିତ ଜଣେ ଶିଶୁକନ୍ୟାକୁ ଖରାରେ ରଖିବାରୁ ତାଙ୍କ ମୃତ୍ୟୁ ଘଟିଛି। ସ୍ଥାନୀୟ ରାଧାରମଣ ରୋଡ୍‌ସ୍ଥିତ ଶ୍ରୀ ସାଇ ହସ୍ପିଟାଲରେ ଗ୍ରାମର…

ବେଙ୍ଗାଲୁରୁକୁ ଜିତାଇଲା ଧୋନୀଙ୍କ ଛକା, ଦୀନେଶ କାର୍ତ୍ତିକ କଲେ ବଡ଼ ଖୁଲାସା

ବେଙ୍ଗାଲୁରୁ,୧୯।୫: ଶନିବାର ଏମ. ଚିନ୍ନାସ୍ୱାମୀ ଷ୍ଟାଡିୟମରେ ଖେଳାଯାଇଥିବା ଏକ ରୋମାଞ୍ଚକର ମୁକାବିଲାରେ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ ଚେନ୍ନାଇ ସୁପର କିଙ୍ଗ୍ସ ବିପକ୍ଷରେ ବିଜୟ ହାସଲ କରି ପ୍ଳେଅଫ ସ୍ଥାନ ସୁରକ୍ଷିତ କରିଛି। ଶେଷ ଓଭର ଯାଏ ବେଙ୍ଗାଲୁରୁ ପାଇଁ ପ୍ଳେଅଫ ଆଶା…

ଆଜି ମହାକାଶ ଯିବେ ପ୍ରଥମ ଭାରତୀୟ ସ୍ପେସ୍‌ ଟୁରିଷ୍ଟ ଗୋପୀଚାନ୍ଦ

ଓ୍ବାଶିଂଟନ,୧୯ା୫: ଜେଫ୍‌ ବେଜୋସ୍‌ଙ୍କ ବ୍ଲ୍ୟୁ ଅରିଜିନ ମିଶନରେ ପ୍ରଥମ ଭାରତୀୟ ସ୍ପେସ୍‌ ଟୁରିଷ୍ଟ ଭାବେ ଗୋପୀଚାନ୍ଦ ଥୋକାତୁରା ରବିବାର ମହାକାଶକୁ ଯାତ୍ରା କରିବେ। ପାଇଲଟ ଗୋପୀଚାନ୍ଦ ସ୍ପେସ୍‌ ଟୁରିଜିମ୍‌ ମିଶନର ଅଂଶ ସ୍ବରୂପ ବ୍ଲ୍ୟୁ ଅରିଜିନ ଏନ୍‌ଏସ୍‌-୨୫କୁ ନେଇ କାର୍ମାନ ଲାଇନ…

ବିଜେଡି-ଭାଜପା ମୁଦ୍ରାର ଉଭୟ ପାର୍ଶ୍ୱ : ସଚିନ୍‌

ବାଲେଶ୍ୱର(ମାନସ ବିଶ୍ୱାଳ)/ ଭୋଗରାଇ(ପ୍ରଦୀପ ଦାସ), ୧୯।୫: ‘ଲୋକେ ଜାଣିଗଲେଣି ବିଜେଡି ଓ ଭାଜପା ଗୋଟିଏ ମୁଦ୍ରାର ଉଭୟ ପାର୍ଶ୍ୱ’, ଜାତୀୟ କଂଗ୍ରେସର ସାଧାରଣ ସମ୍ପାଦକ ତଥା ଷ୍ଟାର ପ୍ରଚାରକ ସଚିନ ପାଇଲଟ ଏହା କହିଛନ୍ତି। ବାଲେଶ୍ୱର ମିଶନପଡିଆଠାରେ ଜିଲା କଂଗ୍ରେସ ସଭାପତି…

ଭାଜପା ପ୍ରାର୍ଥୀଙ୍କର ୧୨ ଗାଡ଼ି, ୧୧୫୦ ଗ୍ରାମ୍‌ ସୁନା

ରାଜନଗର, ୧୯ା୫(ଭାସ୍କର ରାଉତରାୟ)ରାଜନଗର ବିଧାନସଭା ନିର୍ବାଚନମଣ୍ଡଳୀ ପାଇଁ ନିର୍ବାଚନ ମଇଦାନରେ ୯ ପ୍ରାର୍ଥୀ ଅଛନ୍ତି। ଶାସକ ବିଜେଡିରୁ ଧ୍ରୁବ ଚରଣ ସାହୁ, କଂଗ୍ରେସରୁ ଅଶୋକ କୁମାର ପ୍ରତିହାରୀ, ଭାଜପାରୁ ଲଳିତ କୁମାର ବେହେରା, ସମାଜବାଦୀ ପାର୍ଟିରୁ ପ୍ରଶାନ୍ତ କୁମାର ପାତ୍ର, ସ୍ବାଧୀନ…

ଡିଜିପି ପରିବର୍ତ୍ତନ ଦାବି କଲା ଭାଜପା

ଭୁବନେଶ୍ୱର,୧୯।୫(ଅନୁରାଧା ମହାରଣା)ନିର୍ବାଚନ ହାରିବା ଭୟରେ ବିଜେଡି ସରକାରୀ କଳ, ବଳର ଅପବ୍ୟହାର କରିବା ସହ ରକ୍ତମୁଖା ହୋଇ ଭାଜପା କାର୍ଯ୍ୟକର୍ତ୍ତାଙ୍କ ଉପରେ ମରଣାନ୍ତକ ଆକ୍ରମଣ କରୁଛି। ଏଥିରେ ପୋଲିସ ବିଜେଡିର ହାତବାରିସି ସାଜିଥିବା ଭାଜପା ଅଭିଯୋଗ ଆଣିଛି। ନିର୍ବାଚନୀ ହିଂସାକାଣ୍ଡରେ ଜଣେ…

ବିକାଶ ହିଁ ଆମର ପ୍ରସଙ୍ଗ: ଦେବେଶ ଆଚାର୍ଯ୍ୟ

ବରଗଡ଼ ଜିଲାରେ ଦେବେଶ ଆଚାର୍ଯ୍ୟ ଏକ ପରିଚିତ ଚେହେରା। ପଦ୍ମଶ୍ରୀ କୃତାର୍ଥ ଆଚାର୍ଯ୍ୟଙ୍କ ନାତି ତଥା ପୂର୍ବତନ ମନ୍ତ୍ରୀ ସ୍ବର୍ଗତ ଆନନ୍ଦ ଆଚାର୍ଯ୍ୟଙ୍କ ସେ ପୁଅ। ଦେବେଶ ମଧ୍ୟ ବିଜେଡିର ରାଜ୍ୟ ଉପସଭାପତି ତଥା ପୂର୍ବତନ ମନ୍ତ୍ରୀ ପ୍ରସନ୍ନ ଆଚାର୍ଯ୍ୟଙ୍କ ପୁତୁରା।…

ଜମିପଟ୍ଟା ନ ଥିଲେ ମିଳୁନି ଜାତି ପ୍ରମାଣପତ୍ର

ସମ୍ବଲପୁର,୧୯।୫(ଭବାନୀ ଶଙ୍କର ଭୋଇ)ଶିକ୍ଷା କ୍ଷେତ୍ରରେ ମିଳୁଥିବା ବିଭିନ୍ନ ସରକାରୀ ସୁବିଧା ପାଇବା ପାଇଁ ଅନୁସୂଚିତ ଜାତି ଏବଂ ଜନଜାତ ଛାତ୍ରୀଛାତ୍ରଙ୍କ ପାଇଁ ଜାତି ପ୍ରମାଣ ପତ୍ରର ଆବଶ୍ୟକତା ପଡିଥାଏ। ଯାହାକୁ ନିର୍ଦ୍ଧାରିତ ପ୍ରକ୍ରିୟାରେ ଆବେଦନ କରିବା ପରେ ସ୍ଥାନୀୟ ତହସିଲଦାର ପ୍ରଦାନ…

ପାଣିଟାଙ୍କି ଉପର ପାଲଟିଛି ମୋବାଇଲ ନେଟ୍‌ୱର୍କ ଜୋନ୍‌

ବଲାଙ୍ଗୀର/ମୁରିବାହାଲ,୧୯ା୫ (ବୀରେନ୍ଦ୍ର କୁମାର ଝାଙ୍କର/ଶ୍ରୀବତ୍ସ ବେହେରା)ମୋବାଇଲ ଫୋନ୍‌ରେ କଥା ହେବା ପାଇଁ ଗ୍ରାମବାସୀଙ୍କୁ ଚଢ଼ିବାକୁ ପଡୁଛି ଗଁାରେ ଥିବା ପାଣିଟାଙ୍କି ଉପରକୁ। ଗଁାରେ ଲାଗି ରହିଛି ମୋବାଇଲ ନେଟୱର୍କ ସମସ୍ୟା। ଏହି ସମସ୍ୟା ଦୂର କରିବାକୁ ଏହି ଅଞ୍ଚଳର ଲୋକେ ବାରମ୍ବାର…

ହଟୁନି ଚିରାଫଟା ବ୍ୟାନର, ସ୍ମାର୍ଟସିଟି ସୌନ୍ଦର୍ଯ୍ୟତାରେ ସାଜୁଛି ପ୍ରତିବନ୍ଧକ

ରାଉରକେଲା,୧୯ା୫(ବିପ୍ଳବ ରଞ୍ଜନ ଦାଶ)ରାଉରକେଲାରେ ହୋର୍ଡିଂ ସେବାର ଠିକ୍‌ ପରିଚାଳନା ହେଉନାହିଁ। ଫଳରେ ଏହା ସହରର ସୌନ୍ଦର୍ଯ୍ୟ ବୃଦ୍ଧିରେ ପ୍ରତିବନ୍ଧକ ସାଜୁଛି। ଆରଏମ୍‌ସି ଅନୁମୋଦନରେ ବିଭିନ୍ନ ସଂସ୍ଥା ପକ୍ଷରୁ ବ୍ୟାନରଗୁଡ଼ିକ ଉଦିତ୍‌ନଗର, ପାନପୋଷ, ଡେଲି ମାର୍କେଟ୍‌ ଭଳି ବିଭିନ୍ନ ଜନଗହଳିପୂର୍ଣ୍ଣ ସ୍ଥାନରେ ଲଗାଯାଉଛି।…

ଅଧିକାଂଶ ଭୋଟରଙ୍କୁ ମିଳିନି ଚିରକୁଟି

ରାଉରକେଲା, ୧୯ା୫(ସଙ୍ଗୀତା ଜେନା)ଆଉ ମାତ୍ର ଦିନକ ପରେ ସୁନ୍ଦରଗଡ଼ ଲୋକ ସଭା ଓ ବିଧାନସଭା ଆସନ ଲାଗି ମତଦାନ ହେବାକୁ ଯାଉଛି। ମତଦାନ ସଂଖ୍ୟା ବୃଦ୍ଧି ପାଇଁ ପ୍ରଶାସନ ପକ୍ଷରୁ ବିଭିନ୍ନ ସଚେତନତାମୂଳକ କାର୍ଯ୍ୟକ୍ରମ ହାତକୁ ନିଆଯାଇଛି। ଏପରିକି ମତଦାନ ପ୍ରତି…

ଭବାନୀପାଟଣାରେ ଫେଲ୍‌ ମାରିଛି ମୁକ୍ତା ଯୋଜନା

ଭବାନୀପାଟଣା,୧୯ା୫(ଉତ୍ତମ କୁମାର ଦାଶ)କଳାହାଣ୍ଡି ଜିଲା ଭବାନୀପାଟଣା ସହରରେ ନିର୍ମାଣ ହୋଇଥିବା ରାସ୍ତାକଡ଼ ବ୍ୟାୟାମଶାଳା ପିଲାଙ୍କ ପାର୍କ ନା ସୌନ୍ଦର୍ଯ୍ୟକରଣ ଉପକରଣ ତାହାକୁ ନେଇ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି। ପିଲାଙ୍କ ପାର୍କ ହୋଇଥିଲେ ପିଲାମାନେ ଖେଳି ମଜା ନିଅନ୍ତେ। ବଡ଼ମାନେ ଘେରାଏ ବୁଲି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?