Home Left

ସଞ୍ଜୁ ସାମସନଙ୍କୁ ଭୁରି ଭୁରି ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ମୋଦି, ଜାଣନ୍ତୁ କାହିଁକି…

ନୂଆଦିଲ୍ଲୀ,୩।୪: ଟିମ ଇଣ୍ଡିଆ ନିକଟରେ ICC ଟି୨୦ ବିଶ୍ୱକପ ୨୦୨୬ ଜିତି ଇତିହାସ ରଚିଛି। ଷ୍ଟାର ଭାରତୀୟ ଉଇକେଟ୍‌କିପର-ବ୍ୟାଟ୍ସମ୍ୟାନ ସଞ୍ଜୁ ସାମସନ ଏହି ଟାଇଟଲ ବିଜୟର ହିରୋ ଭାବରେ ଉଭା ହୋଇଛନ୍ତି, ତାଙ୍କ ଶକ୍ତିଶାଳୀ ପ୍ରଦର୍ଶନ ସହିତ ସମସ୍ତଙ୍କ ହୃଦୟ ଜିତିଛନ୍ତି।…

ମାମୁଁ ଘରକୁ ଆସିଥିଲେ: କେନାଲରୁ ମିଳିଲା ନାବାଳିକାଙ୍କ ମୃତଦେହ

ରାଜନଗର,୩।୪: କେନ୍ଦ୍ରପଡ଼ା ଜିଲା ରାଜନଗର ଥାନା ଚାନ୍ଦିବାଉଁଶମୂଳ ପଞ୍ଚାୟତ ଅଞ୍ଚଳରୁ ଶୁକ୍ରବାର ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ଏକ କେନାଲରୁ ଜଣେ ନାବାଳିକାଙ୍କ ମୃତଦେହ ଉଦ୍ଧାର ହୋଇଛି। ନାବାଳିକା ଜଣକ ୨ ଦିନ ହେଲା ନିଖୋଜ ଥିବା ବେଳେ ମୃତଦେହ…

୮ ତାରିଖ ଯାଏ ଛେଚିବ: ଆସନ୍ତାକାଲି ପାଇଁ ଏହି ୧୨ ଜିଲାରେ ବିଜୁଳି, ଘଡ଼ଘଡ଼ି ସହ ବର୍ଷା! ୱାର୍ନିଂ ଜାରି କଲା…

ଭୁବନେଶ୍ୱର,୩।୪: ରାଜ୍ୟରେ ୮ ତାରିଖ ଯାଏ ବର୍ଷା ନେଇ ପାଣିପାଗ ବିଭାଗ ଚେତାବନୀ ଜାରି କରିଛି। ବିଜୁଳି, ଘଡ଼ଘଡ଼ି ସହ ବର୍ଷା ନେଇ ଆସନ୍ତାକାଲି ପାଇଁ ୧୨ ଜିଲାକୁ ୟେଲୋ ୱାର୍ନିଂ ଜାରି କରାଯାଇଛି। ସେହି ସବୁ ଜିଲାଗୁଡିକ ହେଲା ମୟୂରଭଞ୍ଜ,…

ଗାଁ ରେ ମା ’ ବୁଢ଼ୀ ଠାକୁରାଣୀ ଯାତ୍ରା: ଏପଟେ ତାଲାଭାଙ୍ଗି ନେଇଗଲେ ସୁନା,ରୁପା ଅଳଙ୍କାର

ଦିଗପହଣ୍ଡି,୩।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଜଗନ୍ନାଥ ମନ୍ଦିର ସାହିରେ ରହୁଥିବା ରାଜମିସ୍ତ୍ରୀ ପିଣ୍ଟୁ ସାହୁଙ୍କ ଘର ତାଲା ଭାଙ୍ଗି ଦୁର୍ବୃତ୍ତମାନେ କଳାକନା ବୁଲାଇଛନ୍ତି। ଘର ଆଲମିରା ଭାଙ୍ଗି ପ୍ରାୟ ୫ ଭରି ସୁନା ଅଳଙ୍କାର,୪୦ ଭରି…

‘ଟ୍ରମ୍ପଙ୍କ ଦ୍ୱାରା ହୋଇପାରୁନି, ନିଜେ ଶେଷ କର ଯୁଦ୍ଧ’, କିଏ ସେହି ଜରିଫ ଯିଏ ସାରା ବିଶ୍ୱର ହିତରେ ଇରାନକୁ ଦେଲେ ବଡ଼ ଉପଦେଶ!

ତେହରାନ,୩।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷ କମିବାର କୌଣସି ଲକ୍ଷଣ ଦେଖାଯାଉନାହିଁ। ଗୋଟିଏ ପଟେ ଇରାନ ଏବଂ ଅନ୍ୟ ପଟେ ଆମେରିକା ଏବଂ ଇସ୍ରାଏଲ ମଧ୍ୟରେ ଏହି ଗତିରୋଧରେ, କୌଣସି ପକ୍ଷ ଯୁଦ୍ଧବିରତି ପାଇଁ ରାଜି ହେବାକୁ ଇଚ୍ଛୁକ ମନେ ହେଉନାହିଁ। ଆମେରିକା…

IPL ନିଲାମରେ ମୁହଁମୋଡ଼ି ଦେଇଥିଲେ ସବୁ ଦଳ: ବଦଳ ଭାବେ ଆସି ଚମତ୍କାର କଲେ ଏହି କ୍ରିକେଟର୍‌

କୋଲକାତା,୩।୪: IPL 2026ର ଷଷ୍ଠ ମ୍ୟାଚରେ ସନରାଇଜର୍ସ ହାଇଦ୍ରାବାଦ ଇଡେନ ଗାର୍ଡେନରେ ଏକ ଧମାକାଦାର ବ୍ୟାଟିଂ ପ୍ରଦର୍ଶନ କରି ୨୦ ଓଭରରେ ୨୨୬ ରନର ବିଶାଳ ସ୍କୋର କରିଥିଲା। ଏହି ମ୍ୟାଚରେ କୋଲକାତା ନାଇଟ ରାଇଡର୍ସ ବୋଲରମାନେ ଫ୍ଲପ୍‌ ହୋଇଥିଲେ। କିନ୍ତୁ…

ସାଙ୍ଗମାନଙ୍କ ସହ ନଦୀକୁ ଯାଇଥିଲେ ଗାଧୋଇବାକୁ, ଖସିଗଲା ଗୋଡ, ଘଟଣାସ୍ଥଳରେ…

ଧର୍ମଶାଳା,୩।୪(ଶିବପ୍ରସାଦ ମହାନ୍ତି): ଯାଜପୁର ଜିଲା ଧର୍ମଶାଳା ଥାନା ଅନ୍ତର୍ଗତ ମିର୍ଜାପୁର ନିକଟରେ କେଲୁଅ ନଦୀରେ ବୁଡ଼ି ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି। ମିଳିଥିବା ସୂଚନା ଅନୁସାରେ କୁଆଖିଆ ଥାନା ଅନ୍ତର୍ଗତ ଢିଅ କୁରାନ୍ସ ଗ୍ରାମର ଆସିଫ ଖାଁ ଧର୍ମଶାଳା ଥାନା ନେଉଳପୁର…

ବାଣ ତିଆରି ବେଳେ ଭୟଙ୍କର ବିସ୍ଫୋରଣ: ୬ ଗୁରୁତର

ନୟାଗଡ଼/ନୂଆଗାଁ,(ଲୋକନାଥ ମିଶ୍ର/ଧନେଶ୍ୱର ସାହୁ): ନୟାଗଡ଼ ଜିଲା ନୂଆଗାଁ ଥାନା ଅଞ୍ଚଳରେ ବାଣ ତିଆରି କରୁଥିବା ବେଳେ ଶୁକ୍ରବାର ଏକ ଭୟଙ୍କର ବିସ୍ଫୋରଣ ଘଟିଛି। ବିସ୍ଫୋରଣ ଜଣ ୬ ଜଣ ଗୁରୁତର ଆହତ ହୋଇଛନ୍ତି । ଘଟଣା ସ୍ଥଳରେ ନୂଆଗାଁ ଥାନା ପୋଲିସ…

‘ସକାରାତ୍ମକ ଚିନ୍ତାଧାରା ପ୍ରତି ସମସ୍ତେ ଗୁରୁତ୍ୱ ଦେବା ଆବଶ୍ୟକ’

ଦିଗପହଣ୍ଡି,୩ା୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଗ୍ରାମସ୍ଥିତ ବିଶ୍ୱାସ ରାୟ ବିଜ୍ଞାନ କଲେଜ ପ୍ରାଣୀ ବିଜ୍ଞାନ ବିଭାଗ ପକ୍ଷରୁ ସ୍ବାସ୍ଥ୍ୟ ଜନିତ ବିପଦ ନିରାକରଣ ସମ୍ପର୍କିତ ପାଠଚକ୍ର ଅନୁଷ୍ଠିତ ହୋଇଯାଇଛି। ବିଭାଗୀୟ ପ୍ରୟୋଗଶାଳା ପ୍ରଦର୍ଶକ ଅଶ୍ୱିନୀ କୁମାର…

ଜନସାଧାରଣଙ୍କ ପାଇଁ ଖରାପ ଖବର: ସାବୁନ ଠାରୁ ତେଲ ପର୍ଯ୍ୟନ୍ତ ସବୁକିଛି ହେବ ମହଙ୍ଗା! ଜାଣନ୍ତୁ କେତେ ବୃଦ୍ଧି ପାଇବ…

ନୂଆଦିଲ୍ଲୀ,୩।୪: ଇରାନ, ଆମେରିକା ଏବଂ ଇସ୍ରାଏଲ ମଧ୍ୟରେ ବୃଦ୍ଧି ପାଉଥିବା ଉତ୍ତେଜନା ଯୋଗୁ ଆର୍ଥିକ ଚାପ ବୃଦ୍ଧି ପାଇଛି ଏବଂ ମୁଦ୍ରାସ୍ଫୀତି ଏହାର ପ୍ରଭାବ ପକାଇବା ଆରମ୍ଭ କରିଛି। ଯଦି ପରିସ୍ଥିତି ଜାରି ରହେ, ତେବେ ସାବୁନ ଠାରୁ ସୋଡା ଏବଂ…

ଦବିଲା ପୋଲ, କାର୍ଯ୍ୟାନୁଷ୍ଠାନ ଦାବି କରି ଝାଡ଼ଖଣ୍ଡ ମୁକ୍ତିମୋର୍ଚ୍ଚାର ସଭାପତି କହିଲେ…

ମୋରଡ଼ା,୩ା୪(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡ଼ା ବ୍ଲକ ଅଧୀନ ଚିତ୍ରଡ଼ା-ମୋରଡ଼ା ମୁଖ୍ୟ ରାସ୍ତାର ଶିଳଦା ନିକଟରେ ଥିବା ଜମ୍ଭୀରା ପୋଲ ନିକଟରେ ଝାଡ଼ଖଣ୍ଡ ମୁକ୍ତିମୋର୍ଚ୍ଚାର ଜିଲା ସଭାପତି କୃଷ୍ଣଚନ୍ଦ୍ର ଦାସଙ୍କ ନେତୃତ୍ୱରେ ଦୁଇ ଘଣ୍ଟିଆ ଆଜି ଧାରଣା ଦିଆଯାଇଛି। ପୂର୍ବାହ୍ନ ୧୧ଟାରୁ…

ଅଭିଷେକ ଶର୍ମାଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ନେଲା ବିସିସିଆଇ, ଜାଣନ୍ତୁ କାହିଁକି ମିଳିଲା ଦଣ୍ଡ

ନୂଆଦିଲ୍ଲୀ,୩।୪: କୋଲକାତା ନାଇଟ ରାଇଡର୍ସ ବିପକ୍ଷରେ ଅଭିଷେକ ଶର୍ମା ଗୁରୁବାର ୪୮ ରନର ଏକ ବିସ୍ଫୋରକ ଇନିଂସ ଖେଳିଥିଲେ। ଏହି ଇନିଂସରେ ସେ ମାତ୍ର ୨୧ ବଲ ପର୍ଯ୍ୟନ୍ତ ଚାରୋଟି ଛକା ଏବଂ ସମାନ ଚୌକା ମାରିଥିଲେ। ତଥାପି, ମ୍ୟାଚ ପରେ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri