Home Left

ସୁଭଦ୍ରା ଯୋଜନାରେ ମୋଦି ମହିଳାଙ୍କୁ ୫୦ ହଜାର ଟଙ୍କା ଦେବେ: ଅପରାଜିତା

ଭୁବନେଶ୍ୱର,୧୭।୫: ଲୋକଙ୍କୁ ମାତ୍ର ୫୪ ପଇସା ଦେଇ ଭୋଟ୍‌ କିଣିବାକୁ ବସିଛି ବିଜେଡି। ସାଲିଆସାହି ସମାବେଶରେ ଏଭଳି ଅଭିଯୋଗ ଆଣିଛନ୍ତି ଅପରାଜିତା ଷଡ଼ଙ୍ଗୀ। ଅପରାଜିତା କହିଛନ୍ତି, ବିଜେଡି ଏବେ ମହିଳାଙ୍କ ପିଛା ୧ ହଜାର ଟଙ୍କା ବାଣ୍ଟୁଛି ବା ଆଗକୁ ବାଣ୍ଟିବ।…

”୭-୮ ଚାପୁଡ଼ା, ଛାତି, ପେଟକୁ ଗୋଇଠା ମାରିଲେ”: FIR’ରେ ଲେଖିଲେ ସ୍ୱାତୀ ମାଲିୱାଲ

ନୂଆଦିଲ୍ଲୀ,୧୭।୫: ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲଙ୍କ ବାସଭବନରେ ଦଳର ରାଜ୍ୟସଭା ସାଂସଦ ସ୍ୱାତୀ ମାଲିୱାଲଙ୍କ ସହ ଅସଦାଚରଣ ମାମଲାରେ ପୋଲିସ ଏଫଆଇଆର ପଞ୍ଜିକରଣ କରିଛି। କେଜ୍ରିୱାଲଙ୍କ ବ୍ୟକ୍ତିଗତ ସଚିବ ବୈଭବ କୁମାରଙ୍କ ବିରୋଧରେ ସ୍ୱାତୀ ଗୁରୁତର ଅଭିଯୋଗ ଆଣିଛନ୍ତି। ଅଭିଯୋଗରେ କେବଳ…

ମହାରାଷ୍ଟ୍ରକୁ ନେଇ ବଡ ଭବିଷ୍ୟବାଣୀ କଲେ ଉଦ୍ଧବ ଠାକରେ

ମୁମ୍ବାଇ,୧୭।୫: ନିର୍ବାଚନ ପରିବେଶ ମଧ୍ୟରେ ଶିବସେନା (ୟୁବିଟି ଦଳ) ମୁଖ୍ୟ ଉଦ୍ଧବ ଠାକରେ ଏକ ବଡ଼ ଦାବି କରିଛନ୍ତି। ସେ ଆଶା କରୁଛନ୍ତି ଯେ ୨୦୨୪ ଲୋକ ସଭା ନିର୍ବାଚନରେ ମହାରାଷ୍ଟ୍ର ବିକାଶ ଆଗାଡି (MVA) ଜିତିବ। ଏହାର କାରଣ ହେଉଛି…

ନେପାଳ ସଂସଦରେ ହାତାହାତି ହେଲେ ଶାସକ-ବିରୋଧୀ

କାଠମାଣ୍ଡୁ,୧୭।୫: ସହଯୋଗୀ ଜାଲିଆତି ମାମଲାରେ ନେପାଳର ଗୃହମନ୍ତ୍ରୀ ରବି ଲାମିଚାନେଙ୍କ ବିରୋଧରେ ତଦନ୍ତ କମିଟି ଗଠନ ନେଇ ନେପାଳ ସଂସଦର ନିମ୍ନ ଗୃହରେ ବିରୋଧୀ ଏବଂ ଶାସକ ମିଳିତ ସାଂସଦଙ୍କ ମଧ୍ୟରେ ଝଗଡା ହୋଇଥିଲା। ଗୁରୁବାର ସାରେ ଗୃହର ବାଚସ୍ପତି ଦେବରାଜ…

ଭୋଟର ତାଲିକାରେ ନାହିଁ ନାଁ, କଂଗ୍ରେସର ନିଆଳି ବିଧାୟକ ପ୍ରାର୍ଥୀଙ୍କ ନାମାଙ୍କନ ଖାରଜ

ଭୁବନେଶ୍ୱର,୧୭।୫: ଭୋଟର ତାଲିକାରେ ତାଙ୍କ ନାମ ନ ଥିବାରୁ କଂଗ୍ରେସର ନିଆଳି ବିଧାୟକ ପ୍ରାର୍ଥୀ ଜ୍ୟୋତି ରଂଜନ ମଲ୍ଲିକଙ୍କ ନାମାଙ୍କନ ଖାରଜ କରାଯାଇଛି। ଦୁଇ ଦିନ ପୂର୍ବେ ସେ କଟକ ଜିଲାପାଳଙ୍କ ନିକଟରେ ତାଙ୍କ ନାମାଙ୍କନପତ୍ର ଦାଖଲ କରିଥିଲେ। ତେବେ ଯାଞ୍ଚ…

ରୁଷିଆ ଚାଇନା ସବୁବେଳେ ଏକାଠି ଅଛନ୍ତି, ବେଜିଂ ଗସ୍ତ ସମୟରେ ୭୫ ବର୍ଷ ପୁରୁଣା ଗୀତ ମନେପକାଇଲେ ପୁଟିନ

ବେଜିଂ,୧୭।୫: ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଚାଇନା ଗସ୍ତରେ ଅଛନ୍ତି। ଗାଜା ଏବଂ ୟୁକ୍ରେନକୁ ନେଇ ତିକ୍ତତା ମଧ୍ୟରେ ଏକ ବର୍ଷ ମଧ୍ୟରେ ରୁଷିଆର ରାଷ୍ଟ୍ରପତି ଦ୍ୱିତୀୟ ଥର ପାଇଁ ଚାଇନା ଗସ୍ତ କରିଛନ୍ତି। ତାଙ୍କର ପଞ୍ଚମ କାର୍ଯ୍ୟକାଳରେ ପ୍ରବେଶ କରିବା…

ରାହୁଲ ଗାନ୍ଧୀଙ୍କ ବିବାହକୁ ନେଇ ଏକ ବଡ଼ କଥା କହିଲେ ଭଉଣୀ ପ୍ରିୟଙ୍କା, ଜାଣିଲେ…

ନୂଆଦିଲ୍ଲୀ,୧୭ା୫: ଲୋକ ସଭା ନିର୍ବାଚନରେ କଂଗ୍ରେସ ପ୍ରଚାରରେ ବ୍ୟସ୍ତ ଥିବା ପ୍ରିୟଙ୍କା ଗାନ୍ଧୀ ଭାଇ ରାହୁଲ ଗାନ୍ଧୀଙ୍କ ବିବାହ ସମ୍ପର୍କରେ ଏକ ବଡ଼ ବିବୃତ୍ତି ଦେଇଛନ୍ତି। କଂଗ୍ରେସର ସାଧାରଣ ସମ୍ପାଦକ ପ୍ରିୟଙ୍କା ଗାନ୍ଧୀ ଏକ ସାକ୍ଷାତକାରରେ କହିଛନ୍ତି ଯେ, ସେ ଚାହୁଁଛନ୍ତି…

କାବୁ ହେଲା ବାରିପଦା ସହରକୁ ପଶି ଆସିଥିବା କଲରାପତରିଆ

ବାରିପଦା,୧୭।୫ (ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ବାରିପଦା ସହର ସ୍ଥିତ ବୁଢିଖମାରୀ ଠାରେ ଆତଂକ ଖେଳାଉଥିବା କଲରାପତରିଆ ବାଘକୁ ବନବିଭାଗ କାବୁ କରିଛି । ଆତଂକିତ ଲୋକେ ଏବେ ଆଶ୍ବସ୍ତି ଲାଭ କରିଛନ୍ତି । ବାଘଟି ଏକ ଶକ୍ତି ଅଟୋ…

ନା ମୁଁ ବୁଢା ହୋଇଛି..ନା ଅବସର ନେଇଛି..ଏବେ ମୁଁ ମୁକ୍ତ ଷଣ୍ଢ ପାଲଟି ଯାଇଛି: ବ୍ରିଜ ଭୂଷଣ

ନୂଆଦିଲ୍ଲୀ,୧୭।୫: ଉତ୍ତର ପ୍ରଦେଶର କେସିଆରଗଞ୍ଜ ଆସନରୁ ଟିକେଟ କଟିବା ପରେ ଭାଜପା ଏମପି ବ୍ରିଜ ଭୂଷଣ ଶରଣ ସିଂ ବର୍ତ୍ତମାନ ତାଙ୍କ ପୁଅ କରଣ ଭୂଷଣ ସିଂଙ୍କ ସମର୍ଥନରେ ପ୍ରଚାର କରୁଛନ୍ତି। ଏହି ସମୟରେ ଏକ ସାଧାରଣ ସଭାରେ ସେ ଦାବି…

ଭୁବନେଶ୍ୱରରେ ପହଞ୍ଚିଲେ ହେମାମାଳିନୀ

ଭୁବନେଶ୍ୱର,୧୭ା୫: ଅଭିନେତ୍ରୀ ତଥା ଭାଜପା ଏମ୍‌ପି ହେମାମାଳିନୀ ଶୁକ୍ରବାର ପୂର୍ବାହ୍ନରେ ଆସି ଓଡ଼ିଶାରେ ପହଞ୍ଚିଛନ୍ତି। ଭୁବନେଶ୍ୱର ବିମାନବନ୍ଦରରେ ପହଞ୍ଚିବା ପରେ ଭାଜପା କର୍ମୀମାନେ ପହଞ୍ଚି ତାଙ୍କୁ ସ୍ବାଗତ ଜଣାଇଛନ୍ତି। ଆଜି ହେମା ସାଲିଆସାହିରେ ବିଜୟ ସଂକଳ୍ପ ସମାବେଶରେ ଉଦ୍‌ବୋଧନ ଦେବାକୁ ଥିବା…

ରାଜନୀତିର ଚାଣକ୍ୟ କୁହାଯିବାରୁ ଚମକିପଡ଼ିଲେ ଅମିତ ଶାହା: ଦେଲେ ଏମିତି ପ୍ରତିକ୍ରିୟା

ନୂଆଦିଲ୍ଲୀ,୧୭।୫: ଆଜିକାଲି କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହାଙ୍କୁ ରାଜନୀତିର ଚାଣକ୍ୟ କୁହାଯାଉଛି। ଏନେଇ ନିଜେ ମତ ରଖିଛନ୍ତି ଅମିତ ଶାହା। ସେକହିଛନ୍ତି ଯେ ମୁଁ ନୁହେଁ। କେବଳ ଲୋକମାନେ ଏହା କୁହନ୍ତି, କିନ୍ତୁ ମୁଁ ଏହାକୁ ବିଶ୍ୱାସ କରେ ନାହିଁ।…

ପିକେଙ୍କ ଭବିଷ୍ୟବାଣୀ ବଢାଇପାରେ ରାଜନୀତିର ପାରା! କେତେ ଆସନରେ ଜିତିବ ଭାଜପା କହିଲେ ପ୍ରଶାନ୍ତ କିଶୋର

ନୂଆଦିଲ୍ଲୀ,୧୭।୫: ରାଜନୀତିର ବିଶ୍ଳେଷକ ବା ଚାଣକ୍ୟ କୁହାଯାଉଥିବା ପ୍ରଶାନ୍ତ କିଶୋର ଲୋକ ସଭା ନିର୍ବାଚନ ୨୦୨୪କୁ ନେଇ ଅନେକ ଭବିଷ୍ୟବାଣୀ କରିଛନ୍ତି। ସେ କହିଛନ୍ତି ଯେ ପଶ୍ଚିମବଙ୍ଗ, ଓଡ଼ିଶା, ତେଲଙ୍ଗାନା, ତାମିଲନାଡୁ ଏବଂ ଆନ୍ଧ୍ର ଭଳି ରାଜ୍ୟରେ ଭାରତୀୟ ଜନତା ପାର୍ଟି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?