ନ୍ୟୁୟର୍କର La Guardia Airportର ରନଓ୍ବେରେ ବଡ଼ ଦୁର୍ଘଟଣା
ନ୍ୟୁୟର୍କ,୨୩।୩: ସୋମବାର (୨୩ ମାର୍ଚ୍ଚ) ନ୍ୟୁୟର୍କର ଲାଗାର୍ଡିଆ ବିମାନବନ୍ଦରରେ ଏକ ବଡ଼ ଦୁର୍ଘଟଣା ଘଟିଛି। ଏକ ଏୟାର କାନାଡା ଏକ୍ସପ୍ରେସ ବିମାନ ରନଓ୍ବେ ଉପରେ ଠିଆ ହୋଇଥିବା ଟ୍ରକ ସହିତ ଧକ୍କା ଖାଇଛି, ଯାହା ଫଳରେ ଅନେକ ଲୋକ ଗୁରୁତର ଆହତ…
ଇସ୍ରାଏଲ ଉପରେ ନିକ୍ଷେପ କରାଯାଇଥିବା କ୍ଷେପଣାସ୍ତ୍ରରେ ସ୍ପେନିସ ପ୍ରଧାନମନ୍ତ୍ରୀଙ୍କ ଫଟୋ ଲଗାଇଲା ଇରାନ
ତେହରାନ୍,୨୩।୩: ଆମେରିକା, ଇସ୍ରାଏଲ ଏବଂ ଇରାନ ମଧ୍ୟରେ ଚାଲିଥିବା ବିବାଦ ମଧ୍ୟରେ ଏକ ଆକର୍ଷଣୀୟ ଘଟଣା ଘଟୁଛି। ଇସ୍ରାଏଲରେ ଲକ୍ଷ୍ୟସ୍ଥଳରେ ନିକ୍ଷେପ କରାଯାଇଥିବା ବାଲିଷ୍ଟିକ କ୍ଷେପଣାସ୍ତ୍ରରେ IRGC ସ୍ପେନିସ ପ୍ରଧାନମନ୍ତ୍ରୀ ପେଡ୍ରୋ ସାଞ୍ଚେଜଙ୍କ ଫଟୋଗ୍ରାଫ ଲଗାଇଛି। ଏହା ସହିତ, ଏହି କ୍ଷେପଣାସ୍ତ୍ରଗୁଡ଼ିକରେ…
ସରକାରୀ ଶିଳ୍ପ ତାଲିମ ଅନୁଷ୍ଠାନରେ ଲକ୍ଷାଧିକ ଟଙ୍କା ଦୁର୍ନୀତି: ସ୍ତ୍ରୀ ନାଁରେ ଜିଏସଟି ବିଲ କରି ହେରାଫେରି
ଦେବଗଡ,୨୩।୩(ଶଶାଙ୍କ ଶେଖର ଝାଙ୍କର): ଦେବଗଡ ଜିଲା ବାରକୋଟ ବ୍ଲକ ଅନ୍ତର୍ଗତ ସରକାରୀ ଶିଳ୍ପ ତାଲିମ ଅନୁଷ୍ଠାନ (ଆଇଟିଆଇ)ରେ ଲକ୍ଷାଧିକ ଟଙ୍କା ଦୁର୍ନୀତି ହେଇଥିବା ଅଭିଯୋଗ ହୋଇଛି। ଏପରିକି ନିଜ ସ୍ତ୍ରୀ ନାମରେ ପ୍ରିୟଦର୍ଶନୀ ପରିଡ଼ା (ଅଂଶୁମାନ ଟ୍ରେଡସ) ଜିଏସଟି ବିଲ କରି…
ହୁତୁହୁତୁ ଜଳିଗଲା ବସ: ପୁରୀ ବସଷ୍ଟାଣ୍ଡରେ ଅଘଟଣ
ପୁରୀ,୨୩।୩: ବସ୍ଷ୍ଟାଣ୍ଡରେ ଅଗ୍ନିକାଣ୍ଡ। ହୁତୁହୁତୁ ଜଳିଗଲା ବସ। ପୁରୀ ବସଷ୍ଟାଣ୍ଡରେ ଏକ ଘରୋଇ ବସରେ ନିଆଁ ଲାଗିଯାଇଥିଲା। ଚାହୁଁ ଚାହୁଁ ଜଳିଯାଇଥିଲା ବସ। ଅଗ୍ନିଶମ ବାହିନୀ ପହଞ୍ଚି ନିଆଁକୁ ଆୟତ୍ତ କରିଥିଲେ। ତେବେ ନିଆଁ ବସଷ୍ଟାଣ୍ଡରେ ଥିବା ଅନ୍ୟ ବସକୁ ବ୍ୟାପି…
ମା’ ଅଗ୍ନିରୁପାଙ୍କ ଆବର୍ଭାବ: ଭକ୍ତଙ୍କ ପ୍ରବଳ ଭିଡ଼, ଅଧରାତିରେ ଦେହୁରୀ ଯାଇ…
ତାଳଚେର,୨୩/୩(ମନୋଜ ନନ୍ଦ):ତାଳଚେରର ଅଧିଷ୍ଠାତ୍ରୀ ଦେବୀ ମା’ ହିଙ୍ଗୁଳା ମନ୍ଦିରର ପୂର୍ବ ଦିଗ ହିଙ୍ଗୁଳା ମନ୍ଦିର ପଛ ପାଖରେ ପ୍ରାୟ ୨ ସହ ମିଟର ଦୂରରେ ଚଳିତ ବର୍ଷ ଉଭା ହୋଇଛନ୍ତି। ରବିବାର ଏଥିପାଇଁ ଯନ୍ତାଳ ପୂଜା ଅନୁଷ୍ଠିତ ହୋଇଥିଲା। ଯନ୍ତାଳ ପୂଜା…
ଅର୍ଦ୍ଧାଧିକ ଦେଶ ସ୍କୁଲରେ ଫୋନ୍ ନିଷେଧ କଲେଣି: ୟୁନେସ୍କୋ
ନୂଆଦିଲ୍ଲୀ,୨୩ା୩(ପି.ଟି.): ଶ୍ରେଣୀଗୃହରେ ପିଲାମାନଙ୍କ ଧ୍ୟାନ ହ୍ରାସ ପାଇବା ସହ ଇଣ୍ଟରନେଟ୍, ସୋସିଆଲ ମିଡିଆ ଏବଂ ମେସେଜିଂ ଆପ୍ ଜରିଆରେ ସେମାନଙ୍କୁ ଡରାଇବା, ଅପମାନିତ କରିବା ଓ ବଦନାମ କରିବା ଆଦି ଘଟଣା ଘଟୁଥିବାରୁ ଏହାକୁ ନେଇ ଉଦ୍ବେଗ ପ୍ରକାଶ ପାଇଛି। ଏହି କାରଣରୁ…
ବାଇକକୁ ଧକ୍କା ଦେଲା ବୋଲେରୋ: ଚାଲିଗଲା ୨ ଜଣଙ୍କ ଜୀବନ
ଜୟପୁର,୨୩।୩(ପବନ ପାଣିଗ୍ରାହୀ): ଜୟପୁର ସଦର ଥାନା ଅନ୍ତର୍ଗତ ଥୋଡରିପୁଟ ନିକଟରେ ବାଇକକୁ ଧକ୍କା ଦେଇଛି ଏକ ବୋଲେରୋ ଗାଡି। ଘଟଣାସ୍ଥଳରେ ୨ ଜଣଙ୍କ ମୃତ୍ୟୁ ଘଟିଛି। ମୃତକମାନେ ହେଲେ ଜୟପୁର ଗଡିଆ ଧୋବା ସାହିର ଲାଲୁ ଖରା ଓ ପିତୁ ଜାନୀ…
୨ ଗୁଣା ତରଳୁଛି ହିମାଳୟ ଗ୍ଲେସିୟର
କାଠମାଣ୍ଡୁ,୨୩ା୩(ପି.ଟି.): ହିନ୍ଦୁକୁଶ ହିମାଳୟରେ ଥିବା ଗ୍ଲେସିୟର ୨୦୦୦ରୁ ପୂର୍ବାପେକ୍ଷା ୨ ଗୁଣ ହାରରେ ତରଳୁଛି। ୧୯୯୦ରୁ ୨୦୨୦ ମଧ୍ୟରେ ୧୨ ପ୍ରତିଶତ ଅଞ୍ଚଳ ଗ୍ଲେସିୟର ହରାଇଲାଣି ବୋଲି ଆଇସିଆଇଏମ୍ଓଡି ( ଅନ୍ତର୍ଜାତୀୟ ସମନ୍ବିତ ପର୍ବତ ବିକାଶ କେନ୍ଦ୍ର) ଦ୍ୱାରା ପ୍ରସ୍ତୁତ ୨ଟି ରିପୋର୍ଟରେ…
ଡ୍ୟୁଟି ସାରି ଫେରୁଥିଲେ ସୁମନ୍ତ, ଧକ୍କା ଦେଲା ଟ୍ରକ୍: ଆଉ ତା’ପରେ…
କଣିହାଁ,୨୩/୩(ନିରୋଜ ପ୍ରଧାନ):ଅନୁଗୋଳ ଜିଲା କଣିହାଁ ବ୍ଲକ ଗୋଡିବନ୍ଧଠାରୁ କଣିହାଁ ଯାଇଥିବା ଜାତୀୟ ରାଜପଥ ୫୩ର ନୂଆଁ ବଲାଙ୍ଗି ନିକଟରେ ରବିବାର ବିଳମ୍ବିତ ରାତିରେ ଏକ ଟ୍ରକ ଚକା ତଳେ ଚାପିହୋଇ ଜଣେ ବାଇକ ଆରୋହୀଙ୍କର ମୃତ୍ୟୁ ଘଟିଛି। ମୃତକ ଗଣ୍ଡବେରେଣା ଗ୍ରାମର…
MS Dhoni IPL Retirement:ଏତିକି ବର୍ଷ ବୟସ ପର୍ଯ୍ୟନ୍ତ ଖେଳିବାକୁ ଲକ୍ଷ୍ୟ ରଖିଛନ୍ତି ଧୋନୀ! IPL ଅବସରକୁ ନେଇ ମୁହଁ ଖୋଲିଲେ ମାହି
ନୂଆଦିଲ୍ଲୀ,୨୩।୩: ଚେନ୍ନାଇ ସୁପର କିଙ୍ଗ୍ସର ଏକ ପ୍ରଶଂସକ କାର୍ଯ୍ୟକ୍ରମରେ, ଏମଏସ ଧୋନୀ ହାସ୍ୟରସପୂର୍ଣ୍ଣ ଭାବରେ ମନ୍ତବ୍ୟ ଦେଇଥିଲେ ଯେ ସେ ୬୦ ବର୍ଷ ବୟସ ପର୍ଯ୍ୟନ୍ତ ଆଇପିଏଲ ଖେଳିପାରିବେ, ଏହି ମନ୍ତବ୍ୟ ତାଙ୍କ ପ୍ରଶଂସକଙ୍କ ମଧ୍ୟରେ ପ୍ରବଳ ଉତ୍ସାହ ସୃଷ୍ଟି କରିଥିଲା।…
୩ ହଜାର ଟଙ୍କାରେ ବିକ୍ରି ହେଉଛି ଗ୍ୟାସ ସିଲିଣ୍ଡର: କଳାବଜାର କଲେ କଡ଼ା କାର୍ଯ୍ୟାନୁଷ୍ଠାନ
ଭଞ୍ଜନଗର,୨୩।୩(ବାବୁଲା ପ୍ରଧାନ): ଇରାନ, ଇସ୍ରାଏଲ-ଆମେରିକା ମଧ୍ୟରେ ଲାଗିଥିବା ଯୁଦ୍ଧର ପରିଣାମ ଆମ ଦେଶ ସମେତ ଅନ୍ୟାନ୍ୟ ଦେଶକୁ ମଧ୍ୟ ଭୋଗିବାକୁ ପଡ଼ୁଛି। ଗ୍ୟାସ, ପେଟ୍ରୋଲ, ଡିଜେଲ ଆମଦାନୀ ଠିକ ଭାବେ ହେଉନାହିଁ। ତେଣୁ ଦେଶରେ ଏହାର ସଙ୍କଟ କିଛିଟା ଦେଖାଦେଇଛି। ଯାହାର…
ଠପ୍ ହୋଇଯିବକି ସାରା ବିଶ୍ୱ? ହର୍ମୁଜ ଷ୍ଟ୍ରେଟକୁ ନେଇ ଏମିତି ନିଷ୍ପତ୍ତି ନେଲା ଇରାନ, ପ୍ରମାଦ ଗଣିଲାଣି ସାରା ବିଶ୍ୱ
ତେହରାନ୍,୨୩।୩: ମଧ୍ୟପ୍ରାଚ୍ୟରେ ଉତ୍ତେଜନା ବୃଦ୍ଧି ପାଉଛି। ଇରାନ ଏବେ ହର୍ମୁଜ ପ୍ରଣାଳୀ ଦେଇ ଯାଉଥିବା କିଛି ଜାହାଜ ଉପରେ ୨ ନିୟୁତ ଡଲାର (ପ୍ରାୟ ୧୮.୮ କୋଟି) ଶୁଳ୍କ ଆଦାୟ କରିବାକୁ ନିଷ୍ପତ୍ତି ନେଇଛି। ଏହି ଗୁରୁତ୍ୱପୂର୍ଣ୍ଣ ବିଶ୍ୱ ପରିବହନ ଲେନ…
Archives


