ଏଇ ଭାରତରେ
ଦିଲ୍ଲୀର ଦୁଇଭାଇ ବିହାନ ଓ ନାଭ ଅଗ୍ରଓ୍ୱାଲ ବର୍ଜ୍ୟ ରିସାଇକେଲିଂ କ୍ଷେତ୍ରରେ ଉଦାହରଣ ସୃଷ୍ଟି କରିଛନ୍ତି। ସେମାନେ ୧୪ଟି ସହରରେ ୧ ମିଲିୟନ(୧୦ ଲକ୍ଷ) କେ.ଜି ବର୍ଜ୍ୟ ରିସାଇକେଲିଂ କରିସାରିଲେଣି। ଦିଲ୍ଲୀରେ ଲୋକେ ପୋଡ଼ି ଦେଉଥିବା ବର୍ଜ୍ୟ ବାୟୁ ପ୍ରଦୂଷଣ କରୁଥିବା…
ବିଶ୍ୱ ଓ ବର୍ଷାନ୍ତର
ଳର ଅନ୍ୟନାମ ସମୟ। ଅନନ୍ତ ସମୟର ଅସରନ୍ତି ଯାତ୍ରାରେ ଗୋଟିଏ ବର୍ଷ ବିତିବା ଓ ଆଉ ଗୋଟିଏ ବର୍ଷ ଆସିବା ଏକ ଚିରନ୍ତନ ପ୍ରକ୍ରିୟା। ଏହା ସତ୍ତ୍ୱେ ପରିବର୍ତ୍ତର ସନ୍ଧିକ୍ଷଣ ପ୍ରାଣରେ ଭରିଦିଏ ଏକ ଉଲ୍ଲାସମୟ ଶିହରଣ। କାରଣ ଜୀବନର ପ୍ରାୟତଃ…
ଭାରତୀୟ ସଂସ୍କୃତିରେ ପରିବର୍ତ୍ତନ
ଆକ୍ରମଣ ଏବଂ ଦେଶାନ୍ତର ଗମନ ମଧ୍ୟରେ ପାର୍ଥକ୍ୟ ରହିଛି। ସାଧାରଣତଃ କୌଣସି ଦେଶ ଉପରେ ଆକ୍ରମଣକରି ଆକ୍ରମଣକାରୀ ସେଠାରୁ ଧନ ଲୁଟିନିଏ ଏବଂ ଲୋକଙ୍କୁ ତାହାର ପ୍ରଜା ବୋଲି ଗଣିଥାଏ। ଏଭଳି ଆକ୍ରମଣ ଦେଶର ଅର୍ଥନୈତିକ ତଥା ରାଜନୈତିକ ବ୍ୟବସ୍ଥାକୁ ନିୟନ୍ତ୍ରଣକରି…
ଘେଁସ ‘ବରପୁତ୍ର ଐତିହ୍ୟ ଗ୍ରାମ ଯୋଜନା’ରେ ସାମିଲ: ୧୫ କୋଟି ବିନିଯୋଗରେ …
ମଥୁରାନଗରୀ/ ସୋହେଲା,୧ା୧(ପ୍ରେମାନନ୍ଦ ଖମାରୀ/ଅଶ୍ୱିନୀ କୁମାର ପାତ୍ର):ବରଗଡ଼ ଜିଲା ଘେଁସଠାରେ ବୁଧବାର ରାଜ୍ୟସ୍ତରୀୟ ବୀରତା ଦିବସ ଏବଂ ଶହୀଦ ମାଧୋ ସିଂହଙ୍କ ସ୍ମୃତି ସମାରୋହ ଆୟୋଜନ ହୋଇଥିଲା। ଏଥିରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଯୋଗଦେଇ ଘେଁସ ଗ୍ରାମରେ ଶହୀଦଙ୍କ ସ୍ମାରକୀ ପ୍ରତିଷ୍ଠା…
ବଜାରରେ ମିଳୁଛି ନକଲି ଶାଗୁଦାନା: ହୋଇଯାନ୍ତୁ ସାବଧାନ
ନୂଆପଡ଼ା,୧ା୧ (ମକାରୁ ବେମାଲ):ନୂଆପଡ଼ା ସହରରେ ପ୍ଲାଷ୍ଟିକ ଶାଗୁଦାନା ବିକ୍ରୟ ହେଉଥିବା ଅଭିଯୋଗ ହୋଇଛି। ସୂଚନା ମୁତାବକ ଟାନୱାଟ ପଞ୍ଚାୟତ ଝିଲମିଲା ଗାଁର ଜ୍ୟୋତିର୍ମୟ ପୁହାଣ ନୂଆପଡ଼ା ଇରିଗେସନ ଛକରେ ଥିବା ଗୁପ୍ତା କିରାନା ଦୋକାନରୁ ମଙ୍ଗଳବାର ଜିବିଏସ୍ କମ୍ପାନୀର ୨ ପ୍ୟାକେଟ…
ଚପଲ ପିନ୍ଧି ମହାପ୍ରସାଦ ବାଣ୍ଟିଲେ, ଠିଆହୋଇ ଖାଇଲେ
ପୁରୀ,୩୧ା୧୨(ଅଜିତ୍ କୁମାର ମହାନ୍ତି): ମହାପ୍ରସାଦ ଓ ମହାପ୍ରଭୁଙ୍କୁ ଅପମାନ କଲାଭଳି ଦୃଶ୍ୟ ପୁଣି ଦେଖିବାକୁ ମିଳିଛି। ଏନେଇ ବିଭିନ୍ନ ମହଲରେ ଅସନ୍ତୋଷ ପ୍ରକାଶ ପାଇଛି। କେତେଜଣ ଭକ୍ତ ମହାପ୍ରସାଦକୁ ଠିଆ ହୋଇ ଓ ଗାଡ଼ିରେ ବସି ଖାଉଥିବା ପରିଲକ୍ଷିତ ହୋଇଛି। ଗତ…
ଘରକୁ ଫେରିବା ବାଟରେ ଭୟଙ୍କର ଦୁର୍ଘଟଣା: ବାଇକ୍କୁ ଧକ୍କା ଦେଇ ଟ୍ରକ୍କୁ ପିଟିଲା ବୋଲେରୋ; ଯୁବକ ଗୁରୁତର; ଡ୍ରାଇଭର…
କେସିଙ୍ଗା,୩୧।୧୨( ତୁମେଶ୍ୱର ସାହୁ): ରାତି ପାହିଲେ ନୂଆବର୍ଷ। ଗାଁଠୁ ନେଇ ସହର ଯାଏ ନୂଆବର୍ଷ ପାଳନ ପାଇଁ ଚାଲିଛି ସଜ ବାଜ। ଏଭଳି ସମୟରେ କେସିଙ୍ଗା ଥାନା ଅନ୍ତର୍ଗତ ଯୋଲକୋ ଛକ ନିକଟରେ ଏକ ଭୟଙ୍କର ଦୁର୍ଘଟଣା ଘଟିଛି । ବୁଧବାର…
ରୁଷକୁ ବିଶ୍ବାସ ଯେ… ୨୦୨୫ ବର୍ଷର ଶେଷ ଭାଷଣରେ ଜେଲେନ୍ସକିଙ୍କ ବିଷୟରେ କଣ କହିଲେ ପୁଟିନ୍
ନୂଆଦିଲ୍ଲୀ,୩୧।୧୨: ରୁଷ ରାଷ୍ଟ୍ରପତି ପୁଟିନ ନୂତନ ବର୍ଷ ପୂର୍ବ ସନ୍ଧ୍ୟାରେ ଦେଶକୁ ସମ୍ବୋଧିତ କରିଛନ୍ତି । ୟୁକ୍ରେନରେ ଚାଲିଥିବା ଯୁଦ୍ଧ ସମ୍ପର୍କରେ ସେ କହିଥିଲେ ଯେ ରୁଷ ଯୁଦ୍ଧ ଜିତିବା ପାଇଁ ଆତ୍ମବିଶ୍ୱାସୀ। ବିଶ୍ୱର ସବୁଠାରୁ ଶକ୍ତିଶାଳୀ ନେତାମାନଙ୍କ ମଧ୍ୟରୁ ଜଣେ…
ବରିଷ୍ଠ IAS ଅରବିନ୍ଦ ପାଢ଼ୀଙ୍କୁ ମିଳିଲା ପ୍ରମୋଶନ
ଭୁବନେଶ୍ବର,୩୧ା୧୨: ଓଡ଼ିଶା ପ୍ରଶାସନିକ ସ୍ତରରେ ଏକ ବଡ଼ ପରିବର୍ତ୍ତନ ହୋଇଛି। କୃଷି ଓ କୃଷକ ସଶକ୍ତିକରଣ ବିଭାଗର ପ୍ରମୁଖ ସଚିବ ତଥା ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଅରବିନ୍ଦ କୁମାର ପାଢ଼ୀଙ୍କୁ ଅତିରିକ୍ତ ମୁଖ୍ୟ ଶାସନ ସଚିବ (ACS) ପାହ୍ୟାକୁ ପଦୋନ୍ନତି ମିଳିଛି।…
ଭୂତକୋଠା ପାଲଟିଛି ଶିକ୍ଷକ ଭବନ, ରାତି-ଦିନରେ ଜମୁଛି ମଦର ଆସର
ମୋହନା,୩୧/୧୨(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ବ୍ଲକ ଏକ ଆଦିବାସୀ ଅଧ୍ୟୁଷିତ ଅଞ୍ଚଳ । ଏହା ୩୯ଟି ପଞ୍ଚାୟତକୁ ନେଇ ଗଠିତ । ଏହି ବ୍ଲକର ଅନେକ ପଞ୍ଚାୟତ ଦୁର୍ଗମ ଅଞ୍ଚଳରେ ରହିଥିବା ବେଳେ କିଛି ଗ୍ରାମ ଗୁଡିକ ଜଙ୍ଗଲ ପାହାଡ଼…
ପ୍ରଭାକର ସ୍ମାରକୀ ଭଲିବଲ ଟୁର୍ନାମେଣ୍ଟ, ଡେଙ୍ଗାପଦର ଭଲିବଲ ଟିମ୍ ବିଜୟୀ
ଦିଗପହଣ୍ଡି, ୩୧|୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ମିନି ଷ୍ଟାଡିୟମରେ ସ୍ବର୍ଗତ ବି.ପ୍ରଭାକର ରେଡ୍ଡୀ ସ୍ମାରକୀ ଭଲିବଲ ଟୁର୍ନାମେଣ୍ଟର ୪ର୍ଥ ଦିବସ ଆଜି ଆୟୋଜିତ ହୋଇଥିଲା । ବୁଧବାର କ୍ୱାର୍ଟର ଫାଇନାଲ ମ୍ୟାଚରେ ଡେଙ୍ଗାପଦର ଗ୍ରାମର ଭଲିବଲ ଟିମ୍ ପ୍ରତିପକ୍ଷ…
ଭଞ୍ଜନଗରରେ ପରିବେଶ ଆଇନ୍ ସଚେତନତା ଶିବିର, ସାମିଲ ହେଲେ….
ଭଞ୍ଜନଗର,୩୧/୧୨(ବାବୁଲା ପ୍ରଧାନ)- ଗଞ୍ଜାମ ଜିଲା ଭଞ୍ଜନଗର ନିୟନ୍ତ୍ରିତ ବଜାର କମିଟି ସମ୍ମିଳନୀ ହଲ୍ରେ ବୁଧବାର “Protect Today, Secure Tomorrow” ଶୀର୍ଷକ ଅଧୀନରେ ଏକ ପରିବେଶ ଆଇନ୍ ସଚେତନତା ଶିବିର ଅନୁଷ୍ଠିତ ହୋଇଯାଇଛି । ତାଲୁକ ଆଇନ୍ ସେବା କମିଟି, ଭଞ୍ଜନଗର…
Archives


