ମାତ୍ର ୨୨ ବର୍ଷରେ ଇତିହାସ ରଚିଲେ ଯଶସ୍ବୀ ଜୟସ୍ବାଲ
ନୂଆଦିଲ୍ଲୀ,୧୬।୧: ଭାରତର ତାରକା ବ୍ୟାଟ୍ସମ୍ୟାନ ଯଶସ୍ବୀ ଜୟସ୍ବାଲ ୨୨ ବର୍ଷ ବୟସରେ ଇତିହାସ ସୃଷ୍ଟି କରିଛନ୍ତି। ୨୨ ବର୍ଷ ବୟସରେ ଅନ୍ତର୍ଜାତୀୟ ଟି-୨୦ରେ ୫ ଥର ୫୦ରୁ ଅଧିକ ରନ ସ୍କୋର କରିଥିବା ଜୟସ୍ବାଲ ପ୍ରଥମ ଭାରତୀୟ ଖେଳାଳି ହୋଇଛନ୍ତି। ଆଫଗାନିସ୍ତାନ…
ଟି-୨୦ରେ ନୂଆ କାରନାମା କଲେ ଜିମ୍ବାଓ୍ବେ କ୍ରିକେଟର୍: ଏମିତି କରିବାରେ ବିଶ୍ୱର ପ୍ରଥମ କ୍ରିକେଟର୍
ନୂଆଦିଲ୍ଲୀ,୧୬।୧: ଶ୍ରୀଲଙ୍କା ବିପକ୍ଷ ପ୍ରଥମ ଟି-୨୦ ମ୍ୟାଚରେ ଜିମ୍ବାୱେକୁ ପରାଜୟର ସାମ୍ନା କରିବାକୁ ପଡିଥିଲା। କିନ୍ତୁ ଜିମ୍ବାୱେ କ୍ରିକେଟର ସିକନ୍ଦର ରାଜା ଯାହା କରିଛନ୍ତି ତାହା ଏପର୍ଯ୍ୟନ୍ତ କେହି କରି ପାରି ନାହାନ୍ତି। ଏହି ମ୍ୟାଚରେ ସିକନ୍ଦର ରାଜା ଜଣେ ବୋଲର…
କାନାରା ବ୍ୟାଙ୍କ ପକ୍ଷରୁ ଏମ୍ଏସ୍ଏମ୍ଇ ଆଉଟ୍ରିଚ ପ୍ରୋଗ୍ରାମ
ଭୁବନେଶ୍ୱର,୧୬।୧: କାନାରା ବ୍ୟାଙ୍କର ଭୁବନେଶ୍ୱର ଅଞ୍ଚଳ କାର୍ଯ୍ୟାଳୟ ପକ୍ଷରୁ ଏକ ସ୍ବତନ୍ତ୍ର ଅଣୁ, କ୍ଷୁଦ୍ର ଓ ମଧ୍ୟମ ଉଦ୍ୟୋଗୀ ବା ଏମ୍ଏସ୍ଏମ୍ଇ ଆଉଟରିଚ ପ୍ରୋଗ୍ରାମ (କାର୍ଯ୍ୟକ୍ରମ) ନିକଟରେ ଆୟୋଜିତ ହୋଇଯାଇଛି। ଏପରିକି ବ୍ୟାଙ୍କର ମହାପ୍ରବନ୍ଧକ ତଥା ଅଞ୍ଚଳ ମୁଖ୍ୟ ଜଗଦୀଶ ଚନ୍ଦରଙ୍କ…
ରିଲାଏନ୍ସ ରିଟେଲର ନୂତନ ଅଭିଯାନ
ଭୁବନେଶ୍ୱର,୧୬।୧: ଦେଶର ପ୍ରମୁଖ ଘରୋଇ କମ୍ପାନୀ ତଥା ରିଲାଏନ୍ସ ଗ୍ରୁପର ଅଗ୍ରଣୀ ସଂସ୍ଥା ରିଲାଏନ୍ସ ରିଟେଲର ନୂତନ ଅଭିଯାନ‘ ଭୁଲ ନା ଯାନା ପ୍ଲାଷ୍ଟିକ ବୋତଲ ଲୋଟାନା’ର ଶୁଭାରମ୍ଭ ସମ୍ପର୍କରେ ଘୋଷଣା କରାଯାଇଛି। ଏପରିକି ରିଲାଏନ୍ସ ରିଟେଲ ଓ କୋକାକୋଲା ଇଣ୍ଡିଆର…
ଆଖିପିଛୁଳାକେ ଡେଇଁପଡି କ୍ୟାଚ୍ ଧରିଦେଲେ କ୍ରିକେଟର୍, ନ ଦେଖିଲେ ହେବନି ବିଶ୍ୱାସ
ନୂଆଦିଲ୍ଲୀ,୧୬।୧: ଆଜିକାଲି ଖେଳାଯାଉଥିବା SA 20 ଲିଗରେ ଜୋବର୍ଗ ସୁପର କିଙ୍ଗ୍ସର ରୋମାରିଓ ଶେଫର୍ଡ ଏପରି ଏକ କ୍ୟାଚ ନେଇଥିଲେ, ନିଜ ଆଖିକୁ ବିଶ୍ୱାସ କରିପାରିବେ ନାହିଁ। ରୋମାରିଓ ଗୋଟିଏ ହାତରେ କ୍ୟାଚ ନେଇଥିଲେ। ଶେଫର୍ଡଙ୍କ କ୍ୟାଚ୍ ଧରିବାର ଭିଡିଓ SA20…
କେମେନ ଏସ୍ଇ ସହ କାବିଲର ଐତିହାସିକ ଚୁକ୍ତିନାମା
ଭୁବନେଶ୍ୱର,୧୬।୧ (ଅଭୟ ଦାଶ): ଭାରତ ସରକାରଙ୍କ ଖଣି ମନ୍ତ୍ରଣାଳୟ ଅଧୀନ ଖଣିଜ ବିଦେଶ ଇଣ୍ଡିଆ ଲିମିଟେଡ଼ ବା କାବିଲ ଏବଂ ଆର୍ଜେଣ୍ଟିନାର କାଟାମାର୍କା ପ୍ରଦେଶ ସରକାରଙ୍କ ଅଧୀନ କେମେନ ଏସ୍ଇ ମଧ୍ୟରେ ସୋମବାର ଏକ ଐତିହାସିକ ଚୁକ୍ତିନାମା କାଟାମାର୍କାଠାରେ ସ୍ବାକ୍ଷରିତ ହୋଇଯାଇଛି।…
ରାଷ୍ଟ୍ରପତି ହେବା ପାଇଁ ଲଢ଼େଇ ଜାରି ରଖିବି: ନିକି ହାଲ
ଓ୍ବାଶିଂଟନ,୧୬।୧: ଆମେରିକା ରାଷ୍ଟ୍ରପତି ନିର୍ବାଚନରେ ପୂର୍ବତନ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍ଙ୍କ ଅଧୀନରେ ରିପବ୍ଲିକାନ ଦଳର ଉପରାଷ୍ଟ୍ରପତି ପ୍ରାର୍ଥତ୍ତ୍ୱ ନିମନ୍ତେ ପ୍ରତିଦ୍ୱନ୍ଦ୍ୱିତା କରିବାକୁ ଅନ୍ୟତମ ରାଷ୍ଟ୍ରପତି ପ୍ରାର୍ଥତ୍ତ୍ୱ ଆଶାୟୀ ନିକି ହାଲି ଏବଂ ବିବେକ ରାମସ୍ବାମୀ ଆଗ୍ରହୀ ନ ଥିବା ଜଣାପଡ଼ିଛି। ନିକି…
ଚଳନ୍ତା ସ୍କୁଟି ଉପରେ ମଝି ରାସ୍ତାରେ ରୋମାନ୍ସ, ଯୁବତୀ ଯୁବକଙ୍କୁ ଧରି…
ଚଳନ୍ତା ସ୍କୁଟି ଉପରେ ରୋମାନ୍ସ, ଜଣେ ଯୁବତୀ ଯୁବକ ମଝି ରାସ୍ତାରେ ସ୍କୁଟି ଚଳାଇବା ସହ ତାହା ଉପରେ ବସି ରୋମାନ୍ସ କରୁଥିବା ଭିଡିଓ ଭାଇରାଲ ହୋଇଛି। ବର୍ତ୍ତମାନ ଏଭଳି ଏକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି। ମୁମ୍ବାଇର…
ଆମେରିକା ଯୁଦ୍ଧଜାହାଜ ଉପରେ କ୍ଷେପଣାସ୍ତ୍ର ମାଡ଼
ଜେରୁଜେଲମ,୧୬।୧: ଲୋହିତ ସାଗରରେ ଆମେରିକାର ଏକ ଯୁଦ୍ଧଜାହାଜକୁ ୟେମେନ୍ର ହୋଉଥି ବିଦ୍ରୋହୀମାନେ କ୍ଷେପଣାସ୍ତ୍ର ମାଡ଼ କରିଛନ୍ତି। ତେବେ ଆମେରିକାର ଲଢୁଆ ବିମାନ ଏହାକୁ ଖସାଇ ଦେଇଥିଲା। ଗାଜା ଷ୍ଟ୍ରିପ୍ରେ ହମାସ ଆତଙ୍କବାଦୀଙ୍କ ବିରୋଧରେ ଇସ୍ରାଏଲ୍ ଯୁଦ୍ଧ ଚଳାଇଥିବା ବେଳେ ଲୋହିତ ସାଗରରେ…
ଦିଲ୍ଲୀ ହାଇକୋର୍ଟଙ୍କ ଦ୍ୱାରସ୍ଥ ହେଲେ ‘ଆନିମଲ’ ର ସହ-ନିର୍ମାତା, ଓଟିଟି ରିଲିଜ୍ ଉପରେ ରୋକ ଲଗାଇବାକୁ ଦାବି
ମୁମ୍ବାଇ: ୨୦୨୩ ବର୍ଷର ବ୍ଲକବଷ୍ଟର ଚଳଚ୍ଚିତ୍ର ‘ଆନିମଲ’ ବକ୍ସ ଅଫିସରେ ରେକର୍ଡ ଭାଙ୍ଗିଛି। ଏହି ଚଳଚ୍ଚିତ୍ର ସାରା ବିଶ୍ୱରେ ୯୦୦ କୋଟିରୁ ଅଧିକ ଆୟ କରିଛି, କିନ୍ତୁ ‘ଆନିମଲ’ର ଓଟିଟି ରିଲିଜକୁ ନେଇ ବିବାଦ ଉପୁଜିଛି। ଏହି ଚଳଚ୍ଚିତ୍ରଟି ଜାନୁଆରୀ ୨୬ରେ…
ଝିଅ ବେଶରେ ବାନ୍ଧବୀଙ୍କ ପାଇଁ ପରୀକ୍ଷା ଦେଉଥିଲେ ଯୁବକ, ପରେ…
ନୂଆଦିଲ୍ଲୀ,୧୫।୧ :ପଞ୍ଜାବ ଫରିଦକୋଟ୍ର ଏକ ପରୀକ୍ଷା କେନ୍ଦ୍ରରେ ଜଣେ ଯୁବକ ଝିଅ ବେଶ ଧାରଣ କରି ତାଙ୍କ ବାନ୍ଧବୀଙ୍କ ପାଇଁ ପରୀକ୍ଷା ଦେଉଥିବାବେଳେ ଧରାପଡ଼ିଛନ୍ତି। ଏହି ଘଟଣା ପରୀକ୍ଷା କେନ୍ଦ୍ରରେ ହାସ୍ୟରୋଳ ସୃଷ୍ଟି କରିଥିଲା। କୋଟକପୁରାର ଡିଏଭି ପବ୍ଲିକ୍ ସ୍କୁଲ୍ରେ ଗତ…
କନିଷ୍ଠ ଶିକ୍ଷକ ପରୀକ୍ଷାଫଳ ପ୍ରକାଶ: ମାସ ସୁଦ୍ଧା ନିଯୁକ୍ତି ପ୍ରକ୍ରିୟା ଆରମ୍ଭ
ଭୁବନେଶ୍ୱର, ୧୫।୧(ଅସମାପିକା ସାହୁ): କନିଷ୍ଠ ଶିକ୍ଷକ(ସ୍କିମାଟିକ୍) ଲିଖିତ ପରୀକ୍ଷାଫଳ ସୋମବାର ପ୍ରକାଶ ପାଇଛି। ଓଡ଼ିଶା ପ୍ରାଥମିକ ଶିକ୍ଷା କାର୍ଯ୍ୟକ୍ରମ ପ୍ରାଧିକରଣ(ଓସେପା) ୱେବ୍ସାଇଟ୍ରେ ପରୀକ୍ଷାଫଳ ଉପଲବ୍ଧ ହୋଇଛି। ଫଳ ତାଲିକାରେ କଳା, ବିଜ୍ଞାନ, ତେଲୁଗୁ, ଉର୍ଦ୍ଦୁ ଓ ବଙ୍ଗଳା ଶିକ୍ଷକ ପାଇଁ ମୋଟ…
Archives


