Home Left

ଆସନ୍ତା ୧୭ରୁ ୧୫ ଜିଲାରୁ ପୁରୀକୁ ଗଡ଼ିବ ଏସି ବସ

ଭୁବନେଶ୍ୱର, ୧୫।୧(ସୁନିତ୍‌ ମିଶ୍ର): ଲକ୍ଷ୍ମୀ ଯୋଜନାରେ ଆସନ୍ତା ୧୭ ତାରିଖରୁ ୧୫ ଜିଲାରୁ ଓଏସ୍‌ଆର୍‌ଟିସି ପକ୍ଷରୁ ପୁରୀକୁ ସ୍ବତନ୍ତ୍ର ଏସି ବସ୍‌ ଆରମ୍ଭ ହେବ। ପରିକ୍ରମା ପ୍ରକଳ୍ପର ଉଦ୍‌ଘାଟନ ଅବସରରେ ପ୍ରଥମ ପର୍ଯ୍ୟାୟରେ ୧୫ଟି ଚାଲିବ। ଏନେଇ କିଣାଯାଇଥିବା ୧୫ଟି ନୂଆ…

ସୁଇମିଂ ପୁଲ୍‌ରେ ସେଲୁନ୍‌, କେଶକଟା ସହ ଚାଲିଛି ମାଛଧରା, ଭିଡିଓ ଦେଖିଲେ…

ପ୍ରତ୍ୟେକ ସହରରେ ସେଲୁନ୍‌ ଥିବାର ଦେଖିଥିବେ। ଆଜିକାଲି ଟେକ୍ନୋଲୋଜିକୁ ସବୁଆଡ଼େ ପ୍ରାଧାନ୍ୟ ଦିଆଯାଉଛି। କିଛି ଅଲଗା କରିବାକୁ ଦୋକାନୀ ଏପରି କିଛି କରନ୍ତି ଯାହା ଅନ୍ୟଠାରୁ ସମ୍ପୂର୍ଣ୍ଣ ଭିନ୍ନ ଅଟେ। ଏବେ ଏହିପରି ଏକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେବାରେ…

‘ଅଧିକ ପର୍ଯ୍ୟଟକ ଆସିଲେ ସମ୍ଭାଳିପାରିବେ ନାହିଁ’, ଭାରତ-ମାଲଦ୍ୱୀପ ବିବାଦ ମଧ୍ୟରେ ଲାକ୍ଷାଦ୍ୱୀପ ସାଂସଦଙ୍କ ଦାବି

ନୂଆଦିଲ୍ଲୀ,୧୫।୧: ଭାରତ ଏବଂ ମାଲଦ୍ୱୀପ ମଧ୍ୟରେ ବିବାଦ ପରେ ବହୁ ସଂଖ୍ୟକ ଭାରତୀୟ ପର୍ଯ୍ୟଟକ ମଧ୍ୟ ଲାକ୍ଷାଦ୍ୱୀପ ଯାତ୍ରା ପ୍ରତି ଆକର୍ଷିତ ହୋଇଥିଲେ। ଗୋଟିଏ ପଟେ ସୋସିଆଲ ମିଡିଆ ପ୍ଲାଟଫର୍ମରେ ‘ଚାଲୋ ଲାକ୍ଷାଦୀପ’ ଟ୍ରେଣ୍ଡ ହୋଇଥିଲା ଏବଂ ଅନେକ ଲୋକ ମଧ୍ୟ…

ଜୀବନୀୟ ତତ୍ତ୍ୱବିହୀନ ଖାଦ୍ୟ ଓ ସ୍ବାସ୍ଥ୍ୟ ସମସ୍ୟା

କୃତି ତାହାର ସନ୍ତାନମାନଙ୍କ ପାଇଁ ଋତୁ ଅନୁଯାୟୀ ଆହାର ସାଇତି ରଖିଛି। ଏଥିରେ ଜୀବନତତ୍ତ୍ୱ ଭରପୂର ହୋଇ ରହିଛି। ତା’ସହ ଏଥିରେ ଆବଶ୍ୟକ ଅନୁପାତରେ ଶ୍ୱେତସାର, ସ୍ନେହସାର, ପ୍ରୋଟିନ, ଭିଟାମିନ୍‌ ଏବଂ ଖଣିଜ ଲବଣ ବା ମିନେରାଲସ। ଏଥିରେ ଜୀବନତତ୍ତ୍ୱ ଥିବାରୁ…

ଇଣ୍ଡିଗୋ ଫ୍ଲାଇଟରେ ଆନାଉନ୍ସମେଣ୍ଟ କରୁଥିବା ପାଇଲଟଙ୍କୁ ମୁଥ ମାରିଲେ ଯାତ୍ରୀ, ପାଟିକଲେ ଏୟାର ହୋଷ୍ଟେସ

ନୂଆଦିଲ୍ଲୀ,୧୫।୧: ଇଣ୍ଡିଗୋ ବିମାନରେ ବସିଥିବା ଜଣେ ଯାତ୍ରୀ ପାଇଲଟଙ୍କୁ ଆକ୍ରମଣ କରିଥିଲେ, ଯାହାର ଭିଡିଓ ବର୍ତ୍ତମାନ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ପ୍ରକୃତରେ, ବିମାନ ପାଇଲଟ ବିମାନ ବିଳମ୍ବକୁ ନେଇ ଏକ ଘୋଷଣା କରୁଥିଲେ ଯେଉଁଥିପାଇଁ ଯାତ୍ରୀ କ୍ରୋଧିତ ହୋଇ ତାଙ୍କୁ…

‘ଆଗ ଶାସ୍ତ୍ରୀୟ ସଙ୍ଗୀତ ଶିଖିବା ଦରକାର’

ବର୍ତ୍ତମାନ ସଙ୍ଗୀତ ଜଗତରେ ଚର୍ଚ୍ଚାରେ ଅଛନ୍ତି କଣ୍ଠଶିଳ୍ପୀ ଗୌରବ ଆନନ୍ଦ। ତାଙ୍କ ଗୀତର ପ୍ରାୟ ସମସ୍ତେ ଜଣେ ଜଣେ ବଡ଼ ପ୍ରଶଂସକ। ଭୁବନେଶ୍ୱରରେ ଜନ୍ମିିତ ଗୌରବ କେବେ ‘ନିଛାଟିଆ ମନ’ରେ ଶ୍ରୋତାଙ୍କ ଭାବାବେଗକୁ ଛୁଇଁପାରିଛନ୍ତି ତ କେବେ ‘ଚହଳ’ ଗୀତ ଗାଇ…

କୋଦଳା, ବେଗୁନିଆପଡ଼ାରେ ଚିକିତ୍ସା ବ୍ୟବସ୍ଥା ବିପର୍ଯ୍ୟସ୍ତ

କୋଦଳା,୧୫ା୧(ଅମିତ୍‌ କୁମାର ପଟ୍ଟନାୟକ): ରାଜ୍ୟ ସରକାର ୫-ଟି ଜରିଆରେ ବିଭିନ୍ନ ଚିକିତ୍ସାକେନ୍ଦ୍ରକୁ କୋଟି କୋଟି ଟଙ୍କା ବିନିମୟରେ ବହୁ ଉନ୍ନୟନ କାର୍ଯ୍ୟ କରୁଥିବା ବେଳେ ରୋଗୀଙ୍କ ଚିକିତ୍ସା ପାଇଁ ଡାକ୍ତରମରୁଡ଼ି ଦେଖାଦେଇଛି। ଏହିପରି ଅବସ୍ଥାରେ ଡାକ୍ତର ନ ଥିବା ବେଳେ ସାମାନ୍ୟ…

୩୪ ବର୍ଷ ଭଡ଼ାଘରେ ପାଣିପାଗ କାର୍ଯ୍ୟାଳୟ

ଚାନ୍ଦବାଲି, ୧୫।୧(ଅଶୋକ କୁମାର ପଣ୍ଡା): ଭାରତୀୟ ପାଣିପାଗ ବିଭାଗ (ଆଇଏମ୍‌ଡି) ସୋମବାର ୧୫୦ତମ ପ୍ରତିଷ୍ଠା ଦିବସ ପାଳନ କରିବାକୁ ଯାଉଛି। ପାରାଦୀପ ଓ ଗୋପାଳପୁର ବନ୍ଦରର ମଧ୍ୟବର୍ତ୍ତୀ ଅଞ୍ଚଳରେ ଥିବା ଭଦ୍ରକ ଜିଲା ଚାନ୍ଦବାଲି ପାଣିପାଗ ଅଫିସରେ ମଧ୍ୟ ପ୍ରତିଷ୍ଠା ଦିବସ…

ଫାର୍ମାସିଷ୍ଟ କରୁଛନ୍ତି ରୋଗୀ ସେବା

ନିଶ୍ଚିନ୍ତକୋଇଲି,୧୫।୧(ଅଶୋକ କୁମାର ମହାପାତ୍ର): କେନ୍ଦ୍ର ଓ ରାଜ୍ୟ ସରକାର ଗ୍ରାମାଞ୍ଚଳର ଲୋକମାନଙ୍କୁ ଉନ୍ନତ ସ୍ବାସ୍ଥ୍ୟସେବା ଯୋଗାଇ ଦେବା ନିମନ୍ତେ ବହୁ କୋଟି ଟଙ୍କାର ଅନୁଦାନ ଯୋଗାଇ ଦେଉଛନ୍ତି। ଏହାସତ୍ତ୍ୱେ ନିଶ୍ଚିନ୍ତକୋଇଲି ବ୍ଲକ କେରିଲୋ ପଞ୍ଚାୟତ ଅନ୍ତର୍ଗତ ହାଣ୍ଡିଭଙ୍ଗା ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ରରେ ଦୀର୍ଘ…

ଆଜି ମକର ସଂକ୍ରାନ୍ତି: ହଟକେଶ୍ୱର ପୀଠ ଚଳଚଞ୍ଚଳ, ଦହନକୁଣ୍ଡରେ ଗୁଆ ଖୋଜୁଛନ୍ତି ଶ୍ରଦ୍ଧାଳୁ

ଖୋର୍ଦ୍ଧା,୧୫ା୧(ପ୍ରଭାତ ପାଣିଗ୍ରାହୀ): ମକର ସଂକ୍ରାନ୍ତି ତଥା ସୋମବାରଠାରୁ ଖୋର୍ଦ୍ଧା ଜିଲାର ପ୍ରସିଦ୍ଧ ଶୈବପୀଠ ଶ୍ରୀ ହଟକେଶ୍ୱରଙ୍କ ମକରମେଳା ଅନୁଷ୍ଠିତ ହେଉଛି। ଏଥିସହ ରାଜ୍ୟର ପ୍ରମୁଖ ପର୍ଯ୍ୟଟନସ୍ଥଳ ଉଷ୍ଣ ପ୍ରସ୍ରବଣଠାରେ ମକର ମହୋତ୍ସବ ଆୟୋଜିତ ହେଉଛି। ମନ୍ଦିର ପରିଚାଳନା କମିଟି, ଜିଲା ପ୍ରଶାସନ…

ସେଓ ଚାଷ ଦେଲା ନୂଆ ଆଶା

ରାଜକନିକା,୧୫ା୧(ସଞ୍ଜୟ କୁମାର ଦାଶ): କେନ୍ଦ୍ରାପଡ଼ା ଜିଲା ରାଜକନିକା ବ୍ଲକର ପାରିନୂଆପଡ଼ା-ହାବଳଗଣ୍ଡ ପଞ୍ଚାୟତ ହାବଳଗଣ୍ଡପାଟଣା ଗାଁର ଚାଷୀ ବଳରାମ ଦାଶ(୭୫) ଶ୍ରଦ୍ଧାରେ ସମସ୍ତେ ଝରିଆ ନନା ବୋଲି ଡାକିଥାନ୍ତି। ସେ ବିଦେଶ ଫଳ ସେଓକୁ ଗାଁ ମାଟିରେ ଫଳାଇ ପାରିଛନ୍ତି, ଯାହାକି ଚାଷୀଙ୍କ…

ତଟାଞ୍ଚଳରେ ଜିଲାର ୭ ନଦୀକୁ ସଂଯୋଗ କରାଯାଉ

କେନ୍ଦ୍ରାପଡ଼ା,୧୫ା୧ (ଜଗନ୍ନାଥ ଧଳ): କେନ୍ଦ୍ରାପଡ଼ା ଜିଲା ଆଳି ବ୍ଲକ ଅଞ୍ଚଳର ଗୋବିନ୍ଦପୁର, ଡିମିରିପାଳ, ପେତପଡ଼ା, ସଂସିଧା, ଏରଡଙ୍ଗ, ଦେସାହି, ପାଳମୀ, କେତୁଆପାଳ ଆଦି ୧୦ ପଞ୍ଚାୟତକୁ କାଣୀ, ଖରସ୍ରୋତା, ବ୍ରାହ୍ମଣୀ ନଦୀ ଘେରି ରହିଛି। ବାଳକାଟି, କୋଳଡିହ ଓ ମହୁ ଗ୍ରାମକୁ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri