Home Left

ନିଜର ବେକାବୁ ବୟାନକୁ ନେଇ ପରିଚିତ ଥିଲେ ମୁନାଓ୍ବର ରାଣା, ଆଜି ହେବ ଅନ୍ତିମ ସଂସ୍କାର

ନୂଆଦିଲ୍ଲୀ,୧୫।୧: ରବିବାର ବିଳମ୍ବିତ ରାତିରେ ହୃଦଘାତରେ ଜଣାଶୁଣା କବି ମୁନାୱର ରାଣାଙ୍କର ମୃତ୍ୟୁ ହୋଇଛି। ସେ ୭୧ବର୍ଷ ବୟସରେ ଲକ୍ଷ୍ନୌ ରପିଜିଆଇରେ ଶେଷ ନିଶ୍ୱାସ ତ୍ୟାଗ କରିଥିଲେ। ମୁନାୱର ରାଣା ଦୀର୍ଘ ସମୟ ଧରି ଅସୁସ୍ଥ ଥିଲେ, ଯେଉଁଥିପାଇଁ ତାଙ୍କୁ ପିଜିଆଇର…

ଲୁଟ୍‌ ହେଉଛି ଗଛ, ନଦୀପଠାରୁ ବାଲି, ମାଟି

ପଟ୍ଟାମୁଣ୍ଡାଇ,୧୫ା୧(କଳ୍ପତରୁ ନାୟକ): କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ଅଞ୍ଚଳରେ ବିଭିନ୍ନ ସରକାରୀ ଜମି ହଡ଼ପ ହେଉଥିବା ବେଳେ ଗଛ, ନଦୀପଠାରୁ ବାଲି, ମାଟି ଲୁଟ୍‌ ହେଉଥିବା ଅଭିଯୋଗ ହେଉଛି। ହେଲେ ଏ ଦିଗରେ ଜିଲା ପ୍ରଶାସନ ଓ ସ୍ଥାନୀୟ ରାଜସ୍ବ ବିଭାଗ କର୍ଣ୍ଣପାତ…

ଭାଜପା ଆଶାୟୀଙ୍କ ମଧ୍ୟରେ ଲଢ଼େଇ

ଯାଜପୁର/କାଏମା(ହର୍ଷବର୍ଦ୍ଧନ ବେହେରା/ଶିବପ୍ରସାଦ ମହାନ୍ତି),୧୫ା୧ : ଯାଜପୁର ଜିଲା ଧର୍ମଶାଳା ବିଧାନସଭା ନିର୍ବାଚନମଣ୍ଡଳୀରେ ୨୦୦୦ ମସିହାରୁ ବିଜେଡି ପ୍ରାର୍ଥୀ ବିଜୟୀ ହୋଇ ଆସୁଛନ୍ତି। ଏବେ ବିଜେଡିରୁ ପ୍ରଣବ କୁମାର ବଳବନ୍ତରାୟ ବିଧାୟକ ଅଛନ୍ତି। ଭାରତୀୟ ଜନତା ପାର୍ଟି(ଭାଜପା) ଏଠାରୁ ଅଦ୍ୟାବଧି ଖାତା ଖୋଲିପାରି…

କପା ଚାଷୀ ଶୋଷଣର ଶିକାର

ଖଡ଼ିଆଳ,୧୫।୧(ସୁଜିତ୍‌ କୁମାର ପ୍ରଧାନ): ନୂଆପଡା ଜିଲା ଖଡ଼ିଆଳ ବ୍ଲକରେ କପା ମଣ୍ଡି ବ୍ୟବସ୍ଥା ନ ଥିବାରୁ ଚାଷୀ ଶୋଷଣର ଶିକାର ହେଉଥିବା ବେଳେ ଦଲାଲ ମାଲାମାଲ ହେଉଛନ୍ତି। ଦଲାଲଙ୍କ ଦୈନିକ ଖଡ଼ିଆଳ ଅଞ୍ଚଳରୁ ୩୦ ରୁ ୪୦ ବେଆଇନ କପା ବୋଝେଇ…

‘ନଳକୂପ ନ ହେଲେ ଭୋଟ ନାହିଁ’

ପାପଡ଼ାହାଣ୍ଡି,୧୫।୧(ସ୍ବପ୍ନଜିତ ପଟ୍ଟନାୟକ): ସାହିରେ ନାହିଁ ନଳକୂପ। ପାନୀୟ ଜଳ ପାଇଁ ଲୋକେ ଭୋଗୁଛନ୍ତି ସମସ୍ୟା। ପ୍ରଶାସନଠୁ ଆରମ୍ଭ କରି ଜନ ପ୍ରତିନଧିଙ୍କୁ ଅବଗତ କଲେ ବି କିଛି ସୁଫଳ ମିଳୁନି। ତେଣୁ ନଳକୂପ ନାହିଁ ତ ଭୋଟ ନାହିଁ ବୋଲି କହିଛନ୍ତି…

୧୪୪ ଧାରା ସତ୍ତ୍ୱେ ସାମପୁରରେ ଚାଲିଛି ନିର୍ମାଣ

ଭୁବନେଶ୍ୱର, ୧୫।୧ (ବନ୍ଦନା ସେଠୀ): ଭୁବନେଶ୍ୱର ମହାନଗର ନିଗମ(ବିଏମ୍‌ସି) ଅଞ୍ଚଳରେ ଥିବା ସରକାରୀ ଜମିକୁ ଜମି ମାଫିଆ କବ୍‌ଜା କରି ନେଉଛନ୍ତି। ନିଜର ମାଲିକାନା ସ୍ବତ୍ୱ ଦେଖାଇ ଅନ୍ୟକୁ ବିକ୍ରି ମଧ୍ୟ କରି ଦେଉଛନ୍ତି। ଭୁବନେଶ୍ବର ଉନ୍ନୟନ କର୍ତ୍ତୃପକ୍ଷ (ବିଡିଏ)ର ନାକ…

ଧିମେଇଛି ପାଣିଟାଙ୍କି ନିର୍ମାଣ କାର୍ଯ୍ୟ

ରସୁଲପୁର,୧୫ା୧(ରଂଜିତ ରାଉତ): ରସୁଲପୁର ବ୍ଲକ ଅନ୍ତର୍ଗତ ୨୮ ପଞ୍ଚାୟତରେ ୨୪ ଉଚ୍ଚ କ୍ଷମତା ସମ୍ପନ୍ନ ପାଣିଟାଙ୍କି ନିର୍ମାଣ ଚାଲିଛି। ନିର୍ମାଣ ଦାୟିତ୍ୱ ଠିକାସଂସ୍ଥା କେଇସି ଉପରେ ନ୍ୟସ୍ତ କରାଯାଇଛି। ହେଲେ ମୂଳ ଠିକାସଂସ୍ଥାର ଖାମଖିଆଲି ମନୋଭାବ ଯୋଗୁ ନିର୍ମାଣ କାର୍ଯ୍ୟ ଧିମେଇଛି।…

କାମରେ ଆସୁନି ଉଠାଜଳସେଚନ ପ୍ରକଳ୍ପ

କାଏମା,୧୫ା୧(ଶିବପ୍ରସାଦ ମହାନ୍ତି): ଧର୍ମଶାଳା ବ୍ଲକ ଉତ୍ତରପ୍ରତାପ ପଞ୍ଚାୟତରେ ୫ ବର୍ଷ ହେଲା ନିର୍ମାଣ ହୋଇଥିବା ଉଠା ଜଳସେଚନ ପ୍ରକଳ୍ପ କାର୍ଯ୍ୟକ୍ଷମ କ୍ଷମ ହୋଇପାରୁନାହିଁ। ବିଦ୍ୟୁତ୍‌ ବିଭାଗ ସଂଯୋଗ ଦେଉନଥିବାରୁ ପ୍ରକଳ୍ପ ଅସମ୍ପୂର୍ଣ୍ଣ ଅବସ୍ଥାରେ ପଡ଼ିରହିଛି। ଅନ୍ୟପକ୍ଷରେ ମରାମତି ଏବଂ ରକ୍ଷଣାବେକ୍ଷଣ ଅଭାବରୁ…

ଚାକିରିରୁ ବାହାର କରିଦେବା ପରେ ମହିଳା କର୍ମଚାରୀ ବନାଇଲେ ଏମିତି ଭିଡିଓ ଦେଖି ଭାବୁକ ହେଲେ ସିଇଓ

  ସାନ ଫ୍ରାନ୍ସିସକୋ: ଜଣେ ମହିଳା କର୍ମଚାରୀ ନିଜକୁ ଚାକିରିରୁ ବହିଷ୍କାର କରିବାର ଏକ ଭିଡିଓ ପ୍ରସ୍ତୁତ କରି ସୋସିଆଲ ମିଡିଆରେ ପୋଷ୍ଟ କରିଥିଲେ। ଏହି ଭିଡିଓ କମ୍ପାନୀର ସିଇଓଙ୍କୁ ମଧ୍ୟ ଭାବପ୍ରବଣ କରିଥିଲା। ଏହି ଭିଡିଓକୁ ଯନ୍ତ୍ରଣାଦାୟକ ବୋଲି ବର୍ଣ୍ଣନା…

ଦୂଷିତ ପାଣି, ପାଉଁଶ ଯୋଗୁ ପରିବେଶ ପ୍ରଦୂଷିତ

ବୌଦ୍ଧ,୧୫ା୧( ଅଜିତ କୁମାର ବାରିକ): ବୌଦ୍ଧ ଜିଲା ବୌଦ୍ଧ ବ୍ଲକର କସୁରବନ୍ଧ ଗ୍ରାମ ପଞ୍ଚାୟତର ପଦ୍ମପୁର ଗ୍ରାମରେ ଥିବା ଏକ ରାଇସ୍‌ ମିଲର ଦୂଷିତ ପାଣି ଓ ପାଉଁଶ ଯୋଗୁ ପରିବେଶ ପ୍ରଦୂଷିତ ହେବା ସହ ଅଞ୍ଚଳବାସୀ ନା ନା ରୋଗର…

ପୁରୀ ରେଳଷ୍ଟେଶନରେ ଶ୍ରୀମନ୍ଦିର ସ୍ଥାପତ୍ୟ ପ୍ରତିଫଳିତ ହେବ

ପୁରୀ,୧୫।୧(ପି.ଟି.): ପୁରୀର ପୁନଃବିକଶିତ ରେଳଷ୍ଟେଶନରେ ପ୍ରସିଦ୍ଧ ଜଗନ୍ନାଥ ମନ୍ଦିରର ପାରମ୍ପରିକ ସ୍ଥାପତ୍ୟ ବିଶେଷତ୍ୱ ପ୍ରତିଫଳିତ ହେବା ସାଙ୍ଗକୁ ଯାତ୍ରୀମାନଙ୍କ ଲାଗି ସମସ୍ତ ଅତ୍ୟାଧୁନିକ ସୁବିଧା ଉପଲବ୍ଧ ହେବ। ରେଳଷ୍ଟେଶନ ବିକାଶ କାର୍ଯ୍ୟ ହାତକୁ ନେଇଥିବା ରଥ ଆର୍କିଟେକ୍ଟୋନିକ୍‌ ପକ୍ଷରୁ ଏହା କୁହାଯାଇଛି।…

ବିଜେଇଏମ୍‌କୁ ଆନ୍ତଃ ସ୍କୁଲ କ୍ରିକେଟ ଟାଇଟଲ

ଭୁବନେଶ୍ୱର, ୧୫।୧, (ତପନ ସ୍ବାଇଁ): ୟୁନିଟ-୨ ବାଳିକା ଉଚ୍ଚ ବିଦ୍ୟାଳୟ ପଡ଼ିଆରେ ଅନୁଷ୍ଠିତ ଭୁବନେଶ୍ୱର ଆନ୍ତଃ ସ୍କୁଲ କ୍ରିକେଟ ଟୁର୍ନାମେଣ୍ଟରେ ବିଜେଇଏମ୍‌ ସ୍କୁଲ ଚାମ୍ପିୟନ ହୋଇଛି। ରବିବାର ଫାଇନାଲରେ ଏହି ଦଳ ଖଣ୍ଡଗିରୀର ସେଣ୍ଟ ଜାଭିଅର ସ୍କୁଲକୁ ପରାସ୍ତ କରିଛି। ବିଜେଇଏମ୍‌…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri