ସାବରିମାଲା ଦୁର୍ନୀତିର ବଡ଼ ପର୍ଦ୍ଦାଫାଶ
କୋଚି,୧ା୧: କେରଳ ହାଇକୋର୍ଟଙ୍କ ତରଫରୁ ସାବରିମାଲା ମନ୍ଦିରର ସୁନା ଚୋରି ଘଟଣାର ତଦନ୍ତ ଆରମ୍ଭ କରିଥିବା ସ୍ୱତନ୍ତ୍ର ତଦନ୍ତକାରୀ ଟିମ୍ (ଏସ୍ଆଇଟି) ମନ୍ଦିର ଗର୍ଭଗୃହର ଦ୍ୱରାପାଳକ ମୂର୍ତ୍ତି ଏବଂ କବାଟ ବନ୍ଧରୁ ସୁନା ଗାଏବ ହୋଇଥିବା ନେଇ ମାମଲା ରୁଜୁ କରିଛି।…
ଟି୨୦ ବିଶ୍ୱକପ୍: ଅଷ୍ଟ୍ରେଲିଆ ଦଳରେ ସ୍ପିନରଙ୍କୁ ପ୍ରାଧାନ୍ୟ
ମେଲବୋର୍ନ,୧ା୧: ଶ୍ରୀଲଙ୍କା ଏବଂ ଭାରତରେ ହେବାକୁଥିବା ଟି୨୦ କ୍ରିକେଟ ବିଶ୍ୱକପ୍ ପାଇଁ ଅଷ୍ଟ୍ରେଲିଆ ଚୟନକର୍ତ୍ତା ଏକ ୧୫ଜଣିଆ ଦଳ ଘୋଷଣା କରିଛନ୍ତି। ଦଳରେ ସ୍ପିନରଙ୍କୁ ପ୍ରାଧାନ୍ୟ ଦିଆଯାଇଛି। ମିଚେଲ ଷ୍ଟାର୍କ ଟି୨୦ରୁ ଅବସର ନେବା ପରେ ୨୦୨୧ ଟୁର୍ନାମେଣ୍ଟ ବିଜେତା ତାଙ୍କ…
ଚମକାଇ ଦେଲା ୫୩ ବର୍ଷିୟ ନ୍ୟୁରୋସର୍ଜନଙ୍କ ଅସମୟ ମୃତ୍ୟୁ, ୩ ଦିନ ପୂର୍ବରୁ କରିଥିଲେ ECG, ନର୍ମାଲ ରିପୋର୍ଟ ପରେ ହାର୍ଟ ଆଟାକରେ ହେଲା…
ନାଗପୁର,୧।୧: ନାଗପୁରର ଜଣେ ପ୍ରସିଦ୍ଧ ନ୍ୟୁରୋସର୍ଜନ ଡକ୍ଟର ଚନ୍ଦ୍ରଶେଖର ପାଖମୋଡେ ଡିସେମ୍ବର ୩୧ ତାରିଖ ସକାଳେ ୫୩ ବର୍ଷ ବୟସରେ ହୃଦଘାତରେ ମୃତ୍ୟୁବରଣ କରିଛନ୍ତି। ଏହି ଖବରଟି ଆଶ୍ଚର୍ଯ୍ୟଜନକ କାରଣ ତାଙ୍କର କିଛି ଦିନ ପୂର୍ବରୁ ଏକ ଇସିଜି କରାଯାଇଥିଲା। ଫଳାଫଳ…
୨୦୨୬ରେ ଲେଖା ହେବ ମହାକାଶ ବିଜ୍ଞାନର ନୂଆ ଅଧ୍ୟାୟ: ଭାରତ, ଆମେରିକା ରଚିବେ ଇତିହାସ
ନୂଆଦିଲ୍ଲୀ,୧।୧: ୨୦୨୬ ବର୍ଷଟି ବିଶ୍ୱ ମହାକାଶ ଇତିହାସରେ ଏକ ନୂତନ ଯୁଗର ସୂତ୍ରପାତ କରିବାକୁ ଯାଉଛି। ଭାରତର ‘ଇସ୍ରୋ’ ଏବଂ ଆମେରିକାର ‘ନାସା’ ଦୁଇଟି ଭିନ୍ନ କିନ୍ତୁ ଗୁରୁତ୍ୱପୂର୍ଣ୍ଣ ମିଶନ ଜରିଆରେ ମାନବଜାତିର ମହାକାଶ ଯାତ୍ରାକୁ ଏକ ନୂଆ ଦିଗ ଦେବାକୁ…
ନୂଆ ରେକର୍ଡ କଲା ନନ୍ଦନକାନନ: ବୁଲିଲେ ୪୦ ଲକ୍ଷ ପର୍ଯ୍ୟଟକ
ଭୁବନେଶ୍ୱର,୧।୧: ୨୦୨୫ରେ ନନ୍ଦନକାନନକୁ ରେକର୍ଡ ସଂଖ୍ୟକ ପର୍ଯ୍ୟଟକ ଆଗମନ କରିଥିବା ଗୁରୁବାର ସୂଚନା ମିଳିଛି। ୨୦୨୫ରେ ନନ୍ଦନକାନନକୁ ୪୦ ଲକ୍ଷ ୨୦ହଜାର ୫୩୯ ପର୍ଯ୍ୟଟକ ଆସିଛନ୍ତି। ଏଥିସହିତ ପ୍ରାଣୀ ଉଦ୍ୟାନ ବୁଲିଛନ୍ତି ମୋଟ ୩୮ ଲକ୍ଷ ୪୩ ହଜାର ୨୮ ପର୍ଯ୍ୟଟକ।…
ନୂଆବର୍ଷରେ କର୍ମୀଙ୍କ ବ୍ୟାନର ଓ୍ବାର, ନୂଆନୂଆ ଚେହେରା ଦେଖି…
ଧର୍ମଶାଳା,୧ା୧(ଶିବପ୍ରସାଦ ମହାନ୍ତି): ବିଦାୟ ନେଇଛି ବର୍ଷ ୨୦୨୫, ଆରମ୍ଭ ହୋଇଛି ନବବର୍ଷ ୨୦୨୬। ଏଥିପାଇଁ ଅନେକ ପ୍ରସ୍ତୁତି ମଧ୍ୟ ହୋଇଛି। ସବୁଠି ରଙ୍ଗାରଙ୍ଗ କାର୍ଯ୍ୟକ୍ରମ ସହ ଭୋଜିଭାତର ଆସର ଜମିଛି। ପୁରୁଣା ବର୍ଷକୁ ବିଦାୟ ଦେବା ପାଇଁ ଏବଂ ନୂତନ ବର୍ଷକୁ…
ନୂଆବର୍ଷର ପ୍ରଥମ ଦିନରେ ଦୁର୍ଘଟଣା, ଦୁଇ ବାଇକ୍ ମୁହାଁମୁହିଁ ଧକ୍କାରେ ଜଣେ ମୃତ
ପଟ୍ଟାଙ୍ଗି୧/୧(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ୍ ଅନ୍ତର୍ଗତ ଦେଓଫଟ୍ଟାଙ୍ଗି ପଞ୍ଚାୟତ ସଦର ମହକୁମା ସ୍ଥିତ ଚିଲିଗୁଡା ସଲପଗୁଡା ଛକ ନିକଟରେ ଦୁଇ ମୋଟର ସାଇକେଲ ମୁହାଁମୁହିଁ ଧକ୍କା ହୋଇଛି । ଫଳରେ ଗୋଟିଏ ମୋଟର ସାଇକେଲର ତିନି ଆହତ…
ନବୀନଙ୍କ ଉତ୍ତରାଧିକାରୀକୁ ନେଇ ଚର୍ଚ୍ଚା, ଅଶୋକ ପଣ୍ଡା କହିଲେ ଯେବେ ଯାଏ ନବୀନ ଅଛନ୍ତି…
ଭୁବନେଶ୍ବର,୧।୧: ନୂଆବର୍ଷର ପ୍ରଥମ ଦିନରେ ପୁଣି ଥରେ ନବୀନଙ୍କ ଉତ୍ତରାଧିକାରୀଙ୍କୁ ନେଇ ଚର୍ଚ୍ଚା ବଢ଼ିଛି ।ନବୀନଙ୍କୁ ଭେଟି ଶୁଭେଚ୍ଛା ଜଣାଇବା ପରେ ମୁହଁ ଖୋଲିଛନ୍ତି ଅଶୋକ ପଣ୍ଡା । ବିଜେଡି, ନବୀନ ପଟ୍ଟନାୟକ ଆମ ପାଇଁ ସବୁ କିଛି ବୋଲି ସେ…
୧୩ ସରକାରୀ ଯୋଜନା ବିଷୟରେ ଜାଣିବେ ଯୋଗ୍ୟ ହିତାଧିକାରୀ, ଓ୍ବାର୍ଡକୁ ଓ୍ବାର୍ଡ ବୁଲି…
କୋରାପୁଟ,୧ା୧(ଅମିତାଭ ବେହେରା): ଗୁରୁବାର କୋରାପୁଟ ପୌର ପରିଷଦ କାର୍ଯ୍ୟାଳୟ ପରିସରରେ ସହଯୋଗ ଭ୍ରାମ୍ୟମାଣ ସହାୟତା କେନ୍ଦ୍ର ବା ସଚେତନତା ରଥ ଉଦ୍ଘାଟିତ ହୋଇଯାଇଛି। କୋରାପୁଟ ବିଧାୟକ ରଘୁରାମ ମାଛ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଉଦଘାଟନ କରି ଏହି ସଚେତନତା ରଥ…
ମା’ ରାମଚଣ୍ଡୀଙ୍କୁ ଦର୍ଶନ କଲେ ରାଜ୍ୟସଭା ସାଂସଦ, ୪ ଲକ୍ଷ ଅନୁଦାନ ଦେଲେ
ଗଞ୍ଜାମ,୧।୧(ଦିଲ୍ଲୀପ ସାମଲ/ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଳକ ଅନ୍ତର୍ଗତ କରପଡ଼ା ପଞ୍ଚାୟତର ଋଷିକୂଲ୍ୟା ତଟର ନୀଳାଦ୍ରିପୁର ଶିଖରେ ଅବସ୍ଥିତ ପ୍ରସିଦ୍ଧ ଶକ୍ତିପୀଠ ମା’ ରାମଚଣ୍ଡୀଙ୍କ ମନ୍ଦିର । ଆଜି ନୂଆବର୍ଷ ଉପଲକ୍ଷେ ମାଙ୍କ ଦର୍ଶନ ପାଇଁ ହଜାର ହଜାର ଭକ୍ତଙ୍କ ଭିଡ ଜମିଥିଲା…
ଗ୍ରାମବାସୀଙ୍କୁ ଜଙ୍ଗଲ ମନା, ରାତି ଉଜାଗର ରହି ହାତୀ ଜଗିଲେ ବନକର୍ମଚାରୀ
ଭଞ୍ଜନଗର,୧ା୧(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଘୁମୁସର ଉତ୍ତର ବନଖଣ୍ଡରେ ଗୁରୁବାର ସନ୍ଧ୍ୟା ସୁଦ୍ଧା ୭୦ ହାତୀ ଅଛନ୍ତି। ହାତୀମାନେ ସନ୍ଧ୍ୟା ହେଲେ ଜଙ୍ଗଲରୁ ବାହାରି ଜଙ୍ଗଲ ନିକଟବର୍ତ୍ତୀ ଗ୍ରାମଗୁଡ଼ିକରେ ଆତଙ୍କ ଖେଳାଉଛନ୍ତି। ଯାହାକୁ ନେଇ ଜଙ୍ଗଲ ନିକଟବର୍ତ୍ତୀ ଗ୍ରାମବାସୀ ରାତି…
ଭାରତ-ପାକିସ୍ତାନ ପରସ୍ପରକୁ ଦେଲେ ପରମାଣୁ ଘାଟିର ଠିକଣା, କାହିଁକି ନୂଆବର୍ଷରେ ଏମିତି କଲେ ଦୁଇ ଦେଶ? ଜାଣନ୍ତୁ…
ନୂଆଦିଲ୍ଲୀ/ଇସଲାମାବାଦ,୧।୧: ଭାରତ ଏବଂ ପାକିସ୍ତାନ ଗୁରୁବାର (ଡିସେମ୍ବର ୧, ୨୦୨୫) କୂଟନୈତିକ ଚ୍ୟାନେଲ ମାଧ୍ୟମରେ ପରମାଣୁ ପ୍ରତିଷ୍ଠାନ ଏବଂ ସୁବିଧାଗୁଡ଼ିକର ତାଲିକା ଆଦାନପ୍ରଦାନ କରିଥିଲେ। ଭାରତୀୟ ବୈଦେଶିକ ବ୍ୟାପାର ମନ୍ତ୍ରଣାଳୟ ଅନୁଯାୟୀ, ପରସ୍ପରର ପରମାଣୁ ପ୍ରତିଷ୍ଠାନ ଉପରେ ଆକ୍ରମଣ ରୋକିବା ପାଇଁ…
Archives


