ଟି୨୦ ଟିମ୍କୁ କାହିଁକି ଫେରିଲେ ବିରାଟ? ରାଇନା କହିଲେ…
ଇନ୍ଦୋର,୧୪।୧: ଭାରତୀୟ କ୍ରିକେଟ ଟିମ୍ ଟି୨୦ ବିଶ୍ୱକପ୍ ୨୦୨୪ ପୂର୍ବରୁ ଆଫଗାନିସ୍ତାନ ବିପକ୍ଷରେ ଅନ୍ତିମ ଟି୨୦ ସିରିଜ ଖେଳିବ। ସିରିଜ ଲାଗି ଦୀର୍ଘ ୧୪ ମାସର ବ୍ୟବଧାନ ପରେ ରୋହିତ ଶର୍ମା ଏବଂ ବିରାଟ କୋହଲି ଦଳକୁ ଫେରିଛନ୍ତି। ଉଭୟ ଖେଳାଳି…
ରାମମନ୍ଦିର ଆନ୍ଦୋଳନରେ ପ୍ରସିଦ୍ଧ ଗେଷ୍ଟ୍ହାଉସ୍ର ରୁମ୍ ନଂ ୩-୪ ଏବେ ଚର୍ଚ୍ଚାରେ, ଜାଣନ୍ତୁ କାରଣ…
ଅଯୋଧ୍ୟା,୧୪ା୧: ଆସନ୍ତା ୨୨ ଜାନୁଆରୀ ୨୦୨୪ରେ ଏକ ଐତିହାସିକ ଦିନ ହେବାକୁ ଯାଉଛି। ଏହି ଦିନ ଅଯୋଧ୍ୟାରେ ନବନିର୍ମିତ ଶ୍ରୀ ରାମ ମନ୍ଦିରରେ ରାମଲାଲାଙ୍କ ପ୍ରତିମୂର୍ତ୍ତି ସ୍ଥାପନ କରାଯିବ। ଏହାର ପ୍ରସ୍ତୁତି ଜୋରସୋର୍ରେ ଚାଲିଛି। ସମଗ୍ର ଦେଶରେ ଏକ ଉତ୍ସବର ପରିବେଶ…
୧୦୦ ଦିନରେ ଇସ୍ରାଏଲ୍-ହମାସ ଯୁଦ୍ଧ
ରାଫାହ(ଗାଜା ଷ୍ଟ୍ରିପ୍),୧୪।୧:ଗାଜା ଷ୍ଟ୍ରିପ୍ ଉପରେ ଇସ୍ରାଏଲ୍ର ଆକ୍ରମଣକୁ ୧୦୦ ଦିନ ବିତିଛି। ଏହି ଯୁଦ୍ଧରେ ୨୩,୪୦୦ ପାଲେଷ୍ଟିନୀୟଙ୍କ ମୃତ୍ୟୁ ଘଟିବା ସହ ଗାଜା ଲୋକସଂଖ୍ୟାରେ ୮୫ ପ୍ରତିଶତ ଘରଦ୍ୱାର ଛାଡ଼ି ପଳାଇଯାଇଛନ୍ତି। ହଜାର ହଜାର ଲୋକ ଆହତ ହୋଇଛନ୍ତି। ଯେଉଁମାନେ ଗାଜାରେ…
ରହସ୍ୟମୟ ସ୍ଥାନ
ପୃଥିବୀରେ ଏମିତି ଅନେକ ସ୍ଥାନ ରହିଛି, ଯେଉଁଠାରେ ଏଭଳି କିଛି ଘଟଣା ଦେଖିବାକୁ ମିଳେ; ଯାହାକି ଏବେବି ରହସ୍ୟମୟ। ବହୁ ଗବେଷଣା ପରେ ମଧ୍ୟ ଉକ୍ତ ସ୍ଥାନ ସମ୍ପର୍କରେ ସମ୍ପୂର୍ଣ୍ଣ ତଥ୍ୟ ମିଳିପାରିନାହିଁ। ଜାଣିବା ସେମିତି କେତେକ ସ୍ଥାନ ବିଷୟରେ… ଯେଉଁଠି…
ତ୍ୱଚା ପାଇଁ ହାନିକାରକ ଆଲ୍କହଲ୍
ଆଲ୍କହଲ୍ ପିଇବା ସ୍ବାସ୍ଥ୍ୟ ପକ୍ଷେ ହାନିକାରକ। ଏକଥା ଜାଣିଥିଲେ ସୁଦ୍ଧା ଏଥିପ୍ରତି ଅଧିକାଂଶ ସଚେତନ ନାହାନ୍ତି। ତେବେ ଆପଣ ଜାଣନ୍ତି କି, ଏହା ନା କେବଳ କ୍ୟାନ୍ସର, ହୃଦ୍ରୋଗ ଏବଂ ଅନ୍ୟାନ୍ୟ ଘାତକ ରୋଗର ଆଶଙ୍କା ବୃଦ୍ଧି କରିଥାଏ ବରଂ ତ୍ୱଚା…
ହକି ଷ୍ଟାଡିୟମ ପଛପଟେ ଡମ୍ପିଂ ୟାର୍ଡ
ରାଉରକେଲା,୧୪।୧(ଦିନେଶ ମିଶ୍ର)ବିଶ୍ୱସ୍ତରୀୟ ବିର୍ସା ମୁଣ୍ଡା ହକି ଷ୍ଟାଡିୟମ ପଛପଟେ ରହିଛି ସହରର ପ୍ରମୁଖ ଡମ୍ପିଂୟାର୍ଡ। ଏହି ଡମ୍ପିଂ ୟାର୍ଡ ଯୋଗୁ ସ୍ଥାନୀୟ ଲୋକେ ନାହିଁ ନ ଥିବା ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ଏ ନେଇ ଆରଏମ୍ସି କର୍ତ୍ତୃପକ୍ଷଙ୍କ ନିକଟରେ ସ୍ଥାନୀୟ ଲୋକେ…
ହୀରାକୁଦ ବନ୍ଧକୁ ପୂରିଲା ୬୭ବର୍ଷ
ସମ୍ବଲପୁର,୧୪ା୧ (ଭବାନୀ ଶଙ୍କର ଭୋଇ):୧୯୫୭ ମସିହା ଠିକ୍ ଆଜିର ଦିନରେ ତତ୍କାଳୀନ ପ୍ରଧାନମନ୍ତ୍ରୀ ଜବାହରଲାଲ ନେହେରୁଙ୍କ ଦ୍ୱାରା ସ୍ବାଧୀନ ଭାରତର ସର୍ବବୃହତ୍ ପ୍ରକଳ୍ପ ଭାବରେ ହୀରାକୁଦ ବନ୍ଧ ଉଦ୍ଘାଟିତ ହୋଇଥିଲା। ଜଳ ସେଚନ, ବିଦ୍ୟୁତ୍ ଉତ୍ପାଦନ ସହ ବନ୍ୟା ନିୟନ୍ତ୍ରଣ ଲକ୍ଷ୍ୟ…
ଅଳ୍ପ ବିଦ୍ୟା ଭୟଙ୍କରୀ
ଆଜିକାଲି ଘରେ ବସି ଖୁବ୍ ସହଜରେ ଇଣ୍ଟରନେଟ୍ରୁ ମିଳିପାରୁଛି ପ୍ରତ୍ୟେକ ବିଷୟରେ ସୂଚନା। ଯାହା ମଧ୍ୟରୁ କେତେକ ସୂଚନାରେ ରହୁଛି ଅଧା ସତ୍ୟ। ହେଲେ ଇଣ୍ଟରନେଟ୍ର ତଥ୍ୟକୁ ଅନ୍ଧଭାବେ ବିଶ୍ୱାସ କରୁଥିବା ଜନସାଧାରଣ ଏହି ସୂଚନାକୁ ହିଁ ସତ ବୋଲି ମାନି…
ଭୋଟରଙ୍କୁ ଆକୃଷ୍ଟ ଲାଗି କଲ୍ ସେଣ୍ଟର
ରାୟଗଡ଼ା,୧୪।୧(ଆଶିଷ ରଞ୍ଜନ ପଣ୍ଡା): ଆଗାମୀ ନିର୍ବାଚନକୁ ଦୃଷ୍ଟିରେ ରଖି ଭୋଟରଙ୍କୁ ଆକୃଷ୍ଟ କରିବା ପାଇଁ ୩ ପ୍ରମୁଖ ଦଳ ଭାଜପା, ବିଜେଡି ଓ କଂଗ୍ରେସ ଡିଜିଟାଲ ମିଡିଆ ସମେତ କଲ୍ ସେଣ୍ଟର ବ୍ୟବହାର କରୁଥିବା ସାଧାରଣରେ ଆଲୋଚନା ଜୋର ଧରିଛି। ନିଜ…
ଦଶପଲ୍ଲା ରେଞ୍ଜରେ ବଢୁଛି ବାଘ ଶିକାର
ନୟାଗଡ଼,୧୪।୧(ଲୋକନାଥ ମିଶ୍ର)ନୟାଗଡ଼ ବନଖଣ୍ଡ ଦଶପଲ୍ଲା ରେଞ୍ଜରେ କଲରାପତରିଆ ବାଘ ଶିକାର ବଢ଼ିବାରେ ଲାଗିଛି । ଦଶପଲ୍ଲା ବନବିଭାଗ ପକ୍ଷରୁ କଲରାପତରିଆ ବାଘକୁ ସୁରକ୍ଷା ଦିଆଯାଇ ପାରୁ ନ ଥିବାରୁ ଧିରେ ଧିରେ ଏମାନଙ୍କ ସଂଖ୍ୟା ହ୍ରାସ ପାଉଛି। ଅନ୍ୟପକ୍ଷେ ଦଶପଲ୍ଲା ରେଞ୍ଜର…
ବିଜେଡିରେ ଭାଜପା ନେତା
ସୁନ୍ଦରଗଡ,୧୪।୧(ଜୟ ନାରାୟଣ ମେଣ୍ଡୁଳି): ସୁନ୍ଦରଗଡର ଯୁବନେତା, ପୂର୍ବତନ କାଉନସିଲର ତଥା ଭାଜପା ନେତା ଡ. ହିମାଂଶୁ ଷଡ଼ଙ୍ଗୀ ଶନିବାର ନିଜ ସମର୍ଥକଙ୍କ ସହ ବିଜେଡିରେ ସାମିଲ ହୋଇଛନ୍ତି। ଭୁବନେଶ୍ୱର ସ୍ଥିତ ଶଙ୍ଖ ଭବନରେ ଆୟୋଜିତ ଏକ କାର୍ଯ୍ୟକ୍ରମରେ ମନ୍ତ୍ରୀ ପ୍ରୀତିରଞ୍ଜନ ଘଡାଇ ଓ…
ପାଦରେ ଚାଲି ମଧ୍ୟପ୍ରଦେଶରୁ ପୁରୀ
ଗଣିଆ,୧୪ା୧(ସନ୍ତୋଷ କୁମାର ପ୍ରଧାନ)ଜଗା ଦର୍ଶନର ଅଦ୍ୟମ ଇଚ୍ଛାଶକ୍ତି ଆଗରେ ହାର ମାନିଛି ବୟସ। ଶ୍ରୀକ୍ଷେତ୍ରଧାମରେ ଚତୁର୍ଦ୍ଦାମୂର୍ତ୍ତିଙ୍କୁ ଦର୍ଶନ କରିବା ପାଇଁ ସୁଦୂର ମଧ୍ୟପ୍ରଦେଶରୁ ୪ଜଣିଆ ତୀର୍ଥଯାତ୍ରୀ ଦଳ ପୁରୁଣା ଜଗନ୍ନାଥ ସଡ଼କରେ ପାଦରେ ଚାଲି ଚାଲି ପୁରୀ ଅଭିମୁଖେ ଯାଉଛନ୍ତ। ଏହି…
Archives


