ଏକମାତ୍ର ଗ୍ୟାରେଣ୍ଟି ‘ମୋଦି ଜିତିବେନି’
କଲ୍ୟାଣୀ,୧୫ା୫: ଚଳିତ ଲୋକ ସଭା ନିର୍ବାଚନରେ ‘ଇଣ୍ଡିଆ’ ବ୍ଲକ୍ ୩୦୦ ଆସନ ଦଖଲ କରି ସରକାର ଗଢ଼ିବ। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏଥର କ୍ଷମତାକୁ ଫେରିପାରିବେ ନାହିଁ। ସେ ତୃତୀୟ ଥର ପ୍ରଧାନମନ୍ତ୍ରୀ ହୋଇପାରିବେ ନାହିଁ। ଏହା ଏକମାତ୍ର ଗ୍ୟାରେଣ୍ଟି ବୋଲି…
ମାଓବାଦୀ କହି ୧୨ ନିରୀହଙ୍କୁ ହତ୍ୟା
ରାୟପୁର,୧୫ା୫:ଦେଶରେ ଲୋକ ସଭା ଏବଂ ଓଡ଼ିଶା ସମେତ ୪ ରାଜ୍ୟ ବିଧାନସଭା ନିର୍ବାଚନ ଚାଲିଥିବାବେଳେ ଭାଜପା ଶାସିତ ଛତିଶଗଡ଼ ସରକାରର ବଡ଼ ଚାଲବାଜି ଧରାପଡ଼ିଛି। ଓଡ଼ିଶାରେ ସୋମବାର (ମେ’ ୧୩ରେ) କଳାହାଣ୍ଡି, ନବରଙ୍ଗପୁର, ବ୍ରହ୍ମପୁର ଓ କୋରାପୁଟ ସଂସଦୀୟ ଆସନ ସହ…
ସ୍ତ୍ରୀଙ୍କୁ ହତ୍ୟା କରି ବସ୍ତାରେ ପୁରାଇ ରଖିଥିଲେ ସ୍ବାମୀ, ଝିଅ ଖୋଜିବା ପରେ…
କେନ୍ଦୁଝର,୧୪ା୫(ନରେଶ ଚନ୍ଦ୍ର ପଟ୍ଟନାୟକ)- କେନ୍ଦୁଝର ଜିଲା ବାରିଆ ଥାନା ଅଧୀନ ଷଡ଼ଙ୍ଗୀ ଗ୍ରାମରେ ସ୍ତ୍ରୀଙ୍କୁ ହତ୍ୟାକରି ସ୍ବାମୀ ବସ୍ତାରେ ପୂରାଇ ଘରେ ଲୁଚାଇ ରଖିବା ଘଟଣା ଚାଞ୍ଚଲ୍ୟ ଖେଳାଇ ଦେଇଛି। ଗ୍ରାମବାସୀ ଅଭିଯୁକ୍ତଙ୍କୁୁ ଧରି ପୋଲିସ ଜିମା ଦେଇଛନ୍ତି। ପୋଲିସ ମୃତଦେହ…
ସ୍ବାଧୀନ ପ୍ରାର୍ଥୀ ପିଣ୍ଟୁ ଦାଶ ଜେଲ ଗଲେ, ପାଲଟା ଅଭିଯୋଗ ଆଣିଲେ ସ୍ତ୍ରୀ
ବ୍ରହ୍ମପୁର,୧୪ା୫(ସୁବାସ ଚନ୍ଦ୍ର ପାଢ଼ୀ):ବ୍ରହ୍ମପୁର ଭାଜପା ଏମ୍ପି ପ୍ରାର୍ଥୀ ପ୍ରଦୀପ ପାଣିଗ୍ରାହୀଙ୍କୁ ମରଣାନ୍ତକ ଆକ୍ରମଣ ଘଟଣାରେ ପୋଲିସ ସ୍ବାଧୀନ ବିଧାୟକ ପ୍ରାର୍ଥୀ ଶିବ ଶଙ୍କର ଦାଶ ଓରଫ ପିଣ୍ଟୁଙ୍କୁ ସୋମବାର ରାତିରେ ଗିରଫ କରିଥିଲା। ମଙ୍ଗଳବାର ତାଙ୍କୁ କୋର୍ଟ ଚାଲାଣ କରାଯାଇଛି ।…
‘କଂଗ୍ରେସ ଦେବ ଗରିବଙ୍କୁ ଲାଇଫ୍ଲାଇନ୍’
ନୂଆଦିଲ୍ଲୀ,୧୪।୫: ଲୋକ ସଭା ନିର୍ବାଚନକୁ ନେଇ ରାଜନୈତିକ ଦଳଗୁଡ଼ିକ ପକ୍ଷରୁ ପରସ୍ପରକୁ କଟାକ୍ଷ କରିବା ଜାରି ରହିଛି। ଦଳଗୁଡ଼ିକ ନିଜର ଯୋଜନାଗୁଡ଼ିକର ପ୍ରଚାର ପ୍ରସାର ଲାଗି ନୂଆ ଉପାୟ ଆପଣାଉଛନ୍ତି। ଏମିତିରେ କଂଗ୍ରେସ ଏମ୍ପି ରାହୁଲ ଗାନ୍ଧି ଏକ ଭିଡିଓ ଶେୟାର…
ବିଦା ହେବ ସନରାଇଜର୍ସ ହାଇଦ୍ରାବାଦ, ପ୍ଲେ ଅଫ୍ରେ ପହଞ୍ଚିବେ ଆର୍ସିବି-ସିଏସ୍କେ !
ନୂଆଦିଲ୍ଲୀ,୧୪।୫: ଆଇପିଏଲ୍ ପ୍ଲେ ଅଫ୍ ମୁକାବିଲା ଯେତିକି ପାଖେଇ ଆସୁଛି, ରୋମାଞ୍ଚ ସେତିକି ବଢ଼ୁଛି। ଏମିତିରେ କେଉଁ ୪ ଟିମ୍ ଯୋଗ୍ୟତା ହାସଲ କରିବେ ତାହା ଉପରେ ସମସ୍ତଙ୍କ ନଜର ରହିଛି। କୋଲକାତା ନାଇଟ୍ ରାଇଡର୍ସ ପ୍ରଥମ ଟିମ୍ ଭାବେ ପ୍ଲେ…
ମୁଖ୍ୟମନ୍ତ୍ରୀଙ୍କ ଆସନରେ ପ୍ରଚାର କଲେ ସବ୍ୟ-ଅର୍ଚ୍ଚିତା
ହିଞ୍ଜିଳିକାଟୁ,୧୪।୫(ଦ୍ବିତୀକୃଷ୍ଣ ପଣ୍ଡା): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ହିଞ୍ଜିଳି ବିଧାନସଭା ଅନ୍ତର୍ଗତ ବିଭିନ୍ନ ଅଞ୍ଚଳରେ ଓଡ଼ିଆ ସିନେ ତାରକା ସବ୍ୟସାଚୀ ଓ ଅର୍ଚ୍ଚିତା ମଙ୍ଗଳବାର ବିଜେଡ଼ି ପାଇଁ ପ୍ରଚାର କରିଛନ୍ତି। ସିନେ ତାରକା ଦମ୍ପତିଙ୍କ ସହ ଆସିକା ଏମପି ପ୍ରାର୍ଥୀନୀ ରଞ୍ଜିତା ସାହୁ…
‘ଉଚ୍ଚତା କମ୍ ବୋଲି କ’ଣ ବିବାହ କରିବା ମନା’; ଟ୍ରୋଲରଙ୍କୁ ରାଗରେ ଏଭଳି କହିଲେ ଅବ୍ଦୁ…
ବମ୍ବେ: ନିର୍ବନ୍ଧ ଫଟୋ ଶେୟାର କରିବା ପରଠାରୁ ଟ୍ରୋଲ ହେଉଛନ୍ତି ବିଗ୍ ବସ୍ ଫେମ୍ ଅବ୍ଦୁ ରୋଜିକ୍। ଅନେକେ ତାଙ୍କ ଖୁସିରେ ଖୁସି ହୋଇ ଶୁଭେଚ୍ଛା ଜଣାଉଥିବା ବେଳେ କିଛି ତାଙ୍କ ଉଚ୍ଚତାକୁ ନେଇ କମେଣ୍ଟ କରୁଛନ୍ତି। ଏହାକୁ ନେଇ ଏବେ…
ଓଡ଼ିଶା ହାଇକୋର୍ଟର ୧୪୭ ଏଏସ୍ଓ ପଦବୀ ନିମନ୍ତେ ବିଜ୍ଞପ୍ତି, ମେ ୨୦ରୁ ଆବେଦନ
କଟକ,୧୪ା୫ (କାର୍ତ୍ତିକ ସାହୁ) ଓଡ଼ିଶା ହାଇକୋର୍ଟରେ ୧୪୭ଟି ଆସିଷ୍ଟାଣ୍ଟ ସେକ୍ସନ ଅଫିସର (ଏଏସ୍ଓ) ପଦବୀ ନିମନ୍ତେ ମଙ୍ଗଳବାର ବିଜ୍ଞପ୍ତି ପ୍ରକାଶ ପାଇଛି। ତନ୍ମଧ୍ୟରୁ ୪୯ଟି ପଦବୀ ମହିଳାଙ୍କ ନିମନ୍ତେ ସଂରକ୍ଷିତ ରହିଛି। ଏହି ପଦବୀରେ ନିଯୁକ୍ତି ନିମନ୍ତେ ଯୋଗ୍ୟ ପ୍ରାର୍ଥୀମାନେ ମେ…
‘କୌଣସି ଦଳକୁ ସମର୍ଥନ ଦେବୁ ନାହିଁ’; ଘୋଷଣା କରି ଭାଜପାକୁ ବଡ଼ ଝଟ୍କା ଦେଲେ…
ଲକ୍ଷ୍ନୌ,୧୪।୫: ଉତ୍ତରପ୍ରଦେଶ ଜନସତ୍ତା ଦଳ(ଗଣତାନ୍ତ୍ରିକ) ମୁଖ୍ୟ ରାଜା ଭୈୟା ଲୋକ ସଭା ନିର୍ବାଚନରେ କୌଣସି ଦଳକୁ ସମର୍ଥନ ଦେବେ ନାହିଁ ବୋଲି ଘୋଷଣା କରିଛନ୍ତି। ନିଜର ବିବେକ ଏବଂ ପସନ୍ଦ ଅନୁଯାୟୀ ଭୋଟ୍ ଦେବାକୁ ସେ ଜନସାଧାରଣଙ୍କୁ ନିବେଦନ କରିଛନ୍ତି। ତେବେ…
ନିର୍ବାଚନ ପରେ ଗ୍ରାହକଙ୍କୁ ବଡ଼ ଝଟ୍କା, ୫୦ରୁ ୨୫୦ ଯାଏଁ ମହଙ୍ଗା ହେବ ମୋବାଇଲ ରିଚାର୍ଜ!
ନୂଆଦିଲ୍ଲୀ,୧୪।୫: ଲୋକ ସଭା ନିର୍ବାଚନ ପରେ କୋଟି କୋଟି ମୋବାଇଲ ୟୁଜର୍ସଙ୍କୁ ଏକ ବଡ଼ ଝଟକା ଳାଗିବାକୁ ଯାଉଛି। ସୂଚନା ଅନୁଯାୟୀ, ଟେଲିକମ କମ୍ପାନୀଗୁଡିକ ମୋବାଇଲ ତାରିଫ୍ ବୃଦ୍ଧି କରିବାକୁ ଯାଉଛନ୍ତି। ଏହା ୨୫ ପ୍ରତିଶତ ବୃଦ୍ଧି ପାଇବାର ସମ୍ଭାବନା ରହିଛି।…
୫୨ ସଂସ୍ଥା ବ୍ଲାକଲିଷ୍ଟ, ୧.୮୬ ଲକ୍ଷ ମୋବାଇଲ ବ୍ଲକ; ଟେଲିକମ୍ ବିଭାଗ ନେଲା ବଡ଼ ପଦକ୍ଷେପ…
ନୂଆଦିଲ୍ଲୀ,୧୪।୫: ସାଇବର ଅପରାଧକୁ ରୋକିବା ଲାଗି ଟେଲିକମ୍ ବିଭାଗ ଅନେକ ପଦକ୍ଷେପ ନେଇଛି। ଲୋକଙ୍କୁ ଠକିବା ଲାଗି ଏସ୍ଏମ୍ଏସ୍ ପଠାଇବା ସହ ଜଡ଼ିତ ୫୨ ପ୍ରମୁଖ ସଂଗଠନକୁ ବ୍ଲାକଲିଷ୍ଟ(କଳା ତାଲିକାଭୁକ୍ତ) କରାଯାଇଛି। ୭୦୦ ଏସ୍ଏମ୍ଏସ୍ ବିଷୟବସ୍ତୁ ଟେମ୍ପଲେଟ୍ଗୁଡ଼ିକ ବନ୍ଦ କରାଯାଇଛି। ୩୪୮…

